ଯିରିମିୟ Chapter 9

For English

Read ଯିରିମିୟ Chapter 9 Online

Read ଯିରିମିୟ Chapter 9 online from the Holy Bible. This chapter is part of the Book of ଯିରିମିୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିରିମିୟ and the Holy Bible online.

Choose a Chapter

ଯିରିମିୟ 9

ଅଧ୍ୟାୟ 9

1. ଯବେେ ମାରେ ମସ୍ତକ କଳମଯ ଓ ମାରେ ଚକ୍ଷୁ ଲୋତକର ଝରଣାସ୍ବରୂପ ହୁଅନ୍ତା, ତବେେ ମୁଁ ମାହେର ନିହତ ଲୋକମାନଙ୍କ ପାଇଁ ଅହୋରାତ୍ର କ୍ରନ୍ଦନ କରିପାରନ୍ତି।

2. ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତର ରେ ମାରେ ଗୋଟିଏ ବସା ଥାଆନ୍ତା, ତବେେ ମୁଁ ନିଜ ଲୋକମାନଙ୍କୁ ତ୍ଯାଗ କରି ସମାନଙ୍କେଠାରୁ ଦୂ ରଇେ ୟାଇ ପାରନ୍ତି। କାରଣ ସମାନେେ ସମସ୍ତେ ବ୍ଯଭିଚାରୀ ଓ ପରମେଶ୍ବରଙ୍କ ପ୍ରତି ବିଶ୍ବାସଘାତକତା କରିଛନ୍ତି।

3. "ପୁଣି ସମାନେେ ଅସତ୍ଯତା ନିମନ୍ତେ ନିଜ ନିଜ ଜିହ୍ବାରୂପ ଧନୁକୁ ବକ୍ର କରନ୍ତି। ଆଉ ସମାନେେ ଦେଶ ରେ ବଳିଷ୍ଠ ହାଇେଅଛନ୍ତି, ମାତ୍ର ସତ୍ଯତା ପାଇଁ ନୁହେଁ। କାରଣ ସମାନେେ ପାପ ଉପ ରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସମାନେେ ଆମ୍ଭକୁ ଜାଣନ୍ତି ନାହିଁ।" ଏହା ସଦାପ୍ରଭୁ କହନ୍ତି।

4. "ତୁମ୍ଭମାନେେ ପ୍ରେତ୍ୟକକ ପ୍ରତିବେଶୀ ପ୍ରତି ସାବଧାନ ହୁଅ ଓ କୌଣସି ଭ୍ରାତାକୁ ବିଶ୍ବାସ କର ନାହିଁ। କାରଣ ପ୍ରେତ୍ୟକକ ଭ୍ରାତା ପ୍ରତାରକ ଓ ପ୍ରେତ୍ୟକକ ପ୍ରତିବେଶୀ ତୁମ୍ଭମାନଙ୍କର ନିନ୍ଦା ଗାଇ ବୁଲିବେ।

5. ସମାନେେ ପ୍ରେତ୍ୟକକ ଆପଣା ପ୍ରତିବେଶୀକୁ ପ୍ରବ୍ଯଞ୍ଚନା କରିବେ ଓ କବେେ ସତ୍ଯକଥା କହିବେ ନାହିଁ। ସମାନେେ ମିଥ୍ଯା କହିବାକୁ ନିଜ ନିଜ ଜିହ୍ବାକୁ ଶିଖାଇ ଅଛନ୍ତି। ଥକିବା ପର୍ୟ୍ଯନ୍ତ ସମାନେେ ମନ୍ଦକର୍ମ କରନ୍ତି।

6. ଗୋଟିଏ ମନ୍ଦକର୍ମ ପ ରେ ଅନ୍ୟ ଏକ ମନ୍ଦକର୍ମ ଚାଲେ ଓ ପ୍ରବଞ୍ଚନା ଲାଗି ରହେ। ତେଣୁ ସଦାପ୍ରଭୁ କହନ୍ତି, ଏହି ମିଥ୍ଯା ଓ ପ୍ରବଞ୍ଚନା ଯୋଗୁଁ ସମାନେେ ଆମ୍ଭକୁ ଜାଣିବାକୁ ଅସ୍ବୀକାର କରନ୍ତି।"

7. ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, " ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନି ରେ ତରଳାଏ, ସହେିପରି ଆମ୍ଭେ ସମାନଙ୍କେୁ ପରୀକ୍ଷା କରିବା। ଆମ୍ଭ ଲୋକମାନେ ପାପ କରିଥିବା ହତେୁ ଆଉ ଆମ୍ଭେ କ'ଣ କରିପାରିବା ?

8. ସମାନଙ୍କେର ଜିହ୍ବା ପ୍ରାଣନାଶକ ବାଣସ୍ବରୂପ। ତାହା କବଳେ ମିଥ୍ଯା ଓ ପ୍ରବଞ୍ଚନାର କଥା କ ହେ। ସମାନେେ ମୁହଁ ରେ ପ୍ରତିବେଶୀ ସହିତ ପ୍ ରମାେଳାପ କରନ୍ତି, ମାତ୍ର ଅନ୍ତର ରେ ସମାନଙ୍କେୁ ବିନାଶ କରିବାକୁ ଯୋଜନା କରନ୍ତି।

9. ତେଣୁ ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ପ୍ରତିଫଳ ଦବୋ।" "ଏହି ପ୍ରକାର ଗୋଷ୍ଠୀକୁ ଆମ୍ଭେ ଦଣ୍ଡ ବିଧାନ ନ କରି କ'ଣ ରହିପାରିବା ?"

10. ମୁଁ, ଯିରିମିୟ, ପର୍ବତମାନଙ୍କ ପାଇଁ ଓ ପ୍ରାନ୍ତରସ୍ଥ ଚରାସ୍ଥାନ ପାଇଁ କବଳେ ବିଳାପ କରିବି। ସମାନଙ୍କେ ନିମନ୍ତେ ଗୋଳ କରିବି। କାରଣ କହେି ଜୀବନ୍ତ ପ୍ରାଣୀ ସଠାେ ରେ ନ ଥିବେ। କୌଣସି ଲୋକ ୟାତାଯାତ କରିବେ ନାହିଁ। ପଶୁପଲର ରବ ଶୁଣାୟିବ ନାହିଁ। ଆଉ ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟେ ସଠାରୁେ ପଳାଯନ କରିବେ।

11. "ପୁଣି ଆମ୍ଭେ ସଦାପ୍ରଭୁ ୟିରୁଶାଲମକୁ ଢ଼ିପି ଓ ଶୃଗାଳମାନଙ୍କ ବାସସ୍ଥାନ ରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ବଂସସ୍ଥାନ କରିବା।"

12. ଏହା ବୁଝିଲାଭଳି କୌଣସି ଜ୍ଞାନୀ ବ୍ଯକ୍ତି ଏଠା ରେ ଅଛନ୍ତି କି ? ସଦାପ୍ରଭୁଙ୍କ ଦ୍ବାରା ଶିକ୍ଷା ପାଇଥିବା ଓ ତାଙ୍କର ମୁଖ ନିଃସୃତ ବାଣୀକୁ ବ୍ଯକ୍ତ କରିବାକୁ କହେି ବ୍ଯକ୍ତି ଅଛି କି ? ଦେଶ କାହିଁକି ଧ୍ବଂସପ୍ରାପ୍ତ ହେଲା ଓ ପ୍ରାନ୍ତରସବୁ ଦଗ୍ଧିଭୂତ ହେଲା, କହେି ସଠାେ ରେ ୟାତାଯାତ କଲେ ନାହିଁ ?

13. ଏସବୁର କାରଣ ସଦାପ୍ରଭୁ କହନ୍ତି, "ତାହା ହେଲା ଆମ୍ଭେ ସମାନଙ୍କେ ସମ୍ମୁଖ ରେ ଆମ୍ଭର ଯେଉଁ ବ୍ଯବସ୍ଥାମାନ ରଖିଲୁ ତାହା ସମାନେେ ପରିତ୍ଯାଗ କରିଅଛନ୍ତି। ଆମ୍ଭର ବାକ୍ଯ ପାଳନ କରି ନାହାଁନ୍ତି କି ତଦନୁସା ରେ ଆଚରଣ କରି ନାହାଁନ୍ତି।

14. ସମାନେେ ନିଜ ଇଚ୍ଛାନୁସା ରେ ଅବାଧ୍ଯ ହାଇେଛନ୍ତି ଓ ପୂର୍ବପୁରୁଷମାନଙ୍କ ଶିକ୍ଷାନୁସା ରେ ବାଲ୍ଦବେ ତାଙ୍କର ଅନୁଗାମୀ ହାଇେ ଆଚରଣ କରିଅଛନ୍ତି।"

15. ତେଣୁ ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, "ଆମ୍ଭେ ସମାନଙ୍କେୁ ତିକ୍ତ ଭୋଜନ କରାଇବା ଓ ବିଷବୃକ୍ଷର ରସ ସମାନଙ୍କେୁ ପାନ କରିବାକୁ ଦବୋ।

16. ସମାନେେ କିଅବା ସମାନଙ୍କେର ପୂର୍ବପୁରୁଷ ଜାଣି ନ ଥିବା ଦେଶୀଯମାନଙ୍କ ମଧିଅରେ ସମାନଙ୍କେୁ ଛିନ୍ନଭିନ୍ନ କରିବା। ସମାନଙ୍କେୁ ସଂହାର ନ କରିବା ୟାଏ ସମାନଙ୍କେ ପଛ ରେ ଖଡ୍ଗ ପଠାଇବା।"

17. ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, "ତୁମ୍ଭମାନେେ ବିବଚେନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡ଼ାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ।

18. ସମାନେେ କହନ୍ତି, ' ସହେି ସ୍ତ୍ରୀ ଲୋକମାନେ ଶୀଘ୍ର ଆସନ୍ତୁ ଓ ଆମ୍ଭମାନଙ୍କ ପାଇଁ ବିଳାପ କରନ୍ତୁ। ଆମ୍ଭର ଚକ୍ଷୁ ଯେପରି ଲୋତକରେ ପୂର୍ଣ୍ଣ ହବେ ଓ ଚକ୍ଷୁରୁ ଯେପରି ଲୋତକର ନିର୍ଝର ନିର୍ଗତ ହବେ।'

19. "କାରଣ ସିୟୋନରୁ ଏହି ହାହାକାର ଶବ୍ଦ ଶୁଣାଯାଉଛି। 'ଆମ୍ଭମାନେେ ପ୍ରକୃତ ରେ ବିନଷ୍ଟ ହାଇେଅଛୁ। ଆମ୍ଭମାନେେ ବିଶଷେ ଭାବରେ ଲଜ୍ଜିତ, କାରଣ ଆମ୍ଭର ବାସସ୍ଥାନ ଧୂଳିସାତ୍ ହାଇେଅଛି ଓ ଆମ୍ଭମାନେେ ଦେଶ ପରିତ୍ଯାଗ କରିଅଛୁ।"'

20. ତେଣୁ ହେ ଯିହୁଦାର ରମଣୀଗଣ, ସଦାପ୍ରଭୁଙ୍କର ବାକ୍ଯ ଶୁଣ, ତୁମ୍ଭମାନଙ୍କର କର୍ଣ୍ଣ ତାଙ୍କର ମୁଖ ନିଃସୃତ ବାକ୍ଯ ଗ୍ରହଣ କରୁ। ଆଉ "ତୁମ୍ଭମାନେେ ନିଜ ନିଜ କନ୍ଯାମାନଙ୍କୁ ହାହାକାର କରିବାକୁ ଓ ପ୍ରେତ୍ୟକକ ନିଜ ପ୍ରତିବେଶୀନୀକୁ ବିଳାପ କରିବାକୁ ଶିକ୍ଷା ଦିଅ।

21. 'କାରଣ ମୃତ୍ଯୁ ଆମ୍ଭମାନଙ୍କର ଝରକା ଦଇେ ଆମ୍ଭମାନଙ୍କର ପ୍ରାସାଦ ରେ ପ୍ରବେଶ କରିଅଛି। ଏହା ବାହା ରେ ବାଳକମାନଙ୍କୁ ଓ ନଗରର ଛକମାନଙ୍କ ରେ ୟୁବକମାନଙ୍କୁ ସଂହାର କରିବାକୁ ପ୍ରସ୍ତୁତ।'

22. 'ଯିରିମିୟ ଏହା କହନ୍ତି, 'ସଦାପ୍ରଭୁଙ୍କ ବାକ୍ଯାନୁସା ରେ ମନୁଷ୍ଯମାନଙ୍କର ଶବ ଖତପରି କ୍ଷେତ୍ର ରେ ପଡ଼ି ରହିବ ଆଉ ଶସ୍ଯ ଚ୍ଛଦନକୋରୀର ଶସ୍ଯ ପଛ ରେ ପଡ଼ିଲା ପରି ସମାନେେ କ୍ଷେତ୍ର ରେ ପଡ଼ି ରହିବେ। କହେି ସମାନଙ୍କେୁ ସଂଗ୍ରହ କରିବାକୁ ନ ଥିବେ।"'

23. ଆଉ ସଦାପ୍ରଭୁ କହନ୍ତି, "ଜ୍ଞାନବାନ୍ ଆପଣା ଜ୍ଞାନ ରେ ଦର୍ପ ନ କରୁ, ବଳବାନ୍ ଆପଣା ବଳ ରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନ ରେ ଗର୍ବ ନ କରୁ।

24. ଯଦି କହେି ଦର୍ପ କରିବ, ତବେେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ। ଆମ୍ଭେ ସଦାପ୍ରଭୁଙ୍କ ଜଗତ ରେ ସ୍ନହେ, କରୁଣା ବିଚାର ଓ ଧର୍ମସାଧନ କରୁ, କାରଣ ସଦାପ୍ରଭୁ କହନ୍ତି ଏସବୁ ରେ ଆମ୍ଭର ସନ୍ତାଷେ ଥାଏ।"

25. ସଦାପ୍ରଭୁ କହନ୍ତି ଦେଖ, "ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସମାନଙ୍କେର ଅସୁନ୍ନତ ଅନୁସାରେ ଦଣ୍ଡ ଦବୋ, ଏପରି ସମୟ ଆସୁଅଛି।

26. ଆମ୍ଭେ ମିଶର, ଯିହୁଦା, ଇଦୋମ, ଅମ୍ମାନେ ଓ ମାୟୋବର ସନ୍ତାନଗଣଙ୍କୁ ଓ ସମସ୍ତ ପ୍ରାନ୍ତରବାସୀଙ୍କୁ ଦଣ୍ଡ ଦବୋ, କାରଣ ସମାନେେ ଶରୀର ରେ ଅସୁନ୍ନତ ମାତ୍ର ସମଗ୍ର ଇଶ୍ରାୟେଲ ଅନ୍ତଃକରଣ ରେ ଅସୁନ୍ନତ ଅଟନ୍ତି।"

About ଯିରିମିୟ Chapter 9

Read ଯିରିମିୟ Chapter 9 online from the Holy Bible. This chapter is part of the Book of ଯିରିମିୟ in the Old Testament. Continue reading with the chapter navigation above or explore the complete book.

Book Information

Book: ଯିରିମିୟ
Chapter: 9
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯିରିମିୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯିରିମିୟ Chapter 9 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯିରିମିୟ Chapter 9?

ଯିରିମିୟ Chapter 9 is part of the Book of ଯିରିମିୟ in the Holy Bible.

Can I read this chapter online?

Yes. You can read the complete ଯିରିମିୟ Chapter 9 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 38
  6. ଆଦି ପୁସ୍ତକ Chapter 30
  7. ଆଦି ପୁସ୍ତକ Chapter 26

Explore More from ଯିରିମିୟ

  1. ଯିରିମିୟ Chapter 33
  2. ଯିରିମିୟ Chapter 21
  3. ଯିରିମିୟ Chapter 16
  4. ଯିରିମିୟ Chapter 6
  5. ଯିରିମିୟ Chapter 25
  6. ଯିରିମିୟ Chapter 44
  7. ଯିରିମିୟ Chapter 32

Related Chapters & Readings

  1. ଗୀତସଂହିତା Chapter 20
  2. ଦିତୀୟ ବଂଶାବଳୀ Chapter 32
  3. ମାର୍କ Chapter 4
  4. ଆୟୁବ Chapter 20
  5. ଯାତ୍ରା ପୁସ୍ତକ Chapter 35
  6. ଯାତ୍ରା ପୁସ୍ତକ Chapter 16
  7. ବିଚାରକର୍ତ୍ତା Chapter 7
Share Your Love

Leave a Reply

Your email address will not be published. Required fields are marked *