ଗୀତସଂହିତା Chapter 111

For English

Read ଗୀତସଂହିତା Chapter 111 Online

Read ଗୀତସଂହିତା Chapter 111 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 111

ଅଧ୍ୟାୟ 111

1. ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ଯବାଦ ଦବେି।

2. ସଦାପ୍ରଭୁ ଆଶ୍ଚର୍ୟ୍ଯ କର୍ମମାନ କରନ୍ତି। ଯେଉଁମାନେ ତାଙ୍କୁ ଚାହାଁନ୍ତି ସମାନେେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।

3. ପରମେଶ୍ବର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ୟ୍ଯଜନକ କାର୍ୟ୍ଯମାନ କରନ୍ତି ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାଯୀ।

4. ସେ ଆପଣାର ଆଶ୍ଚର୍ୟ୍ଯ କର୍ମମାନ ସବୁ ସ୍ମରଣ କରାଇଛନ୍ତି। ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମଯ।

5. ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସମାନଙ୍କେୁ ଖାଦ୍ୟ ଦିଅନ୍ତି। ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।

6. ସେ ନିଜ ଲୋକମାନଙ୍କୁ ଅନ୍ୟଦେଶୀଯମାନଙ୍କ ଅଧିକାର ଦଇେ ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସମାନଙ୍କେୁ ଦଖାଇେଥିଲେ।

7. ତାହାଙ୍କ ଦ୍ବାରା ହାଇେଥିବା ଆଜ୍ଞାସବୁ ସତ୍ଯ ଓ ତାଙ୍କର ନିଯମସବୁ ବିଶ୍ବାସ ୟୋଗ୍ଯ।

8. ପରମେଶ୍ବରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାଯୀ। ତାଙ୍କର ଆଜ୍ଞା ବିଶ୍ବସ୍ତତା ଓ ସରଳତାରେ ସାଧିତ କରାୟାଏ।

9. ପରମେଶ୍ବର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ। ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାଯୀ ହାଇେ ରହିଲା। ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।

10. ଜ୍ଞାନ ପରମେଶ୍ବରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ। ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସମାନେେ ଜ୍ଞାନୀ ଅଟନ୍ତି। ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାୟିବ।

About ଗୀତସଂହିତା Chapter 111

Read ଗୀତସଂହିତା Chapter 111 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 111
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 111 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 111?

ଗୀତସଂହିତା Chapter 111 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 111 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 91
  2. ଗୀତସଂହିତା Chapter 98
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 13
  5. ଗୀତସଂହିତା Chapter 106
  6. ଗୀତସଂହିତା Chapter 92
  7. ଗୀତସଂହିତା Chapter 87

Explore More from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 29
  2. ଏଷ୍ଟର Chapter 3
  3. ଦାନିଏଲ Chapter 5
  4. ନିହିମିୟା Chapter 11
  5. ଯିଶାଇୟ Chapter 27
  6. ଆମୋଷ Chapter 5
  7. ଯାତ୍ରା ପୁସ୍ତକ Chapter 4

Related Chapters & Readings

  1. ଯିହିଜିକଲ Chapter 42
  2. ଦିତୀୟ ବଂଶାବଳୀ Chapter 25
  3. 2 କରିନ୍ଥୀୟ Chapter 5
  4. ଯିରିମିୟ Chapter 49
  5. ଯାତ୍ରା ପୁସ୍ତକ Chapter 4
  6. ପ୍ରେରିତ Chapter 23
  7. ଯିହିଜିକଲ Chapter 33
Share Your Love

Leave a Reply

Your email address will not be published. Required fields are marked *