Read ଗୀତସଂହିତା Chapter 109 Online
Read ଗୀତସଂହିତା Chapter 109 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.
Choose a Chapter
ଗୀତସଂହିତା 109
ଅଧ୍ୟାୟ 109
1. ପରମେଶ୍ବର, ୟାହାଙ୍କୁ ମୁଁ ପ୍ରଶଂସା କରେ, ନୀରବ ରୁହ ନାହିଁ।
2. ଦୁଷ୍ଟ ଲୋକମାନେ ମାେ ବିରୁଦ୍ଧରେ ମିଛ କହନ୍ତି। ସମାନେେ ଯେଉଁ କଥା କୁହନ୍ତି ତାହା ସତ୍ଯ ନୁହେଁ।
3. ଲୋକମାନେ ମାେ ପ୍ରତି ଘୃଣାକାରୀ କଥା କହନ୍ତି। ବିନା କାରଣରେ ମାେ ପ୍ରତି ଲୋକମାନେ ଆକ୍ରମଣ କରନ୍ତି।
4. ମୁଁ ସମାନଙ୍କେୁ ପ୍ରମେ କଲି। କିନ୍ତୁ ସମାନେେ ମାେତେ ଦୋଷୀ କଲେ। କିନ୍ତୁ ମୁଁ କ୍ରମାଗତ ପ୍ରାର୍ଥନା କରିଚାଲିଛି।
5. ମୁଁ ସହେି ଲୋକମାନଙ୍କ ପାଇଁ ମଙ୍ଗଳ କାର୍ୟ୍ଯ କଲି। ସମାନେେ ମାେ ପ୍ରତି ଅମଙ୍ଗଳ କାର୍ୟ୍ଯ କଲେ। ମୁଁ ସମାନଙ୍କେୁ ପ୍ରମେ କଲି କିନ୍ତୁ ସମାନେେ ମାେତେ ଘୃଣା କଲେ।
6. ସମାନେେ କହିଲେ, ତାଙ୍କୁ ନ୍ଯାଯ ଦବୋ ପାଇଁ କହେି ଜଣେ ଦୁଷ୍ଟ ଲୋକକୁ ନିୟୁକ୍ତି କର। କାହାକୁ ଜଣେ ବାହାର କର ୟିଏକି ଭୁଲ୍ ବୋଲି କହୁ।
7. ଯେତବେେଳେ ସେ ନ୍ଯାଯ ଦିଅନ୍ତି, ସେ ଦୋଷୀ ବୋଲି ବାହାର କରିବ ଏବଂ ତାଙ୍କର ପ୍ରାର୍ଥନାକୁ ପାପପୂର୍ଣ୍ଣ ଧରାୟିବ।
8. ତାଙ୍କର ଜୀବନ କାଳ େଛାଟ ହେଉ। ଅନ୍ଯକହେି ଜଣେ ତାଙ୍କର କାମ ନିଅନ୍ତୁ।
9. ତାଙ୍କର ପିଲାମାନେ ଅନାଥ ହୁଅନ୍ତୁ ଏବଂ ତାଙ୍କର ସ୍ତ୍ରୀମାନେ ବିଧବା ହୁଅନ୍ତୁ।
10. ତାଙ୍କର ଘର ଉଜୁଡ଼ି ଯାଉ। ସମାନେେ ସବୁ ଭିକାରୀ ହୁଅନ୍ତୁ।
11. ସେ ଋଣ ଦଇେଥିବା ଲୋକ ତାଙ୍କର ସର୍ବସ୍ବ ନଇଯାେଉ। ଏବଂ ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।
12. ମୁଁ ଆଶା କରେ ସମାନଙ୍କେୁ କହେି ଦୟା ନ କରନ୍ତୁ। ତାଙ୍କର ପିଲାମାନଙ୍କୁ କହେି ଦୟା ନ ଦଖାେନ୍ତୁ।
13. ତାଙ୍କର ସବୁ ସନ୍ତାନ-ସନ୍ତତି ମରନ୍ତୁ। ଗୋଟିଏ ପିଢ଼ି ଭିତରେ ତା'ର ନାମକୁ ଲୁପ୍ତ କରିଦିଅନ୍ତୁ।
14. ତାଙ୍କ ପିତୃ ଲୋକଙ୍କର ଅପରାଧ ସଦାପ୍ରଭୁଙ୍କ ମନରେ ଥାଉ ଓ ତାହାର ମାତାର ପାପ ପୋଛି ନ ହେଉ।
15. ସଦାପ୍ରଭୁ ସମାନଙ୍କେ ପାପକୁ ଚିରଦିନ ମନେ ପକାନ୍ତୁ, କିନ୍ତୁ ପୃଥିବୀରେ ଲୋକମାନେ ସହେି ପରିବାର ବିଷଯରେ ସମ୍ପୂର୍ଣ୍ଣ ଭାବରେ ଭୁଲିୟାଆନ୍ତୁ।
16. କାରଣ ସେ ଦୟାଳୁ ଭାବେ କାମ କରିବାକୁ ମନେ କରି ନ ଥିଲେ। ସେ ଅତ୍ଯାଚାର ଏବଂ ସେ ଗରିବ ଓ ଦରିଦ୍ର ଲୋକମାନଙ୍କୁ ମାରି ଦେଲେ। ଯେଉଁମାନେ ଦିନହୀନ ଓ ହତାଶ ହୁଅନ୍ତି।
17. ସେ ଅନ୍ୟମାନଙ୍କର ମନ୍ଦ କାମକୁ ଭଲ ପାଇଲେ। ସହେି ମନ୍ଦ, ସମାନଙ୍କେ ପାଇଁ ଘଟୁ। ସେ ଅନ୍ୟର ମଙ୍ଗଳ କରିଲେ ନାହିଁ। ତାଙ୍କଠାରୁ ମଙ୍ଗଳ ଦୂରଇଯୋଉ।
18. ଅଭିଶାପ ତା'ର ବସ୍ତ୍ର ହେଉ। ଅଭିଶାପ ସେ ପିଉଥିବା ପାଣି ହେଉ। ଅଭିଶାପ ତା'ର ଶରୀରର ତୈଳ ହେଉ।
19. ଅଭିଶାପ ଦୁଷ୍ଟବ୍ଯକ୍ତି ବସ୍ତ୍ର ପରି ହେଉ ଓ ତାହାର ନିତ୍ଯ କଟୀବନ୍ଧନ ପରି ହେଉ।"'
20. ଏହା ମାରେ ଶତ୍ରୁଗଣ ମାେ ବିଷଯରେ କହନ୍ତି, ମୁଁ ଆଶାକରେ ମାେ ବିରୁଦ୍ଧରେ ୟିଏ ଦୁଷ୍ଟକତା କୁ ହେ ସଦାପ୍ରଭୁ ଏହିସବୁ ବିଷଯ ସହେି ଲୋକମାନଙ୍କ ପ୍ରତି କରନ୍ତୁ।
21. ହେ ସଦାପ୍ରଭୁ, ତୁମ୍ଭେ ମାରେ ପ୍ରଭୁ। ତଣେୁ ମାେତେ ସହେି ବାଟରେ ଚଲାଅ ଯେଉଁଥିରେ ତୁମ୍ଭ ନାମର ସମ୍ମାନ ଆସୁ। କାରଣ ତୁମ୍ଭେ ଦୟାମଯ, ମଙ୍ଗଳମଯ, ଏଣୁ ମାେତେ ଉଦ୍ଧାର କର।
22. ମୁଁ ଏକମାତ୍ର ଦିନହୀନ ଓ ଅସହାୟ ବ୍ଯକ୍ତି ଅଟେ। ମୁଁ ବାସ୍ତବରେ ଦୁଃଖିତ। ମାରେ ହୃଦଯ ଭାଙ୍ଗିପଡ଼ିଛି।
23. ମୁଁ ଅନୁଭବ କରୁଛି, ୟପରେି ମାରେ ଜୀବନ ଶଷେ ହାଇେ ଆସୁଛି। ୟପରେି ଦିନ ବିରାଟ ଛାଇପରି ସରିସରି ଆସୁଛି। ମୁଁ ଛାରପୋକ ପରି ନ୍ଯାଯ ଚାଳିତ ହେଉଅଛି।
24. ମାରେ ଆଣ୍ଠୁ ଦୁର୍ବଳ ହାଇେଛି। କାରଣ ମୁଁ ଭୋକିଲା ଅଟେ। ମୁଁ ମାରେ ଓଜନ ହରାଉଛି ଓ ପତଳା ହାଇେ ଯାଉଛି।
25. ମନ୍ଦ ଲୋକମାନେ ମାେତେ ଅପମାନିତ କରୁଛନ୍ତି। ସମାନେେ ମାେତେ ଦେଖି ମୁଣ୍ଡ ହଲାଉଛନ୍ତି।
26. ହେ ସଦାପ୍ରଭୁ ମାରେ ପରମେଶ୍ବର, ମାେତେ ସାହାୟ୍ଯ କର। ତୁମ୍ଭର ପ୍ରକୃତ କରୁଣା ପ୍ରମେ ମାେତେ ଦଖାେଅ ଓ ମାେତେ ରକ୍ଷା କର।
27. ଏହାପରେ ସହେି ଲୋକମାନେ ଜାଣିବେ, ୟେ ତୁମ୍ଭେ ମାେତେ ସାହାୟ୍ଯ କଲ। ଏହାପରେ ସମାନେେ ଜାଣିବେ ୟେ ଏହାଥିଲା ତୁମ୍ଭର ଶକ୍ତି ୟାହାକି ମାେତେ ସାହାୟ୍ଯ କଲା।
28. ସହେି ମନ୍ଦ ଲୋକମାନେ ମାେତେ ଅଭିଶାପ ଦିଅନ୍ତି। କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ମାେତେ ଆଶୀର୍ବାଦ କରିବ। ଯେତବେେଳେ ସମାନେେ ମାେ ବିରୁଦ୍ଧରେ ଆକ୍ରମଣ କରିବେ, ସମାନେେ ଅପମାନିତ ହବେେ। ଏହାପରେ ମୁଁ ତୁମ୍ଭର ଦାସ, ଖୁସି ହବେି।
29. ମାରେ ଶତ୍ରୁମାନଙ୍କୁ ଲଜ୍ଜିତ କରାଅ। ସମାନେେ ଉତ୍ତରୀଯ ବସ୍ତ୍ରତୁଲ୍ଯ ନିଜ ଇଚ୍ଛାରେ ଆଚ୍ଛାଦିତ ହୁଅନ୍ତୁ।
30. ମୁଁ ସଦାପ୍ରଭୁଙ୍କୁ ବହୁତ ଧନ୍ଯବାଦ ଦବେି, ବହୁତ ଲୋକମାନଙ୍କ ସମ୍ମୁଖରେ ମୁଁ ତାଙ୍କର ପ୍ରଶଂସା କରିବି।
31. କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି ଏବଂ ପରମେଶ୍ବର ସମାନଙ୍କେୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।
About ଗୀତସଂହିତା Chapter 109
Read ଗୀତସଂହିତା Chapter 109 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.
Book Information
Book: ଗୀତସଂହିତା
Chapter: 109
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଗୀତସଂହିତା Chapter 109 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଗୀତସଂହିତା Chapter 109?
ଗୀତସଂହିତା Chapter 109 is part of the Book of ଗୀତସଂହିତା in the Holy Bible.
Can I read this chapter online?
Yes. You can read the complete ଗୀତସଂହିତା Chapter 109 online for free with easy chapter navigation.
More Chapters from ଗୀତସଂହିତା
- ଗୀତସଂହିତା Chapter 91
- ଗୀତସଂହିତା Chapter 98
- ଗୀତସଂହିତା Chapter 13
- ଗୀତସଂହିତା Chapter 106
- ଗୀତସଂହିତା Chapter 92
- ଗୀତସଂହିତା Chapter 68
- ଗୀତସଂହିତା Chapter 129
Explore More from ପୁରାତନ ନିୟମ
- ଯିହୋଶୂୟ Chapter 22
- ଯିହିଜିକଲ Chapter 8
- ଯିଶାଇୟ Chapter 16
- ଆୟୁବ Chapter 12
- ଗୀତସଂହିତା Chapter 2
- ଯିରିମିୟ Chapter 31
- ଯିରିମିୟ Chapter 6