ଗୀତସଂହିତା Chapter 149

For English

Read ଗୀତସଂହିତା Chapter 149 Online

Read ଗୀତସଂହିତା Chapter 149 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 149

ଅଧ୍ୟାୟ 149

1. ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାନ କର। ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।

2. ଇଶ୍ରାୟେଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର। ସିୟୋନର ଲୋକମାନେ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।

3. ସହେି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ, ଦାରା ଓ ବୀଣା ବାଦନ କରି।

4. ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯାମାନ କରିଛନ୍ତି। ସେ ସମାନଙ୍କେୁ ରକ୍ଷା କଲେ।

5. ପରମେଶ୍ବରଙ୍କ ଅନୁସରଣକାରୀ ତୁମ୍ଭମାନେେ ଗୌରବରେ ଆନନ୍ଦ କର !ଆପଣା ଶୟ୍ଯା ଉପରେ ମଧ୍ଯ ଆନନ୍ଦର ସହ ଗାନ କର।

6. ସହେି ଲୋକମାନେ ପରମେଶ୍ବରଙ୍କ ପ୍ରଶଂସା ଉଚ୍ଚ ସ୍ବରରେ କରନ୍ତୁ ଏବଂ ସମାନଙ୍କେ ନିଜ ହସ୍ତରେ ନିଜର ଖଡ୍ଗମାନ ଧରନ୍ତୁ।

7. ସମାନଙ୍କେୁ ଅନ୍ୟ ଗୋଷ୍ଠୀଯମାନଙ୍କୁ ଦଣ୍ଡିତ କରିବାକୁ ୟାଆନ୍ତୁ। ସମାନଙ୍କେୁ ୟିବାକୁ ଓ ଦଣ୍ଡ ଦବୋକୁ ଦିଅ।

8. ପରମେଶ୍ବରଙ୍କର ଲୋକମାନେ ତାଙ୍କର ରାଜା ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ।

9. ପରମେଶ୍ବରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସମାନଙ୍କେର ଶତ୍ରୁମାନଙ୍କୁ ଦଣ୍ଡ ଦବେେ। ଏହା ପରମେଶ୍ବରଙ୍କର ସମସ୍ତ ବିଶସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।

About ଗୀତସଂହିତା Chapter 149

Read ଗୀତସଂହିତା Chapter 149 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 149
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 149 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 149?

ଗୀତସଂହିତା Chapter 149 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 149 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 91
  2. ଗୀତସଂହିତା Chapter 68
  3. ଗୀତସଂହିତା Chapter 13
  4. ଗୀତସଂହିତା Chapter 98
  5. ଗୀତସଂହିତା Chapter 106
  6. ଗୀତସଂହିତା Chapter 92
  7. ଗୀତସଂହିତା Chapter 129

Explore More from ପୁରାତନ ନିୟମ

  1. ଦିତୀୟ ରାଜାବଳୀ Chapter 20
  2. ଯାତ୍ରା ପୁସ୍ତକ Chapter 24
  3. ଗୀତସଂହିତା Chapter 41
  4. ଯିରିମିୟ Chapter 47
  5. ଗୀତସଂହିତା Chapter 11
  6. ଗୀତସଂହିତା Chapter 61
  7. ଯିଖରିୟ Chapter 5

Related Chapters & Readings

  1. ପ୍ରେରିତ Chapter 8
  2. ଗଣନା ପୁସ୍ତକ Chapter 5
  3. ପ୍ରକାଶିତ ବାକ୍ୟ Chapter 7
  4. ବିଚାରକର୍ତ୍ତା Chapter 12
  5. ନିହିମିୟା Chapter 4
  6. ଯୋହନ Chapter 1
  7. ଦିତୀୟ ବଂଶାବଳୀ Chapter 5
Share Your Love

Leave a Reply

Your email address will not be published. Required fields are marked *