ଯିଶାଇୟ Chapter 60

For English

Read ଯିଶାଇୟ Chapter 60 Online

Read ଯିଶାଇୟ Chapter 60 online from the Holy Bible. This chapter is part of the Book of ଯିଶାଇୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିଶାଇୟ and the Holy Bible online.

Choose a Chapter

ଯିଶାଇୟ 60

ଅଧ୍ୟାୟ 60

1. "ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କ ମହିମା ତୁମ୍ଭ ଉପ ରେ ପ୍ରତିଭାତ ହାଇେଛି।

2. କାରଣ ପୃଥିବୀ ଅନ୍ଧକାରାଚ୍ଛନ୍ନ ହବେ ଓ ଘନ ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ ; ମାତ୍ର ତୁମ୍ଭ ଉପ ରେ ସଦାପ୍ରଭୁ ଆ ଲୋକ ପ୍ରଦାନ କରିବେ ଓ ତାଙ୍କର ମହିମା ତୁମ୍ଭ ଉପ ରେ ଦଖାୟିବେ।

3. ପୁଣି ଅନ୍ୟଦେଶୀଯମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାମାନେ ତୁମ୍ଭ ଅରୁଣାଲୋକ ନିକଟକୁ ଆସିବେ।

4. ତୁମ୍ଭେ ଚତୁର୍ଦ୍ଦିଗକୁ ଦେଖ, ସମାନେେ ସମସ୍ତେ ଏକତ୍ରୀତ ହେଉଛନ୍ତି ଓ ତୁମ୍ଭ ନିକଟକୁ ଆସୁଛନ୍ତି। ତୁମ୍ଭର ପୁତ୍ରଗଣ ବହୁ ଦୂରରୁ ଆସିବେ ଓ କନ୍ଯାଗଣ ଧାଈମାନଙ୍କ କୋଳରୁ ଅଣାଯିବେ।

5. ସେତବେେଳେ ତୁମ୍ଭେ ତାହା ଦେଖି ଦୀପ୍ଯମାନ ହବେ ଓ ତୁମ୍ଭର ହୃଦଯ ଉଲାସିତ ହବେ। କାରଣ ସମୁଦ୍ରର ସମସ୍ତ ଦ୍ରବ୍ଯ ଓ ଅନ୍ୟଦେଶୀଯ ମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।

6. ଅକଳନ ଓଟ, ତୁମ୍ଭକୁ ଆବୃତ କରିବ ଏବଂ ୟୁବ ଓଟମାନେ ତୁମ୍ଭ ପାଖକୁ ଶିବା ଏବଂ ଐଫା ଦେଶରୁ ଆସିବେ। ସମାନେେ ସୁବର୍ଣ୍ଣ ଓ ସୁବାସିତ ଧୂପ ଆଣିବେ ଏବଂ ସଦାପ୍ରଭୁଙ୍କର ପ୍ରଶଂସାଗାନ କରିବେ।

7. କଦରରେ ସମସ୍ତ ମଷେ ତୁମ୍ଭ ନିକଟରେ ଏକତ୍ରୀତ ହବେେ ଓ ନବାଯୋତର ମଷେପଲ ତୁମ୍ଭର ସବୋ କରିବେ। ସମାନେେ ଆମ୍ଭଦ୍ବାରା ଗ୍ରାହ୍ଯ ହାଇେ ଆମ୍ଭ ୟଜ୍ଞବଦେୀ ନିକଟକୁ ଆସିବେ ଓ ଆମ୍ଭେ ଆମ୍ଭର ଭୂଷଣସ୍ବରୂପ ମନ୍ଦିରକୁ ଭୂଷତ କରିବା।

8. ଏମାନେ କିଏ ଯେ କି ମେଘ ସଦୃଶ ଉଡ଼ି ଆସୁଛନ୍ତି ଓ ଉଡ଼ନ୍ତା କପୋତ ସଦୃଶ ନିଜ ନିଜ ଭାଡ଼ିକୁ ଉଡ଼ି ଆସୁଛନ୍ତି ?

9. ପ୍ରକୃତ ରେ ଦ୍ବୀପସମୂହ ଆମ୍ଭକୁ ଅପେକ୍ଷା କରିବେ। ପୁଣି ତର୍ଶୀଶର ଜାହାଜସବୁ ସର୍ବପ୍ରଥମେ ନିଜ ନିଜ ରେ ୗପ୍ୟ ଓ ସୁବର୍ଣ୍ଣ ନଇେ, ତୁମ୍ଭର ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ବର ସଦାପ୍ରଭୁଙ୍କ ସୁନାମ ନିମିତ୍ତ ଓ ଇଶ୍ରାୟେଲର ପବିତ୍ରସ୍ବରୂପଙ୍କ ନିମିତ୍ତ ଆସିବେ କାରଣ ସେ ତୁମ୍ଭକୁ ଗୌରବାନ୍ବିତ କରିଛନ୍ତି।

10. ଆଉ ମଧ୍ଯ ବିଦେଶୀଯମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ରାଜାମାନେ ତୁମ୍ଭର ସବୋ କରିବେ। କାରଣ "ଆମ୍ଭେ ନିଜର କୋରଧବଶତଃ ତୁମ୍ଭକୁ ପ୍ରହାର କରିଥିଲୁ, ମାତ୍ର ନିଜର ଅନୁଗ୍ରହ ରେ ତୁମ୍ଭକୁ କରୁଣା କରିବୁ।

11. ତୁମ୍ଭ ନଗରୀର ଦ୍ବାରଗୁଡ଼ିକ ସର୍ବଦା ଉନ୍ମୁକ୍ତ ରହିବ। ସଗେୁଡ଼ିକ ଦିବାରାତ୍ର ବନ୍ଦ ହବେ ନାହିଁ। ତେଣୁ ଅନ୍ୟ ଦେଶୀଯମାନଙ୍କର ସମ୍ପତ୍ତି ଓ ତା ସହିତ ରାଜାମାନେ ତୁମ୍ଭ ନିକଟକୁ ଅଣାଯିବେ।

12. କାରଣ ଯେଉଁ ଦେଶ ଓ ରାଜା ତୁମ୍ଭର ସବୋ କରିବ ନାହିଁ, ସେ ବିନଷ୍ଟ ହବେ। ସହେି ଦେଶଗୁଡ଼ିକ ସୂର୍ଣ୍ଣରୂପେ ଧ୍ବଂସ ପ୍ରାପ୍ତ ହବେେ।

13. ଲିବା ନୋନର ଗୌରବ ତୁମ୍ଭ ନିକଟକୁ ଆସିବ। ଦବଦୋରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ହାଇେ ଆମ୍ଭର ପବିତ୍ର ସ୍ଥାନକୁ ସୁଶାେଭିତ କରିବାକୁ ଆସିବେ। ଆମ୍ଭେ ଆମ୍ଭର ପାଦପୀଠର ସ୍ଥାନ ଗୌରବନ୍ବିତ କରିବା।

14. ଯେଉଁମାନେ ତୁମ୍ଭକୁ କଷ୍ଟ ଦଇେଥିଲେ ସମାନଙ୍କେର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହବେେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସମାନେେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସମାନେେ ତୁମ୍ଭକୁ "ସଦାପ୍ରଭୁଙ୍କର ନଗରୀ ଇଶ୍ରାୟେଲର ଧର୍ମସ୍ବରୂପଙ୍କର "ସିୟୋନ ବୋଲି ସମ୍ ବୋଧନ କରିବେ।"'

15. "ତୁମ୍ଭେ ପରିତ୍ଯକ୍ତା ଓ ଘୃଣିତା ହାଇେଥିବାରୁ କହେି ତୁମ୍ଭ ମଧ୍ଯ ଦଇେ ୟାତାଯାତ କଲେ ନାହିଁ। ତା' ପରିବର୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାଯୀ ଗୌରବ ଓ ଅନକେ ପୁରୁଷାନୁକ୍ରମେ ଆନନ୍ଦସ୍ବରୂପ କରିବା।

16. ତୁମ୍ଭେ ଯାହା ଚାହିଁବ, ଅନ୍ୟ ଦେଶ ତୁମ୍ଭକୁ ତାହା ଦବେ। ଏହା ଏକ ଶିଶୁ ପରି ହବେ ଯେ କି ଆପଣା ମା'ର କ୍ଷୀର ପାନ କରୁଛି। ତୁମ୍ଭେ ରାଜାମାନଙ୍କର ଐଶ୍ବର୍ୟ୍ଯ ପାନ କରିବ। ତାହା ହେଲେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ତୁମ୍ଭର ମୁକ୍ତିଦାତା ଓ ଯାକୁବର ବଳଦାତା ଅଟୁଁ ତାହା ତୁମ୍ଭେ ଜାଣିବ।

17. "ଆମ୍ଭେ ପିତ୍ତଳ ପରିବର୍ତେ ସୁବର୍ଣ୍ଣ, ଲୁହା ପରିବର୍ତେ ରେ ୗପ୍ୟ, କାଠ ପରିବର୍ତେ ପିତ୍ତଳ ଓ ପ୍ରସ୍ତର ପରିବର୍ତେ ଲୌହ ଆଣିବା। ମୁଁ ଶାସ୍ତି ବଦଳ ରେ ଶାନ୍ତି ଆଣିବି। ଲୋକମାନେ ତୁମ୍ଭମାନଙ୍କୁ କ୍ଷତି କରିବେ କିଛି ଲୋକେ ତୁମ୍ଭ ପାଇଁ ଉତ୍ତମ କାମ କରିବେ।

18. "ତୁମ୍ଭ ଦେଶ ରେ ଦୌରାତ୍ମ୍ଯର କଥା ଓ ତୁମ୍ଭର ସୀମା ମଧିଅରେ ଧ୍ବଂସ ଓ ବିନାଶର କଥା ଆଉ ଶୁଣାୟିବ ନାହିଁ। ତୁମ୍ଭେ ତୁମ୍ଭ ପ୍ରାଚୀର ସମୂହର ନାମ "ପରିତ୍ରାଣ' ଓ ତୁମ୍ଭ ନଗରର ଦ୍ବାର ସମୂହର ନାମ "ପ୍ରଶଂସା' ରଖିବ।

19. "ଦିବସର ସୂର୍ୟ୍ଯ ତୁମ୍ଭର ଜ୍ଯୋତି ହବେ ନାହିଁ କିମ୍ବା ଆଲୋକ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ଯୋତ୍ସ୍ଲା ପ୍ରଦାନ କରିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ଯୋତି ଓ ତୁମ୍ଭର ପରମେଶ୍ବର ତୁମ୍ଭର ମହିମାସ୍ବରୂପ ହବେେ।

20. ତୁମ୍ଭର "ସୂର୍ୟ୍ଯ' ଅସ୍ତମିତ ହବେ ନାହିଁ କିଅବା ତୁମ୍ଭର "ଚନ୍ଦ୍ର' ଅପସାରିତ ହବେେ ନାହିଁ। କାରଣ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ଯୋତି ସ୍ବରୂପ ହବେେ ଓ ତୁମ୍ଭର ଶାେକର ଦିନ ଶଷେ ହବେ।

21. "ଆଉ ମଧ୍ଯ ତୁମ୍ଭର ସମସ୍ତ ଲୋକେ ଧାର୍ମିକ ହବେେ। ସମାନେେ ଅନନ୍ତକାଳ ୟାଏ ଦେଶ ଶାସନ କରିବେ। ମାେ ଗୌରବକୁ ଦଖାଇବୋ ପାଇଁ ସମାନେେ ମାେ ଦ୍ବାରା ଲଗା ହାଇେଥିବା ଗଛର ଫଳ ସଦୃଶ।

22. କ୍ଷୁଦ୍ରତମ ପରିବାର ସହସ୍ର ବିଶିଷ୍ଟ ବୃହତ୍ତମ ପରିବାର ରେ ପରିଣତ ହବେ ଓ କ୍ଷୁଦ୍ରତମ ଦୁର୍ବଳ ବ୍ଯକ୍ତି ବଳବାନ୍ ଗୋଷ୍ଠୀ ରେ ପରିଣତ ହବେ। ଆମ୍ଭେ ସଦାପ୍ରଭୁ ଯଥା କାଳ ରେ ଏହା ଶୀଘ୍ର ଘଟାଇବା।"

About ଯିଶାଇୟ Chapter 60

Read ଯିଶାଇୟ Chapter 60 online from the Holy Bible. This chapter is part of the Book of ଯିଶାଇୟ in the Old Testament. Continue reading with the chapter navigation above or explore the complete book.

Book Information

Book: ଯିଶାଇୟ
Chapter: 60
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯିଶାଇୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯିଶାଇୟ Chapter 60 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯିଶାଇୟ Chapter 60?

ଯିଶାଇୟ Chapter 60 is part of the Book of ଯିଶାଇୟ in the Holy Bible.

Can I read this chapter online?

Yes. You can read the complete ଯିଶାଇୟ Chapter 60 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 3
  6. ଆଦି ପୁସ୍ତକ Chapter 38
  7. ଆଦି ପୁସ୍ତକ Chapter 30

Explore More from ଯିଶାଇୟ

  1. ଯିଶାଇୟ Chapter 40
  2. ଯିଶାଇୟ Chapter 34
  3. ଯିଶାଇୟ Chapter 49
  4. ଯିଶାଇୟ Chapter 48
  5. ଯିଶାଇୟ Chapter 44
  6. ଯିଶାଇୟ Chapter 47
  7. ଯିଶାଇୟ Chapter 46

Related Chapters & Readings

  1. ଯାତ୍ରା ପୁସ୍ତକ Chapter 27
  2. ଏଜ୍ରା Chapter 3
  3. ଆୟୁବ Chapter 1
  4. ଆୟୁବ Chapter 13
  5. ପ୍ରେରିତ Chapter 24
  6. ପ୍ରକାଶିତ ବାକ୍ୟ Chapter 3
  7. ହିତୋପଦେଶ Chapter 11
Share Your Love

Leave a Reply

Your email address will not be published. Required fields are marked *