ଯୋହନ Chapter 11

For English

Read ଯୋହନ Chapter 11 Online

Read ଯୋହନ Chapter 11 online from the Holy Bible. This chapter is part of the Book of ଯୋହନ in the New Testament. Browse every verse with easy chapter navigation, continue to the next chapter, or explore the complete Book of ଯୋହନ and the Holy Bible online.

Choose a Chapter

ଯୋହନ 11

ଅଧ୍ୟାୟ 11

1. ଲାଜାର ନାମ ରେ ଜଣେ ବ୍ଯକ୍ତି ଅସୁସ୍ଥ ଥିଲେ। ସେ ବେଥନିଆ ନଗର ରେ ରହୁଥିଲେ। ସଠାେରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ଯ କରୁଥିଲେ।

2. ସହେି ମରିୟମ ପରେ ପ୍ରଭୁ ଯୀଶୁଙ୍କ ପାଦ ରେ ଅତି ମୂଲ୍ଯବାନ ଅତର ଢାଳି ନିଜ କେଶ ରେ ପାଦ ପୋଛି ଦଇେଥିଲେ। ସମାନଙ୍କେର ଭାଇ ଲାଜାର ଅସୁସ୍ଥ ଥିଲେ।

3. ତେଣୁ ମରିୟମ ଓ ମାର୍ଥା ଯୀଶୁଙ୍କୁ ଜଣାଇବା ପାଇଁ ଗୋଟିଏ ଲୋକ ପଠାଇଲେ। ସମାନେେ କହି ପଠାଇଲେ, "ପ୍ରଭୁ, ତୁମ୍ଭର ପ୍ରିୟ ବନ୍ଧୁ ଲାଜାର ପୀଡିତ ଅଛନ୍ତି।"

4. ଯୀଶୁ ଏହି କଥା ଶୁଣି କହିଲେ, "ତାହାର ପୀଡା ମୃତ୍ଯୁଜନକ ନୁହେଁ। କିନ୍ତୁ ତା'ର ଅସୁସ୍ଥତା ପରମେଶ୍ବରଙ୍କର ଗୌରବ ନିମନ୍ତେ। ପରମେଶ୍ବରଙ୍କର ପୁତ୍ର ଏହା ଦ୍ବାରା ଗୌରବାନ୍ବିତ ହବେେ।"

5. ଯୀଶୁ ମାର୍ଥା, ତା'ର ଭଉଣୀ ମରିୟମ ଓ ଲାଜାରଙ୍କୁ ବହୁତ ଭଲ ପାଉଥିଲେ।

6. ସେ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସେ ଯେଉଁଠି ଥିଲେ ସଠାେରେ ଆହୁରି ଦୁଇ ଦିନ ରହିଗଲେ।

7. ତାପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ କହିଲେ, "ଚାଲ, ଆମ୍ଭେ ୟିହୂଦା ପ୍ରଦେଶକୁ ଫରେିୟିବା।"

8. ଶିଷ୍ଯମାନେ କହିଲେ, "ଗୁରୁ, ୟିହୂଦା ରେ ତ ଆପଣଙ୍କୁ ଯିହୂଦୀ ନେତାମାନେ ପଥର ରେ ମାରିବାକୁ ଚେଷ୍ଟା କରୁଥିଲେ। ଏହା ଅଳ୍ପଦିନ ପୂର୍ବେ ହାଇେଥିଲା। ଆପଣ ପୁଣି ସଠାେକୁ ଫରେିୟିବାକୁ ଚାହାଁନ୍ତି?"

9. ଯୀଶୁ ଉତ୍ତର ଦେଲେ, "ଦିନ ମଧିଅରେ ବାର ଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନ ବେଳେ ଚାଲିଲେ ସେ ଝୁଣ୍ଟେ ନାହିଁ କି ପଡେ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖିପା ରେ।

10. କିନ୍ତୁ ରାତି ରେ ଜଣେ ଲୋକ ଝୁଣ୍ଟେ, କାରଣ ରାତି ବେଳେ ତାକୁ ଦେଖିବା ରେ ସାହାୟ୍ଯ କରିବା ପାଇଁ ଆଲୋକ ନଥାଏ।"

11. ଯୀଶୁ ଏକଥା କହିବା ସାରିବା ପରେ, କହିଲେ, "ଆମ୍ଭର ବନ୍ଧୁ ଲାଜାର ବର୍ତ୍ତମାନ ଶାଇେଛନ୍ତି। ମୁଁ ତାହାଙ୍କୁ ଉେଠଇବା ପାଇଁ ସଠାେକୁ ଯାଉଛି।"

12. ଶିଷ୍ଯମାନେ ଉତ୍ତର ଦେଲେ, "କିନ୍ତୁ ପ୍ରଭୁ, ଯଦି ସେ ଶାଇେଛନ୍ତି, ତବେେ ସେ ସୁସ୍ଥ ହାଇେ ଯିବେ।"

13. ଯୀଶୁଙ୍କର କହିବା ଅର୍ଥ ଥିଲା, ଯେ ଲାଜାର ମୃତ। କିନ୍ତୁ ତାହାଙ୍କର ଶିଷ୍ଯମାନେ ବୁଝିଲେ ଯେ ସେ ସାଧାରଣ ଶାଇେବା ବିଷୟ ରେ କହୁଛନ୍ତି।

14. ତେଣୁ ଯୀଶୁ ସ୍ପଷ୍ଟରୂପେ କହିଲେ, "ଲାଜାର ମରିଯାଇଛନ୍ତି,

15. ମୁଁ ଖୁସି ଯେ ମୁଁ ସଠାେରେ ନଥିଲି। ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଛି କାରଣ ବର୍ତ୍ତମାନ ତୁମ୍ଭମାନେେ ମାଠାେ ରେ ବିଶ୍ବାସ କରିବ। ଚାଲ, ଆମ୍ଭେ ବର୍ତ୍ତମାନ ତାହାଙ୍କ ପାଖକୁ ୟିବା।"

16. ତା'ପରେ ଥୋମା ଯାହାଙ୍କୁ ଦିଦୁମ କୁହାଯାଉଥିଲା ସେ ଅନ୍ୟ ଶିଷ୍ଯଙ୍କୁ କହିଲେ, "ଚାଲ ଆମ୍ଭମାନେେ ମଧ୍ଯ ଯୀବା ଓ ଯୀଶୁଙ୍କ ସହିତ ୟିହୂଦା ରେ ମରିବା।"

17. ଯୀଶୁ ବେଥନିଆ ରେ ପହନ୍ଚିଲେ। ସେ ଦେଖିଲେ, ଲାଜାରଙ୍କର ମୃତ୍ଯୁ ହାଇେ କବରସ୍ଥ ହବୋର ଚାରି ଦିନ ହାଇଗେଲାଣି।

18. ବେଥନିଆ ୟିରୂଶାଲମଠାରୁ ପ୍ରାୟ ତିନି କିଲୋମିଟର ଦୂର।

19. ଅନକେ ଯିହୂଦୀ ମାର୍ଥା ଓ ମରିୟମଙ୍କ ପାଖକୁ ଆସିଥିଲେ। ସମାନେେ ମାର୍ଥା ଓ ମରିୟମଙ୍କୁ ସମାନଙ୍କେର ଭାଇ ଲାଜାର ସକାେଶ ସାନ୍ତ୍ବନା ଦବୋ ପାଇଁ ଆସିଥିଲେ।

20. ଯୀଶୁ ଆସୁଛନ୍ତି ବୋଲି ମାର୍ଥା ଶୁଣିଲେ। ସେ ଯୀଶୁଙ୍କୁ ସ୍ବାଗତ କରିବା ପାଇଁ ଗଲେ। କିନ୍ତୁ ମରିୟମ ଘ ରେ ରହିଲେ।

21. ମାର୍ଥା ଯୀଶୁଙ୍କୁ କହିଲେ, "ପ୍ରଭୁ, ଯଦି ଆପଣ ଏଠା ରେ ଥାଆନ୍ତେ, ତବେେ ମାରେ ଭାଇ ମରି ନଥାନ୍ତା।

22. କିନ୍ତୁ ଏବେ ମଧ୍ଯ ମୁଁ ଜାଣେ ଯେ ଆପଣ ଯାହା କିଛି ମାଗିବେ, ପରମେଶ୍ବର ତାହା ଦବେେ।"

23. ଯୀଶୁ କହିଲେ, "ତୁମ୍ଭର ଭାଇ ପୁଣି ଥରେ ବଞ୍ଚି ଉଠିବ।"

24. ମାର୍ଥା ଉତ୍ତର ଦେଲେ, "ମୁଁ ଜାଣେ, ପୁନରୁତ୍ଥାନ ଦିନ ରେ ଯେତବେେଳେ ସମସ୍ତେ ମୃତ୍ଯୁରୁ ବଞ୍ଚି ଉଠିବେ, ସେତବେେଳେ ସେ ମଧ୍ଯ ମୃତ୍ଯୁରୁ ବଞ୍ଚି ଉଠିବ।"

25. ଯୀଶୁ ତାକୁ କହିଲେ, "ମୁଁ ସହେି ପୁନରୁତ୍ଥାନ ଓ ଜୀବନ, ମାଠାେ ରେ ବିଶ୍ବାସ କରୁଥିବା ଲୋକ ମୃତ୍ଯୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ।

26. ମାେ'ଠା ରେ ରହୁଥିବା ଓ ବିଶ୍ବାସ କରୁଥିବା ଲୋକ କଦାପି ମରିବ ନାହିଁ। ମାର୍ଥା ତୁମେ କ'ଣ ଏହା ବିଶ୍ବାସ କର?"

27. ମାର୍ଥା ଉତ୍ତର ଦେଲେ, "ହଁ, ପ୍ରଭୁ, ମୁଁ ଆପଣଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ବାସ କକରେ। ଆପଣ ପରମେଶ୍ବରଙ୍କର ପୁତ୍ର। ଯାହାଙ୍କର ଏହି ଜଗତକୁ ଆସିବାର ଥିଲା, ଆପଣ ସହେି ବ୍ଯକ୍ତି ଅଟନ୍ତି।"

28. ମାର୍ଥା ଏ ସବୁ କଥା କହିବା ପରେ ଭଉଣୀ ମରିୟମ ପାଖକୁ ଗଲେ। ସେ ମରିୟମଙ୍କ ସହିତ ଏକୁଟିଆ କଥାବାର୍ତ୍ତା ହେଲେ। ସେ କହିଲେ, "ଏଠା ରେ ଗୁରୁ ଅଛନ୍ତି, ସେ ତୁମ୍ଭକୁ ଖାଜେୁଛନ୍ତି।"

29. ମରିୟମ ଏ କଥା ଶୁଣି ଯୀଶୁଙ୍କ ପାଖକୁ ସଙ୍ଗେ ସଙ୍ଗେ ଆସିଲେ।

30. ଯୀଶୁ ସହେି ସମୟ ପର୍ୟ୍ଯନ୍ତ ଗ୍ରାମକୁ ଆସି ନଥିଲେ। ମାର୍ଥା ତାହାଙ୍କୁ ଯେଉଁ ସ୍ଥାନ ରେ ଦେଖିଥିଲେ, ସେ ପର୍ୟ୍ଯନ୍ତ ସେ ସହେିଠା ରେ ଥିଲେ।

31. ଯିହୂଦୀମାନେ ମରିୟମଙ୍କ ସହିତ ଘ ରେ ଥିଲେ। ସମାନେେ ତାହାଙ୍କୁ ସାନ୍ତ୍ବନା ଦେଉଥିଲେ। ସମାନେେ ମରିୟମଙ୍କୁ ହଠାତ୍ ଠିଆ ହାଇେ ତରବର ରେ ବାହାରକୁ ୟିବା ଦେଖିଲେ। ସମାନେେ ଭାବିଲେ ବୋଧେ ସେ ଲାଜାରଙ୍କ କବର ପାଖକୁ କାନ୍ଦିବାକୁ ଯାଉଛନ୍ତି। ତେଣୁ ସମାନେେ ତାହାଙ୍କ ପେଛ ପେଛ ଗଲେ।

32. ମରିୟମ ଯୀଶୁ ରହିଥିବା ସ୍ଥାନକୁ ଗଲେ। ଯୀଶୁଙ୍କୁ ଦେଖି ସେ ତାହାଙ୍କ ପାଦ ତଳେ ପଡିଗଲେ। ମରିୟମ କହିଲେ, "ପ୍ରଭୁ, ଆପଣ ଯଦି ଏଠା ରେ ଥାଆନ୍ତେ ତବେେ ମାେ ଭାଇ ମରି ନ ଥାଆନ୍ତା।"

33. ଯୀଶୁ ମରିୟମକୁ କାନ୍ଦିବାର ଦେଖିଲେ। ସେ ଯିହୂଦୀମାନଙ୍କୁ ତାହାଙ୍କ ସହିତ ଆସିବାର ଦେଖିଲେ। ସମାନେେ ମଧ୍ଯ କାନ୍ଦୁଥିଲେ। ଯୀଶୁ ବହୁତ ଦୁଃଖ ଅନୁଭବ କଲେ ଓ ଅନ୍ତର ରେ ଅତ୍ଯଧିକ ବ୍ଯଥା ଅନୁଭବ କଲେ।

34. ଯୀଶୁ କହିଲେ, "ତୁମ୍ଭେ ଲାଜାରଙ୍କୁ କେଉଁଠା ରେ ରଖିଛ?" ସମାନେେ କହିଲେ, "ପ୍ରଭୁ ଆସି ଦେଖନ୍ତୁ।"

35. ଯୀଶୁ କାନ୍ଦିଲେ।

36. ଯିହୂଦୀମାନେ କହିଲେ, " ଦେଖ, ଯୀଶୁ ଲାଜାରଙ୍କୁ କେତେ ସ୍ନହେ କରୁଥିଲେ।"

37. କିନ୍ତୁ କେତକେ ଯିହୂଦୀ କହିଲେ, "ଯୀଶୁ ଅନ୍ଧ ଲୋକଟିର ଆଖି ଭଲ କରି ଦଇେଥିଲେ। ତବେେ ସେ ଲାଜାରଙ୍କୁ ମରଣ ମୁଖରୁ ବଞ୍ଚଇେ ରଖିବା ପାଇଁ କାହିଁକି କିଛି କରି ପାରିଲେ ନାହିଁ।"

38. ଯୀଶୁ ପୁଣି ବହୁତ ବ୍ଯତିବ୍ଯସ୍ତ ହେଲେ। ସେ ଲାଜାରଙ୍କ କବର ନିକଟକୁ ଆସିଲେ। ତାହା ଗୋଟିଏ ଗୁହା ଥିଲା ଓ ତା ମୁହଁ ରେ ଗୋଟିଏ ବଡ ପଥର ଘୋଡଇେ ଦିଆଯାଇଥିଲା।

39. ଯୀଶୁ କହିଲେ, "ଏ ପଥରକୁ ଘୁଞ୍ଚାଇ ଦିଅ।"

40. ଯୀଶୁ ତାହାଙ୍କୁ କହିଲେ, "ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ବାସ କରିବ ତବେେ ପରମେଶ୍ବରଙ୍କର ଗୌରବ ଦେଖି ପାରିବ।"

41. ତେଣୁ ସମାନେେ ପଥର ବାହାର କଲେ। ତା'ପରେ ଯୀଶୁ ଉର୍ଦ୍ଧ୍ବକୁ ଚାହିଁ କହିଲେ, " ହେ ପରମପିତା, ତୁମ୍ଭକୁ ଧନ୍ଯବାଦ ଦେଉଅଛି, କାରଣ ତୁମ୍ଭେ ମାେ କଥା ଶୁଣିଛ।

42. ମୁଁ ଜାଣେ ଯେ, ତୁମ୍ଭେ ସବୁବେଳେ ମାେ କଥା ଶୁଣ। ମାତ୍ର ତୁମ୍ଭେ ମାେତେ ପଠାଇଛ ବୋଲି ଏଠା ରେ ଠିଆ ହାଇେଥିବା ଲୋକମାନେ ଯେପରି ବିଶ୍ବାସ କରିବେ , ସେଥିପାଇଁ ମୁଁ ଏହା କହିଲି।"

43. ଏହା ପରେ ଯୀଶୁ ଉଚ୍ଚ ସ୍ବର ରେ ଡାକିଲେ, "ଲାଜାର, ବାହାରି ଆସ।"

44. ମୃତ ଲୋକଟି ବାହାରି ଆସିଲା। ତାହାଙ୍କର ହାତ ଗୋଡ ରେ ଖଣ୍ଡ ଖଣ୍ଡ କନା ଗୁଡଇେ ହାଇେଥିଲା। ତାହାଙ୍କ ମୁହଁ ରେ ଗୋଟିଏ ରୁମାଲ ବନ୍ଧା ହାଇେଥିଲା। ଯୀଶୁ ଲୋକମାନଙ୍କୁ କହିଲେ, "କନାଗୁଡିକ କାଢି ନିଅ ଓ ତାହାଙ୍କୁ ୟିବାକୁ ଦିଅ।"

45. ସଠାେରେ ମରିୟମଙ୍କୁ ଦଖାେ କରିବା ନିମନ୍ତେ ଅନକେ ଯିହୂଦୀ ଆସିଥିଲେ। ସମାନେେ ସମସ୍ତେ ଯୀଶୁଙ୍କର କାର୍ୟ୍ଯ ଦେଖିଲେ। ସମାନଙ୍କେ ଭିତରୁ ଅନକେ ଯିହୂଦୀ ତାହାଙ୍କୁ ବିଶ୍ବାସ କଲେ।

46. କିନ୍ତୁ କେତକେ ଯିହୂଦୀ ଫାରୂଶୀମାନଙ୍କ ପାଖକୁ ଫରେିଗଲେ। ସମାନେେ ଫାରୂଶୀମାନଙ୍କୁ ଯୀଶୁ କରିଥିବା କାର୍ୟ୍ଯ ବର୍ଣ୍ଣନା କଲେ।

47. ତା'ପରେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସମାନେେ କହିଲେ, "ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛି।

48. ଯଦି ଆମ୍ଭେ ତାକୁ ଏଭଳି କାର୍ୟ୍ଯ କରିବା ପାଇଁ ଛାଡିଦବୋ, ତାହାକୁ ସମସ୍ତେ ବିଶ୍ବାସ କରିବେ। ତା'ପରେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ୍ଭ ଜାତି ଉଭୟକୁ ନଷ୍ଟ କରି ଦବେେ।"

49. ସମାନଙ୍କେ ମଧ୍ଯରୁ କଯାଫା ନାମକ ଜଣେ ବ୍ଯକ୍ତି ଥିଲେ। ସେ ସହେି ବର୍ଷପାଇଁ ମହାୟାଜକ ଥିଲେ। କଯାଫା କହିଲେ, "ତୁମ୍ଭେ ସବୁ କିଛି ଜାଣି ନାହଁ।

50. ସମଗ୍ର ଜାତି ଧ୍ବଂସ ପାଇବା ଅପେକ୍ଷା ଜଣେ ଲୋକ ଜନସାଧାରଣଙ୍କ ପାଇଁ ମରିବା ଉତ୍ତମ। କିନ୍ତୁ ତୁମ୍ଭେ ତାହା ଅନୁଭବ କରୁନାହଁ।"

51. କଯାଫା ନିଜେ ସହେି କଥା ଭାବି ପାରି ନଥିଲେ। ଯେ ସେ ବାସ୍ତବ ରେ ଭବିଷ୍ଯଦ୍ବାଣୀ କରିଥିଲେ, ଯୀଶୁ ଯିହୂଦୀୟ ଜାତି ପାଇଁ ପ୍ରାଣ ଦବେେ।

52. ହଁ, ଯୀଶୁ ଯିହୂଦୀ ଲୋକମାନଙ୍କ ପାଇଁ ନିଜ ଜୀବନ ଦବେେ। କିନ୍ତୁ ସେ ପରମେଶ୍ବରଙ୍କ ଅନ୍ୟ ସନ୍ତାନମାନଙ୍କ ପାଇଁ ମଧ୍ଯ ଜୀବନ ଦବେେ, ଯେଉଁମାନେ ଜଗତର ଚାରିଆଡେ ଚ୍ଛିନ୍ନ ଭିନ୍ନ ହାଇେ ରହିଛନ୍ତି। ସମାନଙ୍କେୁ ଏକାଠି କରିବା ପାଇଁ ଓ ସମସ୍ତଙ୍କୁ ଏକ କରିବା ପାଇଁ ଯୀଶୁ ମୃତ୍ଯୁ ଭୋଗ କରିବେ।

53. ସହେି ଦିନଠାରୁ ଯିହୂଦୀନେତାମାନେ ଯୀଶୁଙ୍କୁ ହତ୍ଯା କରିବା ପାଇଁ ଯୋଜନା କଲେ।

54. ତେଣୁ ଯୀଶୁ ଯିହୂଦୀମାନଙ୍କ ମଧିଅରେ ଖାେଲାଖାଲିେ ଭାବରେ ଯାତ୍ରା କରିବା ବନ୍ଦ କରି ଦେଲେ। ସେ ୟିରୂଶାଲମ ଛାଡି ମରୁଭୂମି ପାଖଥିବା ଗୋଟିଏ ସ୍ଥାନକୁ ଚାଲିଗଲେ। ସହେି ସହରର ନାମ ଏଫ୍ରଯିମ। ସେ ସଠାେରେ ନିଜ ଶିଷ୍ଯମାନଙ୍କ ସହିତ ରହିଲେ।

55. ଯିହୂଦୀମାନଙ୍କର ପବିତ୍ର ନିସ୍ତାରପର୍ବର ସମୟ ପାଖଇେ ଆସିଲା। ଅନକେ ଲୋକ ନିସ୍ତାରପର୍ବ ପୂର୍ବରୁ ଗ୍ରାମାଞ୍ଚଳରୁ କିଛି ଦିନ ଆଗରୁ ୟିରୂଶାଲମ ରେ ଆସି ପହନ୍ଚିଲେ, ସମାନେେ ପର୍ବ ପାଇଁ ନିଜକୁ ପବିତ୍ର କରିବା ଉଦ୍ଦେଶ୍ଯ ରେ ବିଶଷେ କର୍ମ କରିବାକୁ ଗଲେ।

56. ସମାନେେ ଯୀଶୁଙ୍କୁ ଖାଜେିଲେ। ସମାନେେ ମନ୍ଦିର ପରିସର ରେ ପରସ୍ପରକୁ ପଚାରିଲେ, " ସେ କ'ଣ ନିସ୍ତାରପର୍ବକୁ ଆସୁଛନ୍ତି? ତୁମ୍ଭେ କ'ଣ ଭାବୁଛ?"

57. କିନ୍ତୁ ମହାୟାଜକ ଓ ଫାରୂଶୀମାନେ ଯୀଶୁଙ୍କ ସମ୍ବନ୍ଧ ରେ ଗୋଟିଏ ବିଶଷେ ଆଦେଶ ଦଇେଥିଲେ। ସମାନେେ ଘାଷେଣା କରିଥିଲେ ଯେ, ଯୀଶୁ କେଉଁଠା ରେ ଅଛନ୍ତି ଏହା ଜାଣିଥିବା ବ୍ଯକ୍ତି ସଙ୍ଗେ ସଙ୍ଗେ ସମାନଙ୍କେୁ ଜଣାଇବ। ତବେେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିପାରିବେ।

About ଯୋହନ Chapter 11

Read ଯୋହନ Chapter 11 online from the Holy Bible. This chapter is part of the Book of ଯୋହନ in the New Testament. Continue reading with the chapter navigation above or explore the complete book.

Book Information

Book: ଯୋହନ
Chapter: 11
Testament: New Testament

How to Read this Chapter

Use the Previous and Next Chapter buttons to continue reading ଯୋହନ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯୋହନ Chapter 11 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯୋହନ Chapter 11?

ଯୋହନ Chapter 11 is part of the Book of ଯୋହନ in the Holy Bible.

Can I read this chapter online?

Yes. You can read the complete ଯୋହନ Chapter 11 online for free with easy chapter navigation.

More Chapters from ନୂତନ ନିୟମ

  1. 1 ତୀମଥି Chapter 3
  2. ମାର୍କ Chapter 13
  3. ଯୋହନ Chapter 21
  4. ମାର୍କ Chapter 12
  5. ମାର୍କ Chapter 4
  6. ଯୋହନ Chapter 18
  7. ଯୋହନ Chapter 1

Explore More from ଯୋହନ

  1. ଯୋହନ Chapter 15
  2. ଯୋହନ Chapter 9
  3. ଯୋହନ Chapter 7
  4. ଯୋହନ Chapter 4
  5. ଯୋହନ Chapter 17
  6. ଯୋହନ Chapter 12
  7. ଯୋହନ Chapter 10

Related Chapters & Readings

  1. ଯିଶାଇୟ Chapter 14
  2. ଦିତୀୟ ବଂଶାବଳୀ Chapter 28
  3. ପ୍ରଥମ ରାଜାବଳୀ Chapter 13
  4. ଆଦି ପୁସ୍ତକ Chapter 3
  5. ହିତୋପଦେଶ Chapter 26
  6. ଗୀତସଂହିତା Chapter 110
  7. ମାର୍କ Chapter 13
Share Your Love

Leave a Reply

Your email address will not be published. Required fields are marked *