ଆଦି ପୁସ୍ତକ Chapter 48

For English

Read ଆଦି ପୁସ୍ତକ Chapter 48 Online

Read ଆଦି ପୁସ୍ତକ Chapter 48 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆଦି ପୁସ୍ତକ and the Holy Bible online.

Choose a Chapter

ଆଦି ପୁସ୍ତକ 48

ଅଧ୍ୟାୟ 48

1. ପରେ, ଯୋଷଫେ ଜାଣିବାକୁ ପାଇଲେ ଯେ ତାଙ୍କର ପିତା ବହୁତ ଅସୁସ୍ଥ ହାଇେ ପଡ଼ିଛନ୍ତି। ତେଣୁ ଯୋଷଫେ ତାଙ୍କର ଦୁଇ ପୁତ୍ର ମନଃଶ ଓ ଅଫ୍ରାଯିମଙ୍କୁ ନଇେ ତାଙ୍କର ପିତାଙ୍କ ନିକଟକୁ ଗଲେ।

2. ଯେତବେେଳେ ଯୋଷଫେ ସଠାେରେ ପହନ୍ଚିଲେ ସେତବେେଳେ କହେିଁ ଜଣେ ୟାକବକୁ କହିଲେ, "ତୁମ୍ଭର ପୁତ୍ର ଯୋଷଫେ ତୁମ୍ଭକୁ ଦେଖିବାକୁ ଆସିଛନ୍ତି।" ଇଶ୍ରାୟେଲ ବହୁତ ଦୁର୍ବଳ ହାଇେ ପଡ଼ିଥିଲେ। କିନ୍ତୁ ସେ ବହୁତ ଚେଷ୍ଟା କଲେ ଏବଂ ବିଛଣା ରେ ବସିଲେ।

3. ଏହାପରେ ଇଶ୍ରାୟେଲ ଯୋଷଫଙ୍କେୁ କହିଲେ, "ସର୍ବଶକ୍ତିମାନ ପରମେଶ୍ବର କିଣାନ ଦେଶର ଲୃସ୍ ନାମକ ସ୍ଥାନ ରେ ମାେତେ ଦର୍ଶନ ଦେଲେ, ପରମେଶ୍ବର ସଠାେରେ ମାେତେ ଆଶୀର୍ବାଦ କଲେ।

4. ପରମେଶ୍ବର ମାେତେ କହିଲେ, ' ଦେଖ ମୁଁ ତୁମ୍ଭର ପରିବାରକୁ ବୃଦ୍ଧି କରିବି ଓ ତୁମ୍ଭଠାରୁ ନାନା ଜନସମାଜ ସୃଷ୍ଟି କରିବି। ତୁମ୍ଭର ବଂଶଧରକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦବେି।

5. ଏବଂ ବର୍ତ୍ତମାନ ତୁମ୍ଭର ଦୁଇ ପୁତ୍ର ଅଛନ୍ତି। ଏହି ଦୁଇ ପୁତ୍ର ମିଶର ରେ ମାରେ ଆସିବା ପୂର୍ବରୁ ଜନ୍ମିଛନ୍ତି। ତୁମ୍ଭର ଦୁଇ ପୁତ୍ର ଇଫ୍ରଯିମ ଓ ମନଃଶି ମାେ ନିଜର ପୁତ୍ର ପରି। ସମାନେେ ରୂବନେ ଓ ସିମିଯୋନଙ୍କ ପରି ମାେ ପାଇଁ ଅଟନ୍ତି।

6. ଏମାନଙ୍କ ପରେ ତୁମ୍ଭର ଯେଉଁ ସନ୍ତାନ ଜନ୍ମ ନବେେ। ସମାନେେ ତୁମ୍ଭର ହବେେଏବଂ ତାଙ୍କର ଭାଇମାନଙ୍କ ସହିତ ସମାନେେ ସମ୍ପତ୍ତି ପାଇବେ।

7. ପଦ୍ଦନ ଅରାମଠାରୁ କିଣାନ ଦେଶକୁ ମାରେଆଗମନ କାଳ ରେ ରାହେଲ, ଇଫ୍ରାତାର ରାସ୍ତା ରେ ମରିଗଲା। ସେଥି ନିମନ୍ତେ ମୁଁ ତାକୁ ଇଫ୍ରାଥା ରେ (ବୈଥିଲହମେ ରେ) କବର ଦଲେି।"

8. ଏହାପରେ ଇଶ୍ରାୟେଲ ଯୋଷଫଙ୍କେର ପୁତ୍ରମାନଙ୍କୁ ଦେଖି ପଚାରିଲେ, "ଏମାନେ କିଏ?"

9. ଯୋଷଫେ ଆପଣା ପିତାଙ୍କୁ କହିଲେ, "ଏମାନେ ମାହେର ପୁତ୍ର, ପରମେଶ୍ବର ଏମାନଙ୍କୁ ଏହି ଦେଶ ରେ ମାେତେ ଦଇେଅଛନ୍ତି।"

10. ଇଶ୍ରାୟେଲ ବହୁତ ବୃଦ୍ଧ ହାଇେଥିବାରୁ ତାଙ୍କୁ ଭଲ ଦଖାେ ଯାଉ ନଥିଲା। ତେଣୁ ଯୋଷଫେ ତାଙ୍କର ପୁତ୍ରମାନଙ୍କୁ ଇଶ୍ରାୟେଲଙ୍କ ନିକଟକୁ ନେଲେ। ଇଶ୍ରାୟେଲ ସମାନଙ୍କେୁ ଚୁମ୍ବନ ଦେଲେ ଓ କୋଳାଇ ନେଲେ।

11. ଏହାପରେ ଇଶ୍ରାୟେଲ, ଯୋଷଫଙ୍କେୁ କହିଲା, "ମୁଁ କବେେ ବି ଭାବି ନଥିଲି ମୁଁ ତୁମ୍ଭକୁ ଆଉ ଦେଖିପାରିବି। କିନ୍ତୁ ଦେଖ! ପରମେଶ୍ବର ତୁମ୍ଭକୁ ଓ ତୁମ୍ଭର ସନ୍ତାନମାନଙ୍କୁ ଦଖାଇେଲେ।"

12. ଏହାପରେ ଯୋଷଫେ ପିତାଙ୍କର କୋଳରୁ ସମାନଙ୍କେୁ ନଇେ ଆପେ ଭୂମିଷ୍ଠ ପ୍ରମାଣ କଲେ।

13. ଯୋଷଫେ ସେ ଦୁହିଁଙ୍କୁ ନଇେ ଆପଣା ଦକ୍ଷିଣ ହସ୍ତ ରେ ଇଫ୍ରଯିମକୁ ଧରି ଇଶ୍ରାୟେଲଙ୍କ ବାମ ଭାଗ ରେ ଓ ବାମ ହସ୍ତ ରେ ମନଃଶିକୁ ଧରି ଇଶ୍ରାୟେଲଙ୍କ ଦକ୍ଷିଣ ଭାଗ ରେ ଉପସ୍ଥିତ କରାଇଲେ।

14. ଇଶ୍ରାୟେଲ ନିଜର ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରଯିମର ମୁଣ୍ଡ ରେ ତାଙ୍କର ବାମ ହସ୍ତ ରଖିଲେ। ଏହାପରେ ଇଶ୍ରାୟେଲ ତାଙ୍କର ବାମହସ୍ତ ମନଃଶିର ମସ୍ତ ଉପରେ ରଖିଲେ ୟିଏକି ପ୍ରଥମେ ଜନ୍ମ ହାଇେଥିଲା।

15. ଅନନ୍ତର ଇଶ୍ରାୟେଲ ଯୋଷଫଙ୍କେୁ ଆଶୀର୍ବାଦ କରି କହିଲେ,

16. ସେ ଦୂତ ଥିଲେ ୟିଏ ମାେତେ ବିପଦରୁ ଉଦ୍ଧାର କରିଛନ୍ତି। ମୁଁ ପ୍ରାର୍ଥନା କରୁଛି ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ। ସମାନେେ ମାେ ନାମ ରେ ମାରେ ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମ ବହନ କରିବେ। ମୁଁ ପ୍ରାର୍ଥନା କରୁଛି, ସମାନେେ ବୃଦ୍ଧି ପାଇବେ ଏବଂ ଦେଶ ସମାନଙ୍କେର ପରିବାର ଦ୍ବାରା ଜନପୂର୍ଣ୍ଣ ହାଇଯେିବ।"

17. ଯୋଷଫେ ଦେଖିଲେ, ତାଙ୍କର ପିତା ତାଙ୍କର ପୁତ୍ର ଇଫ୍ରଯିମଙ୍କ ମୁଣ୍ଡ ରେ ଦକ୍ଷିଣ ହସ୍ତ ରଖିଥିଲେ। ଏହା ଯୋଷଫଙ୍କେୁ ଖୁସି କରି ନଥିଲା। ଯୋଷଫେ ତାଙ୍କର ହସ୍ତକୁ ଧରି ଇଫ୍ରଯିମଙ୍କ ମୁଣ୍ଡରୁ ତାଙ୍କର ହାତ କାଢିଲେ ଏବଂ ସହେି ହସ୍ତକୁ ମନଃଶିର ମୁଣ୍ଡ ରେ ଥୋଇଲେ।

18. ଯୋଷଫେ ତାଙ୍କର ପିତାଙ୍କୁ କହିଲେ, "ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ଭୁଲ ରେ ରଖି ଅଛନ୍ତି। ମନଃଶି ପ୍ରଥମଜାତ ସନ୍ତାନ। ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ମନଃଶିର ମସ୍ତକରେ ରଖନ୍ତୁ।"

19. କିନ୍ତୁ ତାଙ୍କର ପିତା ଅସମ୍ମତ ହାଇେ କହିଲେ, " ହେ ପୁତ୍ର, ମୁଁ ତାହା ଜାଣେ। ମୁଁ ମଧ୍ଯ ଜାଣେ ସେ ମଧ୍ଯ ଏକ ଗୋଷ୍ଠୀ ହବେ ଓ ସେ ମହାନ ହବେ। ମାତ୍ର ତୁମ୍ଭର କନିଷ୍ଠ ପୁତ୍ର ତା'ଠାରୁ ଅଧିକ ମହାନ ହବେ ଓ ତାହାର ବଂଶ ବହୁ ଗୋଷ୍ଠୀକ ହବେ।"

20. ତେଣୁ ଇଶ୍ରାୟେଲ ସେ ଉଭୟଙ୍କୁ ଆଶୀର୍ବାଦ କରି କହିଲେ, "ଯେତବେେଳେ ଇଶ୍ରାୟେଲର ଲୋକମାନେ ଅନ୍ୟମାନଙ୍କୁ ଆଶୀର୍ବାଦ କରିବେ ସମାନେେ ତୁମ୍ଭର ନାମ ନବେେ। ସମାନେେ କହିବେ, "ଇଫ୍ରଯିମ ଓ ମନଃଶି ପରି ପରମେଶ୍ବର ତୁମ୍ଭଙ୍କୁ କରନ୍ତୁ।"

21. ଏହାପରେ ଇଶ୍ରାୟେଲ ଯୋଷଫଙ୍କେୁ କହିଲେ, " ମାରେ ମୃତ୍ଯୁ ସମୟ ପ୍ରାଯ ସନ୍ନିକଟ। ପରମେଶ୍ବର ତୁମ୍ଭକୁ ସଦଯ ହୁଅନ୍ତୁ। ସେ ତୁମ୍ଭକୁ ପୁନ୍ନର୍ବାର ତୁମ୍ଭର ପୂର୍ବପୁରୁଷଙ୍କ ଦେଶକୁ ନଇେ ଯିବେ।

22. ମୁଁ ତୁମ୍ଭକୁ କିଛି ଦଲେି ଯାହା ତୁମ୍ଭ ଭାଇମାନଙ୍କୁ ଦଇନେଥିଲି, ମୁଁ ଆପଣା ଖଡ୍ଗ ଓ ଧନୁଦ୍ବାରା ଇମାରେୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭାତୃଗଣ ଅପେକ୍ଷା ସହେି ଅଧିକ ଅଂଶ ତୁମ୍ଭକୁ ଦଲେି।"

About ଆଦି ପୁସ୍ତକ Chapter 48

Read ଆଦି ପୁସ୍ତକ Chapter 48 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଆଦି ପୁସ୍ତକ
Chapter: 48
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଆଦି ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଆଦି ପୁସ୍ତକ Chapter 48 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଆଦି ପୁସ୍ତକ Chapter 48?

ଆଦି ପୁସ୍ତକ Chapter 48 is part of the Book of ଆଦି ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଆଦି ପୁସ୍ତକ Chapter 48 online for free with easy chapter navigation.

More Chapters from ଆଦି ପୁସ୍ତକ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 3
  6. ଆଦି ପୁସ୍ତକ Chapter 38
  7. ଆଦି ପୁସ୍ତକ Chapter 30

Explore More from ପୁରାତନ ନିୟମ

  1. ଦିତୀୟ ଶାମୁୟେଲ Chapter 4
  2. ଯିହିଜିକଲ Chapter 48
  3. ଯିଶାଇୟ Chapter 14
  4. ମୀଖା Chapter 4
  5. ଆୟୁବ Chapter 37
  6. ଆୟୁବ Chapter 22
  7. ପ୍ରଥମ ଶାମୁୟେଲ Chapter 30

Related Chapters & Readings

  1. ପ୍ରକାଶିତ ବାକ୍ୟ Chapter 11
  2. 1 ଯୋହନ Chapter 2
  3. ଦିତୀୟ ରାଜାବଳୀ Chapter 16
  4. ଆୟୁବ Chapter 15
  5. ଦିତୀୟ ବଂଶାବଳୀ Chapter 13
  6. ଗୀତସଂହିତା Chapter 9
  7. ବିଚାରକର୍ତ୍ତା Chapter 6
Share Your Love

Leave a Reply

Your email address will not be published. Required fields are marked *