ଗଣନା ପୁସ୍ତକ Chapter 19

For English

Read ଗଣନା ପୁସ୍ତକ Chapter 19 Online

Read ଗଣନା ପୁସ୍ତକ Chapter 19 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗଣନା ପୁସ୍ତକ and the Holy Bible online.

Choose a Chapter

ଗଣନା ପୁସ୍ତକ 19

ଅଧ୍ୟାୟ 19

1. ଅନନ୍ତର ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ,

2. "ସଦାପ୍ରଭୁ ଏହି ଆଜ୍ଞା ବିଧି ଦଇେ ଅଛନ୍ତି। ଇଶ୍ରାୟେଲର ଲୋକମାନଙ୍କୁ କୁହ, ଯାହାଠା ରେ ଖୁଣ ନାହିଁ ଓ ଯାହା ଉପରେ କବେେ ୟୁଆଳି ଦିଆୟାଇ ନାହିଁ, ଏପରି ଏକ ଲାଲ ଗାଈ ସମାନେେ ତୁମ୍ଭ ନିକଟକୁ ଆଣନ୍ତୁ।

3. ତହୁଁ ତୁମ୍ଭମାନେେ ସହେି ଗାଈକୁ ଇଲିଯାସର ଯାଜକକୁ ଦବେ। ସେ ତାହାକୁ ଛାଉଣୀ ବାହାରକୁ ଆଣି ବଧ କରିବ।

4. ଯାଜକ ଇଲିଯାସର ଆପଣା ଅଙ୍ଗୁଳି ଦ୍ବାରା ତାହାର ରକ୍ତରୁ ନଇେ ପବିତ୍ର ତମ୍ବୁ ସମ୍ମିଖ ରେ ସାତଥର ଛିଞ୍ଚିବେ।

5. ଆଉ ଜଣେ ତାହାର ଦୃଷ୍ଟି ଗୋଚର ରେ ସହେି ଗାଈକି ଦଗ୍ଧ କରିବ, ସେ ତାହାର ଗୋମଯ ସହିତ ଚର୍ମ, ମାଂସ ଓ ରକ୍ତ ଦଗ୍ଧ କରିବ।

6. ତହୁଁ ଯାଜକ ଏରସ କାଠ, ଏସୋବ୍ ଓ ଲାଲ ସୂତା ନଇେ ସହେି ଗାଈ ଦାହର ଅଗ୍ନି ମଧିଅରେ ପକାଇବ।

7. ତା'ପରେ ସେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ତା'ପରେ ସେ ଛାଉଣୀକି ଆସିବ। ପୁଣି ଯାଜକ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।

8. ଯେଉଁ ଲୋକ ସହେି ଗାଈକି ଦଗ୍ଧ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ଆଉ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।

9. "ଏହାପରେ କୌଣସି ଶୁଚିଲୋକ ସହେି ଗାଈର ଭସ୍ମ ସଂଗ୍ରହ କରି ଛାଉଣୀ ବାହା ରେ କୌଣସି ଶୁଚି ସ୍ଥାନ ରେ ରଖିବ। ସହେି ଭସ୍ମ ଇଶ୍ରାୟେଲ ଲୋକମାନଙ୍କର ପାଣିକୁ ଶୁଚି କରିବା ନିମନ୍ତେ ରଖାୟିବ। ତାହା ଶୁଚି କରଣାର୍େଥ ଉତ୍ସର୍ଗ ଅଟେ।

10. "ଆଉ ଯେଉଁ ଲୋକ ସେ ଗାଈର ଭସ୍ମ ସଂଗ୍ରହ କରେ ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।

11. ଯଦି କହେି କୌଣସି ମନୁଷ୍ଯର ଶବ ଛୁଏଁ, ତବେେ ସାତଦିନ ପର୍ୟ୍ଯନ୍ତ ଅଶୁଚି ରହିବ।

12. ସେ ତୃତୀୟ ଦିନ ରେ ଓ ସପ୍ତମ ଦିନ ରେ ନିଜକୁ ଶୁଚି କରିବ। ଯଦି ସେ ତୃତୀୟ ଦିନ ରେ ନିଜକୁ ଶୁଚି ନକରେ ତବେେ ସେ ସପ୍ତମ ଦିନ ରେ ଶୁଚି ହବେ ନାହିଁ।

13. ଯଦି କହେି ଶବ ଛୁଇଁ ନିଜକୁ ଶୁଚି ନ କରେ ତବେେ ସେ ସଦାପ୍ରଭୁଙ୍କ ପବିତ୍ର ତମ୍ବୁକୁ ଅଶୁଚି କରେ। ସହେି ମନୁଷ୍ଯ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ବହିଷ୍କାର ରହିବ। ତାହା ଉପରେ ଶୁଚି ନିମନ୍ତେ ଜଳ ଛିଞ୍ଚା ୟାଇ ନ ଥିବାରୁ ସେ ଅଶୁଚି ହବେ। ତା'ର ଅଶୌଚ ତାହାଠା ରେ ରହିବ।

14. "କୌଣସି ମନୁଷ୍ଯ ତୁମ୍ବୁ ଭିତ ରେ ମଲେ ତହିଁର ବ୍ଯବସ୍ଥା ଏହି। ଯେ କହେି ସହେି ତମ୍ବୁ ରେ ଥାଏ ଓ ଯେ କହେି ସହେି ତମ୍ବୁକୁ ଆ ସେ ସେ ସାତଦିନ ପାଇଁ ଅଶୁଚି ହାଇେ ରହିବ।

15. ଢାଙ୍କୁଣୀ ନ ଥିବା ପ୍ରେତ୍ୟକକ ମଲୋପାତ୍ର ଅଶୁଚି ହବେ।

16. ପୁଣି କହେି ଯଦି ଖାେଲା କ୍ଷେତ୍ର ରେ ୟୁଦ୍ଧ ରେ ନିହତ ମୃତ ଦହେ ମନୁଷ୍ଯ ଅସ୍ଥି କିମ୍ବା କବର ଛୁଏଁ, ତବେେ ସେ ସାତଦିନ ୟାଏ ଅଶୁଚି ରହିବ।

17. "ପୁଣି ଲୋକମାନେ ସହେି ଅଶୁଚି ଲୋକକୁ ଶୁଚି କରିବା ପାଇଁ ପାପାର୍ଥକ ବଳିର ଦଗ୍ଧ ଭସ୍ମ ନବେେ ଓ ତାକୁ ଏକ ପାତ୍ର ରେ ରଖି ପ୍ରବାହଜଳ ସେଥି ରେ ଢାଳିବେ।

18. ତା'ପରେ ଜଣେ ଶୁଚିମନ୍ତ ବ୍ଯକ୍ତି ଏକ ଏସୋବ୍ ଶାଖା ନଇେ ସହେି ଜଳ ରେ ବୁଡାଇବା ଉଚିତ୍। ସେ ସହେି ତମ୍ବୁ ଉପରେ, ସମସ୍ତ ପାତ୍ର ଉପରେ, ସଠାେରେ ଥିବା ସମସ୍ତ ଲୋକ ଉପରେ ଓ ଅସ୍ଥି, କି ହାତ କି ମୃତ କବର ଛୁଇଁଥିବା ଲୋକ ଉପରେ ତାହା ଛିଞ୍ଚିବ।

19. ତତ୍ପରେ ସହେି ଶୁଚିମନ୍ତ ଲୋକ ତୃତୀୟ ଦିନ ରେ ଓ ସପ୍ତମ ଦିନ ରେ ସହେି ଅଶୁଚି ଜଣକ ଉପରେ ତାହା ଛିଞ୍ଚିବ। ତହୁଁ ସେ ସପ୍ତମ ଦିନ ରେ ସହେି ବ୍ଯକ୍ତିକୁ ପରିଷ୍କାର କରିବା ଉଚିତ୍। ଆଉ ସେ ନିଜର ବସ୍ତ୍ର ଧୋଇ ଜଳ ରେ ସ୍ନାନ କରିବା ଉଚିତ୍ ଓ ସନ୍ଧ୍ଯା ସମୟରେ ସେ ଶୁଚି ହବେ।

20. "ମାତ୍ର ଯେଉଁ ଲୋକ ଅଶୁଚି ହାଇେ ନିଜକୁ ପରିଷ୍କାର ନ କରିବ ସହେି ପ୍ରାଣୀ ସମାଜ ମଧ୍ଯରୁ ପୃଥକ ରହିବ। କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା। ତାହା ଉପରେ ଅ େଶୗଚାର୍ଥକ ଜଳ ସଚେିତ ହେଲା ନାହିଁ। ତେଣୁ ସେ ଅଶୁଚି।

21. ଏହା ସମାନଙ୍କେ ପାଳନୀଯ ଅନନ୍ତକାଳୀନ ବାଧି ହବେ। ଆଉ ଯେ କହେି ସହେି ଅ େଶୗଚାର୍ଥକ ଜଳ ସଚେନ କରେ, ସେ ଆପଣା ବସ୍ତ୍ର ଧୋଇବ। ପୁଣି ଯେ କହେି ସହେି ଅ େଶୗଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।

22. ଆଉ ସହେି ଅଶୁଚି ଲୋକ ଯଦି ଅନ୍ୟ କାହାରିକୁ ଛୁଏଁ, ତବେେ ସେ ମଧ୍ଯ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"

About ଗଣନା ପୁସ୍ତକ Chapter 19

Read ଗଣନା ପୁସ୍ତକ Chapter 19 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଗଣନା ପୁସ୍ତକ
Chapter: 19
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗଣନା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗଣନା ପୁସ୍ତକ Chapter 19 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗଣନା ପୁସ୍ତକ Chapter 19?

ଗଣନା ପୁସ୍ତକ Chapter 19 is part of the Book of ଗଣନା ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଗଣନା ପୁସ୍ତକ Chapter 19 online for free with easy chapter navigation.

More Chapters from ଗଣନା ପୁସ୍ତକ

  1. ଗଣନା ପୁସ୍ତକ Chapter 5
  2. ଗଣନା ପୁସ୍ତକ Chapter 32
  3. ଗଣନା ପୁସ୍ତକ Chapter 20
  4. ଗଣନା ପୁସ୍ତକ Chapter 34
  5. ଗଣନା ପୁସ୍ତକ Chapter 36
  6. ଗଣନା ପୁସ୍ତକ Chapter 12
  7. ଗଣନା ପୁସ୍ତକ Chapter 26

Explore More from ପୁରାତନ ନିୟମ

  1. ହିତୋପଦେଶ Chapter 17
  2. ଗୀତସଂହିତା Chapter 105
  3. ଲେବୀୟ ପୁସ୍ତକ Chapter 17
  4. ପରମଗୀତ Chapter 5
  5. ଗୀତସଂହିତା Chapter 109
  6. ଯିଶାଇୟ Chapter 17
  7. ହୋଶେୟ Chapter 8

Related Chapters & Readings

  1. ଦ୍ୱିତୀୟ ବିବରଣ Chapter 15
  2. ଦାନିଏଲ Chapter 9
  3. ଉପଦେଶକ Chapter 1
  4. ଯିହିଜିକଲ Chapter 42
  5. ପ୍ରଥମ ବଂଶାବଳୀ Chapter 6
  6. ପ୍ରଥମ ବଂଶାବଳୀ Chapter 16
  7. ଗୀତସଂହିତା Chapter 131
Share Your Love

Leave a Reply

Your email address will not be published. Required fields are marked *