ଗୀତସଂହିତା Chapter 55

For English

Read ଗୀତସଂହିତା Chapter 55 Online

Read ଗୀତସଂହିତା Chapter 55 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 55

ଅଧ୍ୟାୟ 55

1. ହେ ପରମେଶ୍ବର, ମାରେ ପ୍ରାର୍ଥନା ଗ୍ରହଣ କର। ମାରେ କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।

2. ଦୟାକରି ମାରେ କଥା ଶୁଣ ଓ ମାେତେ ଉତ୍ତର ଦିଅ। ମାେତେ ତୁମ୍ଭକୁ କହିବାକୁ ଦିଅ ଏବଂ ତୁମ୍ଭଙ୍କୁ କହିବି, ୟାହା ମାେତେ ବ୍ଯତିବ୍ଯସ୍ତ କରେ।

3. ମାରେ ଶତ୍ରୁ ମାେତେ ଭୟଭୀତ କଲେ। ସହେି ଦୁଷ୍ଟ ଲୋକଟି ମାେ ଉପରେ ପାଟି କଲା। ମାରେ ଶତ୍ରୁମାନେ ମାେ ଉପରେ ବିରକ୍ତି ହାଇେ ଆକ୍ରମଣ କଲେ। ସମାନେେ ମାେ ଉପରେ ବିଭିନ୍ନ ବିପଦ ଆଣିଲେ।

4. ମାେ ଅନ୍ତରରେ ମାରେ ହୃଦଯ ଅତ୍ଯନ୍ତ ବିଦୀର୍ଣ୍ଣ ହେଉଅଛି। ମୁଁ ମୃତ୍ଯୁକୁ ବହୁତ ଭୟ କରୁଛି।

5. ମାେତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ଆଉ ମହାତ୍ରାସ ମାେତେ ଆଚ୍ଛନ୍ନ କରିଅଛି।

6. ଆଃ ୟବେେ କପୋତ ପରି ମାରେ ପକ୍ଷ ଥାଆନ୍ତା ତବେେ ମୁଁ ଉଡ଼ିୟାଆନ୍ତି ଓ ବିଶ୍ରାମ ପାଇଁ ସ୍ଥାନ ବାଛନ୍ତି।

7. ଦେଖ ! ତବେେ ମୁଁ ଦୂରରୁ ଭ୍ରମଣ କରି ମୁଁ ମରୁଭୂମି ମଧ୍ଯକୁ ପଳାନ୍ତି।

8. ମୁଁ ପ୍ରବଳ ବାଯୁ ଓ ତାଫୋନ ମଧ୍ଯରୁ ତରବର ହାଇେ ଏକ ନିରାପଦ ସ୍ଥାନ ଖାଜୋଣ କରେ।

9. ହେ ମାରେ ପ୍ରଭୁ, ସମାନଙ୍କେୁ ବିନାଶ କର। ସମାନଙ୍କେର ବକ୍ତୃତାକୁ ପଣ୍ଡ କର। ମୁଁ ନଗର ମଧ୍ୟରେ ଦୌରାତ୍ମ୍ଯ ଓ କଳହ ଦେଖିଛି।

10. ନଗରରେ ଦିନରାତି, ପ୍ରେତ୍ୟକକଙ୍କ ପଡ଼ୋଶୀମାନଙ୍କଠାରେ ଦୋଷ ଓ ଅସଭ୍ଯତା ପୁରି ରହିଛି।

11. ଅପରାଧ ସବୁଠାରେ ପ୍ରଚଳିତ ଅଛି। ଅରାଜକତା ପ୍ରତାରଣା ସର୍ବସାଧାରଣ ସ୍ଥାନ କବେେ ଛାଡ଼ି ନାହିଁ।

12. ୟଦି କୌଣସି ଶତ୍ରୁ ମାେତେ ତିରସ୍କାର କଲା ମୁଁ ସହନ୍ତି। ୟଦି ମାରେ ଶତ୍ରୁମାନେ ମାେ ବିରୁଦ୍ଧରେ ଆକ୍ରମଣ କରନ୍ତି। ମୁଁ ତାଙ୍କଠାରୁ ନିଜକୁ ଲୁଚାନ୍ତି।

13. କିନ୍ତୁ ତୁମ୍ଭେ ମାରେ ସହୟୋଗୀ, ସହପାଠୀ ଓ ସାଂଗମାନେ, ୟିଏ ଏହା କରନ୍ତି।

14. ଆମ୍ଭମାନେେ ଏକତ୍ର ଗୁପ୍ତ ମନ୍ତ୍ରଣା କଲୁ। ଆମ୍ଭମାନେେ ଲୋକମାନଙ୍କ ସଙ୍ଗେ ପରମେଶ୍ବରଙ୍କ ମନ୍ଦିରକୁ ଗଲୁ।

15. ମୁଁ ଇଚ୍ଛା କରେ ୟେ, ମୃତ୍ଯୁ ମାରେ ଶତ୍ରୁଗଣଙ୍କୁ ହଠାତ୍ ଆକ୍ରମଣ କରୁ, ମୁଁ ଇଚ୍ଛାକରେ ପୃଥିବୀ ଖାଲିେ ହାଇଯୋଉ ଓ ସମାନଙ୍କେୁ ଜିଅନ୍ତା ଗ୍ରାସ କରି ଗମନ କରନ୍ତୁ। କାରଣ ସମାନଙ୍କେର ବାସସ୍ଥାନରେ ସମାନଙ୍କେ ମଧ୍ୟରେ ଦୁଷ୍ଟତା ଅଛି।

16. ମୁଁ ପରମେଶ୍ବରଙ୍କଠାରେ ସାହାୟ୍ଯ ପାଇଁ ପ୍ରାର୍ଥନା କରିବି। ଏବଂ ସଦାପ୍ରଭୁ ମାେତେ ରକ୍ଷା କରିବେ।

17. ମୁଁ ସନ୍ଧ୍ଯା, ସକାଳେ ଓ ମଧ୍ଯାହ୍ନରେ ପରମେଶ୍ବରଙ୍କୁ କଥା କହିଲି। ମୁଁ ତାଙ୍କୁ କୁ ହେ, ମାେତେ କ'ଣ ବ୍ଯସ୍ତ କରୁଅଛି ଏବଂ ସେ ମାରେ କଥା ଶୁଣନ୍ତି !

18. ସେ ୟୁଦ୍ଧରେ ମାରେ ଜୀବନ ରକ୍ଷା କରିଛନ୍ତି। ଯେତବେେଳେ ବହୁତ ଲୋକ ମାେ ବିରୁଦ୍ଧରେ ଥିଲେ।

19. ପରମେଶ୍ବର, ୟିଏ ଦୀର୍ଘଦିନ ଧରି ରାଜତ୍ବ କରିଛନ୍ତି, ମାେ କଥା ଶୁଣିବେ ଓ ସମାନଙ୍କେୁ ଦଣ୍ଡିତ କରିବେ।

20. ମାରେ ଶତ୍ରୁମାନେ ସମାନଙ୍କେର ଜୀବନ ଧାରଣର ପଥ ବଦଳାଇବେ ନାହିଁ। ସମାନେେ ପରମେଶ୍ବରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।

21. ମାରେ ଶତ୍ରୁ ତା'ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା'ର ପ୍ରତିଜ୍ଞା ଭଂଗ କରେ। ତା'ର କଥାଗୁଡ଼ିକ ଲବଣୀ ତୁଲ୍ଯ ଚିକ୍କଣ। କିନ୍ତୁ ତା ହୃଦଯରେ ଘୃଣା ଅଛି। ତା'ର କଥାଗୁଡ଼ିକ ତଲେ ସଦୃଶ ଦିଛିଳ, କିନ୍ତୁ ସଗେୁଡ଼ିକ ଧାରୁଆ ଖଡ୍ଗ ତୁଲ୍ଯ କାଟନ୍ତି।

22. ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦଇଦେିଅ, ତହିଁରେ ସେ ତୁମ୍ଭର ଯତ୍ନ ନବେେ। ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହବୋକୁ ଦବେେ ନାହିଁ।

23. ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ବର ସହେି ମିଥ୍ଯାବାଦୀମାନଙ୍କୁ ଓ ହତ୍ଯାକାରୀମାନଙ୍କୁ ସମାନଙ୍କେର ଜୀବନ ଅଧା ମଧ୍ଯ ଶଷେ ନ ହାଇେଥିବା ପୂର୍ବରୁ କବରକୁ ପଠଇେ ଦିଅନ୍ତି ! ମାରେ ଚୁକ୍ତିର ଅଂଶ ରୂପେ ମୁଁ ମାରେ ବିଶ୍ବାସ ତୁମ୍ଭଠାରେ କରିବି।

About ଗୀତସଂହିତା Chapter 55

Read ଗୀତସଂହିତା Chapter 55 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 55
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 55 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 55?

ଗୀତସଂହିତା Chapter 55 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 55 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 91
  2. ଗୀତସଂହିତା Chapter 98
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 13
  5. ଗୀତସଂହିତା Chapter 106
  6. ଗୀତସଂହିତା Chapter 129
  7. ଗୀତସଂହିତା Chapter 92

Explore More from ପୁରାତନ ନିୟମ

  1. ଗୀତସଂହିତା Chapter 132
  2. ପ୍ରଥମ ଶାମୁୟେଲ Chapter 5
  3. ଆଦି ପୁସ୍ତକ Chapter 39
  4. ଗୀତସଂହିତା Chapter 7
  5. ଦାନିଏଲ Chapter 5
  6. ସିଫନିୟ Chapter 1
  7. ଯିରିମିୟ Chapter 2

Related Chapters & Readings

  1. ଗୀତସଂହିତା Chapter 140
  2. ପ୍ରଥମ ରାଜାବଳୀ Chapter 9
  3. ଯିରିମିୟ Chapter 21
  4. ଆମୋଷ Chapter 5
  5. ପ୍ରେରିତ Chapter 3
  6. ଆଦି ପୁସ୍ତକ Chapter 11
  7. ହୋଶେୟ Chapter 5
Share Your Love

Leave a Reply

Your email address will not be published. Required fields are marked *