ଗୀତସଂହିତା Chapter 135

For English

Read ଗୀତସଂହିତା Chapter 135 Online

Read ଗୀତସଂହିତା Chapter 135 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 135

ଅଧ୍ୟାୟ 135

1. ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର। ହେ ସଦାପ୍ରଭୁଙ୍କର ଦାସମାନେ, ତାଙ୍କୁ ପ୍ରଶଂସା କର।

2. ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କର ମନ୍ଦିରରେ ଛିଡ଼ା ହାଇେଅଛ। ଯେଉଁମାନେ ତାଙ୍କ ପ୍ରାଙ୍ଗଣରେ ଛିଡ଼ା ହାଇେଅଛ, ତାଙ୍କର ଧନ୍ଯବାଦ କର।

3. ସଦାପ୍ରଭୁଙ୍କୁ ପ୍ରଶଂସା କର କାରଣ ସଦାପ୍ରଭୁ ମଙ୍ଗଳମଯ ଅଟନ୍ତି। ତାଙ୍କ ନାମର ପ୍ରଶଂସାଗାନ କର, କାରଣ ଏହା ଆନନ୍ଦ ଆଣେ।

4. ସଦାପ୍ରଭୁ ଆପଣା ନିମନ୍ତେ ୟାକୁବକୁ ମନୋନୀତ କଲେ। ସେ ନିଜର ଅତି ଆପଣା ଲୋକ ହବୋ ପାଇଁ ସେ ଇଶ୍ରାୟେଲକୁ ମନୋନୀତ କଲେ।

5. ମୁଁ ଜାଣେ ସଦାପ୍ରଭୁ ମହାନ ଅଟନ୍ତି। ଆମ୍ଭମାନଙ୍କର ପ୍ରଭୁ ସମସ୍ତ ଦବେତାମାନଙ୍କ ଅପେକ୍ଷା ଶ୍ରେଷ୍ଠ।

6. ସ୍ବର୍ଗରେ, ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ୟାହା ଇଚ୍ଛା କରନ୍ତି, ତାହା କରନ୍ତି।

7. ପରମେଶ୍ବର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଛନ୍ତି। ସେ ବର୍ଷା ସହିତ ବିଜୁଳି କରାନ୍ତି। ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହିତ କରାନ୍ତି।

8. ପରମେଶ୍ବର ମିଶରର ସମସ୍ତ ପ୍ରଥମଜାତ ମନୁଷ୍ଯ ଓ ପଶୁଗଣଙ୍କୁ ହତ୍ଯା କଲେ।

9. ପରମେଶ୍ବର ମିଶରରେ ବହୁତ ଆଶ୍ଚର୍ୟ୍ଯ ଓ ଅଦଦ୍ଭୂତ କାର୍ୟ୍ଯମାନ କଲେ। ସେ ସଗେୁଡ଼ିକୁ ଫାରୋ ଓ ତାଙ୍କର ପଦାଧିକାରୀମାନଙ୍କ ବିପକ୍ଷରେ ବ୍ଯବହାର କଲେ।

10. ପରମେଶ୍ବର ଅନକେ ଗୋଷ୍ଠୀକୁ ପରାସ୍ତ କଲେ। ସେ ବହୁତ ଶକ୍ତିଶାଳୀ ରାଜାମାନଙ୍କୁ ହତ୍ଯା କଲେ।

11. ପରମେଶ୍ବର ଇ ମାରେୀଯମାନଙ୍କ ରାଜା ସୀହାନକେୁ ଓ ବାଶନର ରାଜା ଓଗକୁ ଏବଂ କିଣାନର ସକଳ ରାଜ୍ଯକୁ ପରାସ୍ତ କଲେ।

12. ଆଉ ସଦାପ୍ରଭୁ ସମାନଙ୍କେର ଦେଶ ଇଶ୍ରାୟେଲକୁ ଦେଲେ। ସଦାପ୍ରଭୁ ସହେି ଭୂମି ତାଙ୍କର ନିଜର ଲୋକମାନଙ୍କୁ ଦେଲେ।

13. ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳ ପାଇଁ ପ୍ରସିଦ୍ଧ ହବେ। ହେ ସଦାପ୍ରଭୁ, ତୁମ୍ଭଙ୍କୁ ଲୋକମାନେ ଚିରଦିନ ପାଇଁ ସ୍ମରଣ କରିବେ।

14. ସଦାପ୍ରଭୁ ତାଙ୍କ ଲୋକମାନଙ୍କ ପ୍ରତି ରକ୍ଷା କରନ୍ତି। ସେ ତାଙ୍କର ସବେକମାନଙ୍କ ପ୍ରତି ଦୟା ଦଖାେନ୍ତି।

15. ଅନ୍ୟ ଦେଶୀଯମାନଙ୍କ ମୂର୍ତ୍ତିସବୁ ରୂପା ଓ ସୁନା ଥିଲା। ସଗେୁଡ଼ିକ ମନୁଷ୍ଯର ହସ୍ତ ଦ୍ବାରା ନିର୍ମିତ ହେଉଥିଲା।

16. ସହେି ମୂର୍ତ୍ତିମାନଙ୍କର ମୁଖ ଅଛି ମାତ୍ର ସମାନେେ କଥା କହିପାରିବେ ନାହିଁ। ସମାନଙ୍କେର ଆଖି ଅଛି, କିନ୍ତୁ ସମାନେେ ଦେଖିପାରିବେ ନାହିଁ।

17. ସମାନଙ୍କେର କାନ ଅଛି ମାତ୍ର ସମାନେେ ଶୁଣି ପାରିବେ ନାହିଁ। ସମାନଙ୍କେର ନାକ ଅଛି, କିନ୍ତୁ ଶ୍ବାସ ପ୍ରଶ୍ବାସ ନାହିଁ।

18. ଯେଉଁମାନେ ମୂର୍ତ୍ତି ତିଆରି କରନ୍ତି ଏବଂ ସମାନଙ୍କେଠାରେ ବିଶ୍ବାସ ରଖନ୍ତି, ସମାନେେ ସମାନଙ୍କେ ତୁଲ୍ଯ ହବେେ।

19. ହେ ଇଶ୍ରାୟେଲର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ହାରୋଣର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।

20. ହେ ଲବେୀର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେ ୟିଏକି ସଦାପ୍ରଭୁଙ୍କୁ ଭୟ କର, ସଦାପ୍ରଭୁଙ୍କର ପ୍ରଶଂସା କର।

21. ୟିରୁଶାଲମବାସୀ, ସଦାପ୍ରଭୁ ସିୟୋନଠାରୁ ଧନ୍ଯ ହୁଅନ୍ତୁ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।

About ଗୀତସଂହିତା Chapter 135

Read ଗୀତସଂହିତା Chapter 135 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 135
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 135 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 135?

ଗୀତସଂହିତା Chapter 135 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 135 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 91
  2. ଗୀତସଂହିତା Chapter 13
  3. ଗୀତସଂହିତା Chapter 98
  4. ଗୀତସଂହିତା Chapter 68
  5. ଗୀତସଂହିତା Chapter 106
  6. ଗୀତସଂହିତା Chapter 129
  7. ଗୀତସଂହିତା Chapter 92

Explore More from ପୁରାତନ ନିୟମ

  1. ଓବଦିୟ Chapter 1
  2. ଯିହିଜିକଲ Chapter 23
  3. ଯାତ୍ରା ପୁସ୍ତକ Chapter 28
  4. ଗୀତସଂହିତା Chapter 54
  5. ଆଦି ପୁସ୍ତକ Chapter 31
  6. ଯିରିମିୟ Chapter 38
  7. ଯିହିଜିକଲ Chapter 48

Related Chapters & Readings

  1. ଆୟୁବ Chapter 1
  2. ପ୍ରେରିତ Chapter 6
  3. ଗୀତସଂହିତା Chapter 121
  4. ଗୀତସଂହିତା Chapter 23
  5. ଗୀତସଂହିତା Chapter 138
  6. ଦିତୀୟ ବଂଶାବଳୀ Chapter 32
  7. ଯିଶାଇୟ Chapter 58
Share Your Love

Leave a Reply

Your email address will not be published. Required fields are marked *