ଆୟୁବ Chapter 6

For English

Read ଆୟୁବ Chapter 6 Online

Read ଆୟୁବ Chapter 6 online from the Holy Bible. This chapter is part of the Book of ଆୟୁବ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆୟୁବ and the Holy Bible online.

Choose a Chapter

ଆୟୁବ 6

ଅଧ୍ୟାୟ 6

1. ଏହାପରେ ଆୟୁବ ଉତ୍ତର ଦଇେ କହିଲା, "ଯଦି ମାରଦେୁଃଖ ଓଜନ କରାୟାଇ ପାରନ୍ତା।

2. ଯଦି ମାରେ ସମସ୍ତ ଦୁର୍ଗତି ତରାଜୁର ଏକ ପାଖ ରେ ରଖା ୟାଆନ୍ତା,

3. ତୁମ୍ଭେ ମାରେ ଦୁଃଖକୁ ବୁଝି ପାରନ୍ତ। ମାରେ ଦୁଃଖ ସମୁଦ୍ରର ସମସ୍ତ ବାଲିଠାରୁ ଅଧିକ ଭାରୀ ହୁଅନ୍ତା। ତେଣୁ ସେଥିପାଇଁ ମାରେ କଥାସବୁ ମୂର୍ଖାମୀ ବୋଲି ଜଣା ପଡ଼ୁଛି।

4. ପରମେଶ୍ବର ସର୍ବଶକ୍ତିମାନ, ତାଙ୍କର ବାଣସବୁ ମାେ ଅନ୍ତରକୁ ବିଦ୍ଧ କରୁଛି। ମାରେ ଆତ୍ମା ସହେି ବାଣର ବିଷକୁ ପାନ କରୁଛି। ପରମେଶ୍ବରଙ୍କ ମାରାତ୍ମକ ଅସ୍ତ୍ରଶସ୍ତ୍ର ସବୁ ମାରେ ବିରୁଦ୍ଧ ରେ ଗୋଟିଏ ଧାଡ଼ି ରେ ସଜାଇ ରଖାୟାଇଛି।

5. ତୁମ୍ଭର ବାକ୍ଯସବୁ କହିବାକୁ ସହଜ, ଯେ ତବେଳେ କିଛି ଅଘଟଣ ଘଟି ନ ଥାଏ। ଏପରିକି ଗୋଟିଏ ବଣୁଆ ଗଧ ମଧ୍ଯ କିଛି ଅଭିଯୋଗ କରେ ନାହିଁ ଯେ ତବେଳେ ସେ ପ୍ରଚୁର ଘାସ ଖାଇବାକୁ ପାଏ ଏବଂ ଗୋଟିଏ ଗାଈ ମଧ୍ଯ କିଛି ଅଭିଯୋଗ କରେ ନାହିଁ, ଯେତବେେଳେ ତା' ନିକଟରେ ତା' ନିଜର ଖାଦ୍ୟ ଥାଏ।

6. ଲବଣ ବିନା ଖାଦ୍ୟ ସ୍ବାଦିଷ୍ଟ ଲାଗେ ନାହିଁ। ଅଣ୍ଡାର ଧଳା ଲାଳର ଯମେିତି କୌଣସି ସ୍ବାଦ ନ ଥାଏ।

7. ମୁଁ ତାକୁ ସ୍ପର୍ଶ କହିବାକୁ ମନାକରେ କାରଣ ସେପ୍ରକାର ଖାଦ୍ୟ ମାେତେ ରୋଗୀଣା କରି ପକାଏ। ସହେିଭଳି ତୁମ୍ଭର କଥାଗୁଡ଼ିକ ମୁଁ ଅନୁଭବ କରୁଛି।

8. ମୁଁ ଚାହୁଁଛି, ମୁଁ ଯାହା ମାଗିଛି ତାହା ମୁଁ ପାଆନ୍ତି। ମୁଁ ଇଚ୍ଛାକରେ ଯାହା ମାରେ ଦରକାର ପରମେଶ୍ବର ମାେତେ ଦବେେ।

9. ମୁଁ ଇଚ୍ଛା କରେ ପରମେଶ୍ବର ମାେତେ ଦଳି ଦିଅନ୍ତୁ, ତୁମ୍ଭର ହାତ ବଢ଼ାଅ ଓ ମାରି ଦିଅ।

10. ଯଦି ସେ ତାହା କରି ମାେତେ ମାରି ଦିଅନ୍ତେ, ମୁଁ ଗୋଟିଏ ବିଷଯ ରେ ଅନ୍ତତଃ ସାନ୍ତ୍ବନା ପାଆନ୍ତି, ଏହି ନିଷ୍ଠୁର ୟନ୍ତ୍ରଣା ମଧିଅରେ ମୁଁ ଆନନ୍ଦ ପାଆନ୍ତି କାରଣ ପରମେଶ୍ବରଙ୍କ ସହେି ପବିତ୍ର ଜଣଙ୍କର କୌଣସି ଆଜ୍ଞାକୁ ମୁଁ ଅବମାନନା କରି ନାହିଁ।

11. ମାରେ କ'ଣ ଶକ୍ତି ବାକି ରହିଛି ଯେ ମୁଁ ଆଶା କରିବି ? ମୁଁ ଜାଣନୋ ମାରେ କ'ଣ ହବୋକୁ ଯାଉଛି। ସେଥିପାଇଁ ମାରେ ର୍ଧୈୟ୍ଯ ଧରିବା ପାଇଁ କୌଣସି କାରଣ ନାହିଁ।

12. ମୁଁ ପଥର ଭଳି ଶକ୍ତ ନୁହେଁ। ମାରେ ମାଂସ ତମ୍ବା ରେ ତିଆରି ନୁହେଁ।

13. ନିଜକୁ ସାହାୟ୍ଯ କରିବାକୁ ମାରେଶକ୍ତି ବର୍ତ୍ତମାନ ନାହିଁ। କାରଣ ସମସ୍ତ ସଫଳତା ମାଠାରୁେ କାଢ଼ି ନିଆୟାଇଛି।

14. ଜଣେ ବ୍ଯକ୍ତିର ସାଙ୍ଗମାନେ ତା'ର କଷ୍ଟ ସମୟରେ ତାକୁ ଦୟା କରିବା କଥା, ଯଦିଓ ସେ ସର୍ବଶକ୍ତିମାନ ପରମେଶ୍ବରଙ୍କଠାରୁ ବିମୁଖ ହୁଏ।

15. କିନ୍ତୁ ତୁମ୍ଭେ ମାରେ ଭାଇମାନେ ମାେ ପ୍ରତି ବିଶ୍ବସ୍ତ ନୁହଁ। ମୁଁ ତୁମ୍ଭ ଉପରେ ନିର୍ଭର କରିପାରିବି ନାହିଁ। ତୁମ୍ଭେ ଝରଣା ପରି ସମୟ ସମୟରେ ବହୁଥାଅ ଓ ଅନ୍ୟ ସମୟରେ ନୁହଁ। ତୁମ୍ଭେ ସହେି ଉଛୁଳିବା ଝରଣାପରି।

16. କେତବେେଳେ ବରଫ ରେ ଭର୍ତ୍ତି ହାଇୟୋଏ ଏବଂ ବରଫ ତରଳି ୟାଏ।

17. କିନ୍ତୁ ସେତବେେଳେ ପାଗ ଉତ୍ତପ୍ତ ଓ ଶୁଖିଲା ଥାଏ ଜଳ ପ୍ରବାହିତ ବନ୍ଦ ହୁଏ।

18. ବ୍ଯବସାଯୀ ତାଙ୍କ ପଥରୁ ପାଣି ଖାଜେିବ ପାଇଁ ବିମୁଖ ହୁଅନ୍ତି। ସମାନେେ ମରୁଭୂମିକୁ ଚାଲିୟାଆନ୍ତି ଓ ହଜିୟାଆନ୍ତି।

19. ମାରେ ବ୍ଯବସାଯୀ ପାଣିର ଅନ୍ବଷେଣ କଲେ। ଶିବାର ପଥିକଗଣ ଆଶାକରି ଅପେକ୍ଷା କରନ୍ତି।

20. ସମାନେେ ନିଶ୍ଚିତ ଥିଲେ ଯେ ସମାନେେ ନିଶ୍ଚଯ ପାଣି ପାଇବେ କିନ୍ତୁ ଶଷେ ରେ ସମାନେେ ନିରାଶ ହେଲେ।

21. ବର୍ତ୍ତମାନ ତୁମ୍ଭେ ସହେି ଷୋର୍ତଭଳି କିଛି ନୁହଁ। ତୁମ୍ଭେ ମାରେ ବିପଦ ଦେଖି ଭୟଭୀତ ହେଉଅଛ କି ?

22. ମୁଁ ତୁମ୍ଭକୁ ସାହାୟ୍ଯ ମାଗିଛି କି ? ନାଁ, କିନ୍ତୁ ତୁମ୍ଭେ ସ୍ବଇଚ୍ଛା ରେ ମାେତେ ତୁମ୍ଭର ଉପଦେଶ ଦେଉଅଛ।

23. ମୁଁ ତୁମ୍ଭକୁ କହିଛି କି ? ' ମାେତେ ଶତ୍ରୁ କବଳରୁ ଉଦ୍ଧାର କର। ମାେତେ ନିଷ୍ଠୁର ଲୋକଙ୍କ କବଳରୁ ବଞ୍ଚାଅ।'

24. ମାେତେ ଶିକ୍ଷା ଦିଅ। ତା' ଉତ୍ତା ରେ ମୁଁ ନିରବ ରହିବି। ମାେତେ କୁହ ମୁଁ କ'ଣ ଭୁଲ କରୁଛି।

25. ସାଧୁ ବାକ୍ଯ ବଡ଼ ଶକ୍ତିଶାଳୀ, କିନ୍ତୁ ତୁମ୍ଭର ୟୁକ୍ତି କିଛି ପ୍ରମାଣ କରୁନାହିଁ।

26. ତୁମ୍ଭେ କ'ଣ ମାେତେ ସମାଲୋଚନା କରିବା ପାଇଁ ଯୋଜନା କରୁଛ ଯେ, ବିନା କୌଣସି ଆଶାର ବକ୍ତା ପବନ ପରି ଅଟେ।

27. ତୁମ୍ଭ ଅନାଥଙ୍କର ଜିନିଷ ଜିତିବା ପାଇଁ ମଧ୍ଯ ଗୁଳାବାଣ୍ଟ କରିବ, ତୁମ୍ଭେ ନିଜର ବନ୍ଧୁକୁ ମଧ୍ଯ ବିକ୍ରି କରିଦବେ।

28. ଏବେ ବର୍ତ୍ତମାନ ତୁମ୍ଭେ ମାରେ ମୁହଁ ଦେଖି କୁହ ମୁଁ ତୁମ୍ଭକୁ ମିଛ କହିବି? ନା !

29. ସେଥିପାଇଁ ତୁମ୍ଭର ମନ ପରିବର୍ତ୍ତନ କର ଓ ପକ୍ଷପାତ କର ନାହିଁ। ପୁନର୍ବାର ବିଚାର କର ମୁଁ ନିରୀହ ଅଟେ।

30. ମୁଁ ମିଛ କହୁନାହିଁ ।ଏବଂ ମୁଁ ଜାଣେ କେଉଁଟି ଭଲ ଓ ମନ୍ଦ।"

About ଆୟୁବ Chapter 6

Read ଆୟୁବ Chapter 6 online from the Holy Bible. This chapter is part of the Book of ଆୟୁବ in the Old Testament. Continue reading with the chapter navigation above or explore the complete book.

Book Information

Book: ଆୟୁବ
Chapter: 6
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଆୟୁବ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଆୟୁବ Chapter 6 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଆୟୁବ Chapter 6?

ଆୟୁବ Chapter 6 is part of the Book of ଆୟୁବ in the Holy Bible.

Can I read this chapter online?

Yes. You can read the complete ଆୟୁବ Chapter 6 online for free with easy chapter navigation.

More Chapters from ଆୟୁବ

  1. ଆୟୁବ Chapter 21
  2. ଆୟୁବ Chapter 23
  3. ଆୟୁବ Chapter 20
  4. ଆୟୁବ Chapter 2
  5. ଆୟୁବ Chapter 37
  6. ଆୟୁବ Chapter 35
  7. ଆୟୁବ Chapter 33

Explore More from ପୁରାତନ ନିୟମ

  1. ଗୀତସଂହିତା Chapter 88
  2. ଆଦି ପୁସ୍ତକ Chapter 22
  3. ଆୟୁବ Chapter 21
  4. ଗୀତସଂହିତା Chapter 104
  5. ଯୂନସ Chapter 4
  6. ଦ୍ୱିତୀୟ ବିବରଣ Chapter 6
  7. ଯିରିମିୟ Chapter 10

Related Chapters & Readings

  1. ନିହିମିୟା Chapter 5
  2. ଆଦି ପୁସ୍ତକ Chapter 30
  3. ଗୀତସଂହିତା Chapter 95
  4. ଗଣନା ପୁସ୍ତକ Chapter 25
  5. ଗୀତସଂହିତା Chapter 64
  6. ଯିଶାଇୟ Chapter 12
  7. ଯିହିଜିକଲ Chapter 5
Share Your Love

Leave a Reply

Your email address will not be published. Required fields are marked *