ଗୀତସଂହିତା Chapter 124

For English

Read ଗୀତସଂହିତା Chapter 124 Online

Read ଗୀତସଂହିତା Chapter 124 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 124

ଅଧ୍ୟାୟ 124

1. ସଦାପ୍ରଭୁ ୟଦି ଆମ୍ଭମାନଙ୍କର ସପକ୍ଷ ହାଇେ ନ ଥାନ୍ତେ ତବେେ ଆମ୍ଭମାନଙ୍କ ପ୍ରତି କ'ଣ ହାଇେଥାନ୍ତା ? ଇଶ୍ରାୟେଲ ଆମ୍ଭମାନଙ୍କୁ ଉତ୍ତର ଦିଅ।

2. କ'ଣ ହାଇେଥାନ୍ତା ଆମ୍ଭମାନଙ୍କର ୟଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହାଇେ ନ ଥାନ୍ତେ। ଯେତବେେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ ?

3. ଆମ୍ଭମାନଙ୍କ ବିରୁଦ୍ଧରେ ସମାନଙ୍କେ କୋପ ପ୍ରଜ୍ଜ୍ବଳିତ ହବୋ ବେଳେ ସମାନେେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା'ନ୍ତେ।

4. ଆମ୍ଭମାନଙ୍କ ଶତ୍ରୁ ସୈନ୍ଯମାନେ ଆମ୍ଭମାନଙ୍କୁ ଜଳରାଶି ପରି ମଗ୍ନ କରିଥାନ୍ତେ। ଷୋର୍ତ ଆମ୍ଭମାନଙ୍କର ପ୍ରାଣ ଉପର ଦଇେ ୟାଇଥା'ନ୍ତା।

5. ଗଜୁର୍ଥିବା ଜଳରାଶି ଆମ୍ଭକୁ ବୁଡ଼ାଇ ଦଇେଥା'ନ୍ତା।

6. ସଦାପ୍ରଭୁଙ୍କର ପ୍ରଶଂସା କର। ସେ ଆମ୍ଭମାନଙ୍କୁ ସମାନଙ୍କେର ଦାନ୍ତର ଶିକାର ହବୋକୁ ନାହାନ୍ତି।

7. ଆମ୍ଭମାନେେ ହେଉଛୁ ଜାଲରେ ପଡ଼ିଥିବା ଚଢ଼ଇମାନଙ୍କେ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା'ନ୍ତି। ତା'ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭମାନେେ ରକ୍ଷା ପାଇଗଲୁ।

8. ଆମ୍ଭମାନଙ୍କର ସାହାୟ୍ଯ ସଦାପ୍ରଭୁଙ୍କଠାରୁ ଆସିଲା, ୟିଏ ସ୍ବର୍ଗ ଓ ପୃଥିବୀକୁ ନିର୍ମାଣ କଲେ।

About ଗୀତସଂହିତା Chapter 124

Read ଗୀତସଂହିତା Chapter 124 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 124
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 124 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 124?

ଗୀତସଂହିତା Chapter 124 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 124 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 13
  5. ଗୀତସଂହିତା Chapter 106
  6. ଗୀତସଂହିତା Chapter 92
  7. ଗୀତସଂହିତା Chapter 129

Explore More from ପୁରାତନ ନିୟମ

  1. ଯିରିମିୟ Chapter 3
  2. ଗୀତସଂହିତା Chapter 72
  3. ଆୟୁବ Chapter 14
  4. ଯିଶାଇୟ Chapter 58
  5. ଏଜ୍ରା Chapter 10
  6. ଯିହିଜିକଲ Chapter 14
  7. ଗୀତସଂହିତା Chapter 33

Related Chapters & Readings

  1. ହିତୋପଦେଶ Chapter 1
  2. ଆୟୁବ Chapter 29
  3. ମାର୍କ Chapter 11
  4. 2 କରିନ୍ଥୀୟ Chapter 9
  5. ଏଜ୍ରା Chapter 2
  6. ଗୀତସଂହିତା Chapter 115
  7. ପରମଗୀତ Chapter 7
Share Your Love

Leave a Reply

Your email address will not be published. Required fields are marked *