Read ଗୀତସଂହିତା Chapter 148 Online
Read ଗୀତସଂହିତା Chapter 148 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.
Choose a Chapter
ଗୀତସଂହିତା 148
ଅଧ୍ୟାୟ 148
1. ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର !ସ୍ବର୍ଗରୁ ତାଙ୍କର ପ୍ରଶଂସା କର !
2. ହେ ତାଙ୍କର ସମସ୍ତ ସ୍ବର୍ଗଦୂତଗଣ, ତାଙ୍କର ପ୍ରଶଂସା କର। ହେ ତାଙ୍କର ସମସ୍ତ ସୈନ୍ଯଗଣ, ତାଙ୍କର ପ୍ରଶଂସା କର।
3. ହେ ସୂର୍ୟ୍ଯ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର ! ହେ ଆକାଶର ଦୀପ୍ତିମଯ ତାରାଗଣ ତାଙ୍କର ପ୍ରଶଂସା କର।
4. ହେ ଉଚ୍ଚତମ ସ୍ବର୍ଗ, ତାଙ୍କର ପ୍ରଶଂସା କର ! ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
5. ସମାନେେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍ କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
6. ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ, ଏହିପରି ଗୋଟିଏ ବ୍ଯବସ୍ଥା ଦେଲେ ୟାହା କବେେ ହେଲେ ପରିବର୍ତ୍ତନ ହବେ ନାହିଁ।
7. ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମୁଦ୍ରର ମହାନ୍ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର !
8. ପରମେଶ୍ବରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ଫ, ଏବଂ ପ୍ରଚଣ୍ଡ ବାଯୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
9. ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10. ସମସ୍ତ ବନ୍ଯ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର। ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11. ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ ତାଙ୍କର ପ୍ରଶଂସା କର। ପରମେଶ୍ବର ସମସ୍ତ ବିଚାରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12. ହେ ୟୁବକ ଓ ୟୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରୀତ ହାଇେ ପରମେଶ୍ବରଙ୍କ ପ୍ରଶଂସା କର।
13. ସମାନେେ ସମସ୍ତେ ସଦାପ୍ରଭୁଙ୍କ ନାମକୁ ପ୍ରଶଂସା କରିବା ଉଚିତ୍। ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ। ତାଙ୍କର ଖ୍ଯାତି ସ୍ବର୍ଗ ଏବଂ ପୃଥିବୀରେ ମହାନ୍।
14. ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ, ତଣେୁ ସେ ତାଙ୍କର ବିଶ୍ବସ୍ତ ଲୋକମାନଙ୍କ ଦ୍ବାରା ପ୍ରଶଂସିତ ହୁଅନ୍ତି। ତୁମ୍ଭମାନେେ ସଦାପ୍ରଭୁଙ୍କୁ ପ୍ରଶଂସା କର।
About ଗୀତସଂହିତା Chapter 148
Read ଗୀତସଂହିତା Chapter 148 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.
Book Information
Book: ଗୀତସଂହିତା
Chapter: 148
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଗୀତସଂହିତା Chapter 148 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଗୀତସଂହିତା Chapter 148?
ଗୀତସଂହିତା Chapter 148 is part of the Book of ଗୀତସଂହିତା in the Holy Bible.
Can I read this chapter online?
Yes. You can read the complete ଗୀତସଂହିତା Chapter 148 online for free with easy chapter navigation.
More Chapters from ଗୀତସଂହିତା
- ଗୀତସଂହିତା Chapter 91
- ଗୀତସଂହିତା Chapter 98
- ଗୀତସଂହିତା Chapter 68
- ଗୀତସଂହିତା Chapter 106
- ଗୀତସଂହିତା Chapter 13
- ଗୀତସଂହିତା Chapter 129
- ଗୀତସଂହିତା Chapter 92
Explore More from ପୁରାତନ ନିୟମ
- ଯିଶାଇୟ Chapter 21
- ଆୟୁବ Chapter 42
- ଉପଦେଶକ Chapter 3
- ଦିତୀୟ ଶାମୁୟେଲ Chapter 7
- ନିହିମିୟା Chapter 12
- ଯାତ୍ରା ପୁସ୍ତକ Chapter 25
- ଲେବୀୟ ପୁସ୍ତକ Chapter 10