ଆମୋଷ Chapter 5

For English

Read ଆମୋଷ Chapter 5 Online

Read ଆମୋଷ Chapter 5 online from the Holy Bible. This chapter is part of the Book of ଆମୋଷ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆମୋଷ and the Holy Bible online.

Choose a Chapter

ଆମୋଷ 5

ଅଧ୍ୟାୟ 5

1. ହେ ଇଶ୍ରାୟେଲୀୟବାସୀ, ଏହି ବାର୍ତ୍ତା ଶୁଣ। ତୁମ୍ଭମାନଙ୍କ ବିଷଯ ରେ ଏହା ହେଉଛି ବିଳାପର ସଙ୍ଗୀତ।

2. ଇଶ୍ରାୟେଲର କୁମାରୀ ପଡିୟାଇଛି ଏବଂ ସେ ଆଉ ଉଠିପାରିବ ନାହିଁ। ସେ ଏକାକିନୀ ପଡି ରହିଛି। ସହେି ମଇଳାରୁ ତାକୁ ଉଠାଇବାକୁ କହେି ନାହିଁ।

3. ସଦାପ୍ରଭୁ ମାରେ ପ୍ରଭୁ ଏହି ବାକ୍ଯ କୁହନ୍ତି: "ସହରରୁ ବାହାରକୁ ୟାଇଥିବା ଏକ ହଜାର ମଧ୍ଯରୁ ଏକଶହ ଅବଶିଷ୍ଟ ରହିବେ, ଏବଂ ଏକଶହ ବାହାରିଥିବା ମଧ୍ଯରୁ ମାତ୍ର ଦଶଜଣ ପ୍ରତ୍ଯାବର୍ତ୍ତନ କରିବେ।

4. ଇଶ୍ରାୟେଲକୁ ସଦାପ୍ରଭୁ ଏହାହିଁ କୁହନ୍ତି: "ଆସ, ଆମ୍ଭର ଅନୁସନ୍ଧାନ କର ଏବଂ ବଞ୍ଚ।

5. ମାତ୍ର ବୈଥଲକୁ ଖାଜେ ନାହିଁ। ଗିଲ୍ଗଲକୁ ୟାଅ ନାହିଁ। ସୀମା ଅତିକ୍ରମ କରି ବେର୍ଶବୋକୁ ୟାଅ ନାହିଁ। ଗିଲ୍ଗଲ୍ର ଲୋକମାନଙ୍କୁ ବନ୍ଦୀରୂପେ ନିଆୟିବ ଏବଂ ବୈଥଲ ଧ୍ବଂସ ହବେ।

6. ସଦାପ୍ରଭୁଙ୍କ ଅନ୍ବଷେଣ କର ଓ ବଞ୍ଚି ରୁହ। ତୁମ୍ଭେ ଯଦି ସଦାପ୍ରଭୁଙ୍କ ନିକଟକୁ ନ ୟିବ ତାହା ହେଲେ ଗୋଟିଏ ଅଗ୍ନି ସଞ୍ଚାର ହବେ ଏବଂ ସହେି ଅଗ୍ନି ଯୋଷଫଙ୍କେ ଗୃହକୁ ଧ୍ବଂସ କରିବ ଏବଂ କୌଣସି ବ୍ଯକ୍ତି ବୈଥଲ ରେ ସେ ଅଗ୍ନିକୁ ଲିଭାଇ କରିପାରିବେ ନାହିଁ।

7. ପରମେଶ୍ବର କୃତ୍ତିକାକାର ଓ ମୃଗଶୀର୍ଷ ସୃଷ୍ଟି କଲେ। ସେ ଅନ୍ଧକାରକୁ ପ୍ରଭାତ ଆଲୋକରେ ପରିଣତ କଲେ। ସେ ମଧ୍ଯ ଦିନକୁ ରାତ୍ରି ରେ ପରିଣତ କଲେ। ସେ ସାଗର ଜଳକୁ ଆହ୍ବାନ କରନ୍ତି ଓ ପୃଥିବୀ ଉପ ରେ ଢାଳନ୍ତି। ତାଙ୍କର ନାମ ଯିହାବୋଃ। ସେ କୌଣସି ଶକ୍ତିଶାଳୀ ନଗରକୁ ବା ଦୁର୍ଗକୁ ଧ୍ବଂସ କରି ପାରନ୍ତି।"

10. ସହରର ଫାଟକରେ ତୁମ୍ଭେ ଭବିଷ୍ଯତବକ୍ତା ଦ୍ବାରା ଉଚ୍ଛନ୍ନ ହବୋକୁ ଘୃଣା କର। ତୁମ୍ଭେ ସଚ୍ଚୋଟ ବାକ୍ଯକୁ ମଧ୍ଯ ଘୃଣା କର।

11. ତୁମ୍ଭମାନେେ ଦରିଦ୍ରମାନଙ୍କଠାରୁ ଅସାଧୁ ଉପାଯ ରେ କର ନେଉଅଛ ଏବଂ ସମାନଙ୍କେର ଗହମ ବଳପୂର୍ବକ ନେଉଅଛ। ତୁମ୍ଭମାନେେ କାରୁକାର୍ୟ୍ଯ ପଥର ରେ ସୁନ୍ଦର ଘର ନିର୍ମାଣ କରିଛ, କିନ୍ତୁ ତୁମ୍ଭମାନେେ ସହେି ଘ ରେ ରହିପାରିବ ନାହିଁ। ତୁମ୍ଭମାନେେ ସୁନ୍ଦର ଦ୍ରାକ୍ଷାଗଛ କ୍ଷେତ୍ର ରେ ଲଗାଇଛ କିନ୍ତୁ ସେ ଦ୍ରାକ୍ଷାରସ ପାନ କରିପାରିବ ନାହିଁ।

12. ଆମ୍ଭେ ତୁମ୍ଭମାନଙ୍କର ଅନକେ ଜଘନ୍ଯ ପାପ ଜାଣୁ। ତୁମ୍ଭମାନେେ ଧାର୍ମିକ ଲୋକଙ୍କୁ କଷ୍ଟ ଦଲେ। ତୁମ୍ଭେ ଲାଞ୍ଚ ନଇେଛ ଏବଂ ଦରିଦ୍ର ଲୋକଙ୍କ ପ୍ରତି ନ୍ଯାଯଳଯ ରେ ଅନ୍ଯାଯ ଆଚରଣ କରିଅଛ।

13. ସେତବେେଳେ ଜ୍ଞାନୀ ବ୍ଯକ୍ତିମାନେ ନୀରବ ରହିବେ କାରଣ ସମୟ ଅତି ମନ୍ଦ ଅଟେ।

14. ତୁମ୍ଭେ କୁହ, ପରମେଶ୍ବର ତୁମ୍ଭମାନଙ୍କ ସହିତ ଅଛନ୍ତି। ତେଣୁ ତୁମ୍ଭେ ଉତ୍ତମ କାର୍ୟ୍ଯ କର। ମନ୍ଦଠାରୁ ଦୂ ରଇେ ରୁହ। ତାହା ହେଲେ ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ପ୍ରକୃତ ରେ ତୁମ୍ଭର ସହବର୍ତ୍ତା ହବେେ।

15. ମନ୍ଦକୁ ଘୃଣା କର, ଭଲକୁ ଆଦର କର। ନ୍ଯାଯ ବିଗ୍ଭର କର। ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ହୁଏତ ଯୋଷଫଙ୍କେ ଅବଶିଷ୍ଟାଂଶ ପରିବାର ପ୍ରତି କୃପାମଯ ହାଇପୋରନ୍ତି।

16. ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର କୁହନ୍ତି, "ଲୋକମାନେ ସର୍ବଶକ୍ତିମାନ ସ୍ଥାନ ରେ କ୍ରନ୍ଦନ କରିବେ। ପ୍ରେତ୍ୟକକ ରାସ୍ତା ରେ ସମାନେେ କହିବେ ହାୟ! ହାୟ! ସମାନେେ କୃଷକମାନଙ୍କୁ ଶୋକରେ ୟୋଗଦବୋ ପାଇଁ ନିମନ୍ତ୍ରଣ କରିବେ ଓ ପଷୋଦାର ଶାେକକାରୀମାନଙ୍କୁ ଶାେକ କରିବାକୁ ଭଡା ରେ ଆଣିବେ।

17. ସଦାପ୍ରଭୁ ଏହା ମଧ୍ଯ କହନ୍ତି: ଲୋକମାନେ ଦ୍ରାକ୍ଷାକ୍ଷେତ୍ର ରେ କ୍ରନ୍ଦନ କରିବେ। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ଅତିକ୍ରମ କରିବା ଏବଂ ତୁମ୍ଭଙ୍କୁ ଦଣ୍ତ ଦବୋ।"

18. ତୁମ୍ଭମାନଙ୍କ ମଧ୍ଯରୁ କେତକେ ସଦାପ୍ରଭୁଙ୍କର ବିଶଷଦେିନ ପାଇଁ ଅପେକ୍ଷା କରିଛ। କିନ୍ତୁ ତୁମ୍ଭେ ଅପେକ୍ଷା କରିବା ଉଚିତ୍ ନୁହଁ। ସଦାପ୍ରଭୁଙ୍କର ସହେି ବିଶଷଦେିବସଟି କବଳେ ଗ୍ଭରିଆଡୁ ଅନ୍ଧକାର ଆଣିବ, ତୁମ୍ଭେ ଆଶା କରିଥିବା ଆଲୋକକୁ ନୁହେଁ।

19. ସଦାପ୍ରଭୁଙ୍କର ଦିନଟି ଏପରି ସମୟ ହବେ, ଯବେେ ତବେଳେେ ଜଣେ ବ୍ଯକ୍ତି ସିଂହ ମୁହଁରୁ ରକ୍ଷା ପାଇ ଭାଲୁ ଦ୍ବାରା ଆକ୍ରମିତ ହୁଏ କି ନିଜ ଘରର କାନ୍ଥ ରେ ହାତ ରଖି ବିଶ୍ରାମ ନବୋ ସମୟରେ ଦନ୍ତଘାତ ହୁଏ।

20. ସଦାପ୍ରଭୁଙ୍କର ବିଶଷଦେିନଟି ଆନନ୍ଦର ଦିନ ନ ହାଇେ ଦୁଃଖମଯ ହବେ। ଏହା ଆଲୋକିତ ନ ହାଇେ ଅନ୍ଧକାର ପୂର୍ଣ୍ଣ ହବେ।

21. "ଆମ୍ଭେ ତୁମ୍ଭମାନଙ୍କର ପର୍ବ ଦିନକୁ ଘୃଣା କରୁ। ଆମ୍ଭେ ମଧ୍ଯ ତୁମ୍ଭମାନଙ୍କ ଧାର୍ମିକ ମହାସଭାକୁ ଗ୍ରହଣ କରୁ ନାହୁଁ।

22. ଏପରିକି ତୁମ୍ଭେ ହାମବେଳି ଓ ଭୈକ୍ଷ୍ଯ ନବୈେଦ୍ଯ ଅର୍ପଣ କଲେ ହେଁ ଆମ୍ଭେ ସଗେୁଡିକୁ ଗ୍ରହଣ କରିବା ନାହିଁ। ଆଉ ମଧ୍ଯ ମଙ୍ଗଳ ବିଧାନ ପାଇଁ ବଳି ଯୋଗ୍ଯ ପୁଷ୍ଟ ପଶୁଗଣ ପ୍ରତି ଆମ୍ଭେ ଦୃଷ୍ଟି ଦବୋ ନାହିଁ।

23. ତୁମ୍ଭମାନଙ୍କର ସହେି ଉଚ୍ଚସ୍ବର ସଙ୍ଗୀତ ବନ୍ଦ କର। କାରଣ ଆମ୍ଭେ ସଗେୁଡିକୁ ଶୁଣିବାକୁ ଗ୍ଭହୁଁ ଓ ତୁମ୍ଭର ବୀଣାବାଦନଗୁଡିକ ଦୁର କର।

24. ତୁମ୍ଭର ନ୍ଯାଯ ବିଗ୍ଭରଧାରା ପ୍ରବାହିତ ଜଳ ସଦୃଶ ହବୋ ଉଚିତ୍ ଏବଂ ଧାର୍ମିକତା ଗୋଟିଏ ଝରଣା ପରି ହବୋ ଉଚିତ୍। ଯାହା କବେେ ଶୁଖେ ନାହିଁ।

25. ହେ ଇଶ୍ରାୟେଲୀୟମାନେ, ତୁମ୍ଭମାନେେ ଦୀର୍ଘ ଗ୍ଭଳିଶ ବର୍ଷ ମରୁଭୂମିରେ ଥିଲା ବେଳେ ତୁମ୍ଭର ସବୋ ଓ ବଳିଦାନ ଆମ୍ଭକୁ ଦଇେଥିଲ କି?

26. ତୁମ୍ଭେ ସିକୂତକୁ ତୁମ୍ଭର ରାଜା ରୂପେ ଏବଂ କାଯନଙ୍କୁ ତୁମ୍ଭର 'ତାରକା ସଦାପ୍ରଭୁ' ରୂପେ ତୁମ୍ଭେ ନିଜେ ତିଆରି କରିଛ।

27. ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଦମ୍ମେଶକ ସହରର ବହୁତ ଦୂରକୁ ବନ୍ଦୀକରି ନିର୍ବାସିତ କରାଇବା।" ସର୍ବଶକ୍ତିମାନ ପରମେଶ୍ବର ଏହି କଥା କହିଲେ।

About ଆମୋଷ Chapter 5

Read ଆମୋଷ Chapter 5 online from the Holy Bible. This chapter is part of the Book of ଆମୋଷ in the Old Testament. Continue reading with the chapter navigation above or explore the complete book.

Book Information

Book: ଆମୋଷ
Chapter: 5
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଆମୋଷ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଆମୋଷ Chapter 5 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଆମୋଷ Chapter 5?

ଆମୋଷ Chapter 5 is part of the Book of ଆମୋଷ in the Holy Bible.

Can I read this chapter online?

Yes. You can read the complete ଆମୋଷ Chapter 5 online for free with easy chapter navigation.

More Chapters from ଆମୋଷ

  1. ଆମୋଷ Chapter 1
  2. ଆମୋଷ Chapter 4
  3. ଆମୋଷ Chapter 2
  4. ଆମୋଷ Chapter 9
  5. ଆମୋଷ Chapter 7
  6. ଆମୋଷ Chapter 6
  7. ଆମୋଷ Chapter 3

Explore More from ପୁରାତନ ନିୟମ

  1. ଦ୍ୱିତୀୟ ବିବରଣ Chapter 4
  2. ଗୀତସଂହିତା Chapter 78
  3. ହୋଶେୟ Chapter 9
  4. ନିହିମିୟା Chapter 8
  5. ଆୟୁବ Chapter 3
  6. ଯାତ୍ରା ପୁସ୍ତକ Chapter 13
  7. ପ୍ରଥମ ବଂଶାବଳୀ Chapter 9

Related Chapters & Readings

  1. ବିଚାରକର୍ତ୍ତା Chapter 19
  2. ଉପଦେଶକ Chapter 8
  3. ଲୂକ Chapter 14
  4. ହିବ୍ରୁ Chapter 3
  5. ଦିତୀୟ ବଂଶାବଳୀ Chapter 5
  6. ଯାତ୍ରା ପୁସ୍ତକ Chapter 25
  7. ପ୍ରଥମ ଶାମୁୟେଲ Chapter 22
Share Your Love

Leave a Reply

Your email address will not be published. Required fields are marked *