ଗୀତସଂହିତା Chapter 42

For English

Read ଗୀତସଂହିତା Chapter 42 Online

Read ଗୀତସଂହିତା Chapter 42 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 42

ଅଧ୍ୟାୟ 42

1. ହେ ପରମେଶ୍ବର, ହରିଣଟି ୟପରେି ପାଣି ପାଇଁ ସୋର୍ତ ଆଡ଼କୁ ଧାଏଁ ସପରେି ମାରେ ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।

2. ମାରେ ପ୍ରାଣ ଜୀବନ୍ତ ପରମେଶ୍ବରଙ୍କ ନିମନ୍ତେ ତୃଷିତ। ମୁଁ କବେେ ପ୍ରଭୁଙ୍କ ଦର୍ଶନ ପାଇବି ?

3. ମାରେ ଶତ୍ରୁମାନେ ନିରନ୍ତର ମାେ ପ୍ରତି ପରିହାସ କରୁଛନ୍ତି। ସମାନେେ କହନ୍ତି, "ତୁମ୍ଭର ପରମେଶ୍ବର କାହାନ୍ତି ? ସେ କବେେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି ?" ଭୋଜନ କରିବା ପରିବର୍ତେ କବଳେ ମୁଁ କାନ୍ଦେ।

4. ଯେତବେେଳେ ମୁଁ ମନେ ପକାଏ, ମାରେ ହୃଦଯ ବିଦୀର୍ଣ୍ଣ ହାଇୟୋଏ। ସହେି ସୁଦିନ ଗୁଡ଼ିକୁ ୟାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତବେେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଚାଲିଲି, ମୁଁ ମନେ ପକାଏ ସହେିସବୁ ଖୁସିର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ୟାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।

5. ହେ ମାରେ ପ୍ରାଣ କାହିଁକି ମୁଁ ଏତେ ବ୍ଯାକୁଳ ? ମୁଁ ପରମେଶ୍ବରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।

6. ହେ ମାରେ ପରମେଶ୍ବର, ମାରେ ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି େଛାଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି। ଯେଉଁଠାରେ ହର୍ମୋଣ ପର୍ବତ ଓ ୟର୍ଦ୍ଦନ ନଦୀ ପରସ୍ପରକୁ ଭଟେନ୍ତି।

7. ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ। ଯେତବେେଳେ ଜଳପ୍ରପାତ ଓଲଟ ପାଲଟ ହାଇୟୋଏ, ନିମ୍ନଭାଗର ଜଳ ସୋର୍ତ ଶବ୍ଦ କରେ। ସଦାପ୍ରଭୁ, ତୁମ୍ଭର ଢ଼େଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମାରେ ଚତୁଃପାଶର୍‌ବରେ ଚୂର୍ଣ୍ଣ ହାଇୟୋଏ ଓ ମାେତେ ଟପିୟାଏ।

8. ରାତି ହେଉକି ଦିନ ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରମେ ଢ଼ାଳି ଦିଅନ୍ତି। ସହେି ଜୀବନ୍ତ ପରମେଶ୍ବରଙ୍କ ପାଇଁ ମାେ ନିକଟରେ ଏକ ଗୀତ ଅଛି।

9. ମୁଁ ପରମେଶ୍ବରଙ୍କୁ କହିଲି, ତୁମ୍ଭେ ମାରେ ଦୃଢ଼ତାର ପଥର। ମୁଁ କ ହେ, " ହେ ସଦାପ୍ରଭୁ କାହିଁକି ତୁମ୍ଭେ ମାେତେ ଭୁଲି ୟାଇଛ ? କାହିଁକି ମୁଁ ମାରେ ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ ?"

10. ମାରେ ଶତ୍ରୁମାନେ ନିରନ୍ତର ମାେତେ ଅପମାନିତ କରନ୍ତି ଓ ଏକ ଶକ୍ତ ଚାପୁଡ଼ା ଦିଅନ୍ତି, ଯେତବେେଳେ ସମାନେେ ମାେତେ ପଚାରନ୍ତି, "ତୁମ୍ଭର ପରମେଶ୍ବର କେଉଁଠାରେ ଅଛନ୍ତି ? ସେ କ'ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?"

11. ହେ ମାରେ ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି ? ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ବରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମାେତେ ଉଦ୍ଧାର କରିବେ।

About ଗୀତସଂହିତା Chapter 42

Read ଗୀତସଂହିତା Chapter 42 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 42
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 42 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 42?

ଗୀତସଂହିତା Chapter 42 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 42 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 91
  2. ଗୀତସଂହିତା Chapter 98
  3. ଗୀତସଂହିତା Chapter 13
  4. ଗୀତସଂହିତା Chapter 68
  5. ଗୀତସଂହିତା Chapter 106
  6. ଗୀତସଂହିତା Chapter 129
  7. ଗୀତସଂହିତା Chapter 92

Explore More from ପୁରାତନ ନିୟମ

  1. ନାହୂମ Chapter 2
  2. ଗୀତସଂହିତା Chapter 47
  3. ଯିଶାଇୟ Chapter 45
  4. ଦାନିଏଲ Chapter 3
  5. ଆୟୁବ Chapter 3
  6. ଦିତୀୟ ରାଜାବଳୀ Chapter 6
  7. ବିଚାରକର୍ତ୍ତା Chapter 1

Related Chapters & Readings

  1. ଗଣନା ପୁସ୍ତକ Chapter 2
  2. ଗୀତସଂହିତା Chapter 77
  3. ଯିରିମିୟ Chapter 38
  4. ଲେବୀୟ ପୁସ୍ତକ Chapter 26
  5. 1 ଯୋହନ Chapter 5
  6. ଆୟୁବ Chapter 29
  7. ଗୀତସଂହିତା Chapter 72
Share Your Love

Leave a Reply

Your email address will not be published. Required fields are marked *