ଆଦି ପୁସ୍ତକ Chapter 15

For English

Read ଆଦି ପୁସ୍ତକ Chapter 15 Online

Read ଆଦି ପୁସ୍ତକ Chapter 15 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆଦି ପୁସ୍ତକ and the Holy Bible online.

Choose a Chapter

ଆଦି ପୁସ୍ତକ 15

ଅଧ୍ୟାୟ 15

1. ଏହି ସବୁ ଘଟିୟିବା ପରେ ସଦାପ୍ରଭୁଙ୍କର ବାକ୍ଯ ଦର୍ଶନ ରେ ଅବ୍ରାମ ନିକଟକୁ ଆସିଲେ। ଏହା କହି, " ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦବେି।"

2. କିନ୍ତୁ ଅବ୍ରାମ କହିଲେ, "ସଦାପ୍ରଭୁ ପରମେଶ୍ବର, ମାେତେ ପୁରସ୍କାର ଦଇେ କଣ ଭଲ ହବେ? ମୁଁ ସନ୍ତାନ ବିନା ମରିବାକୁ ଯାଉଛି। ସେଥିପାଇଁ ଦମ୍ମସକରେ ମାରେ ମୁଖ୍ଯ ସବେକ ଇଲିଯଜେର ମାରେ ସମ୍ପତ୍ତି ଅଧିକାର କରିବ।"

3. ପୁଣି ଅବ୍ରାମ କହିଲେ, "ତୁମ୍ଭେ ମାେତେ ସନ୍ତାନ ଦଲେ ନାହିଁ। ସେଥିପାଇଁ ମାେ ଗୃହର ଜଣେ ସଦସ୍ଯ ମାରେ ଉତ୍ତରାଧିକାରୀ ହବେ।"

4. ତା'ପରେ ସଦାପ୍ରଭୁ ଅବ୍ରାମକୁ କହିଲେ, " ଦେଖ ସହେି ଦାସଟି ତୁମ୍ଭର ଉତ୍ତରାଧିକାରୀ ହବେ ନାହିଁ। ମାତ୍ର ଯେ ତୁମ୍ଭ ଔରସ ରେ ଜାତ ହବେ, ସହେି ତୁମ୍ଭର ଉତ୍ତରାଧିକାରୀ ହବେ।"

5. ଏହାପରେ ପରମେଶ୍ବର ତାଙ୍କୁ ବାହାରକୁ ନେଲେ ଓ କହିଲେ, "ଉର୍ଦ୍ଧ ରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରିପାରିବ।" ଏବଂ ସେ ମଧ୍ଯ କହିଲେ, "ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ଯକ ହବେେ।"

6. ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ବାସ କଲେ ଏବଂ ପରମେଶ୍ବର ତା'ର ବିଶ୍ବାସକୁ ଧାର୍ମିକତା କାର୍ୟ୍ଯ ବୋଲି ବିବଚେନା କଲେ।

7. ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, "ମୁଁ ସହେି ସଦାପ୍ରଭୁ, ୟିଏ ତୁମ୍ଭମାନଙ୍କୁ କଲଦୀଯମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦବୋପାଇଁ ବାହାର କରି ଆଣିଲି।"

8. କିନ୍ତୁ ଅବ୍ରାମ କହିଲେ, " ହେ ସଦାପ୍ରଭୁ, ମାରେ ପ୍ରଭୁ ମୁଁ ଯେ ଏ ଦେଶର ଅଧିକାରୀ ହବେି, ତାହା ମୁଁ କିପରି ଜାଣିବି?"

9. ସଦାପ୍ରଭୁ ଉତ୍ତର ଦେଲେ, "ତୁମ୍ଭେ ଏକ ତିନି ବର୍ଷର ବାଛୁରୀ, ଗୋଟିଏ ତିନି ବର୍ଷର ମାଇ ଛଳେି, ଗୋଟିଏ ତିନି ବର୍ଷର ମେଣ୍ଢା, ଗୋଟିଏ କପୋତ ଏବଂ ଗୋଟିଏ ୟୁବା କପୋତ ମାେ ନିକଟକୁ ଆଣ।"

10. ସେ ସେସବୁକୁ ସେ ପରମେଶ୍ବରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସଗେୁଡ଼ିକ ଦୁଇ ଧାଡ଼ି ରେ ରଖି ପ୍ରେତ୍ୟକକ ଅଧାର ଉପରେ ଆଉ ଅଧା ୟୁକ୍ତି ଚ଼ିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।

11. ଏହାପରେ, ଅନ୍ୟ ବନ୍ଯ ପକ୍ଷୀ ସହେି ମୃତ ପ୍ରାଣୀଙ୍କ ଉପରେ ଝାମ୍ପ ମାରିଲେ ଏବଂ ଅବ୍ରାମ ସମାନଙ୍କେୁ ଘଉଡ଼ାଇ ଦେଲେ।

12. ଯେତବେେଳେ ସୂର୍ୟ୍ଯାସ୍ତ ହେଉଥିଲା ଅବ୍ରାମ ଘାରେ ନିଦ୍ରା ରେ ଶାଇେ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହାଇଗେଲେ।

13. ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, "ତୁମ୍ଭେ ଏ ବିଷଯ ରେ ନିଶ୍ଚିତ ହାଇପୋରିବ, ତୁମ୍ଭର ବଂଶଧର ବିଦେଶ ରେ ପ୍ରବାସୀ ହବେେ ଏବଂ କ୍ରୀତଦାସ ହବେେ ଏବଂ କ୍ଲେଶ ଭୋଗ କରିବେ 400 ବର୍ଷ ପର୍ୟ୍ଯନ୍ତ।

14. କିନ୍ତୁ ଯେଉଁ ଜାତିମାନେ ସମାନଙ୍କେୁ କ୍ରୀତଦାସ କଲେ ସମାନଙ୍କେର ମୁଁ ବିଚାର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସମାନେେ ସ୍ବାଧୀନ ହବେେ।

15. "ତଥାପି ତୁମ୍ଭ ନିମନ୍ତେ, ତୁମ୍ଭେ ଶାନ୍ତି ରେ ମରିବ ଏବଂ ତୁମ୍ଭର ପୂର୍ବପୁରୁଷଙ୍କ ସହିତ ମିଳିତ ହବେ ଏବଂ ତୁମ୍ଭେ ବହୁତ ବୃଦ୍ଧ ବଯସ ରେ କବର ପା୍ରପ୍ତ ହବେ।

16. ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚ଼ତୁର୍ଥ ପୁରୁଷ ଫରେିବେ। କାରଣ ଯେଉଁ ଇ ମାରେୀଯମାନେ ଏଠା ରେ ବାସ କରନ୍ତି, ସମାନଙ୍କେର ପାପ ଏପର୍ୟ୍ଯନ୍ତ ଶଷେ ହାଇନୋହିଁ।"

17. ସୂର୍ୟ୍ଯାସ୍ତ ପରେ, ଯେତବେେଳେ ଏହା ଘାରେ ଅନ୍ଧକାର ହେଲା, ଏକ ଧୂଆଁ ବାହାରୁଥିବା ପାତ୍ର ଏବଂ ଜ୍ଯଳନ୍ତ ମଶାଲ ହଠାତ୍ ଦଖାଗେଲା ଏବଂ ତାହା ଦୁଇ ଧାଡ଼ି ରେ ଥିବା ମୃତ ପଶୁଗୁଡ଼ିକର ଖଣ୍ଡସବୁ ମଧ୍ଯ ଦଇେ ଗଲା।

18. ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, "ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।

19. କନେୀଯମାନଙ୍କର, କନଜୀଯମାନଙ୍କର ଓ କଦ୍ମୋନୀଯମାନଙ୍କର ଭୂମି ଏହିସବୁ ।

20. ହୀତ୍ତୀଯମାନଙ୍କର, ପରିଜୀଯମାନଙ୍କର ଓ ରଫାଯୀଯମାନଙ୍କର

21. ଇ ମାରେୀଯମାନଙ୍କର, କିଣାନୀଯମାନଙ୍କର ,ଓ ଗିର୍ଗାଶୀଯମାନଙ୍କର ଓ ୟିବୁଶୀଯମାନଙ୍କର ଦେଶ ତୁମ୍ଭକୁ ଦଲେି।"

About ଆଦି ପୁସ୍ତକ Chapter 15

Read ଆଦି ପୁସ୍ତକ Chapter 15 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଆଦି ପୁସ୍ତକ
Chapter: 15
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଆଦି ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଆଦି ପୁସ୍ତକ Chapter 15 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଆଦି ପୁସ୍ତକ Chapter 15?

ଆଦି ପୁସ୍ତକ Chapter 15 is part of the Book of ଆଦି ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଆଦି ପୁସ୍ତକ Chapter 15 online for free with easy chapter navigation.

More Chapters from ଆଦି ପୁସ୍ତକ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 14
  3. ଆଦି ପୁସ୍ତକ Chapter 1
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 26
  6. ଆଦି ପୁସ୍ତକ Chapter 7
  7. ଆଦି ପୁସ୍ତକ Chapter 4

Explore More from ପୁରାତନ ନିୟମ

  1. ଦ୍ୱିତୀୟ ବିବରଣ Chapter 26
  2. ହିତୋପଦେଶ Chapter 6
  3. ଗୀତସଂହିତା Chapter 119
  4. ଯାତ୍ରା ପୁସ୍ତକ Chapter 31
  5. ଗୀତସଂହିତା Chapter 3
  6. ପ୍ରଥମ ଶାମୁୟେଲ Chapter 25
  7. ଗୀତସଂହିତା Chapter 102

Related Chapters & Readings

  1. ଗଣନା ପୁସ୍ତକ Chapter 27
  2. ଯୋହନ Chapter 14
  3. ଗଣନା ପୁସ୍ତକ Chapter 1
  4. ଯାତ୍ରା ପୁସ୍ତକ Chapter 22
  5. ଯିଶାଇୟ Chapter 66
  6. ଗୀତସଂହିତା Chapter 4
  7. ଲୂକ Chapter 20
Share Your Love

Leave a Reply

Your email address will not be published. Required fields are marked *