ଆୟୁବ Chapter 8

For English

Read ଆୟୁବ Chapter 8 Online

Read ଆୟୁବ Chapter 8 online from the Holy Bible. This chapter is part of the Book of ଆୟୁବ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆୟୁବ and the Holy Bible online.

Choose a Chapter

ଆୟୁବ 8

ଅଧ୍ୟାୟ 8

1. ବିଲ୍ଦଦ୍ ଶୂହୀଯକୁ ଉତ୍ତର ଦଇେ କହିଲା, ତୁମ୍ଭେ କେତକୋଳ ଏହିପରି କଥା କହିବ ?

2. "ତୁମ୍ଭର କଥାସବୁ ପ୍ରବଳ ବାଯୁ ତୁଲ୍ଯ ଅଟେ।

3. ପରମେଶ୍ବର କ'ଣ ବିଚାରର ବିପରୀତ କରନ୍ତି କି ? ଅଥବା ସର୍ବଶକ୍ତିମାନ ନ୍ଯାଯର ବିପରୀତ କରନ୍ତି କି ?

4. ଯଦି ତୁମ୍ଭର ପୁତ୍ର କନ୍ଯାଗଣ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କରିଅଛନ୍ତି, ସେଥିପାଇଁ ସେ ସମାନଙ୍କେୁ ସମାନଙ୍କେର ଅପରାଧ ପାଇଁ ଶାସ୍ତି ପ୍ରଦାନ କରିଛନ୍ତି।

5. କିନ୍ତୁ ବର୍ତ୍ତମାନ ଆୟୁବ ତୁମ୍ଭେ ପରମେଶ୍ବରଙ୍କୁ ଦେଖ ଏବଂ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପ୍ରାର୍ଥନା କର।

6. ଯଦି ତୁମ୍ଭେ ଶୁଦ୍ଧ ଓ ନିର୍ଦ୍ ଦୋଷ ତବେେ ସେ ନିଶ୍ଚିତ ଭାବରେ, ସେ ତୁମ୍ଭକୁ ସାହାୟ୍ଯ କରିବେ ଏବଂ ତୁମ୍ଭର ଯଥାର୍ଥ ବାସସ୍ଥାନକୁ ପୁନଃସ୍ଥାପନ କରିବେ।

7. ତୁମ୍ଭର ପ୍ରଥମ ଅବସ୍ଥା ଯାହା ଥିଲା ତାହାଠାରୁ ତୁମ୍ଭକୁ ସେ ଅଧିକ ଉନ୍ନତ କରିବେ।

8. ପ୍ରାଚୀନ କାଳର ଲୋକମାନଙ୍କୁ ପଚାର ଓ ସମାନଙ୍କେ ପୂର୍ବପୁରୁଷମାନେ ସମାନଙ୍କେୁ ଯାହା ଶିକ୍ଷା ଦଇେଥିଲେ, ତାକୁ ମନୋୟୋଗ ଦଇେ ଶୁଣ।

9. ଯାହା ଦଖାଯାେଉଛି, ସତେ ଯମେିତି ଆମ୍ଭେ ଗତକାଲି ଜନ୍ମ ଗ୍ରହଣ କରିଛୁ। ଆମ୍ଭେ କିଛି ଜାଣି ନାହୁଁ ପୃଥିବୀ ରେ ଆମ୍ଭର ଦିନ ଛାଯା ପରି।

10. ସହେି ପୂର୍ବର ଲୋକମାନେ ତୁମ୍ଭକୁ ଶିକ୍ଷା ଦବେେ। ସମାନେେ ଯାହା ଶିକ୍ଷା କରିଥିଲେ, ତୁମ୍ଭକୁ ତାହା ଶିକ୍ଷା ଦବେେ।

11. ବିଲଦଦ୍ ଉତ୍ତର ଦଲୋ, "ଶୁଖିଲା ଭୂମିରେ କ'ଣ ନଳବଣ ବଢ଼ିପା ରେ ? ଜଳବିନା କ'ଣ ସନ୍ତରା ବଢ଼ିପା ରେ।

12. ଯଦି ଜଳ ଶୁଖିୟାଏ, ସହେିସବୁ ବୃକ୍ଷ ମଧ୍ଯ ଶୁଖିୟିବ ଏପରିକି ଯେତବେେଳେ ସମାନେେ ବଢ଼ଥିଲା ବେଳେ ଅନ୍ୟ କୌଣସି ବୃକ୍ଷ ପୂର୍ବରୁ ସମାନେେ ଶୁଖି ୟାଆନ୍ତି।

13. ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଭୁଲି ୟାଆନ୍ତି ସମାନେେ ସହେି ଘାସ ସଦୃଶ। ପରମେଶ୍ବରଙ୍କୁ ଭୁଲି ୟାଇଥିବା ଲୋକର କୌଣସି ଆଶା ନ ଥାଏ।

14. ସେ ଲୋକର ଆଉ ୟିବା ପାଇଁ କିଛି ନାହିଁ। ତା'ର ସୁରକ୍ଷା ବୁଢ଼ିଆଣୀର ଜାଲପରି।

15. ସେ ଯଦି ତା' ଉପରେ ଆଉଜି ପଡ଼େ, ତାହା ଛିଣ୍ଡିୟିବ। ସେ ତାକୁ ଧରି ରଖିଲେ ଏହା ତାକୁ ଧରି ରଖି ପାରିବ ନାହିଁ।

16. ସହେି ବ୍ଯକ୍ତି ଏକ ଲତା ସଦୃଶ ୟିଏ ପ୍ରଚୁର ପାଣି ଓ ସୂର୍ୟ୍ଯ କିରଣ ରେ ବଢ଼େ। ତାହାର ଶାଖା ପ୍ରଶାଖା ସମସ୍ତ ଉଦ୍ୟାନ ରେ ବ୍ଯାପି ଥାଏ।

17. ଏହା ତା'ର ଚରେ ଦ୍ବାରା ଗଦାଏ ପଥରକୁ ଗୁଡ଼ାଇ ଦିଏ।

18. ଯଦି ସହେି ଲତାକୁ ତା'ର ନିଜ ସ୍ଥାନରୁ ବିଚ୍ଯୁତ କରାୟାଏ ଏହା ମରିୟିବ ଏବଂ କହେି ଜାଣିପାରିବେ ନାହିଁ। ପୂର୍ବରୁ ଏପରି ଏକ ଲତା ଏଠା ରେ ଥିଲା।

19. କିନ୍ତୁ ସେ ଗଛ ଖୁସି ଥିଲା। ତାହା ଜାଗା ରେ ଅନ୍ୟ ଏକ ଲତା ମାଡ଼ିବ।

20. ପରମେଶ୍ବର ଅନ୍ଯାଯସବୁକୁ କବେେ ପ୍ରତ୍ଯାଖ୍ଯାନ କରନ୍ତି ନାହିଁ କି ଦୁଷ୍ଟ ଲୋକକୁ ସାହାୟ୍ଯ କରନ୍ତି ନାହିଁ।

21. ପରମେଶ୍ବର ପୁଣି ତୁମ୍ଭ ମୁଖ ରେ ହସ ଫୁଟାଇବେ। ତୁମ୍ଭେ ଓଠ ରେ ଖୁସିର ଶବ୍ଦ ଭରି ଦବେେ।

22. ତୁମ୍ଭର ଶତ୍ରୁମାନେ ଲଜ୍ଜାର ପୋଷାକ ପିନ୍ଧିବେ ଓ ଦୁଷ୍ଟ ଲୋକର ଗୃହ ଗୁଡ଼ିକ ଧ୍ବଂସ ହବେ।"

About ଆୟୁବ Chapter 8

Read ଆୟୁବ Chapter 8 online from the Holy Bible. This chapter is part of the Book of ଆୟୁବ in the Old Testament. Continue reading with the chapter navigation above or explore the complete book.

Book Information

Book: ଆୟୁବ
Chapter: 8
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଆୟୁବ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଆୟୁବ Chapter 8 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଆୟୁବ Chapter 8?

ଆୟୁବ Chapter 8 is part of the Book of ଆୟୁବ in the Holy Bible.

Can I read this chapter online?

Yes. You can read the complete ଆୟୁବ Chapter 8 online for free with easy chapter navigation.

More Chapters from ଆୟୁବ

  1. ଆୟୁବ Chapter 21
  2. ଆୟୁବ Chapter 2
  3. ଆୟୁବ Chapter 41
  4. ଆୟୁବ Chapter 35
  5. ଆୟୁବ Chapter 26
  6. ଆୟୁବ Chapter 20
  7. ଆୟୁବ Chapter 17

Explore More from ପୁରାତନ ନିୟମ

  1. ପ୍ରଥମ ବଂଶାବଳୀ Chapter 5
  2. ଗୀତସଂହିତା Chapter 16
  3. ଯିରିମିୟ Chapter 20
  4. ଲେବୀୟ ପୁସ୍ତକ Chapter 19
  5. ଆଦି ପୁସ୍ତକ Chapter 25
  6. ଯିରିମିୟ Chapter 12
  7. ଗୀତସଂହିତା Chapter 89

Related Chapters & Readings

  1. ଲେବୀୟ ପୁସ୍ତକ Chapter 1
  2. ଦିତୀୟ ବଂଶାବଳୀ Chapter 5
  3. ଆଦି ପୁସ୍ତକ Chapter 5
  4. ଆଦି ପୁସ୍ତକ Chapter 27
  5. ପ୍ରଥମ ଶାମୁୟେଲ Chapter 13
  6. ଯିହୋଶୂୟ Chapter 8
  7. ଯୋହନ Chapter 15
Share Your Love

Leave a Reply

Your email address will not be published. Required fields are marked *