Read ଗୀତସଂହିତା Chapter 45 Online
Read ଗୀତସଂହିତା Chapter 45 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.
Choose a Chapter
ଗୀତସଂହିତା 45
ଅଧ୍ୟାୟ 45
1. ସୁନ୍ଦର ଭାବନାସବୁ ମାରେ ମନକୁ ଭରିଦିଏ, ୟବେେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କ ହେ। ଏହି ଶବ୍ଦଗୁଡ଼ିକ ମାେ ଜିହ୍ବାରେ ପ୍ରବାହିତ ହାଇେଥାଏ। ନିପୂଣ ଲେଖକର କଲମରୁ ଆସିଲା ପରି।
2. ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ବର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।
3. ହେ ବୀର ତୁମ୍ଭର ଖଡ୍ଗ ଧାରଣ କର, ତୁମ୍ଭର ଶରୀରରେ ମହିମା ମଣ୍ଡିତ ପୋଷାକ ଶାେଭା ପାଉ।
4. ତୁମ୍ଭେ ଆଶ୍ଚର୍ୟ୍ଯ ଦିଶୁଛ। ୟାଅ ନ୍ଯାଯ ଓ ଧର୍ମପାଇଁ ୟୁଦ୍ଧରେ ବିଜଯୀ ହୁଅ। ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅଦ୍ଭୁତ କାର୍ୟ୍ଯ କରିବାକୁ ପ୍ରଶିକ୍ଷିତ।
5. ତୁମ୍ଭର ଶକ୍ତିଶାଳୀ ମୁନିଆ ତୀର ଶତ୍ରୁର ବକ୍ଷସ୍ଥଳ ଭଦେ କରିବାକୁ ସମର୍ଥ ଲୋକମାନେ ତୁମ୍ଭ ସମ୍ମୁଖରେ ଧୂଳିରେ ଲୋଟି ଯିବେ।
6. ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ବିରାଜମାନ କରିବ। ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।
7. ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ବର ତୁମ୍ଭର ବନ୍ଧୁମାନଙ୍କ ମଧ୍ଯରୁ ତୁମ୍ଭକୁ ରାଜ ହବୋକୁ ମନୋନୀତ କଲେ।
8. ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିୟୁକ୍ତ ଅଗୁରୁ ଡ଼ାଲଚିନି ମସଲାର ବାସନା ଭାସି ଆସୁଛି। ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
9. ତୁମ୍ଭ ବିବାହରେ ୟୋଗ ଦଇେଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାଶର୍ବରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହାଇେଛନ୍ତି।
10. ହେ ରାଜକୁମାରୀ, ଶୁଣ। ୟଦି ତୁମ୍ଭେ ମନଦଇେ ଶୁଣ ସବୁ ବୁଝିପାରିବ ଓ ତୁମ୍ଭର ପରିବାରକୁ ଭୁଲିୟାଅ।
11. ତୁମ୍ଭର ସୌନ୍ଦର୍ୟ୍ଯରେ ରାଜା ମୁଗ୍ଦ ହବେେ। ସେ ତୁମ୍ଭର ନୂତନ ପତି ହବେେ, ତଣେୁ ତୁମ୍ଭେ ସମାନଙ୍କେୁ ପ୍ରଣାମ କରିବା ଉଚିତ୍।
12. ସୋର ଦେଶର ଧନଶାଳୀ ବ୍ଯକ୍ତିମାନେ ତୁମ୍ଭକୁ ଉପହାର ଦବୋକୁ ଉପସ୍ଥିତ ହବେେ। ସମାନେେ ତୁମ୍ଭର ପକ୍ଷପାତ ଲୋଡ଼ିବେ।
13. ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହବୋପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦଖାୟୋନ୍ତି।
14. ସୌନ୍ଦର୍ୟ୍ଯରେ ମଣ୍ଡିତ ହାଇେ ସେ ରାଜାଙ୍କ ନିକଟକୁ ଆଗଇେ ୟାଏ ତା'ର ସଖିମାନେ ତା' ପଛରେ ଅନୁସରଣ କରନ୍ତି।
15. ସମାନେେ ଆନନ୍ଦ ଉଲ୍ଲାସରେ ଆସିବେ। ସମାନେେ ଆନନ୍ଦ ଉଲ୍ଲାସ ମଧ୍ୟରେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ।
16. ସମାନଙ୍କେର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହବେେ। ସାରା ଦେଶରେ ତୁମ୍ଭେ ସମାନଙ୍କେୁ ଶାସନ କରିବ।
17. ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ଯାତ ହବେ। ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।
About ଗୀତସଂହିତା Chapter 45
Read ଗୀତସଂହିତା Chapter 45 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.
Book Information
Book: ଗୀତସଂହିତା
Chapter: 45
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଗୀତସଂହିତା Chapter 45 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଗୀତସଂହିତା Chapter 45?
ଗୀତସଂହିତା Chapter 45 is part of the Book of ଗୀତସଂହିତା in the Holy Bible.
Can I read this chapter online?
Yes. You can read the complete ଗୀତସଂହିତା Chapter 45 online for free with easy chapter navigation.
More Chapters from ଗୀତସଂହିତା
- ଗୀତସଂହିତା Chapter 98
- ଗୀତସଂହିତା Chapter 91
- ଗୀତସଂହିତା Chapter 68
- ଗୀତସଂହିତା Chapter 13
- ଗୀତସଂହିତା Chapter 106
- ଗୀତସଂହିତା Chapter 92
- ଗୀତସଂହିତା Chapter 129
Explore More from ପୁରାତନ ନିୟମ
- ଆୟୁବ Chapter 19
- ଯିହୋଶୂୟ Chapter 13
- ଲେବୀୟ ପୁସ୍ତକ Chapter 9
- ଲେବୀୟ ପୁସ୍ତକ Chapter 18
- ଆୟୁବ Chapter 16
- ଗୀତସଂହିତା Chapter 87
- ଆୟୁବ Chapter 3