ଗୀତସଂହିତା Chapter 112

For English

Read ଗୀତସଂହିତା Chapter 112 Online

Read ଗୀତସଂହିତା Chapter 112 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 112

ଅଧ୍ୟାୟ 112

1. ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସମାନେେ ସମ୍ମାନରେ ଭାଗ୍ଯବାନ୍ ହୁଅନ୍ତି, ୟିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ବସ୍ତ ହାଇେଥାଏ,

2. ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ।

3. ସହେି ଲୋକର ପରିବାର ଧନଶାଳୀ ହବେେ ଏବଂ ତା'ର ଧର୍ମ ଚିରକାଳସ୍ଥାଯୀ ହବେ।

4. ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ବର ଅନ୍ଧକାରରେ ଆ ଲୋକ ସଦୃଶ୍ଯ। ସେ କୃପାମଯ, ସ୍ନହେଶୀଳ ଓ ଧାର୍ମିକ।

5. ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।

6. ସହେି ଲୋକ କଦାପି ବିଚଳିତ ହବେ ନାହିଁ। ର୍ଧାମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।

7. ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସହେି ଲୋକ ସୁସ୍ଥିର ହବେ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ବାସ କରେ।

8. ସହେି ଲୋକ ସୁସ୍ଥିର ଥାଏ। ସେ କବେେ ଭୟ କରେ ନାହିଁ। ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହବୋର ଦେଖିବ।

9. ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ।

10. ଦୁଷ୍ଟ ଲୋକ ଏହା ଦେଖି କୋର୍ଧ କରିବେ। ସମାନେେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହାପରେ ସମାନେେ ଅଦୃଶ୍ଯ ହବେେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହବେ ନାହିଁ।

About ଗୀତସଂହିତା Chapter 112

Read ଗୀତସଂହିତା Chapter 112 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 112
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 112 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 112?

ଗୀତସଂହିତା Chapter 112 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 112 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 106
  5. ଗୀତସଂହିତା Chapter 13
  6. ଗୀତସଂହିତା Chapter 129
  7. ଗୀତସଂହିତା Chapter 92

Explore More from ପୁରାତନ ନିୟମ

  1. ଗୀତସଂହିତା Chapter 44
  2. ଦାନିଏଲ Chapter 1
  3. ପ୍ରଥମ ଶାମୁୟେଲ Chapter 7
  4. ହୋଶେୟ Chapter 13
  5. ଗୀତସଂହିତା Chapter 54
  6. ହୋଶେୟ Chapter 5
  7. ଗୀତସଂହିତା Chapter 2

Related Chapters & Readings

  1. ଏଫିସୀୟ Chapter 5
  2. ନିହିମିୟା Chapter 4
  3. ଯିରିମିୟଙ୍କ ବିଳାପ Chapter 2
  4. ଯିଶାଇୟ Chapter 24
  5. ଗୀତସଂହିତା Chapter 90
  6. ପ୍ରଥମ ବଂଶାବଳୀ Chapter 16
  7. ଯିରିମିୟ Chapter 46
Share Your Love

Leave a Reply

Your email address will not be published. Required fields are marked *