ଯିଶାଇୟ Chapter 27

For English

Read ଯିଶାଇୟ Chapter 27 Online

Read ଯିଶାଇୟ Chapter 27 online from the Holy Bible. This chapter is part of the Book of ଯିଶାଇୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିଶାଇୟ and the Holy Bible online.

Choose a Chapter

ଯିଶାଇୟ 27

ଅଧ୍ୟାୟ 27

1. ସଦେିନ ସଦାପ୍ରଭୁ ଆପଣାର ଦାରୁଣ, ବୃହତ୍ ଓ ଦୃଢ଼ ଖଡ୍ଗ ଦ୍ବାରା ଦ୍ରୁତଗାମୀ ସର୍ପ ଲିବିଯାଥନକୁ ଓ ବକ୍ରଗାମୀ ସର୍ପ ଲିବିଯାଥନକୁ ଶାସ୍ତି ଦବେେ ଓ ସମୁଦ୍ରସ୍ଥ ଦୀର୍ଘକାଯ ଜନ୍ତୁକୁ ସଂହାର କରିବେ।

2. ସଦେିନ ଲୋକେ ଏକ ଦ୍ରାକ୍ଷାକ୍ଷେତ୍ର ଉଦ୍ଦେଶ୍ଯ ରେ ଗାନ କରିବେ।

3. "ମୁଁ, ସଦାପ୍ରଭୁ ସହେି ଉଦ୍ୟାନକୁ ରକ୍ଷା କରିବି। ଯଥା ସମୟରେ ସେଥି ରେ ଜଳ ସଚେନ କରିବି। ଦିବାରାତ୍ର ତାକୁ ଜଗି ରହିବି ଯେପରି କହେି ତା'ର କିଛି କ୍ଷତି କରିବେ ନାହିଁ।

4. ମାଠାେ ରେ କୋରଧ ନାହିଁ। ଯଦି ୟୁଦ୍ଧ ହୁଏ ଓ କହେି ଜଣେ କଣ୍ଟାକର ବାଡ଼ ଦିଏ, ଆମ୍ଭେ ଆକ୍ରମଣ କରିବୁ ଓ ପୋଡ଼ି ପକାଇବୁ।

5. ମାତ୍ର ଯଦି କହେି ନିରାପତ୍ତା ପାଇଁ ମାେ ସହିତ ଶାନ୍ତି ସ୍ଥାପନ କରେ, ତବେେ ସେ ଶାନ୍ତି ସ୍ଥାପନ କରୁ।

6. ଲୋକମାନେ ମାେ ନିକଟକୁ ଆସିବେ। ସମାନେେ ଯାକୁବକୁ ଶକ୍ତିଶାଳୀ କରିବେ ଯେପରି ତା'ର ଚୋର ବାନ୍ଧିବ। ଇଶ୍ରାୟେଲ ମୁକ୍ତ ଓ ପ୍ରଫୁଲ ହବେ। ଏ ପୃଥିବୀ ଫଳ ଫୁଲ ରେ ପରିପୂର୍ଣ୍ଣ ହବେ।'

7. ସଦାପ୍ରଭୁ କିପରି ତାଙ୍କ ଲୋକମାନଙ୍କୁ ଶାସ୍ତି ଦବେେ। ଯେପରି ଲୋକମାନଙ୍କୁ ଅତୀତ ରେ ଶତ୍ରୁଗଣ ପ୍ରହାର କରନ୍ତି ସଦାପ୍ରଭୁ ସହେିପରି ପ୍ରହାର କରିବେ। ସମାନେେ ଯେପରି ବହୁ ଲୋକଙ୍କୁ ନିହତ କରିଥିଲେ ସହେିପରି ସଦାପ୍ରଭୁ ନିହତ କରିବେ।

8. ସଦାପ୍ରଭୁ ଇଶ୍ରାୟେଲର ପରିତ୍ରାଣ ପାଇଁ ତାକୁ ଦୂରକୁ ପଠାଇ ତାହା ସହିତ ବିବାଦ କରିବେ। ସେ ପୂର୍ବୀଯ ବାଯୁ ଦିନ ରେ ନିଜର ପ୍ରବଳ ବାଯୁଦ୍ବାରା ସ୍ଥାନାନ୍ତରିତ କରିବେ।

9. ତେଣୁ ଏହିପରି ଭାବରେ ଯାକୁବର ଦୋଷ ପରିମାର୍ଜିତ ହବେ ଓ ତାହାର ପାପ ଦୂରୀଭୂତ ହବେ। ସେ ୟଜ୍ଞବଦେୀର ପ୍ରସ୍ତର ସବୁ ଧୂଳିସାତ ହବେ ଓ ସହେି ଆଶରୋ ମୂର୍ତ୍ତି ଓ ସୂର୍ୟ୍ଯ ପ୍ରତିମା ସବୁ ବିନଷ୍ଟ ହବେେ।

10. ସଦେିନ ସହେି ସୁଦୃଢ଼ ପ୍ରାନ୍ତର ତୁଲ୍ଯ ଜନଶୂନ୍ଯ ହବେ। ଏହା ଏକ ମରୁଭୂମିରେ ପରିଣତ ହବେ। ନିର୍ଜନ ଓ ପରିତ୍ଯକ୍ତ ବସତି ସ୍ଥାନ ହବେ। ସେ ସ୍ଥାନ ରେ ଗୋରୁପଲ ଚରିବେ ଓ ଶଯନ କରିବେ ଏବଂ ଦ୍ରାକ୍ଷାର ଶାଖା ଭାଙ୍ଗି ଖାଇବେ।

11. ଦ୍ରାକ୍ଷାଗଛ ରେ ଡ଼ାଳ ଶୁଷ୍କ ହେଲେ ଭଙ୍ଗାୟିବ। ସ୍ତ୍ରୀ ଲୋକମାନେ ତାକୁ ଜାଳଣେି ରୂପେ ବ୍ଯବହାର କରିବେ।

12. ସଦେିନ ସଦାପ୍ରଭୁ ଅନ୍ୟମାନଙ୍କଠାରୁ ତାଙ୍କର ଦାସମାନଙ୍କୁ ଅଲଗା କରିବେ। ଫରାତ୍ ନଦୀଠାରୁ ଆରମ୍ଭକରି ମିଶର ନଦୀ ପର୍ୟ୍ଯନ୍ତ ସେ ଲୋକମାନଙ୍କୁ ଏକତ୍ରୀତ କରିବେ।

13. ସଦେିନ ଗୋଟିଏ ବଡ଼ ମଷେର ଶିଙ୍କା ବାଜିବ। ଅଶୂର ଦେଶ ରେ ହଜି ୟାଇଥିବା ଲୋକ ଏବଂ ମିଶରକୁ ବିତାଡ଼ିତ ହାଇେଥିବା ଲୋକମାନେ ସଦେିନ ଆସିବେ। ୟିରୁଶାଲମର ପବିତ୍ର ପର୍ବତ ରେ ସମାନେେ ସଦାପ୍ରଭୁଙ୍କୁ ପ୍ରଣାମ କରିବା ପାଇଁ ଏକତ୍ରୀତ ହବେେ।

About ଯିଶାଇୟ Chapter 27

Read ଯିଶାଇୟ Chapter 27 online from the Holy Bible. This chapter is part of the Book of ଯିଶାଇୟ in the Old Testament. Continue reading with the chapter navigation above or explore the complete book.

Book Information

Book: ଯିଶାଇୟ
Chapter: 27
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯିଶାଇୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯିଶାଇୟ Chapter 27 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯିଶାଇୟ Chapter 27?

ଯିଶାଇୟ Chapter 27 is part of the Book of ଯିଶାଇୟ in the Holy Bible.

Can I read this chapter online?

Yes. You can read the complete ଯିଶାଇୟ Chapter 27 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 3
  6. ଆଦି ପୁସ୍ତକ Chapter 38
  7. ଆଦି ପୁସ୍ତକ Chapter 30

Explore More from ଯିଶାଇୟ

  1. ଯିଶାଇୟ Chapter 31
  2. ଯିଶାଇୟ Chapter 37
  3. ଯିଶାଇୟ Chapter 65
  4. ଯିଶାଇୟ Chapter 44
  5. ଯିଶାଇୟ Chapter 60
  6. ଯିଶାଇୟ Chapter 17
  7. ଯିଶାଇୟ Chapter 56

Related Chapters & Readings

  1. ଗୀତସଂହିତା Chapter 67
  2. ଯିରିମିୟ Chapter 20
  3. 2 କରିନ୍ଥୀୟ Chapter 11
  4. ଯୋହନ Chapter 15
  5. 2 ତୀମଥି Chapter 3
  6. ହିତୋପଦେଶ Chapter 6
  7. ଗୀତସଂହିତା Chapter 84
Share Your Love

Leave a Reply

Your email address will not be published. Required fields are marked *