ଉପଦେଶକ Chapter 1

For English

Read ଉପଦେଶକ Chapter 1 Online

Read ଉପଦେଶକ Chapter 1 online from the Holy Bible. This chapter is part of the Book of ଉପଦେଶକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଉପଦେଶକ and the Holy Bible online.

Choose a Chapter

ଉପଦେଶକ 1

ଅଧ୍ୟାୟ 1

1. ଏହି ବାକ୍ଯଗୁଡ଼ିକ ହେଉଛି ଉପଦେଶକମାନଙ୍କର। ଉପଦେଶକ ହେଉଛନ୍ତି ୟିରୁଶାଲମର ରାଜା ଦାଉଦଙ୍କର ପୁତ୍ର,

2. ସମସ୍ତ ମୂଲ୍ଯହୀନ ଅଟେ, ଉପଦେଶକ କହନ୍ତି, ପୁରାପୁରି ମୂଲ୍ଯହୀନ, ସମସ୍ତ ମୂଲ୍ଯହୀନ ଅଟେ।

3. ମନୁଷ୍ଯ ସୂର୍ୟ୍ଯ ତଳେ, ଯାହା କିଛି ପରିଶ୍ରମ କରେ ସେଥିରୁ ସେ କ'ଣ ଲାଭ ପାଏ?

4. ଲୋକମାନେ ମରୁଛନ୍ତି ଏବଂ ନୂତନ ଲୋକମାନେ ଜନ୍ମ ନେଉଛନ୍ତି। କିନ୍ତୁ ପୃଥିବୀ ଚିରକାଳସ୍ଥାଯୀ।

5. ସୂର୍ୟ୍ଯ ଉଦଯ ହୁଅନ୍ତି, ସୂର୍ୟ୍ଯ ଅସ୍ତ ୟାନ୍ତି। ପୁଣି ଆପଣା ଉଦଯ ସ୍ଥାନକୁ ୟିବା ପାଇଁ ସତ୍ବର ହୁଅନ୍ତି।

6. ପବନ ଦକ୍ଷିଣ ଦିଗକୁ ବ ହେ, ପବନ ଉତ୍ତର ଦିଗକୁ ବ ହେ। ପବନ ନିଜ ପଥରେ ଘୁ ରେ ଓ ପବନ ଆପଣା ଚକ୍ରକୁ ପୁନର୍ବାର ଫେ ରେ।

7. ନଦୀ ସବୁ ସମୁଦ୍ରକୁ ବହିୟାନ୍ତି। ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ। ନଦୀସବୁ ନିଜ ନିଜ ଗମନ ସ୍ଥାନକୁ ପୁନର୍ବାର ଗମନ କରେ।

8. ସମଗ୍ର ବିଷଯ କ୍ଲାନ୍ତିପୂର୍ଣ୍ଣ ମନୁଷ୍ଯ ତାହା ବର୍ଣ୍ଣନା କରିପା ରେ ନାହିଁ। ତେଣୁ ଦର୍ଶନ ରେ ତୃପ୍ତ ନୁହେଁ କିଅବା କର୍ଣ୍ଣ ଶ୍ରବଣ ରେ ତୃପ୍ତି ନୁହେଁ।

9. ଯାହା ହାଇେଅଛି, ତାହାହିଁ ହବେ ଓ ଯାହା କରାୟାଇ ଅଛି, ତାହା ହିଁ କରାୟିବ। ସୂର୍ୟ୍ଯ ତଳେ କୌଣସି ବିଷଯ ନୂତନ ନୁହେଁ।

10. ଜଣେ ଲୋକ କ ହେ, " ଦେଖ, ଏହା ନୂଆ।" କିନ୍ତୁ ଏହି ବସ୍ତୁ ପୂର୍ବରୁ ରହି ଆସିଛି। ଆମ୍ଭମାନଙ୍କ ପୂର୍ବରୁ ଏହା ଥିଲା।

11. ପୂର୍ବକାଳିନ ଲୋକମାନଙ୍କ ବିଷଯ ରେ କିଛି ସ୍ମରଣ ନ ଥାଏ, କିଅବା ଭବିଷ୍ଯତକାଳ ରେ ଯେଉଁମାନେ ଉତ୍ପନ୍ନ ହବେେ ସମାନଙ୍କେ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ଯତ ଲୋକମାନଙ୍କ ମଧିଅରେ ନ ଥିବ।

12. ମୁଁ ଉପଦେଶକ ୟିରୁଶାଲମ ରେ ଇଶ୍ରାୟେଲର ଉପ ରେ ରାଜା ଥିଲି।

13. ମୁଁ ମନ ଯୋଗ କରି ଅଧ୍ଯଯନ ପାଇଁ ଏବଂ ଜ୍ଞାନ ଦ୍ବାରା ସବୁକିଛି ବୁଝିବା ପାଇଁ ଯାହା ସ୍ବର୍ଗତଳେ ହୁଏ। ଏହି କାର୍ୟ୍ଯ, ଯାହା ପରମେଶ୍ବର ମନୁଷ୍ଯମାନଙ୍କୁ ଦଇେଛନ୍ତି ବ୍ଯସ୍ତ ରହିବାକୁ ଅତି ଅପ୍ରିତିକର ଅଟେ।

14. ସୂର୍ୟ୍ଯ ତଳେ ଘଟୁଥିବା ସମସ୍ତ କାର୍ୟ୍ଯ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ ସବୁ ଅସାର, ପବନକୁ ଧରିବା ପରି।

15. ତୁମ୍ଭେ ଏସବୁ ପରିବର୍ତ୍ତନ କରିପାରିବ ନାହିଁ। ଯାହା ବଙ୍କା ତାହା ସଳଖ କରାୟାଇ ନ ପା ରେ। ଯାହା ସଠାେ ରେ ନାହିଁ ତୁମ୍ଭମାନେେ ତାହା ଗଣିପାରିବ ନାହିଁ।

16. ମୁଁ ନିଜକୁ ନିଜେ କ ହେ, "ମୁଁ ବଡ଼ ଜ୍ଞାନୀ ୟିରୁଶାଲମ ରେ ମାେ ପୂର୍ବରୁ ଯେଉଁ ରାଜା ଥିଲେ, ମୁଁ ସମାନଙ୍କେଠାରୁ ଜ୍ଞାନବାନ୍। ମୁଁ ବହୁତ ଜ୍ଞାନ ପ୍ରାପ୍ତ ହାଇେଅଛି। ମାରେ ହୃଦଯ ଜ୍ଞାନ ଓ ବିଦ୍ଯା ରେ ମହାନୁଭବୀ ହାଇେଅଛି?"

17. ତା'ପ ରେ ମୁଁ ଜ୍ଞାନ ଓ ବୁଦ୍ଧି, ପାଗଳାମି ଓ ବୋକାମି ବିଷଯ ରେ ଅଭିଜ୍ଞତା ହାସଲ କରିବା ପାଇଁ ନିଷ୍ପତ୍ତି ନଲେି। ଏବଂ ଏହାହିଁ ପବନର ପଶ୍ଚାତ୍ଧାବନ ବୋଲି ମୁଁ ଜାଣିଲି।

18. ବହୁତ ଜ୍ଞାନ ରେ ବହୁତ କ୍ଲେଶ ଥାଏ। ଯେ ବିଦ୍ଯା ବୃଦ୍ଧି କରେ ସେ ଦୁଃଖ ବୃଦ୍ଧି କରେ।

About ଉପଦେଶକ Chapter 1

Read ଉପଦେଶକ Chapter 1 online from the Holy Bible. This chapter is part of the Book of ଉପଦେଶକ in the Old Testament. Continue reading with the chapter navigation above or explore the complete book.

Book Information

Book: ଉପଦେଶକ
Chapter: 1
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଉପଦେଶକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଉପଦେଶକ Chapter 1 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଉପଦେଶକ Chapter 1?

ଉପଦେଶକ Chapter 1 is part of the Book of ଉପଦେଶକ in the Holy Bible.

Can I read this chapter online?

Yes. You can read the complete ଉପଦେଶକ Chapter 1 online for free with easy chapter navigation.

More Chapters from ଉପଦେଶକ

  1. ଉପଦେଶକ Chapter 10
  2. ଉପଦେଶକ Chapter 6
  3. ଉପଦେଶକ Chapter 5
  4. ଉପଦେଶକ Chapter 4
  5. ଉପଦେଶକ Chapter 3
  6. ଉପଦେଶକ Chapter 12
  7. ଉପଦେଶକ Chapter 7

Explore More from ପୁରାତନ ନିୟମ

  1. ଆୟୁବ Chapter 2
  2. ପ୍ରଥମ ବଂଶାବଳୀ Chapter 17
  3. ଆୟୁବ Chapter 39
  4. ଯିଶାଇୟ Chapter 34
  5. ରୂତର ବିବରଣ Chapter 4
  6. ମୀଖା Chapter 7
  7. ଦାନିଏଲ Chapter 12

Related Chapters & Readings

  1. ଆଦି ପୁସ୍ତକ Chapter 39
  2. ମାର୍କ Chapter 7
  3. ପ୍ରଥମ ରାଜାବଳୀ Chapter 21
  4. ଯିହୋଶୂୟ Chapter 7
  5. ଦ୍ୱିତୀୟ ବିବରଣ Chapter 18
  6. ପ୍ରଥମ ଶାମୁୟେଲ Chapter 2
  7. ଗୀତସଂହିତା Chapter 145
Share Your Love

Leave a Reply

Your email address will not be published. Required fields are marked *