Read ଗୀତସଂହିତା Chapter 142 Online
Read ଗୀତସଂହିତା Chapter 142 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.
Choose a Chapter
ଗୀତସଂହିତା 142
ଅଧ୍ୟାୟ 142
1. ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକିବି। ମୁଁ ସଦାପ୍ରଭୁଙ୍କ ଆଗରେ ପ୍ରାର୍ଥନା କରେ।
2. ମୁଁ ସଦାପ୍ରଭୁଙ୍କୁ ମାରେ ସମସ୍ଯା ବିଷଯରେ କହିବି। ମାରେ ଅସୁବିଧାସକଳ ବିଷଯରେ ସଦାପ୍ରଭୁଙ୍କୁ କହିବି।
3. ଆଶା ଛାଡ଼ିଦବୋ ପାଇଁ ମୁଁ ପ୍ରସ୍ତୁତ ଅଟେ। କିନ୍ତୁ ସଦାପ୍ରଭୁ, ତୁମ୍ଭେ ଜାଣ ଯେଉଁ ପଥ ଉପରେ ମୁଁ ଅଛି, ମାରେ ଶତ୍ରୁଗଣ ମାେ ପାଇଁ ଫାନ୍ଦ ବସାଇଅଛନ୍ତି।
4. ମାରେ ଚତୁଃପାଶର୍ବରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମାେତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ୟିବାକୁ ସ୍ଥାନ ନାହିଁ। କୌଣସି ଲୋକ ମାେତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।
5. ସଦାପ୍ରଭୁ, ମୁଁ ସାହାୟ୍ଯ ପାଇଁ ତୁମ୍ଭକୁ ଡାକେ : ସଦାପ୍ରଭୁ ତୁମ୍ଭେ ମାରେ ନିରାପଦର ସ୍ଥାନ। ତୁମ୍ଭେ ହେଉଛ ସବୁକିଛି ୟାହା ମୁଁ ଜୀବନରେ ଦରକାର କରେ।
6. ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମୁଁ ବହୁତ ଦୁର୍ବଳ ଅଟେ। ସହେି ଲୋକମାନଙ୍କଠାରୁ ମାେତେ ରକ୍ଷା କର ଯେଉଁମାନେ ମାେ ପଛରେ ଗୋଡ଼ାଇଛନ୍ତି। ସହେି ଲୋକମାନେ ମାେ ଠାରୁ ଅଧିକ ଶକ୍ତିଶାଳୀ।
7. ଏହି ଫାନ୍ଦରୁ ମାେତେ ଉଦ୍ଧାର କରିବାରେ ସାହାୟ୍ଯ କର। ୟପରେିକି ମୁଁ ତୁମ୍ଭ ନାମକୁ ଧନ୍ଯବାଦ ଦଇପୋରିବି। ଧାର୍ମିକମାନେ ମାେ ସହିତ ପାଳନ କରିବେ, କାରଣ ତୁମ୍ଭେ ମାରେ ଯତ୍ନ ନଲେ।
About ଗୀତସଂହିତା Chapter 142
Read ଗୀତସଂହିତା Chapter 142 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.
Book Information
Book: ଗୀତସଂହିତା
Chapter: 142
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଗୀତସଂହିତା Chapter 142 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଗୀତସଂହିତା Chapter 142?
ଗୀତସଂହିତା Chapter 142 is part of the Book of ଗୀତସଂହିତା in the Holy Bible.
Can I read this chapter online?
Yes. You can read the complete ଗୀତସଂହିତା Chapter 142 online for free with easy chapter navigation.
More Chapters from ଗୀତସଂହିତା
- ଗୀତସଂହିତା Chapter 91
- ଗୀତସଂହିତା Chapter 98
- ଗୀତସଂହିତା Chapter 13
- ଗୀତସଂହିତା Chapter 106
- ଗୀତସଂହିତା Chapter 92
- ଗୀତସଂହିତା Chapter 68
- ଗୀତସଂହିତା Chapter 30
Explore More from ପୁରାତନ ନିୟମ
- ପ୍ରଥମ ଶାମୁୟେଲ Chapter 7
- ଲେବୀୟ ପୁସ୍ତକ Chapter 21
- ଗୀତସଂହିତା Chapter 22
- ଏଷ୍ଟର Chapter 10
- ପ୍ରଥମ ଶାମୁୟେଲ Chapter 12
- ଗୀତସଂହିତା Chapter 93
- ଲେବୀୟ ପୁସ୍ତକ Chapter 13