Read ଆୟୁବ Chapter 16 Online
Read ଆୟୁବ Chapter 16 online from the Holy Bible. This chapter is part of the Book of ଆୟୁବ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆୟୁବ and the Holy Bible online.
Choose a Chapter
ଆୟୁବ 16
ଅଧ୍ୟାୟ 16
1. ତା'ପରେ ଆୟୁବ ଉତ୍ତର ଦଲୋ, "ମୁଁ ଏସବୁ କଥା ପୂର୍ବରୁ ଶୁଣି ଅଛି।
2. ତୁମ୍ଭେ ତିନି ଜଣ ମାେତେ ସାନ୍ତ୍ବନା ନ ଦଇେ ଦୁଃଖ ଦେଉଛ।
3. ତୁମ୍ଭର ଶୂନ୍ଯ ବାକ୍ଯର କ'ଣ ଅନ୍ତ ହବେ ନାହିଁ। ତୁମ୍ଭକୁ ୟୁକ୍ତି କରିବାକୁ କ'ଣ ପ୍ରବର୍ତ୍ତାଉଛି ମାେତେ ଉତ୍ତର ଦିଅ।
4. ମୁଁ ମଧ୍ଯ ସହେିଭଳି କଥା ତୁମ୍ଭକୁ କହିପା ରେ, ଯଦି ତୁମ୍ଭର ମାେଭଳି ବିପଦ ପଡ଼ିଥାନ୍ତା। ମୁଁ ମଧ୍ଯ ତୁମ୍ଭ ବିରୁଦ୍ଧ ରେ ବୁଦ୍ଧିମାନର ବାକ୍ଯ କହି ପାରନ୍ତି ଏବଂ ତୁମ୍ଭମାନଙ୍କ ପ୍ରତି ମାେ ମୁଣ୍ଡ ହଲାଇ ପାରନ୍ତି।
5. କିନ୍ତୁ ମୁଁ ତୁମ୍ଭକୁ ମାରେ ବାକ୍ଯଦ୍ବାରା ଉତ୍ସାହିତ କରିଥାଆନ୍ତି, ସାନ୍ତ୍ବନା ଦଇେଥାଆନ୍ତି ଏବଂ ତୁମ୍ଭର କଷ୍ଟକୁ କମଇେ ଦଇେଥାଆନ୍ତି।
6. ତଥାପି ମୁଁ ଯଦି କ ହେ, ମାେ ଦୁଃଖର ଉପଶମ ହେଉ ନାହିଁ ଏବଂ ଯଦି ମୁଁ ଚୁପ୍ ରହେ ତାହା ମଧ୍ଯ ମାେତେ ସାହାୟ୍ଯ କରେ ନାହିଁ।
7. କିନ୍ତୁ ବର୍ତ୍ତମାନ ପରମେଶ୍ବର ପ୍ରକୃତ ରେ ମାେତେ ନିଃଶଷେ କରି ଦଇେଛନ୍ତି। ତୁମ୍ଭେ ମାରେ ପରିବାରକୁ ଧ୍ବଂସ କରିଛ।
8. ତୁମ୍ଭେ ମାେ ଶରୀରକୁ ଜରାଜୀର୍ଣ୍ଣ କରିଛ। ସେଥିପାଇଁ ଲୋକମାନେ ମାେତେ ଦୋଷୀ ବୋଲି ଭାବୁଛନ୍ତି।
9. ପରମେଶ୍ବର ମାେତେ ଆକ୍ରମଣ କରିଛନ୍ତି। ସେ ମାେ ଉପରେ କୋପ କରିବାକୁ ମାରେ ଶରୀର ଲୋତକରେ ଭିଜି ୟାଇଛି। ପରମେଶ୍ବର ମାେ ବିରୁଦ୍ଧ ରେ ତାଙ୍କ ଦାନ୍ତ ରଗଡ଼ନ୍ତି। ମାରେ ଶତ୍ରୁ ମାେତେ ଘୃଣା ଚକ୍ଷୁ ରେ ଦେଖନ୍ତି।
10. ଲୋକମାନେ ମାେ ଚାରିକଡ଼ ରେ ଏକତ୍ରିତ ହାଇେଛନ୍ତି ଏବଂ ସମାନେେ ମାେତେ ଉପହାସ କରନ୍ତି, ଏବଂ ମାେ ଗାଲ ରେ ଚାପୁଡ଼ା ମାରନ୍ତି।
11. ପରମେଶ୍ବର ମାେତେ ଦୁଷ୍ଟ ଲୋକଙ୍କ ହାତ ରେ ସମର୍ପି ଦଇେଛନ୍ତି। ସେ ଦୁଷ୍ଟ ଲୋକମାନଙ୍କୁ ମାେତେ ଆଘାତ କରିବାକୁ ଅନୁମତି ଦଇେଛନ୍ତି।
12. ମାରେ ଗୋଟିଏ ଆରାମଦାୟକ ଜୀବନ ଥିଲା। ତା'ପରେ ସେ ମାେତେ ଚୂର୍ଣ୍ଣବିଚୂର୍ଣ୍ଣ କଲେ। ସେ ମାରେ ବକେକୁ ଧରି ମାେତେ େଛାଟ େଛାଟ ଖଣ୍ଡ କରି ଭାଙ୍ଗି ଦେଲେ। ସେ ଲକ୍ଷ୍ଯ ଅଭ୍ଯାସ ପାଇଁ ମାେତେ ବ୍ଯବହାର କଲେ।
13. ପରମେଶ୍ବରଙ୍କ ତୀରବାହକମାନେ ମାରେ ଚତୁଃପାଶର୍ବ ରେ ଅଛନ୍ତି। ସେ ମାରେ ବୃକ୍କକୁ ଶରଦ୍ବାରା ବିଦ୍ଧ କରନ୍ତି। ସେ କୌଣସି ପ୍ରକାର ଦୟା ଦଖାେନ୍ତି ନାହିଁ। ସେ ମାରେ ଅନ୍ତନାଳୀକୁ ଭୂମିରେ ଫିଙ୍ଗି ଦିଅନ୍ତି।
14. ପରମେଶ୍ବର ମାେତେ ବାରମ୍ବାର ଆକ୍ରମଣ କରନ୍ତି। ସେ ୟୁଦ୍ଧ କ୍ଷେତ୍ରର ସୈନିକ ପରି ମାେତେ ଆକ୍ରମଣ କରନ୍ତି।
15. ମାରେ ଦୁଃଖ ରେ ମୁଁ ମାରେ ବସ୍ତ୍ର ଚଟରୁ ବସ୍ତ୍ର ତିଆରି କଲି। ଜଣେ ପରାଜିତ ଲୋକ ପରି ମୁଁ ଏହି ଧୂଳି ଓ ପାଉଁଶ ଉପରେ ବସୁଛି।
16. କାନ୍ଦି କାନ୍ଦି ମାରେ ମୁହଁ ଲାଲ ପଡ଼ିଗଲାଣି। ମାରେ ଆଖିର ଚତୁର୍ଦ୍ଦିଗ ରେ କଳା କଳା ଦାଗ ଦିଶିଲାଣି।
17. ମୁଁ ଜୀବନ ରେ କାହାପ୍ରତି ନିଷ୍ଠୁର ଆଚରଣ କରିନାହିଁ ତଥାପି ଏହିସବୁ ଅମଙ୍ଗଳ ମାେତେ ଘଟିଲା। ମାରେପ୍ରାର୍ଥନା ନିର୍ମଳ ଓ ପବିତ୍ର ଅଟେ।
18. ପୃଥିବୀ, ମାେ ପ୍ରତି ଯେଉଁ ଅନ୍ଯାଯ କରାୟାଇଛି ତାହା ଲୁଚାଅ ନାହିଁ। ନ୍ଯାଯ ପାଇଁ ମାରେ ଭୀକ୍ଷା ବନ୍ଦ ନ ହେଉ।
19. ଏବେ ବି ବର୍ତ୍ତମାନ ମାେ ପାଇଁ ସ୍ବର୍ଗରାଜ୍ଯ ରେ କହେି ଜଣେ ଅଛି, ୟିଏ ମାେ ପକ୍ଷ ରେ କଥା କହିବେ। କହେି ଜଣେ ମାେ ପାଇଁ ସାକ୍ଷ୍ଯ ଦବେେ।
20. ମାେ ମିତ୍ରଗଣ ମାେ ପାଇଁ କୁହ, କିପରି ମାରଚେକ୍ଷୁ ପରମେଶ୍ବରଙ୍କ ପାଇଁ ଲୁହ ଢ଼ାଳି ଦେଉଛି।
21. ସେ ମାେ ପାଇଁ ପରମେଶ୍ବରଙ୍କୁ କୁହନ୍ତି ଯମେିତିକି ଜଣେ ବ୍ଯକ୍ତି ତା'ର ବନ୍ଧୁ ପାଇଁ ୟୁକ୍ତି କରେ।
22. ଆଉ କିଛି ବର୍ଷ ପରେ ମୁଁ ସହେି ମୃତ୍ଯୁ ରାଜ୍ଯକୁ ୟିବି ଯେଉଁଠାରୁ କହେି କବେେ ଫେ ରେ ନାହିଁ।
About ଆୟୁବ Chapter 16
Read ଆୟୁବ Chapter 16 online from the Holy Bible. This chapter is part of the Book of ଆୟୁବ in the Old Testament. Continue reading with the chapter navigation above or explore the complete book.
Book Information
Book: ଆୟୁବ
Chapter: 16
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଆୟୁବ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଆୟୁବ Chapter 16 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଆୟୁବ Chapter 16?
ଆୟୁବ Chapter 16 is part of the Book of ଆୟୁବ in the Holy Bible.
Can I read this chapter online?
Yes. You can read the complete ଆୟୁବ Chapter 16 online for free with easy chapter navigation.
More Chapters from ଆୟୁବ
- ଆୟୁବ Chapter 21
- ଆୟୁବ Chapter 6
- ଆୟୁବ Chapter 2
- ଆୟୁବ Chapter 37
- ଆୟୁବ Chapter 33
- ଆୟୁବ Chapter 23
- ଆୟୁବ Chapter 20
Explore More from ପୁରାତନ ନିୟମ
- ପ୍ରଥମ ରାଜାବଳୀ Chapter 8
- ଗୀତସଂହିତା Chapter 109
- ହୋଶେୟ Chapter 1
- ପ୍ରଥମ ରାଜାବଳୀ Chapter 21
- ବିଚାରକର୍ତ୍ତା Chapter 6
- ଲେବୀୟ ପୁସ୍ତକ Chapter 26
- ହଗୟ Chapter 1