ଗୀତସଂହିତା Chapter 63

For English

Read ଗୀତସଂହିତା Chapter 63 Online

Read ଗୀତସଂହିତା Chapter 63 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 63

ଅଧ୍ୟାୟ 63

1. ହେ ପରମେଶ୍ବର, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭକୁ ବହୁତ ଚାହୁଁଛି। ମାରେ ସମସ୍ତ ପ୍ରାଣ ତୁମ୍ଭ ପାଇଁ ଶୁଷ୍କ ଭୂମି ତୁଲ୍ଯ ତୃଷାର୍ତ୍ତ।

2. ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି। ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।

3. ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ। ମାରେ ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।

4. ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି। ମୁଁ ତୁମ୍ଭର ନାମ ଡ଼ାକି ପ୍ରାର୍ଥନା କଲା ସମଯରେ ମାରେ ହସ୍ତ ଉଠାଇବି।

5. ୟମେନ୍ତ ମଦେ ଓ ମଜ୍ଜା, ସହେିପରି ମାରେ ପ୍ରାଣ ପରିତୃପ୍ତ ହବେ। ମାେ ଆନନ୍ଦିତ ଓଷ୍ଠାଧାରରେ ତୁମ୍ଭର ପ୍ରଶଂସା କରିବି।

6. ମୁଁ ଶୟ୍ଯା ଉପରେ ଗଡ଼ୁଥିବା ସମଯରେ ତୁମ୍ଭକୁ ମନେ କରିବି। ରାତି ସମଯରେ ମଧ୍ଯ ମୁଁ ତୁମ୍ଭ ବିଷଯରେ ଭାବିବି।

7. ପ୍ରକୃତରେ ତୁମ୍ଭେ ମାେତେ ସାହାୟ୍ଯ କଲ। ମୁଁ ତୁମ୍ଭର ପକ୍ଷ ତଳେ ଆଶ୍ରଯ ନଇେ ଆନନ୍ଦରେ ଗାନ କରିବି।

8. ମୁଁ ତୁମ୍ଭଠାରେ ଲାଗିରହେ। ତୁମ୍ଭର ଡ଼ାହାଣ ହସ୍ତ ମାେତେ ସମର୍ଥନ କରେ।

9. କେତକୋଳ ମାରେ ପ୍ରାଣ ନବୋ ପାଇଁ ଚେଷ୍ଟା କରୁଛନ୍ତି। କିନ୍ତୁ ସମାନଙ୍କେୁ ଧ୍ବଂସ କରାୟିବ। ସମାନେେ ନିଜ କବରରେ ମିଶି ଯିବେ।

10. ସମାନଙ୍କେୁ ଖଡ୍ଗରେ ହତ୍ଯା କରାୟିବ। ସମାନଙ୍କେର ଶବକୁ ଜଙ୍ଗଲି ଶୃଗାଳ ଖାଇବେ।

11. କିନ୍ତୁ ରାଜା ପରମେଶ୍ବରଙ୍କଠାରେ ଆନନ୍ଦ କରିବେ। ଯେଉଁମାନେ ପରମେଶ୍ବରଙ୍କ ନାମରେ ଶପଥ କରନ୍ତି, ସମାନେେ ଆନନ୍ଦିତ ହବେେ କାରଣ ମିଥ୍ଯାବାଦୀମାନଙ୍କର ମୁଖ ବନ୍ଦ ହାଇଯେିବ।

About ଗୀତସଂହିତା Chapter 63

Read ଗୀତସଂହିତା Chapter 63 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 63
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 63 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 63?

ଗୀତସଂହିତା Chapter 63 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 63 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 91
  2. ଗୀତସଂହିତା Chapter 98
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 13
  5. ଗୀତସଂହିତା Chapter 106
  6. ଗୀତସଂହିତା Chapter 92
  7. ଗୀତସଂହିତା Chapter 87

Explore More from ପୁରାତନ ନିୟମ

  1. ଗୀତସଂହିତା Chapter 79
  2. ଏଷ୍ଟର Chapter 4
  3. ମୀଖା Chapter 1
  4. ଯିରିମିୟ Chapter 16
  5. ବିଚାରକର୍ତ୍ତା Chapter 2
  6. ଗୀତସଂହିତା Chapter 66
  7. ଦିତୀୟ ଶାମୁୟେଲ Chapter 22

Related Chapters & Readings

  1. ଦିତୀୟ ବଂଶାବଳୀ Chapter 20
  2. ପରମଗୀତ Chapter 3
  3. ଗୀତସଂହିତା Chapter 48
  4. ଆଦି ପୁସ୍ତକ Chapter 17
  5. ପ୍ରେରିତ Chapter 19
  6. ଦ୍ୱିତୀୟ ବିବରଣ Chapter 17
  7. ଯିରିମିୟ Chapter 38
Share Your Love

Leave a Reply

Your email address will not be published. Required fields are marked *