Read ଆୟୁବ Chapter 26 Online
Read ଆୟୁବ Chapter 26 online from the Holy Bible. This chapter is part of the Book of ଆୟୁବ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆୟୁବ and the Holy Bible online.
Choose a Chapter
ଆୟୁବ 26
ଅଧ୍ୟାୟ 26
1. ତା'ପରେ ଆୟୁବ ଉତ୍ତର କରି କହିଲା,
2. "କମେିତି ତୁମ୍ଭେ ଜଣକୁ ସାହାୟ୍ଯ କରିଛ, ଯାହାର ଶକ୍ତି ନାହିଁ ? ତୁମ୍ଭେ କମେିତି ଜଣକୁ ସାହାୟ୍ଯ କଲ ଯାହାର ବାହୁ ରେ ନିଜକୁ ରକ୍ଷା କରିବା ପାଇଁ ସାମର୍ଥ୍ଯ ନାହିଁ।
3. ତୁମ୍ଭେ ମାେ ଭଳି ଅଜ୍ଞାନୀକୁ ପରାମର୍ଶ ଦଇେଛ ତୁମ୍ଭେ ଏହାଦ୍ବାରା ପ୍ରମାଣ କରିଛ, ତୁମ୍ଭେ କେତେ ଜ୍ଞାନୀ।
4. କିଏ ତୁମ୍ଭକୁ ଏସବୁ କଥା କହିବାକୁ ପ୍ ରରଣୋ ଦଲୋ ? କାହାର ଆତ୍ମା ତୁମ୍ଭ ଦ୍ବାରା କହିଲା ?
5. ପ୍ ରତଗେଣ ପାତାଳ ରେ ଥିବା ଜଳ ରେ କମ୍ପି ଉଠନ୍ତି।
6. କିନ୍ତୁ ପରମେଶ୍ବର ସହେି ମୃତ ଲୋକକୁ ପରିଷ୍କାର ଭାବରେ ଦେଖିପାରନ୍ତି। ମୃତ୍ଯୁ ପରମେଶ୍ବରଙ୍କ ପାଖରୁ ଲୁଚିରହି ପାରିବ ନାହିଁ।
7. ପରମେଶ୍ବର ଉତ୍ତର ଆକାଶ ବିସ୍ତାର କରନ୍ତି, ଶୂନ୍ଯ ସ୍ଥାନ ରେ ପରମେଶ୍ବର ପୃଥିବୀକୁ ଶୂନ୍ଯ ରେ ଟଙ୍ଗାଇ ରଖନ୍ତି।
8. ତଥାପି ପରମେଶ୍ବର ସହେି ବହୁତ ଭାରୀ ଓଜନ ଦ୍ବାରା ମେଘକୁ ଭାଙ୍ଗି ଖୋଲନ୍ତି ନାହିଁ। ଘନବାଦଲକୁ ଜଳକଣା ୟୁକ୍ତ କରନ୍ତି। କିନ୍ତୁ ପରମେଶ୍ବର ଏତେ ଭାରୀ ହେଲବେି ମେଘ ଖଣ୍ଡ ଖଣ୍ଡ ହାଇେ ଖାଲିୟୋଏ ନାହିଁ।
9. ପରମେଶ୍ବର ପୂର୍ଣ୍ଣମୀ ଚନ୍ଦ୍ରର ମୁଖକୁ ଘାଡ଼ୋଇ ଦିଅନ୍ତି। ସେ ତାହାକୁ ବାଦଲ ଦ୍ବାରା ଆଚ୍ଛାଦିତ କରି ଲୁଚାଇ ପକାନ୍ତି।
10. ପରମେଶ୍ବର ସମୁଦ୍ର ରେ ଆକାଶ ଓ ପୃଥିବୀ ମଧିଅରେ ଦିଗବଳଯ ସୃଷ୍ଟି କରନ୍ତି। ଯେଉଁଠା ରେ ଆଲୋକ ଓ ଅନ୍ଧକାର ପରସ୍ପର ସହିତ ମିଳିତ ହୁଅନ୍ତି।
11. ଯେଉଁ ଭିତ୍ତିମୂଳଗୁଡ଼ିକ ଉପରେ ଆକାଶ ମଣ୍ଡଳ ଅବସ୍ଥିତ ପରମେଶ୍ବର ତାକୁ ଧମକ ଦେଲେ ଉଭୟ କମ୍ପି ଉେଠ।
12. ପରମେଶ୍ବର ନିଜ ଶକ୍ତି ବଳ ରେ ସମୁଦ୍ରକୁ ଶାନ୍ତ କରନ୍ତି। ତାଙ୍କ ଜ୍ଞାନ ବଳ ରେ ସମୁଦ୍ର ରାକ୍ଷସ ରାହବ କ୍ଷତାକ୍ତ ହୁଅନ୍ତି।
13. ପରମେଶ୍ବରଙ୍କ ଶ୍ବାସ ଦ୍ବାରା ଆକାଶ ନିର୍ମଳ ଶାେଭାପାଏ। ପରମେଶ୍ବରଙ୍କ ହସ୍ତଦ୍ବାରା ପଳାଇୟିବା ସମୁଦ୍ର ସାପ ବନ୍ଦୀ ହୁଏ।
14. ଏହି କେତକେ ଆଶ୍ଚର୍ୟ୍ଯ ବିଷଯ ପରମେଶ୍ବର କରନ୍ତି। ତାଙ୍କ ବିଷଯ ରେ ଆମ୍ଭେ କବଳେ ଗୋଟିଏ ମୃଦୁ ଶବ୍ଦ ଶୁଣୁ। ସମ୍ଭବତଃ କିଏ ତାଙ୍କର ବଜ୍ରନାଦର ଶକ୍ତି ବୁଝିପାରିବ।"
About ଆୟୁବ Chapter 26
Read ଆୟୁବ Chapter 26 online from the Holy Bible. This chapter is part of the Book of ଆୟୁବ in the Old Testament. Continue reading with the chapter navigation above or explore the complete book.
Book Information
Book: ଆୟୁବ
Chapter: 26
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଆୟୁବ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଆୟୁବ Chapter 26 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଆୟୁବ Chapter 26?
ଆୟୁବ Chapter 26 is part of the Book of ଆୟୁବ in the Holy Bible.
Can I read this chapter online?
Yes. You can read the complete ଆୟୁବ Chapter 26 online for free with easy chapter navigation.
More Chapters from ଆୟୁବ
- ଆୟୁବ Chapter 21
- ଆୟୁବ Chapter 23
- ଆୟୁବ Chapter 6
- ଆୟୁବ Chapter 20
- ଆୟୁବ Chapter 2
- ଆୟୁବ Chapter 37
- ଆୟୁବ Chapter 35
Explore More from ପୁରାତନ ନିୟମ
- ପ୍ରଥମ ରାଜାବଳୀ Chapter 1
- ଗୀତସଂହିତା Chapter 103
- ଯିହିଜିକଲ Chapter 8
- ଯିହିଜିକଲ Chapter 7
- ହିତୋପଦେଶ Chapter 18
- ଗୀତସଂହିତା Chapter 34
- ଦ୍ୱିତୀୟ ବିବରଣ Chapter 13