Read ଗୀତସଂହିତା Chapter 140 Online
Read ଗୀତସଂହିତା Chapter 140 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.
Choose a Chapter
ଗୀତସଂହିତା 140
ଅଧ୍ୟାୟ 140
1. ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ଦୌରାତ୍ମ୍ଯକାରୀ ଲୋକମାନଙ୍କଠାରୁ ମାେତେ ରକ୍ଷା କର।
2. ଯେଉଁ ଦୁର୍ଜ୍ଜନମାନେ, ଦୁଷ୍ଟ ଯୋଜନା କରନ୍ତି। ସମାନେେ ପ୍ରେତ୍ୟକକ ଦିନ ୟୁଦ୍ଧ କରିବା ପାଇଁ ପ୍ରସ୍ତୁତ ହୁଅନ୍ତି।
3. ସମାନଙ୍କେର ଜିହ୍ବା ବିଷଧର ସର୍ପପରି, ୟପରେି ସମାନଙ୍କେର ଜିହ୍ବାତଳେ ନାଗର ଗରଳ ରହିଛି।
4. ହେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ରକ୍ଷା କର। ଦୌରାତ୍ମ୍ଯକାରୀମାନଙ୍କଠାରୁ ମାେତେ ସୁରକ୍ଷା ଦିଅ। ଯେଉଁମାନେ ମାେ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦବୋପାଇଁ ଯୋଜନା କରୁଛନ୍ତି।
5. ସହେି ଗର୍ବୀ ଲୋକମାନେ ମାେ ପାଇଁ ଫାନ୍ଦ ବିଛାଇଛନ୍ତି। ସମାନେେ ମାେତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସମାନେେ ମାେ ପଥରେ ୟନ୍ତା ବିଛାଇଛନ୍ତି।
6. ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ପରମେଶ୍ବର। ହେ ସଦାପ୍ରଭୁ, ମାରେ ପ୍ରାର୍ଥନାକୁ ଗ୍ରହଣ କର।
7. ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ୟିଏକି ମାେତେ ରକ୍ଷା କଲେ। ତୁମ୍ଭେ ମାରେ ମସ୍ତକର ରକ୍ଷାକବଚ, ୟାହା ମାରେ ୟୁବ ସମଯରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ।
8. ହେ ସଦାପ୍ରଭୁ, ସହେି ଲୋକମାନେ ଦୁଷ୍ଟ ପ୍ରକୃତିର। ସମାନଙ୍କେର ଇଚ୍ଛା ପୂର୍ଣ୍ଣ ହବୋକୁ ଦିଅ ନାହିଁ। ସମାନଙ୍କେର ଯୋଜନାକୁ ସଫଳ ହବୋକୁ ଦିଅ ନାହିଁ।
9. ହେ ସଦାପ୍ରଭୁ, ମାରେ ଶତ୍ରୁମାନଙ୍କୁ ବିଜଯ କରାଅ ନାହିଁ। ସହେି ଦୁଷ୍ଟ ଲୋକମାନଙ୍କର ଯୋଜନା ମନ୍ଦ ଅଟେ। ସମାନଙ୍କେ ମନ୍ଦ ଯୋଜନା ତୁମ୍ଭେ ସହେିଠାରେ ଶଷେ କର।
10. ସମାନଙ୍କେ ମୁଣ୍ଡରେ ଜଳନ୍ତା କୋଇଲା ପଡ଼ୁ। ମାରେ ଶତ୍ରୁମାନଙ୍କୁ ଅଗ୍ନିରେ ନିକ୍ଷପେ କର। ସମାନେେ ୟପରେି ଉଠିପାରିବେ ନାହିଁ ଏଥିପାଇଁ ତାଙ୍କୁ ଗଭୀର ଗର୍ଭରେ ନିକ୍ଷପେ କର।
11. ସଦାପ୍ରଭୁ ସହେି ମିଥ୍ଯାବାଦୀ ଲୋକମାନଙ୍କୁ ସୁଖ ସମୃଦ୍ଧି ଦିଅ ନାହିଁ। ସମାନଙ୍କେୁ ଆକସ୍ମିକ ବିପତ୍ତି ଶିକାର କରିନେଉ।
12. ମୁଁ ଜାଣେ ୟେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ଯାଯ ପ୍ରଦାନ କରିବେ ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।
13. ହେ ସଦାପ୍ରଭୁ, ଧାର୍ମିକ ଲୋକମାନେ ତୁମ୍ଭ ନାମର ପ୍ରଶଂସା କରିବେ। ଧାର୍ମିକ ଲୋକମାନେ ତୁମ୍ଭର ଉପସ୍ଥିତିରେ ବଞ୍ଚିବେ।
About ଗୀତସଂହିତା Chapter 140
Read ଗୀତସଂହିତା Chapter 140 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.
Book Information
Book: ଗୀତସଂହିତା
Chapter: 140
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଗୀତସଂହିତା Chapter 140 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଗୀତସଂହିତା Chapter 140?
ଗୀତସଂହିତା Chapter 140 is part of the Book of ଗୀତସଂହିତା in the Holy Bible.
Can I read this chapter online?
Yes. You can read the complete ଗୀତସଂହିତା Chapter 140 online for free with easy chapter navigation.
More Chapters from ଗୀତସଂହିତା
- ଗୀତସଂହିତା Chapter 91
- ଗୀତସଂହିତା Chapter 98
- ଗୀତସଂହିତା Chapter 68
- ଗୀତସଂହିତା Chapter 106
- ଗୀତସଂହିତା Chapter 13
- ଗୀତସଂହିତା Chapter 129
- ଗୀତସଂହିତା Chapter 92
Explore More from ପୁରାତନ ନିୟମ
- ଗୀତସଂହିତା Chapter 96
- ଏଷ୍ଟର Chapter 1
- ଦିତୀୟ ରାଜାବଳୀ Chapter 15
- ଗୀତସଂହିତା Chapter 78
- ଗୀତସଂହିତା Chapter 146
- ଯିହିଜିକଲ Chapter 28
- ଗୀତସଂହିତା Chapter 107