ଆଦି ପୁସ୍ତକ Chapter 4

For English

Read ଆଦି ପୁସ୍ତକ Chapter 4 Online

Read ଆଦି ପୁସ୍ତକ Chapter 4 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆଦି ପୁସ୍ତକ and the Holy Bible online.

Choose a Chapter

ଆଦି ପୁସ୍ତକ 4

ଅଧ୍ୟାୟ 4

1. ଯେତବେେଳେ ସହେି ମନୁଷ୍ଯ ତାଙ୍କର ସ୍ତ୍ରୀ ହବାଙ୍କ ସହିତ ସହବାସ କଲେ, ସେ ଗର୍ଭବତୀ ହେଲ ଏବଂ ଏକ ପୁତ୍ରକୁ ଜନ୍ମ ଦେଲେ, ଯାହାକୁ ସେ କଯିନ କହିଲେ। ହବା କହିଲେ, "ସଦାପ୍ରଭୁଙ୍କ ସହାୟତା ରେ ମୁଁ ଏକ ମନୁଷ୍ଯ ଜନ୍ମ କରିଛି।"

2. ଏହାପରେ ହବା କଯିନର ଭାଇ ଏବଲଙ୍କୁ ଜନ୍ମ କଲେ। ଏବଲ ମଷେପାଳକ ଓ କଯିନ କୃଷକ ହେଲ।

3. କିଛି ସମୟ ପରେ, କଯିନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଭୂଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ ଏବଂ ଏବଲ ନିଜର ପ୍ରଥମଜାତ ମଷେ ଆଣିଲେ ଏବଂ ସମାନଙ୍କେର ସର୍ବୋତ୍ତମ ଅଂଶ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ।

5. କିନ୍ତୁ ସଦାପ୍ରଭୁ କଯିନଙ୍କୁ ଓ ତାଙ୍କର ନବୈେଦ୍ଯକୁ ଗ୍ରହଣ କଲେ ନାହିଁ। ଏଣୁ କଯିନ ବହୁତ କୋରଧ ଏବଂ ଦୁଃଖ କଲା।

6. ସଦାପ୍ରଭୁ କଯିନକୁ ପଚ଼ାରିଲେ, "କାହିଁକି ତୁମ୍ଭେ କୋରଧ କରିଅଛ? ତୁମ୍ଭେ କାହିଁକି ଦୁଃଖ କରୁଛ?

7. ତୁମ୍ଭେ ଯଦି ଠିକ୍ ବିଷଯ କରିବ, ତବେେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଯଦି ତୁମ୍ଭେ ଭୁଲ କର ତବେେ ତାହା ପାପ ହବେ। ପାପ ଏକ ପ୍ରାଣୀପରି, ତୁମ୍ଭ ଦ୍ବାରା ସମ୍ମୁଖ ରେ ନଇଁ କରି ତୁମ୍ଭ ଉପରେ ଝାମ୍ପମାରି ଧରିବାକୁ ଅପେକ୍ଷା କରିଅଛ। ତୁମ୍ଭେ ନିଶ୍ଚଯ ତା' ଉପରେ ରାଜତ୍ବ କରିବ।"

8. କଯିନ ତା'ର ଭାଇ ହବେଲକୁ କହିଲା, "ଚ଼ାଲ କ୍ଷତକେୁ ୟିବା।" ତେଣୁ କଯିନ ଏବଂ ହବେଲ କ୍ଷତକେୁ ବାହାରି ଗଲେ। ଏହାପରେ କଯିନ ହବେଲକୁ ଆକ୍ରମଣ କରି ହତ୍ଯା କଲେ।

9. ଏହାପରେ ସଦାପ୍ରଭୁ କଯିନକୁ କହିଲେ, "ତୁମ୍ଭର ଭାଇ ହବେଲ କେଉଁଠି?"

10. ଏହାପରେ ସଦାପ୍ରଭୁ କହିଲେ, "ତୁମ୍ଭେ କ'ଣ କଲ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡ଼ାକ ପକାଉଛି।

11. ଭୂମିରେ ତୁମ୍ଭ ଭାଇର ରକ୍ତ ଢ଼ାଳିଲ। ସେଥିପାଇଁ ତୁମ୍ଭେ ଅଭିଶପ୍ତ ହେଲ ଏବଂ ତୁମ୍ଭକୁ ଭୂମିରୁ ବାହାର କରାୟିବ।

12. ଅତୀତ ରେ ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦଇେ ଆଉ ତୁମ୍ଭର ସବୋ କରିବ ନାହିଁ। ତୁମ୍ଭେ ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ବୁଲୁଥିବ, ପୃଥିବୀ ରେ ତୁମ୍ଭର ଗୃହ ରହିବ ନାହିଁ।"

13. ଏହାପରେ କଯିନ କହିଲା, " ମାରଦେଣ୍ଡ ଅସହ୍ଯ!

14. ଆଜି ତୁମ୍ଭେ ମାେତେ ଭୂମିରୁ ତଡ଼ି ଦଲେ, ତହିଁରେ ମୁଁ ତୁମ୍ଭଠାରୁ ଲୁକାଯିତ ହବେି। ମୁଁ ଏକ ପଳାତକ ଓ ପୃଥିବୀ ରେ ଭ୍ରମଣକାରୀ ହବେି। ଏପରି ହବେ ଯେ କୌଣସି ଲୋକ ମାେତେ ପାଇଲେ ବଧ କରିବ।"

15. ଏହାପରେ ସଦାପ୍ରଭୁ କଯିନକୁ କହିଲେ, "ମୁଁ ଏପରି ଘଟିବାକୁ ଦବେି ନାହିଁ! ଯଦି କୌଣସି ଲୋକ ତୁମ୍ଭକୁ ହତ୍ଯା କରେ ତବେେ ମୁଁ ତାକୁ ଅଧିକରୁ ଅଧିକ ଦଣ୍ଡ ବିଧାନ କରିବି।" ଏହାପରେ ସଦାପ୍ରଭୁ ପରମେଶ୍ବର କଯିନଙ୍କୁ ଏକ ଚି଼ହ୍ନଟ ଦେଲେ। ଚ଼ିହ୍ନଟି ଦର୍ଶାଇଲା ଯେ, କହେି ତାକୁ ମାରିବା ଉଚ଼ିତ୍ ନୁହେଁ।

16. ଏହାପରେ କଯିନ ସଦାପ୍ରଭୁଙ୍କର ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ଦେଶ ରେ ବାସ କଲେ।

17. କଯିନ ତା'ର ସ୍ତ୍ରୀ ସହିତ ସହବାସ କଲା। ଏହାପରେ ସେ ଗର୍ଭବତୀ ହାଇେ ଏକ ସନ୍ତାନ ଜନ୍ମ କଲା ଯାହାର ନାମ ଥିଲା ହନୋକ। କଯିନ ତା'ର ପୁତ୍ର ନାମ ଅନୁସାରେ ଏକ ନଗର ନିର୍ମାଣ କଲା ଓ ତା'ର ନାମ ଦଲୋ "ହନୋକ।"

18. ହନୋକର ଏକ ପୁତ୍ର ଥିଲା ଯାହାର ନାମ ଈରଦ। ଈରଦର ଏକ ପୁତ୍ର ଥିଲା ଯାହାର ନାମ ମହୁଯାଯଲେ। ମହୁଯାଯଲରେ ଏକ ପୁତ୍ର ଥିଲା ଯାହାର ନାମ ମଥୁଶାଯଲେ ଓ ମଥୁଶାଯଲରେ ଏକ ପୁତ୍ର ଥିଲା ଯାହାର ନାମ ଲମେକ।

19. ଲମେକ ଦୁଇଟି ସ୍ତ୍ରୀ ବିବାହ କଲେ, ଜଣଙ୍କର ନାମ ଆଦା ଓ ଅନ୍ୟ ଜଣଙ୍କର ନାମ ଥିଲା ସିଲ୍ଲା।

20. ଆଦା ଜାବଳକୁ ଜନ୍ମ ଦଲୋ, ସେ ତମ୍ବୁ ନିବାସୀ ପଶୁପାଳମାନଙ୍କର ଆଦିପୁରୁଷ ଥିଲା ଓ ସମାନେେ ଗୋରୁଗାଇ ଚ଼ରାଇ ଜୀବିକା ନିର୍ବାହ କରୁଥିଲେ।

21. ଜାବଳ ଭାଇର ନାମ ଥିଲା ୟୁବଳ। ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।

22. ସିଲ୍ଲାର ଗର୍ଭରୁ ତୁବଲ-କଯିନ ଜନ୍ମ ହେଲା। ସେ ପିତ୍ତଳ ଓ ଲୌହର ନାନାପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା। ତୁବଲ-କଯିନର ନଯମା ନାମ୍ନୀ ଏକ ଭଉଣୀ ଥିଲା।

23. ଲମେକ ତା'ର ସ୍ତ୍ରୀକୁ କହିଲା, " ହେ ଆଦା ଓ ସିଲ୍ଲା, ମାେ କଥା ଶୁଣ! ହେ ଲମେକର ସ୍ତ୍ରୀଗଣ ତୁମ୍ଭମାନେ ମାେ କଥା ଶୁଣ ଜଣେ ଲୋକ ମାେତେ ଆଘାତ ଦଲୋ ତେଣୁ ମୁଁ ତାକୁ ମାରିଦଲେି। ଜଣେ ଶିଶୁ ମାେତେ ପ୍ରହାର କଲା ତେଣୁ ମୁଁ ତାକୁ ମାରିଦଲେି।

24. ଯବେେ କଯିନର ହତ୍ଯାର ପ୍ରତି ଶାଧେ ବହୁତ ହବେ। ତବେେ ମାେତେ ହତ୍ଯା କରିବାର ଦଣ୍ଡ ତା'ଠାରୁ ଅନକେ ଗୁଣ ରେ କଠାେର ହବେ।"

25. ଆଦମ ପୁନର୍ବାର ତା'ର ସ୍ତ୍ରୀ ହବା ସହିତ ସହବାସ କଲା ଏବଂ ପୁଣି ସେ ଅନ୍ୟ ଏକ ପୁତ୍ର ସନ୍ତାନ ପ୍ରସବ କଲା, ଏବଂ ତାକୁ ଶେଥ ବୋଲି ଡ଼ାକିଲା। ହବା କହିଲେ, "ପରମେଶ୍ବର ହବେଲର ପ୍ରତି ବଦଳ ରେ ଆଉ ଗୋଟିଏ ପୁତ୍ର ଦଇେଛନ୍ତି, କାରଣ କଯିନ ତାହାଙ୍କୁ ହତ୍ଯା କଲା।"

26. ଶେଥର ଏକ ପୁତ୍ର ଥିଲା, ସେ ତା'ର ନାମ ଦଇେଥିଲେ ଈନୋଶ। ଏହି ସମୟରେ ମନୁଷ୍ଯମାନେ ସଦାପ୍ରଭୁଙ୍କର ପ୍ରାର୍ଥନା କରିବାକୁ ଆରମ୍ଭ କଲେ।

About ଆଦି ପୁସ୍ତକ Chapter 4

Read ଆଦି ପୁସ୍ତକ Chapter 4 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଆଦି ପୁସ୍ତକ
Chapter: 4
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଆଦି ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଆଦି ପୁସ୍ତକ Chapter 4 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଆଦି ପୁସ୍ତକ Chapter 4?

ଆଦି ପୁସ୍ତକ Chapter 4 is part of the Book of ଆଦି ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଆଦି ପୁସ୍ତକ Chapter 4 online for free with easy chapter navigation.

More Chapters from ଆଦି ପୁସ୍ତକ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 10
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 29
  5. ଆଦି ପୁସ୍ତକ Chapter 26
  6. ଆଦି ପୁସ୍ତକ Chapter 1
  7. ଆଦି ପୁସ୍ତକ Chapter 30

Explore More from ପୁରାତନ ନିୟମ

  1. ଦିତୀୟ ଶାମୁୟେଲ Chapter 12
  2. ଗୀତସଂହିତା Chapter 70
  3. ଦିତୀୟ ବଂଶାବଳୀ Chapter 11
  4. ଗୀତସଂହିତା Chapter 147
  5. ହିତୋପଦେଶ Chapter 9
  6. ଦିତୀୟ ବଂଶାବଳୀ Chapter 24
  7. ନିହିମିୟା Chapter 8

Related Chapters & Readings

  1. ଯିରିମିୟ Chapter 15
  2. ପ୍ରଥମ ରାଜାବଳୀ Chapter 14
  3. ଗୀତସଂହିତା Chapter 51
  4. ନିହିମିୟା Chapter 5
  5. ମାର୍କ Chapter 14
  6. 2 କରିନ୍ଥୀୟ Chapter 8
  7. ଗୀତସଂହିତା Chapter 96
Share Your Love

Leave a Reply

Your email address will not be published. Required fields are marked *