Read ଉପଦେଶକ Chapter 2 Online
Read ଉପଦେଶକ Chapter 2 online from the Holy Bible. This chapter is part of the Book of ଉପଦେଶକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଉପଦେଶକ and the Holy Bible online.
Choose a Chapter
ଉପଦେଶକ 2
ଅଧ୍ୟାୟ 2
1. ମୁଁ ନିଜକୁ ନିଜେ କହିଲି, " ମାେତେ ଉପଭୋଗ ପାଇଁ ଚେଷ୍ଟା କରିବାକୁ ଦିଅ। ଆନନ୍ଦ ମାେତେ କଣ ଦଇେ ପାରିବ, ମାେତେ ଦେଖିବାକୁ ଦିଅ।" କିନ୍ତୁ ମୁଁ ଯାହା ଶିକ୍ଷା କଲି ତାହା ଅର୍ଥହୀନ।
2. ସର୍ବଦା ହସିବା ମୂର୍ଖାମି ଅଟେ। ଖୁସି ରହି କ'ଣ ଲାଭ ?
3. ଜଣେ ମୂର୍ଖ ପରି ମାତାଲ୍ ହବୋ ପର୍ୟ୍ଯନ୍ତ ମୁଁ ସ୍ଥିର କଲି ଦ୍ରାକ୍ଷାରସ ପିଇବା ପାଇଁ ଚେଷ୍ଟା କରିବି। ଯଦିଓ ସବୁବେଳେ ମାରେ ମନ ବୁଦ୍ଧିର ସହିତ ମାେତେ ପରିଚାଳନା କରୁଛି। ମୁଁ ଦେଖିବା ପାଇଁ ଚାହିଁଲି। ଏହା କରିବା କ'ଣ ପୃଥିବୀର ଲୋକମାନଙ୍କ ପାଇଁ ମୂଲ୍ଯହୀନ।
4. ଏହାପ ରେ ମୁଁ ଆପଣା ନିମନ୍ତେ ମହତ ମହତ କର୍ମମାନ କଲି। ମୁଁ ଗୃହମାନ ନିର୍ମାଣ କଲି, ମୁଁ ଅନକେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି।
5. ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି ତହିଁ ମଧିଅରେ ସର୍ବପ୍ରକାର ଫଳ ବୃକ୍ଷ ରୋପଣ କଲି।
6. ମୁଁ ହରିତ୍ ବୃକ୍ଷର ବନ ରେ ଜଳ ସଚେନ ପାଇଁ ପୁଷ୍କରିଣୀମାନ ଖୋଳାଇଲି।
7. ମୁଁ ଦାସଦାସୀ ମାନଙ୍କୁ କ୍ରଯ କଲି ଓ ମାରଦୋସଗଣ ଥିଲେ, ଯେଉଁମାନେ ମାେ ଘ ରେ ଜନ୍ମ ହାଇେଥିଲେ ଓ ଆହୁରି ମାେ ପୂର୍ବେ ୟିରୁଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମାରେ ଗୋମଷୋଦି ପଲ ଅଧିକ ଥିଲା।
8. ମୁଁ ରୂପା ଓ ସୁନା ଏବଂ ନାନା ରାଜାର ଓ ନାନା ପ୍ରଦେଶର ବହୁତ ସମ୍ପତ୍ତି ସଂଗ୍ରହ କଲି, ମୁଁ ଗାଯକ ଓ ଗାଯିକା ଆଉ ମନୁଷ୍ଯ ତୁଷ୍ଟିକାରିଣୀ ଅନକେ ଉପପତ୍ନୀ ପାଇଲି।
9. ଏହିପରି ମାେ ପୂର୍ବେ ୟିରୁଶାଲମ ରେ ଯେଉଁମାନେ ଥିଲେ, ସେ ସମସ୍ତଙ୍କ ଅପେକ୍ଷା ଶକ୍ତିଶାଳୀ ଧନୀ ହଲିେ। ମାରେଜ୍ଞାନ ଏହି ସବୁ ରେ ମାେତେ ସାହାୟ୍ଯ କଲା।
10. ମାରେ ଆଖି ଯାହା ଦେଖିଲା, ମୁଁ ତାହାକୁ ସ୍ମରଣ କଲି। ମୁଁ ଆପଣା ହୃଦଯକୁ କୌଣସି ସୁଖ ଭୋଗରୁ ଅଭାବ କଲି ନାହିଁ। କାରଣ ମାହେର ସମସ୍ତ ପରିଶ୍ରମ ସକାଶୁଁ ମାହେର ହୃଦଯ ଆନନ୍ଦ କଲା। ମାହେର ସକଳ ପରିଶ୍ରମରୁ ଏହା ମାହେର ଅଂଶ ଥିଲା।
11. ତହୁଁ ମାହେର ହସ୍ତ ଯେଉଁ ସମସ୍ତ କାର୍ୟ୍ଯ କରିଥିଲା ଓ ଯେଉଁ ପରିଶ୍ରମ ମୁଁ କରିଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି ଏବଂ ଦେଖିଲି ଯେ, ସବୁ ଅସାର ଓ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି ଏବଂ ସୂର୍ୟ୍ଯ ତଳେ କୌଣସି ଲାଭ ନ ଥିଲା।
12. ରାଜା ଯାହା କରିପାରିବ ଅନ୍ୟ କହେି ଏପରି କରିପାରିବ ନାହିଁ। ତୁମ୍ଭେ ଯାହା କରିବା ପାଇଁ ଚାହୁଁଛ ବହୁତ ରାଜା ତାହା କରିସାରିଛନ୍ତି। ତା'ପ ରେ ମୁଁ ଆଉଥରେ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ବିଷଯ ରେ ଭାବିବାକୁ ଲାଗିଲି।
13. ତେଣୁ ମୁଁ ଦେଖିଲି, ଯେପରି ଅନ୍ଧାର ଅପେକ୍ଷା ଆଲୋକ ଉତ୍ତମ, ସହେିପରି ଜ୍ଞାନ ଅଜ୍ଞାନତାଠାରୁ ଭଲ।
14. ଜ୍ଞାନବାନ ବ୍ଯକ୍ତି ଆଲୋକରେ ଗମନ କରେ, ମାତ୍ର ମୂର୍ଖ ବ୍ଯକ୍ତି ଅନ୍ଧକାର ରେ ଗମନ କରେ। କିନ୍ତୁ ମୁଁ ଦେଖିଲି ଏକପ୍ରକାର ଘଟଣା ଉଭୟ ଜ୍ଞାନୀମାନଙ୍କ ଓ ମୂର୍ଖମାନଙ୍କ ପାଇଁ ଘଟୁଛି। ଶଷେ ରେ ଉଭୟ ମୃତ୍ଯୁବରଣ କରନ୍ତି।
15. ତେଣୁ ମୁଁ ଆପଣା ମନେ ମନେ କହିଲି,"ମୂର୍ଖ ପ୍ରତି ଯେପରି ଘଟେ, ମାେ ପ୍ରତି ହିଁ ସହେିପରି ଘଟିବ। ତବେେ ମୁଁ କାହିଁକି ଅଧିକ ଜ୍ଞାନବାନ ହଲିେ।" ତେଣୁ ମୁଁ ଭାବିଲି, "ଏହା ମଧ୍ଯ ଅସାର।'3
16. ଯେପରି ମୂର୍ଖର, ସହେିପରି ଜ୍ଞାନବାନ ଲୋକର ସ୍ମରଣ ସର୍ବଦା ନ ଥାଏ। କାରର ଭବିଷ୍ଯତ ରେ, ସମସ୍ତେ ବିସ୍ମୃତ ହାଇେ ୟାଇଥିବେ। କଣେ ଜ୍ଞାନୀ ଲୋକକୁ କିପରି ମୂର୍ଖ ଲୋକ ପରି ମରିବା ପାଇଁ ଅନୁମତି ଦିଆୟିବ?
17. ସେଥିପାଇଁ ମୁଁ ଜୀବନକୁ ଘୃଣା କଲି। ସେଥି ନିମନ୍ତେ ମୁଁ ଅନୁଭବ କଲି, ସୂର୍ୟ୍ଯତଳେ ସମସ୍ତ ବିଷଯ ମନ୍ଦ। କାରଣ ଅର୍ଥହୀନ ଏବଂ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି।
18. ସୂର୍ୟ୍ଯତଳେ ମୁଁ ୟହିଁ ରେ ପରିଶ୍ରାନ୍ତ ହଲିେ, ମାହେର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି, କାରଣ ମାରେଉତ୍ତରାଧିକାରୀ ପାଇଁ ତାହା ସବୁ ଛାଡ଼ି ୟିବାକୁ ହବେ।
19. କହେି ଜଣେ ସବୁକିଛି ନିଯନ୍ତ୍ରଣ କରିବ, ଯାହା ପାଇଁ ମୁଁ ପରିଶ୍ରମ କରିଛି। ଏଇ ଜୀବନ ରେ ମୁଁ ଜ୍ଞାନ ବଳ ରେ ସବୁକିଛି ପାଇଛି। ସେ ଲୋକ ଜ୍ଞାନୀ କିଅବା ମୂର୍ଖ ହବେ, ଏହା ମୁଁ ଜାଣେ ନାହିଁ। ଏହା ମଧ୍ଯ ଅସାର ଅଟେ।
20. ତେଣୁ ସୂର୍ୟ୍ଯ ତଳେ ମୁଁ ଯେଉଁ ପରିଶଯମ ରେ ପରିଶ୍ରାନ୍ତ ହଲିେ, ସେ ସବୁ ବିଷଯ ରେ ଆପଣା ଅନ୍ତକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହଲିେ।
21. କାରଣ ଜଣେ ବ୍ଯକ୍ତି ଜ୍ଞାନ, ବିଦ୍ଯା ଓ ଦକ୍ଷତା ସହିତ ପରିଶ୍ରମ କରେ, ତଥାପି ଯେଉଁ ବ୍ଯକ୍ତି ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ି ୟିବ। ଏ ମଧ୍ଯ ଅସାର ଏବଂ ପବନକୁ ଧରିବା ପରି।
22. ସୂର୍ୟ୍ଯ ତଳେ ଜଣେ ମନୁଷ୍ଯ ପରିଶ୍ରମ କରି ଓ ହୃଦଯକୁ ଦୁଃଖ ଦଇେ କ'ଣ ପାଏ ?
23. କାରଣ ତାହାର ଦିନସବୁ କବଳେ ଦୁଃଖମଯ ଓ ତାହାର ଆଯାସ ମନସ୍ତାପ ଜନକ ଅଟେ। ରାତ୍ରି ରେ ହିଁ ତା'ର ହୃଦଯ ବିଶ୍ରାମ ପାଏ ନାହିଁ। ଏହା ମଧ୍ଯ ଅସାର।
24. ଏପରି କହେି ଲୋକ ଅଛି କି ଯେ କହେି ମାଠାରୁେ ସୁଖୀ ହବୋ ପାଇଁ ଅଧିକ ଚେଷ୍ଟା କରିଛି। ଏବଂ ଏହା ଯାହା ମୁଁ ଶିକ୍ଷା କରିଛି, ଏହା ହେଉଛି ସବୁଠାରୁ ଭଲକଥା ଖାଇବା ପିଇବା, ଏବଂ କରିଥିବା କାର୍ୟ୍ଯକୁ ଉପଭୋଗ କରିବା। ମୁଁ ଦେଖୁଛି ଯେ, ଏହା ପରମେଶ୍ବରଙ୍କଠାରୁ ଆ ସେ।
26. ପରମେଶ୍ବର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ବର ତାହାକୁ ଜ୍ଞାନ, ବିଦ୍ଯା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ବର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାଯିତ୍ବ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାଯୁକୁ ଧରିବା ପରି।
About ଉପଦେଶକ Chapter 2
Read ଉପଦେଶକ Chapter 2 online from the Holy Bible. This chapter is part of the Book of ଉପଦେଶକ in the Old Testament. Continue reading with the chapter navigation above or explore the complete book.
Book Information
Book: ଉପଦେଶକ
Chapter: 2
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଉପଦେଶକ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଉପଦେଶକ Chapter 2 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଉପଦେଶକ Chapter 2?
ଉପଦେଶକ Chapter 2 is part of the Book of ଉପଦେଶକ in the Holy Bible.
Can I read this chapter online?
Yes. You can read the complete ଉପଦେଶକ Chapter 2 online for free with easy chapter navigation.
More Chapters from ଉପଦେଶକ
- ଉପଦେଶକ Chapter 10
- ଉପଦେଶକ Chapter 7
- ଉପଦେଶକ Chapter 5
- ଉପଦେଶକ Chapter 3
- ଉପଦେଶକ Chapter 4
- ଉପଦେଶକ Chapter 12
- ଉପଦେଶକ Chapter 11
Explore More from ପୁରାତନ ନିୟମ
- ଆଦି ପୁସ୍ତକ Chapter 5
- ଗୀତସଂହିତା Chapter 33
- ପ୍ରଥମ ବଂଶାବଳୀ Chapter 22
- ଆଦି ପୁସ୍ତକ Chapter 19
- ଯିରିମିୟ Chapter 21
- ପ୍ରଥମ ଶାମୁୟେଲ Chapter 6
- ଗୀତସଂହିତା Chapter 87