Read ଗଣନା ପୁସ୍ତକ Chapter 16 Online
Read ଗଣନା ପୁସ୍ତକ Chapter 16 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗଣନା ପୁସ୍ତକ and the Holy Bible online.
Choose a Chapter
ଗଣନା ପୁସ୍ତକ 16
ଅଧ୍ୟାୟ 16
1. ଲବେୀୟ ଏକ ବଂଶଧର କୋରହ, କୋରହ ୟିଷହରର ପୁତ୍ର, ତା'ର ପିତା କହାତ ଏବଂ ରୂବନରେ ତିନିଜଣ ମଧ୍ଯରୁ ଦାଥନ ଓ ଅବୀରାମ, ଇଲିଯାବର ଦୁଇ ପୁତ୍ର ପଲତରେ ପୁତ୍ର ଓନ୍।
2. ଇଶ୍ରାୟେଲର ଲୋକମାନଙ୍କର 250 ଜଣ ନତେୃର୍ବଗ ମାଶାଙ୍କେ ବିରୁଦ୍ଧ ରେ ଗଲେ।
3. ସମାନେେ ଏକତ୍ର ହାଇେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ କହିଲେ, "ତୁମ୍ଭମାନେେ ନିଜକୁ ବହୁତ ଗୁରୁତର ଦଖାଇେଲ। ମଣ୍ତଳୀର ପ୍ରେତ୍ୟକକ ବ୍ଯକ୍ତି ପବିତ୍ର ଓ ସଦାପ୍ରଭୁ ସମାନଙ୍କେ ମଧିଅରେ ବାସ କରୁଛନ୍ତି। ତୁମ୍ଭମାନେେ ସଦାପ୍ରଭୁଙ୍କ ମଣ୍ତଳି ଉପରେ କାହିଁକି ପ୍ରଭୁତ୍ବ ଦଖାେଉଛ?"
4. ତା'ପରେ ମାଶାେ ଏହା ଶୁଣି ନିଜକୁ ନମ୍ର କରି ମୁହଁ ମାଡି ପଡି ରହିଲେ।
5. ତା'ପରେ ମାଶାେ କୋରହକୁ ଓ ତାଙ୍କର ସମସ୍ତ ଅନୁଗାମୀମାନଙ୍କୁ କହିଲେ, "ସଦାପ୍ରଭୁ କାଲି ଦଖାଇବେେ, ୟିଏ ପ୍ରକୃତ ରେ ତାଙ୍କ ଲୋକ ଓ ୟିଏ ପ୍ରକୃତ ରେ ପବିତ୍ର। ଆଉ ସେ ତାକୁ ନିଜ ପାଖକୁ ଆଣିବେ, ଯାହାକୁ ସେ ପସନ୍ଦ କରନ୍ତି।
6. ହେ କୋରହ, ତୁମ୍ଭେ ଓ ତୁମ୍ଭର ଅନୁଗାମି ମାନେ ଏହା କରିବା ଉଚିତ। ବିଶଷେ ଅଙ୍ଗାରଧାନୀ ନିଅ।
7. କାଲି ତହିଁରେ ଅଗ୍ନି ଦିଅ। ସଦାପ୍ରଭୁଙ୍କ ସମ୍ମୁଖ ରେ ତହିଁ ଉପରେ ଧୂପ ଥୁଅ। ତହିଁରେ ସଦାପ୍ରଭୁ ଯେଉଁ ବ୍ଯକ୍ତିଟି ମନୋନୀତ କରିବେ ସହେି ପବିତ୍ର ହବେ। ହେ ଲବେୀର ପୁତ୍ରମାନେ ତୁମ୍ଭମାନେେ ବହୁ ଦୂରକୁ ଚାଲି ୟାଇଛ, ତୁମ୍ଭମାନେେ ଭ୍ରାନ୍ତିପୂର୍ଣ।"
8. ଆଉ ମାଶାେ କୋରହକୁ କହିଲେ, " ହେ ଲବେୀର ସନ୍ତାନଗଣ, ତୁମ୍ଭମାନେେ ଟିକିଏ ଶୁଣ।
9. ଇଶ୍ରାୟେଲର ପରମେଶ୍ବର ତୁମ୍ଭମାନଙ୍କୁ ଇଶ୍ରାୟେଲ ମଣ୍ତଳୀରୁ ପୃଥକ କରି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିମନ୍ତେ ନିଯୋଜିତ କରିଛନ୍ତି ଓ ତୁମ୍ଭମାନଙ୍କ ମଣ୍ତଳୀ ସମ୍ମୁଖ ରେ ଠିଆ ହାଇେ ସବୋ କରିବାପାଇଁ ଆପଣା ନିକଟବର୍ତ୍ତୀ କରିଛନ୍ତି। ଏହା ତୁମ୍ଭମାନଙ୍କ ପାଇଁ ୟଥେଷ୍ଟ ନୁହଁ କି?
10. ସଦାପ୍ରଭୁ ତୁମ୍ଭଙ୍କୁ ଓ ତୁମ୍ଭର ସମସ୍ତ ଲବେୀ ସନ୍ତାନଗଣଙ୍କୁ ସାହାୟ୍ଯ କରିବାକୁ ତାଙ୍କର ନିକଟବର୍ତ୍ତୀ କରିଅଛନ୍ତି। ଏହା କ'ଣ ତୁମ୍ଭମାନଙ୍କ ପକ୍ଷ ରେ କ୍ଷୁଦ୍ର କଥା? ଆଉ ତୁମ୍ଭମାନେେ ଯାଜକ ହବୋକୁ ଚେଷ୍ଟା କରୁଛ?
11. ତୁମ୍ଭେ ଓ ତୁମ୍ଭର ଅନୁଗାମୀଗଣ ଦଳ ବାନ୍ଧି ସଦାପ୍ରଭୁଙ୍କ ବିରୁଦ୍ଧ ରେ ୟାଇଅଛ। ହାରୋଣ କିଛି ଅବିଧି କରିନାହାଁନ୍ତି। ମାତ୍ର ତୁମ୍ଭମାନେେ ତାଙ୍କର ବିପକ୍ଷ ରେ ଅଭିଯୋଗ କରିଅଛ।"
12. ତା'ପରେ ମାଶାେ ଇଲୀଯାବର ପୁତ୍ର ଦାଥନକୁ ଓ ଅବୀରାମକୁ ଡାକିବାକୁ ଲୋକ ପଠାଇଲେ; ମାତ୍ର ସମାନେେ କହିଲେ, "ଆମ୍ଭମାନେେ ୟିବା ନାହିଁ।
13. ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତର ରେ ମାରିବାକୁ ଆଣିଅଛ। ଏହା କ'ଣ କ୍ଷୁଦ୍ର ବିଷଯ? ଆହୁରି ତୁମ୍ଭେ ନିଜକୁ ଆମ୍ଭମାନଙ୍କ ଉପରେ ଶାସକ ହବୋକୁ ଚାହୁଁଛ।
14. ଆମ୍ଭେ କାହିଁକି ତୁମ୍ଭକୁ ମାନିବୁ? ତୁମ୍ଭେତ ଆମ୍ଭମାନଙ୍କୁ ଦୁଗ୍ଧମଧୁ ପ୍ରବାହୀ ଦେଶକୁ ଆଣି ନାହଁ? ତୁମ୍ଭେ ତ ଆମ୍ଭମାନଙ୍କୁ ଏକ ଉର୍ବର ଅଞ୍ଚଳକୁ ଆଣି ନାହିଁ, ଯେଉଁଠା ରେ ଆମ୍ଭମାନେେ ଶସ୍ଯ କ୍ଷେତ୍ର ଓ ଦ୍ରାକ୍ଷା କ୍ଷେତ୍ରର ଅଧିକାର ପାଇବୁ। ତୁମ୍ଭେ ଏହି ମନୁଷ୍ଯମାନଙ୍କୁ ଠକିବ କି? ନା ଆମ୍ଭମାନେେ ଯାଉ ନାହୁଁ।"
15. ତେଣୁ ମାଶାେ ଅତ୍ଯନ୍ତ କୋରଧାନ୍ବିତ ହେଲେ, ସେ ସଦାପ୍ରଭୁଙ୍କୁ କହିଲେ, "ମୁଁ ଏହି ଲୋକମାନଙ୍କର କିଛି କ୍ଷତି କରିନାହିଁ, ମୁଁ ସମାନଙ୍କେଠାରୁ ଗୋଟିଏ ଗଧ ମଧ୍ଯ ନଇନୋହିଁ। ତେଣୁ ତୁମ୍ଭେ ଏମାନଙ୍କର ନବୈେଦ୍ଯ ଗ୍ରହଣ କରନାହିଁ।"
16. ତା'ପରେ ମାଶାେ କୋରହକୁ କହିଲେ, "କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସଦାପ୍ରଭୁଙ୍କ ସମ୍ମୁଖ ରେ ଛିଡା ହୁଅ। ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମି ଓ ସଠାେରେ କାଲି ରହିବା ଉଚିତ୍।
17. ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକ ନିଜନିଜ ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଦିଅ। ପୁଣି ସମାନଙ୍କେୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣ। ପ୍ରେତ୍ୟକକ 250 ପୁରୁଷ ଏହା କରିବା ଉଚିତ୍। ତୁମ୍ଭେ ଏବଂ ହାରୋଣ ପ୍ରେତ୍ୟକକ ଗୋଟିଏ ଗୋଟିଏ ଅଙ୍ଗାରଧାନୀ ଆଣିବା ଉଚିତ୍।"
18. ତେଣୁ ସମାନେେ ପ୍ରେତ୍ୟକକ ନିଜନିଜ ବିଶଷେ ଅଙ୍ଗାରଧାନୀ ନଇେ ତହିଁରେ ଅଗ୍ନି ଦେଲେ। ପୁଣି ତାହା ଉପରେ ଧୂପ ଥୋଇ ମାଶାେ ଓ ହାରୋଣଙ୍କ ସହିତ ସମାଗମ ତମ୍ବୁ ନିକଟରେ ଠିଆ ହେଲେ।
19. ପୁଣି କୋରହ ସମସ୍ତ ମଣ୍ତଳୀକି ଏକତ୍ରିତ କରି ସମାଗମ ତମ୍ବୁଦ୍ବାର ନିକଟରେ ସମାନଙ୍କେ ପ୍ରତିକୂଳ ରେ ଉପସ୍ଥିତ ହେଲେ, ସେତବେେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ମହିମା ଆର୍ବିଭାବ ହେଲା।
20. ଅନନ୍ତର ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ,
21. "ତୁମ୍ଭମାନେେ ଏହି ମଣ୍ତଳୀଠାରୁ ପୃଥକ ହୁଅ, ଆମ୍ଭେ ଏକ ନିମିଷ ରେ ସମାନଙ୍କେ ସଂହାର କରିବା।"
22. ତହୁଁ ସମାନେେ ମୁହଁ ମାଡି ପଡି କହିଲେ, " ହେ ପରମେଶ୍ବର, ତୁମ୍ଭେ ଜାଣ ସମସ୍ତ ଲୋକମାନେ କଣ ଚିନ୍ତା କରୁଛନ୍ତି, ଯଦି ମଣ୍ତଳିର କହେି ପାପ କରେ, ସମସ୍ତ ମଣ୍ତଳିକୁ ଉତ୍ପିଡୀନ କରିବା ଉଚିତ୍ କି?"
23. ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
24. "ତୁମ୍ଭେ ମଣ୍ତଳୀକୁ କୁହ, କୋରହ, ଦାଥନ ଓ ଅବୀରାମର ତମ୍ବୁଠାରୁ ଚାଲି ୟାଆନ୍ତୁ।"
25. ମାଶାେ ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ। ଇଶ୍ରାୟେଲର ନତେୃବର୍ଗ ସମାନଙ୍କେୁ ଅନୁସରଣ କଲେ।
26. ତହୁଁ ମାଶାେ ମଣ୍ତଳୀକି କହିଲେ, "ବିନଯ କରୁଅଛ ତୁମ୍ଭମାନେେ ଏହି ଦୁଷ୍ଟ ଲୋକମାନଙ୍କ ଛାଉଣୀରୁ ଉଠିୟାଅ ଏବଂ ସମାନଙ୍କେର କିଛି ମାତ୍ର ସ୍ପର୍ଶ କରନାହିଁ। ନଚେତ୍ ତୁମ୍ଭମାନେେ ସମାନଙ୍କେ ପାପ ଲାଗି ବିନଷ୍ଟ ହବେ।"
27. ଏଥି ରେ ଲୋକମାନେ କୋରହ, ଦାଥନ ଓ ଅବୀରାମର ପବିତ୍ର ତମ୍ବୁ ଠାରୁ ଚାଲିଗଲେ। ଦାଥନ ଓ ଅବୀରାମ ବାହାରକୁ ଆସି ନିଜ ନିଜ ସ୍ତ୍ରୀ, ପୁତ୍ର ଓ ପାଲାମାନଙ୍କ ସହିତ ନିଜ ନିଜ ତମ୍ବୁର ଫାଟକରେ ଠିଆ ହେଲେ।
28. ତା'ପରେ ମାଶାେ କହିଲେ, "ମୁଁ ତୁମ୍ଭମାନଙ୍କୁ ପ୍ରମାଣ ଦବେି ଯେ ସଦାପ୍ରଭୁ ମାେତେ ଏସବୁ କରିବା ପାଇଁ ପଠାଇ ଅଛନ୍ତି, ମୁଁ ନିଜ ମନରୁ କିଛି କରୁନାହିଁ ବୋଲି ତୁମ୍ଭମାନେେ ଜାଣିବ।
29. ଯଦି ଏହି ଲୋକମାନେ ସ୍ବାଭାବିକ ଭାବରେ ମରନ୍ତି, ତବେେ ବୁଝିବେ ସଦାପ୍ରଭୁ ମାେତେ ପଠାଇନାହାନ୍ତି।
30. ମାତ୍ର ସଦାପ୍ରଭୁ ଯବେେ କୌଣସି ନୂତନ କର୍ମ କରନ୍ତି, ଆଉ ପୃଥିବୀ ଆପଣା ମୁଖ ବିସ୍ତାର କରି ସମାନଙ୍କେୁ ଓ ସମାନଙ୍କେ ସର୍ବସ୍ବ ଗ୍ରାସ କରେ, ସମାନଙ୍କେୁ ଜିଅନ୍ତା କବର ଦିଅ, ତବେେ ତୁମ୍ଭେ ମା ହୃଦବୋଧ କରିବ ଯେ, ସମାନେେ ସଦାପ୍ରଭୁଙ୍କୁ କଳୁଷିତ କରିଅଛନ୍ତି।"
31. ମାଶାେ ତାଙ୍କର ଏହି ବକ୍ତବ୍ଯ ଶଷେ କରିବା ମାତ୍ ରେ ସମାନଙ୍କେ ଅଧଃସ୍ଥ ଭୂମି ଫାଟିଗଲା।
32. ପୁଣି ପୃଥିବୀ ଆପଣା ମୁଖ ବିସ୍ତାର କରି ସମାନଙ୍କେୁ ଓ ସମାନଙ୍କେ ପରିବାରକୁ ଆଉ କୋରହର ସପକ୍ଷ ଲୋକଙ୍କୁ ଓ ସମାନଙ୍କେର ସକଳ ସମ୍ପତ୍ତି ଗ୍ରାସ କଲା।
33. ଏହିରୂପେ ସମାନେେ ଜିଅନ୍ତା କବର ନେଲେ ଓ ପୃଥିବୀ ସମାନଙ୍କେୁ ଚାପି ଦଲୋ। ଏଥି ରେ ସମାନେେ ମଣ୍ତଳିରୁ ପୋଛି ହାଇଗେଲେ।
34. ଏଥି ରେ ଇଶ୍ରାୟେଲ ଲୋକମାନେ ସମାନଙ୍କେର କରୁଣ ଚିତ୍କାର ଶୁଣି ଏଣେ ତଣେେ ପଳାଯନ କଲେ। ଆଉ ସମାନେେ କହିଲେ, "ପୃଥିବୀ ଆମ୍ଭମାନଙ୍କୁ ମଧ୍ଯ ଗ୍ରାସ କରିବ।"
35. ଏହାପରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହାଇେ ସହେି 250ଧୁପ ଉତ୍ସର୍ଗକାରୀଙ୍କୁ ଗ୍ରାସ କଲା।
36. ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
37. "ଯାଜକ ହାରୋଣର ପୁତ୍ର ଇଲୀଯାସରକୁ କୁହ, ସେ ଅଗ୍ନି ମଧ୍ଯରୁ ସହେି ସମସ୍ତ ବିଶଷେ ଅଙ୍ଗାରଧାନୀ ବାହାର କରିଦେଉ। ସେ ପାଉଁଶକୁ ସଠାେରେ ବିଞ୍ଚିଦେଉ। ସମାନେେ ମାେ ବିରୁଦ୍ଧ ରେ ପାପ କରିଥିଲେ, ତେଣୁ ସମାନଙ୍କେର ଜୀବନ ଗଲା। ମାତ୍ର ସହେି ବିଶଷେ ଅଙ୍ଗାରଧାନୀ ଗୁଡିକ ପବିତ୍ର କାରଣ ସଗେୁଡିକ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାୟାଇଥିଲା। ଏଣୁ ସେସବୁକୁ ପିଟାପାତ୍ର କରାଯାଉ ଓ ତାହା ୟଜ୍ଞବଦେୀର ଆଚ୍ଛାଦକ ନିମନ୍ତେ ବ୍ଯବହୃତ ହେଉ। ଏହିସବୁ ଇଶ୍ରାୟେଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ବରୂପ ହବେ।"
39. ତେଣୁ ଇଲୀଯାସର ସହେି ଦଗ୍ଧ ଲୋକମାନଙ୍କର କଂସାର ଅଙ୍ଗାରଧାନୀ ଏକତ୍ରିତ କଲା। ସମାନେେ ୟଜ୍ଞବଦେୀର ଧାତୁ ଆଚ୍ଛାଦକ ରୂପେ ଏହାକୁ ପିଟି କଲେ।
40. ଏହି ଧାତୁ ଆଚ୍ଛାଦକ ଇଶ୍ରାୟେଲର ଲୋକମାନଙ୍କୁ ମନେପକାଇ ଦିଏ ଯେ, ହାରୋଣ ପରିବାର ବ୍ଯତୀତ ଅନ୍ୟ କହେି ସଦାପ୍ରଭୁଙ୍କ ସମ୍ମୁଖ ରେ ଧୂପ ଜାଳି ପାରିବେ ନାହିଁ। ଯଦି ଅନ୍ୟ କହେି ଏହି ସବେି କରିବ, ସେ କୋରହଙ୍କୁ ପରିବାରବର୍ଗ ପରି ହବେ ବୋଲି ଯାହା ମାଶାଙ୍କେ ଦ୍ବାରା ସଦାପ୍ରଭୁ ଜଣାଇ ଥିଲେ।
41. ତା' ପରଦିନ ଇଶ୍ରାୟେଲ ସମସ୍ତ ଲୋକମାନେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ ଅଭିଯୋଗ କରି କହିଲେ ଯେ , " ସମାନେେ ସଦାପ୍ରଭୁଙ୍କ ଲୋକମାନଙ୍କୁ ହତ୍ଯା କଲେ।"
42. ଯେତବେେଳେ ଲୋକମାନେ ମାଶାେ ଓ ହାରୋଣ ବିରୁଦ୍ଧ ରେ ଏକତ୍ରୀତ ହେଲେ, ସମାନେେ ବୁଲିପଡିଲେ ଓ ସମାଗମ ତମ୍ବୁକୁ ଦେଖିଲେ ଯେ, ତାହା ମେଘ ରେ ଆଛାଦିତ ହାଇେଥିଲା ଏବଂ ସଦାପ୍ରଭୁଙ୍କର ମହୀମା ଦଖାଯାେଉଥିଲା।
43. ତା'ପରେ ମାଶାେ ଓ ହାରୋଣ ସମାଗମ ତମ୍ବୁ ସମ୍ମୁଖକୁ ଆସିଲେ।
44. ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
45. "ତୁମ୍ଭମାନେେ ଏହି ମଣ୍ତଳୀ ମଧ୍ଯରୁ ଉଠିୟାଅ, ଆମ୍ଭେ ଏକା ନିମିଷ ରେ ସମାନଙ୍କେୁ ସଂହାର କରିବା।" ଏଥି ରେ ମାଶାେ ଓ ହାରୋଣ ମୁହଁ ମାଡି ପଡିଲେ।
46. ତା'ପରେ ମାଶାେ ହାରୋଣଙ୍କୁ କହିଲେ, "ତୁମ୍ଭେ ପିତ୍ତଳର ଅଙ୍ଗାରଧାନୀ ନଇେ ତହିଁ ମଧିଅରେ ୟଜ୍ଞବଦେୀରୁ ଅଗ୍ନି ଦିଅ। ଏଥି ରେ ଧୂପ ଦଇେ ଶୀଘ୍ର ମଣ୍ତଳୀ ନିକଟକୁ ୟାଇ ସମାନଙ୍କେ ନିମନ୍ତେ ପ୍ରାଯଶ୍ଚିତ କର। କାରଣ ସଦାପ୍ରଭୁ ଅତି କୋରଧିତ ହାଇେଛନ୍ତି, ମହାମରୀ ବ୍ଯାପି ଗଲାଣି।"
47. ତେଣୁ ହାରୋଣ ମାଶାଙ୍କେ କହିବା ଅନୁସାରେ ତାହା ନଇେ ସମାଜ ମଧ୍ଯକୁ ଦୌଡିଗଲେ। ସେତବେେଳକେୁ ଲୋକମାନଙ୍କ ମଧିଅରେ ମହାମାରୀ ଆରମ୍ଭ ହାଇେଥିଲା। ତହିଁରେ ସେ ଧୂପ ଦଇେ ଲୋକମାନଙ୍କ ପାଇଁ ପ୍ରାଯଶ୍ଚିତ କଲେ।
48. ହାରୋଣ ମୃତ ଓ ଜୀବିତ ଲୋକମାନଙ୍କ ମଧିଅରେ ଠିଆ ହେଲେ। ତା'ପରେ ମହାମାରୀ ନିବୃତ୍ତ ହେଲା।
49. କୋରହର କଥା ହତେୁ ମରିଥିବା ଲୋକଙ୍କୁ ଛାଡ 14,700 ଲୋକ ଏହି ମହାମାରୀ ରେ ମଲେ।
50. ତହୁଁ ମହାମାରୀ ନିବୃତ୍ତ ହବୋରୁ ହାରୋଣ ସମାଗମ ତମ୍ବୁ ଦ୍ବାର ରେ ମାଶାଙ୍କେ ନିକଟକୁ ଫରେି ଆସିଲେ।
About ଗଣନା ପୁସ୍ତକ Chapter 16
Read ଗଣନା ପୁସ୍ତକ Chapter 16 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Continue reading with the chapter navigation above or explore the complete book.
Book Information
Book: ଗଣନା ପୁସ୍ତକ
Chapter: 16
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଗଣନା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଗଣନା ପୁସ୍ତକ Chapter 16 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଗଣନା ପୁସ୍ତକ Chapter 16?
ଗଣନା ପୁସ୍ତକ Chapter 16 is part of the Book of ଗଣନା ପୁସ୍ତକ in the Holy Bible.
Can I read this chapter online?
Yes. You can read the complete ଗଣନା ପୁସ୍ତକ Chapter 16 online for free with easy chapter navigation.
More Chapters from ଗଣନା ପୁସ୍ତକ
- ଗଣନା ପୁସ୍ତକ Chapter 5
- ଗଣନା ପୁସ୍ତକ Chapter 34
- ଗଣନା ପୁସ୍ତକ Chapter 20
- ଗଣନା ପୁସ୍ତକ Chapter 32
- ଗଣନା ପୁସ୍ତକ Chapter 31
- ଗଣନା ପୁସ୍ତକ Chapter 30
- ଗଣନା ପୁସ୍ତକ Chapter 19
Explore More from ପୁରାତନ ନିୟମ
- ଗୀତସଂହିତା Chapter 101
- ଦ୍ୱିତୀୟ ବିବରଣ Chapter 24
- ଯିରିମିୟ Chapter 42
- ହବକକୂକ Chapter 2
- ଏଜ୍ରା Chapter 9
- ଯିଶାଇୟ Chapter 8
- ଗୀତସଂହିତା Chapter 81