ଆଦି ପୁସ୍ତକ Chapter 22

For English

Read ଆଦି ପୁସ୍ତକ Chapter 22 Online

Read ଆଦି ପୁସ୍ତକ Chapter 22 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆଦି ପୁସ୍ତକ and the Holy Bible online.

Choose a Chapter

ଆଦି ପୁସ୍ତକ 22

ଅଧ୍ୟାୟ 22

1. ଏହିସବୁ ଘଟଣା ଘଟିବାପରେ, ପରମେଶର ଅବ୍ରହାମଙ୍କ ବିଶ୍ବାସକୁ ପରୀକ୍ଷା କରିବାକୁ ନିସ୍ପତ୍ତି ନେଲେ। ପରମେଶ୍ବର ତାଙ୍କୁ କହିଲେ, "ଅବ୍ରହାମ!"

2. ଏହାପରେ ପରମେଶ୍ବର କହିଲେ, "ତୁମ୍ଭର ପୁତ୍ରକୁ ମାରେିଯାକୁ ନିଅ। ମାରେିଯା ରେ ତୁମ୍ଭର ଏକ ମାତ୍ର ସ୍ନହରେ ପୁତ୍ର ଇସ୍ହାକକୁ ମାେ ନିମନ୍ତେ ହାମେର୍ଥେ ବଳିଦାନ କର। ମୁଁ ଯେଉଁ ପର୍ବତକୁ କହିବି ସହେି ପର୍ବତକୁ ନଇେ ସଠାେରେ ହାମବେଳି କର।"

3. ପ୍ରଭାତ ରେ ଅବ୍ରହାମ ଉଠିଲା ଏବଂ ତାଙ୍କର ଗଧକୁ ସଜାଇଲେ। ଅବ୍ରହାମ ତାଙ୍କର ପୁତ୍ର ଇସ୍ହାକ ଏବଂ ଦୁଇଜଣ ଦାସଙ୍କୁ ତାଙ୍କ ସହିତ ରେ ନେଲେ। ଅବ୍ରହାମ ହାମବେଳି ନିମନ୍ତେ କାଠ କାଟି ପରମେଶ୍ବର କହିଥିବା ସ୍ଥାନକୁ ନଇଗେଲେ।

4. ତୃତୀୟ ଦିନ ରେ ୟାତ୍ରା ପରେ ଅବ୍ରହାମ ନିରୀକ୍ଷଣ କଲା ଓ ଦୂରସ୍ଥାନକୁ ଦେଖିଲା, ଯେଉଁଠାକୁ ସେ ଯାଉଥିଲ।

5. ଏହାପରେ ଅବ୍ରହାମ ତାଙ୍କର ଦାସମାନଙ୍କୁ କହିଲେ, "ତୁମ୍ଭମାନେେ ଗଧ ସହ ଏହିଠା ରେ ଅପେକ୍ଷା କର। ମୁଁ ମାରେପୁତ୍ରକୁ ନଇେ ସହେି ସ୍ଥାନକୁ ଉପାସନା ପାଇଁ ଯାଉଛି। କିଛି ସମୟପରେ ଆମ୍ଭେ ତୁମ୍ଭ ନିକଟକୁ ଫରେି ଆସିବୁ।"

6. ଅବ୍ରହାମ ତାଙ୍କ ପୁତ୍ରର କାନ୍ଧ ରେ ହାମବେଳି ନିମନ୍ତେ କାଠ ରଖିଲେ ଏବଂ ନିଜେ ଏକ ସ୍ବତନ୍ତ୍ର ଛୁରୀ ଏବଂ ନିଆଁ ନଇେ ଗଲେ। ଏହାପରେ ଦୁଇଜଣ ଏକତ୍ର ହାଇଗେଲେ।

7. ଇସ୍ହାକ ତାଙ୍କର ପିତା ଅବ୍ରହାମଙ୍କୁ କହିଲ, "ପିତା!"

8. ଅବ୍ରହାମ ଉତ୍ତର ଦେଲେ, " ହେ ମାରେ ପୁତ୍ର, ପରମେଶ୍ବର ନିଜେ ଉତ୍ସର୍ଗ ପାଇଁ ସହେି ମଷେ ଯୋଗଇବେ।"

9. ପରମେଶ୍ବର କହିଥିବା ସ୍ଥାନକୁ ସମାନେେ ଆସିଲେ। ସଠାେରେ ଅବ୍ରହାମ ଏକ ୟଜ୍ଞବଦେୀ ସ୍ଥାପଲ କଲେ ଏବଂ ଏହା ଉପରେ କାଠ ସଜାଡ଼ିଲେ। ଏହାପରେ ଅବ୍ରହାମ ଇସ୍ହାକକୁ ବାନ୍ଧି ୟଜ୍ଞବଦେୀର କାଠ ଉପରେ ଶୁଆଇ ଦେଲେ।

10. ଏହାପରେ ଅବ୍ରହାମ ତାଙ୍କର ଛୁରି ଆଣିଲେ ଏବଂ ଇସ୍ହାକକୁ ହତ୍ଯା କରିବା ପାଇଁ ପ୍ରସ୍ତୁତ ହେଲେ।

11. କିନ୍ତୁ ଏହାପରେ ସଦାପ୍ରଭୁଙ୍କର ଦୂତ ସ୍ବର୍ଗରୁ ଅବ୍ରହାମକୁ ଡ଼ାକି କହିଲେ, " ହେ ଅବ୍ରହାମ, ହେ ଅବ୍ରହାମ!"

12. ସଦାପ୍ରଭୁଙ୍କର ଦୂତ ଅବ୍ରହାମକୁ କହିଲେ, "ତୁମ୍ଭର ପୁତ୍ରକୁ ହତ୍ଯା କର ନାହିଁ କି କିଛି ଆଘାତ କର ନାହିଁ। ବର୍ତ୍ତମାନ ମୁଁ ଦେଖି ପାରୁଛି ଯେ, ତୁମ୍ଭେ ପରମେଶ୍ବରଙ୍କୁ ସମ୍ମାନ କରୁଛ ଏବଂ ତାଙ୍କର ଆଜ୍ଞା ମାନି ଚଳୁଛ। କାରଣ ତୁମ୍ଭେ ତୁମ୍ଭର ଏକମାତ୍ର ପୁତ୍ରକୁ ମାେ ସକାେଶ ଉତ୍ସର୍ଗ କରିବାକୁ କୁଣ୍ଠା ବୋଧ କରିନାହଁ।"

13. ଏହାପରେ ଅବ୍ରହାମ ଏକ ନିରୀକ୍ଷଣ କଲେ ଓ ଏକ ଅଣ୍ଡିରା ମଷେ ଦେଖିଲେ, ତା'ର ଶିଙ୍ଗ ବୁଦା ରେ ବନ୍ଧା ହାଇେଥିଲା। ତେଣୁ ଅବ୍ରହାମ ସହେି ଅଣ୍ଡିରା ମଷେକୁ ଆଣି ହତ୍ଯାକଲେ ଓ ତାହାକୁ ନିଜପୁତ୍ର ବଦଳ ରେ ହାମବେଳିରେ ଉତ୍ସର୍ଗ କଲେ।

14. ତେଣୁ ଅବ୍ରହାମ ସହେି ସ୍ଥାନର ନାମ ଦେଲେ, "ୟି ହାବୋ-ୟିରି " ଏପରିକି ଆଜି ମଧ୍ଯ ଲୋକମାନେ କୁହନ୍ତି, "ପର୍ବତ ରେ ସଦାପ୍ରଭୁ ପ୍ରଦାନ କରନ୍ତି।"

15. ସଦାପ୍ରଭୁଙ୍କର ଦୂତ ଦ୍ବିତୀୟଥର ଅବ୍ରହାମଙ୍କୁ ସ୍ବର୍ଗରୁ ଡାକିଲେ।

16. ସଦାପ୍ରଭୁଙ୍କର ଦୂତ କହିଲେ, "ତୁମ୍ଭର ଏକମାତ୍ର ପୁତ୍ର ଆମ୍ଭକୁ ଦବୋକୁ ସମ୍ମତ ହେଲ, ତୁମ୍ଭେ ଏପରି କଲ କାରଣ ମାେ ପାଇଁ। ମୁଁ ତୁମ୍ଭକୁ ଏହି ପ୍ରତିଜ୍ଞା କରାଇଥିଲି। ମୁଁ ସହେି ସଦାପ୍ରଭୁ ପ୍ରତିଜ୍ଞା କରିଥିଲି ଯେ,

17. ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ଯ ଓ ସମୁଦ୍ର କୂଳର ଅସଂଖ୍ଯ ବାଲି ତୁଲ୍ଯ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସହେି ସହର ରେ ବାସକରିବ।

18. ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରାପ୍ତ ହବେେ। ଆମ୍ଭେ ଏପରି କରିବୁ କାରଣ ତୁମ୍ଭେ ମାରେ ବାକ୍ଯ ମାନିଅଛ।"

19. ଏହାପରେ ଅବ୍ରହାମ ତାଙ୍କର ଦାସଗଣ ନିକଟକୁ ଫରେିଗଲେ। ଏହାପରେ ସମାନେେ ସମସ୍ତେ ବରେଶବୋକୁ ଫରେିଗଲେ। ଏବଂ ଅବ୍ରହାମ ସଠାେରେ ବାସକଲେ।

20. ଏହିସବୁ ଘଟଣା ଘଟିୟିବା ପରେ , ଅବ୍ରହାମକୁ ଏକ ବାର୍ତ୍ତା ପଠାଗଲା। ବର୍ତ୍ତାଟି ଏହିପରି ଥିଲା, "ତୁମ୍ଭର ଭାଇ ନା ହରେ ଏବଂ ତାଙ୍କର ସ୍ତ୍ରୀ ମିଲ୍କା ସନ୍ତାନ ପ୍ରସବ କରିଅଛି।

21. ତାହାର ଜେଷ୍ଠପୁତ୍ର ଊଷ, ତାହାର ଭାଇ ବୂଷ ଓ ଅରାମର ପିତା କମୂଯଲେ।

22. ଏହାପରେ, କଷେଦ୍, ହସୋ, ପିଲଦଶ୍, ୟିଦ୍ଲଫ୍ ଓ ବଥୂଯଲେ।"

23. ସହେି ବଥୂଯଲରେ କନ୍ଯା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହାରେ ନିମନ୍ତେ ଜନ୍ମ କଲା।

24. ଏବଂ ନାହାରରେ ରୂମା ନାମ୍ନୀ ଦାସୀଠାରୁ ଟବହେ, ଗହନ୍, ତହଶ୍ ଓ ମାଖା ଏମାନେ ଜନ୍ମ ନେଲେ।

About ଆଦି ପୁସ୍ତକ Chapter 22

Read ଆଦି ପୁସ୍ତକ Chapter 22 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଆଦି ପୁସ୍ତକ
Chapter: 22
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଆଦି ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଆଦି ପୁସ୍ତକ Chapter 22 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଆଦି ପୁସ୍ତକ Chapter 22?

ଆଦି ପୁସ୍ତକ Chapter 22 is part of the Book of ଆଦି ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଆଦି ପୁସ୍ତକ Chapter 22 online for free with easy chapter navigation.

More Chapters from ଆଦି ପୁସ୍ତକ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 14
  3. ଆଦି ପୁସ୍ତକ Chapter 1
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 26
  6. ଆଦି ପୁସ୍ତକ Chapter 7
  7. ଆଦି ପୁସ୍ତକ Chapter 4

Explore More from ପୁରାତନ ନିୟମ

  1. ଦାନିଏଲ Chapter 5
  2. ଆୟୁବ Chapter 35
  3. ଲେବୀୟ ପୁସ୍ତକ Chapter 22
  4. ଗୀତସଂହିତା Chapter 36
  5. ହିତୋପଦେଶ Chapter 18
  6. ପ୍ରଥମ ରାଜାବଳୀ Chapter 21
  7. ଯାତ୍ରା ପୁସ୍ତକ Chapter 4

Related Chapters & Readings

  1. ହିବ୍ରୁ Chapter 1
  2. ମାଥିଉ Chapter 18
  3. ଦ୍ୱିତୀୟ ବିବରଣ Chapter 11
  4. ଦିତୀୟ ରାଜାବଳୀ Chapter 3
  5. ଗୀତସଂହିତା Chapter 32
  6. 1 କରିନ୍ଥୀୟ Chapter 5
  7. ଗୀତସଂହିତା Chapter 92
Share Your Love

Leave a Reply

Your email address will not be published. Required fields are marked *