ହିବ୍ରୁ Chapter 10

For English

Read ହିବ୍ରୁ Chapter 10 Online

Read ହିବ୍ରୁ Chapter 10 online from the Holy Bible. This chapter is part of the Book of ହିବ୍ରୁ in the New Testament. Browse every verse with easy chapter navigation, continue to the next chapter, or explore the complete Book of ହିବ୍ରୁ and the Holy Bible online.

Choose a Chapter

ହିବ୍ରୁ 10

ଅଧ୍ୟାୟ 10

1. ବ୍ଯବସ୍ଥା ଆମ୍ଭକୁ ଭବିଷ୍ଯ ରେ ଘଟିବାକୁ ଥିବା ଉତ୍ତମ ବିଷୟଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ଯବସ୍ଥା ପ୍ରକୃତ ବିଷୟଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ଯବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁ ହେ। ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସହେି ବଳି ସମର୍ପଣ କାର୍ୟ୍ଯ କରି ଚାଲିଥାନ୍ତି। କିନ୍ତୁ ବ୍ଯବସ୍ଥା କବେେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।

2. ଯଦି ବ୍ଯବସ୍ଥା ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରିଥାନ୍ତା ତା' ହେଲେ ସହେି ବଳିଗୁଡ଼ିକ ବନ୍ଦ ହାଇେ ଯାଇ ସାରିଥାଆନ୍ତା। ସହେି ଲୋକମାନେ ମଧ୍ଯ ପାପରୁ ଶୁଦ୍ଧ ହାଇଯୋଇ ସାରିଥାନ୍ତେ। ସମାନେେ ଏବେ ସୁଦ୍ଧା ନିଜ ପାପ ପାଇଁ ନିଜକୁ ଦୋଷୀ ଅନୁଭବ କରୁ ନ ଥାନ୍ତେ। କିନ୍ତୁ ବ୍ଯବସ୍ଥା କଦାପି ତାହା କରି ପାରିବ ନାହିଁ।

3. ସମାନେେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସମାନଙ୍କେୁ ସମାନଙ୍କେର ପାପଗୁଡ଼ିକ ସ୍ମରଣ କରାଇ ଦିଏ।

4. ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛଳେିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହଁନ୍ତି।

5. ଅତଏବ ଯେତବେେଳେ ଖ୍ରୀଷ୍ଟ ସଂସାରକୁ ଆସିଲେ ସେ କହିଲେ :

6. ହାମବେଳି ଓ ପାପାର୍ଥକ ବଳି ରେ ତୁମ୍ଭେ ଖୁସି ହୁଅ ନାହିଁ। ବଳି ଦ୍ବାରା ପାପହରଣ କଥାର ମଧ୍ଯ ତୁମ୍ଭେ ଖୁସି ନୁହଁ।

7. ତା'ପରେ ମୁଁ କହିଲି : 'ପରମେଶ୍ବର ମୁଁ ଅଛି ଏଠା ରେ ବ୍ଯବସ୍ଥା ପୁସ୍ତକରେ ମାେ ବିଷୟ ରେ ଲଖାେ ଅଛି। ତୁମ୍ଭେ ଚାହିଁ ଥିବା କାର୍ୟ୍ଯଗୁଡ଼ିକ ମୁଁ କରିବା ପାଇଁ ଆସିଛି।"' ଗୀତସଂହିତା 40:6-8

8. ଏହି ଶାସ୍ତ୍ର ରେ ସେ ପ୍ରଥମେ କହିଥିଲେ, "ତୁମ୍ଭେ ବଳି ଓ ନବୈେଦ୍ଯମାନ ଚାହଁ ନାହିଁ। ତୁମ୍ଭେ ହାମବେଳି ଦ୍ବାରା ବା ପାପହରଣ ହବୋ ପାଇଁ ଦିଆଯାଉଥିବା ବଳିଗୁଡ଼ିକ ଦ୍ବାରା ପ୍ରସନ୍ନ ହୁଅ ନାହିଁ।" ବ୍ଯବସ୍ଥା ଆଜ୍ଞା ଦିଏ ଏହି ବଳିଦାନ ପାଇଁ।

9. ତା'ପରେ ସେ କହିଲେ "ପରମେଶ୍ବର, ମୁଁ ଏଠା ରେ ଅଛି। ମୁଁ ତୁମ୍ଭେ ଚାହୁଁଥିବା କାମ କରିବା ପାଇଁ ଆସିଛି।" ଅତଏବ ପରମେଶ୍ବର ତାହାଙ୍କର ପ୍ରଥମ ବଳିଦାନ ପ୍ରଥା ସମାପ୍ତ କରି ନୂତନପ୍ରଥା ଆରମ୍ଭ କଲେ।

10. ପରମେଶ୍ବର ଚାହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ବାରା ତାହାଙ୍କ ଶରୀରର ବଳିଦାନ ହତେୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ୟ୍ଯାପ୍ତ ହେଲା ଭଳି ଥରମାେତ୍ର ସହେି ବଳିଦାନ କଲେ।

11. ଯାଜକମାନେ ପ୍ରତିଦିନ ଠିଆ ହାଇେ ସମାନଙ୍କେର ଧାର୍ମିକ ସବୋ କାର୍ୟ୍ଯ କରନ୍ତି। ସହେି, ସମାନ ବଳିଗୁଡ଼ିକ ସମାନେେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସହେିଭଳି ବଳି କବେେ ହେଲେ ପାପହରଣ କରି ପା ରେ ନାହିଁ।

12. ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରି ଥିଲେ, ଓ ସହେି ବଳିଦାନ ସବୁଦିନ ପାଇଁ ପର୍ୟ୍ଯାପ୍ତ ଅଟେ।

13. ତା'ପରେ ଖ୍ରୀଷ୍ଟ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ। ସଠାେରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷା ରେ ଅଛନ୍ତି।

14. ମାତ୍ର ଗୋଟିଏ ବଳିଦାନ ଦ୍ବାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରି ଦେଲେ। ସହେି ଲୋକମାନଙ୍କୁ ପବିତ୍ର କରାଯାଇଛି।

15. ପବିତ୍ର ଆତ୍ମା ମଧ୍ଯ ଆମ୍ଭକୁ ଏହା ବିଷୟ ରେ କୁହନ୍ତି। ପ୍ରଥମ ରେ ସେ କୁହନ୍ତି :

16. "ପ୍ରଭୁ କହିଲେ, ଭବିଷ୍ଯତ ରେ ମାେ ଲୋକମାନଙ୍କ ସହିତ ମୁଁ ଏହି ଚୁକ୍ତି କରିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ହୃଦୟ ରେ ରଖିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ମନ ରେ ଲେଖିବି।" ୟିରିମିୟ 31:33

17. ଏହା ମଧ୍ଯ କୁହନ୍ତି :

18. ଓ ଏହିସବୁଗୁଡ଼ିକୁ କ୍ଷମା କରି ଦିଆଗଲା ପରେ, ଆଉ ପାପଗୁଡ଼ିକ ପାଇଁ ବଳିଦାନର କୌଣସି ଆବଶ୍ଯକତା ନାହିଁ।

19. ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।

20. ଯୀଶୁଙ୍କ ଦ୍ବାରା ଖାଲିେ ଦିଆ ଯାଇଥିବା ଗୋଟିଏ ନୂତନ ବାଟ ଦଇେ ଆମ୍ଭେ ପ୍ରବେଶ କରି ପାରିବା। ଏହା ଏକ ଜୀବନ୍ତ ପଥ। ଏହି ନୂତନ ପଥଟି ପରଦା ମଧ୍ଯ ଦଇେ ଯାଏ ଯାହା କି ଯୀଶୁଙ୍କ ଶରୀର ଅଟେ।

21. ପରମେଶ୍ବରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ଯ ଜଣେ ମହାୟାଜକ ଅଛନ୍ତି।

22. ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।

23. ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗ ରେ ବ୍ଯକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ବରଙ୍କଠା ରେ ବିଶ୍ବାସ କରିପାରିବା।

24. ଆମ୍ଭେ ପରସ୍ପର ବିଷୟ ରେ ଚିନ୍ତା କରିବା ଏବଂ ପରସ୍ପରକୁ ଭଲ ପାଇବା ଓ ଭଲ କାମ କରିବା ପାଇଁ ଉତ୍ସାହିତ କରିବା ଉଚିତ୍।

25. କିଛି ଲୋକ ଯେପରି ମଣ୍ଡଳୀ ଉପାସନା ପରିତ୍ଯାଗ କରନ୍ତି, ଆମ୍ଭେ ସପରେି ଏକାଠି ମିଳିତ ହବୋ ବନ୍ଦ କରିବା ଉଚିତ୍ ନୁହେଁ। ତା' ପରିବର୍ତେ, ସହେି ଦିନଟି ନିକଟତର ହେଉଛି ଦେଖି ଆମ୍ଭମାନେେ ଏକାଠି ମିଳିତ ହାଇେ ପରସ୍ପରକୁ ଅଧିକ ଉତ୍ସାହିତ କରିବା ଉଚିତ୍।

26. ସତ୍ଯକୁ ଜାଣିଲା ପରେ ମଧ୍ଯ ଯଦି ଆମ୍ଭେ ପାପକାମ କରି ଚାଲିବା ପାଇଁ ଇଚ୍ଛା କରିବା, ତା' ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।

27. ଆମ୍ଭେ ଯଦି ପାପ କରି ଚାଲୁଥିବା, ତା ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଚାରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ବରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି।

28. ଯେଉଁଲୋକ ମାଶାଙ୍କେ ବ୍ଯବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନିଜଣ ସାକ୍ଷୀ ଆବଶ୍ଯକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଇଥିଲା।

29. ତା' ହେଲେ ଯେଉଁ ଲୋକ ପରମେଶ୍ବରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା'ପାଇଁ କଣ ଦଣ୍ଡବିଧାନ ହବୋ ଉଚିତ ? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ। ନୂତନ ନିୟମ ଆରମ୍ଭ କରି ଥିବା ଉକ୍ତ ପ୍ରତି ଯେଉଁଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସହେି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ କାରଣ ସହେି ରକ୍ତ ସହେି ଲୋକକୁ ଥରେ ପବିତ୍ର କରିଥିଲା।

30. ଆମ୍ଭେ ଜାଣୁ ଯେ, ପରମେଶ୍ବର କହିଥିଲେ : "ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦବେି, ମୁଁ ତାହାଙ୍କୁ ପ୍ରତିଦାନ ଦବେି।"318 ପରମେଶ୍ବର ଆହୁରି ମଧ୍ଯ କହିଥିଲେ : "ପ୍ରଭୁ ତାହାଙ୍କ ଲୋକଙ୍କର ବିଚାର କରିବେ।"

31. ଜୀବନ ପରମେଶ୍ବରଙ୍କ ହାତ ରେ ଜଣେ ପାପୀ ପଡ଼ିୟିବା, ଗୋଟିଏ ଭୟଙ୍କର କଥା।

32. ପ୍ରଥମଥର ସତ୍ଯ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନକେ ପ୍ରକାରର ଯାତନା ସହିତ ତୁମ୍ଭମାନେ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭମାନେେ ଦୃଢ଼ ରହିଥିଲ।

33. ସେତବେେଳେ ଲୋକେ ତୁମ୍ଭମାନଙ୍କୁ ଘୃଣାପୂର୍ଣ୍ଣ କଥାମାନ କହିଥିଲେ, ଓ ଅନକେ ଲୋକଙ୍କ ଆଗ ରେ ତୁମ୍ଭମାନଙ୍କୁ ଅପଦସ୍ତ କରିଥିଲେ। େ ବେଳବେଳେ ଏହି ଭଳି ଖରାପ ବ୍ଯବହାର ମଧ୍ଯ ଦଇେ ଗତି କରୁଥିବା ଲୋକଙ୍କୁ ତୁମ୍ଭମାନେେ ସାହାୟ୍ଯ କଲ।

34. ଯେଉଁମାନେ ବନ୍ଦୀଘ ରେ ରଖା ଯାଇଥିଲେ, ସମାନଙ୍କେର ଅସୁବିଧାଗୁଡ଼ିକରେ ତୁମ୍ଭମାନେେ ଭାଗନଲେ, ଓ ସମାନଙ୍କେୁ ସାହାୟ୍ଯ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନଇେ ୟିବା ପରେ ମଧ୍ଯ ତୁମ୍ଭମାନେେ ଆନନ୍ଦ ରେ ଥିଲ। ତୁମ୍ଭମାନେେ ଆନନ୍ଦ ରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖ ରେ ଯାହା କିଛି ଅଛି ତାହା ଅତ୍ଯଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।

35. ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭମାନେେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭମାନେେ ପ୍ରଚୁର ମାତ୍ରା ରେ ପୁରସ୍କାର ପାଇବ।

36. ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।

37. ଆଜି ଅଳ୍ପ ସମୟରେ,

38. ଯେଉଁ ଲୋକ ମାେ ସହିତ ଧାର୍ମିକ, ତା'ର ବିଶ୍ବାସ ହତେୁ ସେ ଜୀବିତ ରହିବ। କିନ୍ତୁ ଯଦି ସେ ଲୋକ ଭୟ ରେ ମୁହଁ ମାେଡ଼େ, ମୁଁ ତା' ଉପରେ ପ୍ରସନ୍ନ ହବେି ନାହିଁ।" ହବକ୍କୂକ୍ 2:3-4

39. କିନ୍ତୁ ଆମ୍ଭେ ସହେି ଲୋକମାନଙ୍କ ପରି ନୋହୁଁ ଯେଉଁମାନେ ବିମୁଖ ହୁଅନ୍ତି ଓ ହଜିଯାଆନ୍ତି। ଯେଉଁମାନଙ୍କର ବିଶ୍ବାସ ରହିଛି, ଓ ଉଦ୍ଧାର ପାଇଛନ୍ତି ଆମ୍ଭେ ସମାନଙ୍କେ ଭଳି ଅଟୁ।

About ହିବ୍ରୁ Chapter 10

Read ହିବ୍ରୁ Chapter 10 online from the Holy Bible. This chapter is part of the Book of ହିବ୍ରୁ in the New Testament. Continue reading with the chapter navigation above or explore the complete book.

Book Information

Book: ହିବ୍ରୁ
Chapter: 10
Testament: New Testament

How to Read this Chapter

Use the Previous and Next Chapter buttons to continue reading ହିବ୍ରୁ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ହିବ୍ରୁ Chapter 10 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ହିବ୍ରୁ Chapter 10?

ହିବ୍ରୁ Chapter 10 is part of the Book of ହିବ୍ରୁ in the Holy Bible.

Can I read this chapter online?

Yes. You can read the complete ହିବ୍ରୁ Chapter 10 online for free with easy chapter navigation.

More Chapters from ନୂତନ ନିୟମ

  1. 1 ତୀମଥି Chapter 3
  2. ମାର୍କ Chapter 13
  3. ମାର୍କ Chapter 12
  4. ମାର୍କ Chapter 4
  5. ଯୋହନ Chapter 21
  6. ଯୋହନ Chapter 1
  7. 2 କରିନ୍ଥୀୟ Chapter 2

Explore More from ହିବ୍ରୁ

  1. ହିବ୍ରୁ Chapter 8
  2. ହିବ୍ରୁ Chapter 7
  3. ହିବ୍ରୁ Chapter 13
  4. ହିବ୍ରୁ Chapter 6
  5. ହିବ୍ରୁ Chapter 5
  6. ହିବ୍ରୁ Chapter 1
  7. ହିବ୍ରୁ Chapter 9

Related Chapters & Readings

  1. ପ୍ରଥମ ଶାମୁୟେଲ Chapter 18
  2. ଗୀତସଂହିତା Chapter 54
  3. ଫିଲିପୀୟ Chapter 2
  4. ଯିରିମିୟ Chapter 30
  5. ଏଷ୍ଟର Chapter 3
  6. ଦ୍ୱିତୀୟ ବିବରଣ Chapter 26
  7. ପ୍ରଥମ ଶାମୁୟେଲ Chapter 24
Share Your Love

Leave a Reply

Your email address will not be published. Required fields are marked *