ଗୀତସଂହିତା Chapter 79

For English

Read ଗୀତସଂହିତା Chapter 79 Online

Read ଗୀତସଂହିତା Chapter 79 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 79

ଅଧ୍ୟାୟ 79

1. ହେ ପରମେଶ୍ବର, ଅନ୍ୟ ଦେଶୀଯ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି। ସମାନେେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି। ସମାନେେ ୟିରୁଶାଲମକୁ ଧ୍ବସ୍ତ ବିଧ୍ବସ୍ତ କରିଛନ୍ତି।

2. ସମାନେେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖଚେର ପକ୍ଷୀଗଣଙ୍କୁ ଦଇେଅଛନ୍ତି। ତୁମ୍ଭର ସଦ୍ଭକ୍ତମାନଙ୍କ ମାଂସ ବନ୍ଯ ପଶୁଗଣଙ୍କୁ ଦଇେଛନ୍ତି।

3. ଶତ୍ରୁମାନେ ୟିରୂଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ। ସମାନଙ୍କେୁ କବର ଦବୋ ପାଇଁ କାହାରିକୁ ରଖି ନ ଥିଲେ।

4. ଆମ୍ଭ ପଡ଼ୋଶୀ ଦବଗେଣ ଆମ୍ଭମାନଙ୍କୁ ଅପମାନିତ କଲେ। ଆମ୍ଭର ସବୁ ଚତୁପାଶର୍‌ବରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।

5. ହେ ପରମେଶ୍ବର, ଏହା ଆଉ କେତେ ଦିନ ପର୍ୟ୍ଯନ୍ତ ୟିବ ? ତୁମ୍ଭେ କ'ଣ ଚିରକାଳ ଆମ୍ଭମାନଙ୍କ ଉପରେ କୋର୍ଧ କରିଥିବ ? ତୁମ୍ଭର ଅନ୍ତର କଗ୍ଦଣ ଜ୍ବାଳା ଅଗ୍ନିପରି ସର୍ବଦା ଜଳିବ ?

6. ଯେଉଁ ଜାତିମାନେ ତୁମ୍ଭକୁ ସ୍ବୀକାର କରୁ ନାହାନ୍ତି, ଯେଉଁ ରାଜ୍ଯ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ, ତୁମ୍ଭର କୋର୍ଧ ସମାନଙ୍କେ ଉପରେ ଢ଼ାଳି ଦିଅ।

7. ସମାନେେ ୟାକୁବଙ୍କ ପରିବାରକୁ ଧ୍ବଂସ କରି ଅଛନ୍ତି। ଓ ସମାନେେ ତା'ର ଗୃହଭୂମିକୁ ଧ୍ବଂସ କରିଅଛନ୍ତି।

8. ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ। ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦଖାେଅ !ଆମ୍ଭମାନେେ ଆଜି କ୍ଷୀଣ ହାଇେଅଛୁ।

9. ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ବର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାୟ୍ଯ କର ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର ଏବଂ ପାପସବୁ କ୍ଷମା କର।

10. ଅନ୍ୟ ଦେଶୀଯ ଲୋକମାନଙ୍କୁ କହିବାକୁ ଦିଅ ନାହିଁ। "ସମାନଙ୍କେର ପରମେଶ୍ବର କାହାଁନ୍ତି ?" ହେ ପରମେଶ୍ବର, ସହେି ଲୋକମାନଙ୍କୁ ଦଣ୍ଡ ଦିଅ ୟାହା ଫଳରେ କି ଆମ୍ଭମାନେେ ମଧ୍ଯ ତାହା ଦେଖି ପାରିବୁ। ତୁମ୍ଭର ସବକମାନଙ୍କେୁ ହତ୍ଯା କରିଥିବାରୁ ସମାନଙ୍କେୁ ଦଣ୍ଡ ଦିଅ।

11. ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ। ହେ ପରମେଶ୍ବର, ତୁମ୍ଭର ମହାଶକ୍ତି ପ୍ରଯୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।

12. ହେ ପରମେଶ୍ବର, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି, ସମାନଙ୍କେୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।

13. ତା' ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମଷେପଲ ସର୍ବଦା ତୁମ୍ଭକୁ ଧନ୍ଯବାଦ ଦବେୁ। ପିଢ଼ୀ ପରେ ପିଢ଼ୀ, ତୁମ୍ଭେ ୟାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।

About ଗୀତସଂହିତା Chapter 79

Read ଗୀତସଂହିତା Chapter 79 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 79
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 79 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 79?

ଗୀତସଂହିତା Chapter 79 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 79 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 106
  5. ଗୀତସଂହିତା Chapter 13
  6. ଗୀତସଂହିତା Chapter 129
  7. ଗୀତସଂହିତା Chapter 92

Explore More from ପୁରାତନ ନିୟମ

  1. ଉପଦେଶକ Chapter 6
  2. ଗୀତସଂହିତା Chapter 20
  3. ଗଣନା ପୁସ୍ତକ Chapter 36
  4. ଯିହିଜିକଲ Chapter 15
  5. ଗୀତସଂହିତା Chapter 14
  6. ଦିତୀୟ ବଂଶାବଳୀ Chapter 22
  7. ଆୟୁବ Chapter 11

Related Chapters & Readings

  1. ଯିଶାଇୟ Chapter 47
  2. ଯିହିଜିକଲ Chapter 35
  3. ଲେବୀୟ ପୁସ୍ତକ Chapter 8
  4. ଆଦି ପୁସ୍ତକ Chapter 7
  5. ଏଷ୍ଟର Chapter 10
  6. ପ୍ରେରିତ Chapter 18
  7. ଉପଦେଶକ Chapter 12
Share Your Love

Leave a Reply

Your email address will not be published. Required fields are marked *