ଗୀତସଂହିତା Chapter 107

For English

Read ଗୀତସଂହିତା Chapter 107 Online

Read ଗୀତସଂହିତା Chapter 107 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 107

ଅଧ୍ୟାୟ 107

1. ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। କାରଣ ସେ ମହାନ୍। ତାଙ୍କର ଦୟା ଅନନ୍ତକାଳସ୍ଥାଯୀ।

2. ପ୍ରେତ୍ୟକକ ବ୍ଯକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍। ସଦାପ୍ରଭୁ ସମାନଙ୍କେର ଶତ୍ରୁମାନଙ୍କଠାରୁ ସମାନଙ୍କେୁ ରକ୍ଷା କରିଛନ୍ତି।

3. ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରୀତ କଲେ। ସେ ସମାନଙ୍କେୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରୀତ କଲେ।

4. ସମାନଙ୍କେ ମଧ୍ଯରୁ କେତକେ ଶୁଷ୍କ ମରୁଭୂମିରେ ଏଣତେଣେେ ଭ୍ରମଣ କଲେ। ସମାନେେ ସହରରେ ବାସ କରିବାକୁ ଏକ ସ୍ଥାନ ଖାଜେୁଥିଲେ, ସମାନେେ ପାଇଲେ ନାହିଁ।

5. ସମାନେେ କ୍ଷୁଧିତ ଓ ତୃଷାର୍ତ୍ତ ଥିଲେ ଏବଂ ସମାନେେ ଦୁର୍ବଳ ହାଇୟୋଇଥିଲେ।

6. ସମାନେେ ବିପଦରେ ଥିଲେ, ତଣେୁ ସମାନେେ ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ କାକୁକ୍ତି କଲେ। ଏବଂ ସେ ତାଙ୍କୁ ସହେି ବିପଦରୁ ମୁକ୍ତ କଲେ।

7. ପରମେଶ୍ବର ସମାନଙ୍କେୁ ବସତି ନଗରକୁ ଆଗଇେ ନଲେେ, ଯେଉଁଠାରେ ସମାନେେ ବାସ କରିପାରିବେ।

8. ସମାନେେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ଯବାଦ କରିବା ଉଚିତ୍ କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।

9. କାରଣ ପରମେଶ୍ବର ତୃଷାର୍ତ୍ତ ପ୍ରାଣକୁ ଶାନ୍ତ କରିଛନ୍ତି। କ୍ଷୁଧାର୍ତ୍ତମାନଙ୍କର ଉଦର ପରମେଶ୍ବର ପୂର୍ଣ୍ଣ କରିଛନ୍ତି।

10. ପରମେଶ୍ବରଙ୍କର କିଛି ଲୋକ ଦୁଃଖ ଓ ଲୌହ ଶୃଙ୍ଖଳରେ ବନ୍ଧାହାଇେ ଅନ୍ଧକାରରେ ଥିଲେ।

11. କାହିଁକି ? କାରଣ ସମାନେେ ପରମେଶ୍ବରଙ୍କ ବାକ୍ଯର ବିରୁଦ୍ଧାଚରଣ କଲେ। ସମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କ ଉପଦେଶକୁ ମାନିବାକୁ ମନା କଲେ।

12. ପରମେଶ୍ବର ସମାନଙ୍କେୁ ନମ୍ର କରଇବୋ ପାଇଁ ଅସୁବିଧାର ସମ୍ମୁଖୀନ କଲେ। ସମାନେେ ପତିତ ହେଲେ ଓ ସାହାୟ୍ଯ କରିବାକୁ କହେି ନ ଥିଲେ।

13. ସମାନେେ ବିପଦରେ ଥିଲେ, ତଣେୁ ସମାନେେ ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ କାକୁକ୍ତି କଲେ। ଏବଂ ସେ ସମାନଙ୍କେୁ ବିପଦରୁ ରକ୍ଷା କଲେ।

14. ପରମେଶ୍ବର ସମାନଙ୍କେୁ ଅନ୍ଧକାର ଓ ମୃତ୍ଯୁ ଛାଯାରୁ ସମାନଙ୍କେୁ ବାହାର କରି ଆଣିଲେ ଓ ସମାନଙ୍କେ ବନ୍ଧନ ଛଦନେ କଲେ।

15. ସମାନେେ ସଦାପ୍ରଭୁଙ୍କର କରୁଣା ପ୍ରମେ ପାଇଁ ତାଙ୍କୁ ଧନ୍ଯବାଦ କରନ୍ତୁ। ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି ବୋଲି।

16. ପରମେଶ୍ବର ପିତ୍ତଳ ଫାଟକକୁ ଭାଙ୍ଗି ଦଇପୋରିବେ। ସେ କଏଦୀମାନଙ୍କର ଲୌହ ନିର୍ମିତ ଫାଟକରେ ଥିବା ଲୁହା ଅର୍ଗଳକୁ ଭାଙ୍ଗି ଚୂନା କରିପାରିବେ।

17. କେତକେ ମୂର୍ଖ ହାଇଗେଲେ କାରଣ ସମାନଙ୍କେର ନିଜର ପାପ ୟୋଗୁଁ ଏବଂ ସମାନେେ ଅଧର୍ମାଚରଣ କଲେ।

18. ସହେି ଲୋକମାନେ ବହୁତ ରୁଗ୍ଣ ଥିଲେ। ଖାଦ୍ୟ ପରିତ୍ଯାଗ କରିଥିଲେ। ସମାନେେ ପ୍ରାଯ ମୃତବତ୍ ରହିଥିଲେ।

19. ସମାନେେ ବିପଦରେ ଥିଲେ, ତଣେୁ ସମାନେେ ସଦାପ୍ରଭୁଙ୍କ ନିକଟରେ ସହାୟତା ପାଇଁ କାକୁକ୍ତି କଲେ ଏବଂ ସେ ସମାନଙ୍କେ ଦୁର୍ଦ୍ଦଶାରୁ ସମାନଙ୍କେୁ ମୁକ୍ତ କଲେ।

20. ପରମେଶ୍ବର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସମାନଙ୍କେୁ ମୁକ୍ତ କଲେ।

21. ସଦାପ୍ରଭୁଙ୍କୁ ତାଙ୍କର ସ୍ନହପେୂର୍ଣ୍ଣ କରୁଣା ନିମନ୍ତେ ଧନ୍ଯବାଦ କର କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।

22. ସମାନେେ ଧନ୍ଯବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ ଓ ଗାନକରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।

23. କେତକେ ଲୋକ ସମାନଙ୍କେର କାର୍ୟ୍ଯ ପାଇଁ ନେ ୗକାରେ ସମୁଦ୍ର ପାର ହୁଅନ୍ତି।

24. ସମାନେେ ସଦାପ୍ରଭୁଙ୍କର କାର୍ୟ୍ଯ ଓ ସମୁଦ୍ର ଜଳରେ ତାଙ୍କର ଅଦଦ୍ଭୁତ କାର୍ୟ୍ଯ ଦେଖନ୍ତି।

25. ପରମେଶ୍ବର ଆଜ୍ଞା କଲେ ଏବଂ ପ୍ରବଳ ବାଯୁ ଉଠି ଆସିଲା। ଢ଼େଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।

26. ସମାନେେ ସହେି ଢ଼େଉରେ ଆକାଶକୁ ଉଠିଲେ ଓ ଏହାପରେ ଜଳଗର୍ଭକୁ ଖସିଲେ। ଝଡ଼ ଏତେ ବିପଦପୂର୍ଣ୍ଣ ଥିଲା ୟେ, ସମାନେେ ସମାନଙ୍କେର ସାହସ ହରାଇଲେ।

27. ସମାନେେ ମତ୍ତଲୋକ ପରି ଏକଡ଼ ସକେଡ଼ ଦୋହଲନ୍ତି। ଏବଂ ସମାନଙ୍କେର ବୁଦ୍ଧି ହଜିୟାଏ।

28. ତବେେ ସମାନେେ ଆପଣା ସଙ୍କଟ ସମଯରେ ସଦାପ୍ରଭୁଙ୍କଠାରେ ସହାୟତା ପାଇଁ କାକୁକ୍ତି କଲେ ଏବଂ ତହିଁରେ ପରମେଶ୍ବର ସମାନଙ୍କେୁ ସଙ୍କଟରୁ ଉଦ୍ଧାର କଲେ।

29. ପରମେଶ୍ବର ବତାସକୁ ସ୍ଥିର କଲେ ଓ ସମୁଦ୍ରର ତରଙ୍ଗମାଳାକୁ ଶାନ୍ତ କଲେ।

30. ସମୁଦ୍ର ଶାନ୍ତ ହାଇଗେଲା ବୋଲି ନାବିକମାନେ ଖୁସି ହେଲେ, କାରଣ ସମାନେେ ଯେଉଁଠାକୁ ୟିବାକୁ ଚାହିଁଥିଲେ ପରମେଶ୍ବର ତାଙ୍କୁ ପୋତାଶଯକୁ ନିରାପଦରେ ଆଗଇେ ନଲେେ।

31. ସମାନେେ ସଦାପ୍ରଭୁଙ୍କ ମଙ୍ଗଳଦାନ ପାଇଁ ତାଙ୍କୁ ଧନ୍ଯବାଦ କର, ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି ବୋଲି।

32. ଲୋକମାନଙ୍କ ମହାସଭାରେ ପରମେଶ୍ବରଙ୍କର ପ୍ରଶଂସା କରିବା ଉଚିତ୍ ଓ ପ୍ରାଚୀନବର୍ଗମାନଙ୍କ ସଭାରେ ତାଙ୍କ ପ୍ରଶଂସା କରିବା ଉଚିତ୍।

33. ପରମେଶ୍ବର ନଦନଦୀକୁ ମରୁଭୂମିରେ ପରିଣତ କରିପାରିବେ ଏବଂ ଝରଣାର ଜଳ ସୋର୍ତକୁ ବନ୍ଦ କରିପାରନ୍ତି।

34. ପରମେଶ୍ବର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି। କାରଣ ଦେଶର ଅଧର୍ମୀ ଲୋକମାନେ ସଠାେରେ ବାସ କରନ୍ତି।

35. କିନ୍ତୁ ପରମେଶ୍ବର ମଧ୍ଯ ମରୁଭୂମିକୁ ଜଳାଶଯରେ ପରିବର୍ତ୍ତିତ କରିପାରନ୍ତି। ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।

36. ପରମେଶ୍ବର କ୍ଷୁଧାର୍ତ୍ତ ଲୋକମାନଙ୍କୁ ଉର୍ବର ଭୂମିକୁ ଆଗଇେ ନିଅନ୍ତି। ଏବଂ ସଠାେରେ ସମାନେେ ତାଙ୍କର ରହିବା ପାଇଁ ନୂତନ ସହର ସୃଷ୍ଟି କରନ୍ତି।

37. ସହେି ଲୋକମାନେ ସମାନଙ୍କେର ଜମିରେ ବୀଜ ରୋପଣ କଲେ ଓ ସମାନେେ ଦ୍ରାକ୍ଷାଲତା ଲଗଇେଲେ ଏବଂ ଭଲ ଫସଲ ଅମଳ କରିପାରନ୍ତି।

38. ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ କରନ୍ତି। ତହିଁରେ ସମାନେେ ଅତିଶଯ ବୃଦ୍ଧି ପାନ୍ତି। ଏବଂ ସମାନଙ୍କେର ବହୁତ ପଶୁପଲ ଊଣା ହୁଅନ୍ତି ନାହିଁ।

39. ଯେତବେେଳେ ପରମେଶ୍ବରଙ୍କର ଲୋକମାନେ େଛାଟ ହାଇଗେଲେ ଏବଂ ଅତ୍ଯାଚାର, ଅସୁବିଧା ଏବଂ ଦୁଃଖ ଯୋଗୁଁ ଅପମାନିତ ହେଲେ।

40. ପରମେଶ୍ବର ସମାନଙ୍କେର ଅଧିପତିମାନଙ୍କୁ ଅପମାନିତ ଓ ବିଚଳିତ କରିଥିଲେ, ଯେଉଁମାନେ ତାଙ୍କୁ ଅତ୍ଯାଚାର କରିଥିଲେ। ପୁଣି ସମାନଙ୍କେୁ ପଥହୀନ ମରୁଭୂମିରେ ଭ୍ରମଣ କରାଇଥିଲେ।

41. କିନ୍ତୁ ପରମେଶ୍ବର ସହେି ଦୀନହୀନ ଲୋକମାନଙ୍କୁ ଦୁଃଖରୁ ଉଦ୍ଧାର କଲେ। ସେ ସମାନଙ୍କେର ପରିବାରକୁ ମଷେପଲ ତୁଲ୍ଯ ପାଳନ କରନ୍ତି।

42. ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ ଏବଂ ଦୁଷ୍ଟ ଲୋକମାନେ କ'ଣ କହିବା କଥା ତାହା ଜାଣନ୍ତି ନାହିଁ।

43. ୟେ ଜ୍ଞାନବାନ୍, ସେ ଏହିସବୁ ବିଷଯରେ ମନୟୋଗ କରିବେ। ପୁଣି ସେ ପରମେଶ୍ବରଙ୍କର ପ୍ରକୃତ କରୁଣା ପ୍ରମେକୁ ସେ ବୁଝିବା ଉଚିତ୍।

About ଗୀତସଂହିତା Chapter 107

Read ଗୀତସଂହିତା Chapter 107 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 107
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 107 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 107?

ଗୀତସଂହିତା Chapter 107 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 107 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 106
  5. ଗୀତସଂହିତା Chapter 13
  6. ଗୀତସଂହିତା Chapter 129
  7. ଗୀତସଂହିତା Chapter 92

Explore More from ପୁରାତନ ନିୟମ

  1. ପ୍ରଥମ ରାଜାବଳୀ Chapter 14
  2. ପ୍ରଥମ ରାଜାବଳୀ Chapter 10
  3. ଯିରିମିୟଙ୍କ ବିଳାପ Chapter 4
  4. ଆୟୁବ Chapter 20
  5. ଦିତୀୟ ଶାମୁୟେଲ Chapter 12
  6. ଗୀତସଂହିତା Chapter 12
  7. ଯାତ୍ରା ପୁସ୍ତକ Chapter 16

Related Chapters & Readings

  1. ଯାତ୍ରା ପୁସ୍ତକ Chapter 16
  2. ପ୍ରଥମ ରାଜାବଳୀ Chapter 20
  3. ପ୍ରଥମ ବଂଶାବଳୀ Chapter 11
  4. ଲେବୀୟ ପୁସ୍ତକ Chapter 23
  5. ଫିଲେମୋନ Chapter 1
  6. ମାଥିଉ Chapter 27
  7. ଦିତୀୟ ଶାମୁୟେଲ Chapter 2
Share Your Love

Leave a Reply

Your email address will not be published. Required fields are marked *