Read ଗୀତସଂହିତା Chapter 59 Online
Read ଗୀତସଂହିତା Chapter 59 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.
Choose a Chapter
ଗୀତସଂହିତା 59
ଅଧ୍ୟାୟ 59
1. ହେ ପରମେଶ୍ବର, ମାରେ ଶତ୍ରୁଗଣଠାରୁ ମାେତେ ଉଦ୍ଧାର କର। ଆକ୍ରମଣ କରିବାକୁ ଆସିଥିବା ଲୋକମାନଙ୍କଠାରୁ ମାେତେ ରକ୍ଷା କର।
2. କୁକର୍ମ କରୁଥିବା ସହେି ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ସହେି ହତ୍ଯାକାରୀମାନଙ୍କଠାରୁ ମାେତେ ରକ୍ଷା କର।
3. ଦେଖ, ଲୋକମାନେ ମାେତେ ହତ୍ଯା କରିବାକୁ ଅପେକ୍ଷା କରି ଲୁଚି ବସିଛନ୍ତି। ବଳବାନ ଲୋକମାନେ ମାେତେ ଆକ୍ରମଣ କରିବାକୁ ପ୍ରସ୍ତୁତ କିନ୍ତୁ ସଦାପ୍ରଭୁ ମୁଁ ପାପ କରି ନାହିଁ କିମ୍ବା ଅପରାଧ କରି ନାହିଁ।
4. ମୁଁ କୌଣସି ଦୋଷ କରି ନାହିଁ। କିନ୍ତୁ ସମାନେେ ଆକ୍ରମଣ ପାଇଁ ଦଉଡ଼ି ଆସୁଛନ୍ତି। ହେ ସଦାପ୍ରଭୁ, ଏହା ତୁମ୍ଭେ ନିଜେ ଦେଖ !
5. ତୁମ୍ଭେ ହେଉଛ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର! ଜାଗି ଉଠ ଓ ଅନ୍ୟ ସମସ୍ତ ରାଷ୍ଟ୍ରଗୁଡ଼ିକୁ ଦଣ୍ଡ ଦିଅ। ସହେି ଦୁଷ୍ଟ ବିଶ୍ବାସୀ ଘାତକମାନଙ୍କୁ କୌଣସି ଦୟା କର ନାହିଁ।
6. ସହେି ଦୁଷ୍ଟ ଲୋକମାନେ କୁକୁର ପରି। ସମାନେେ ସନ୍ଧ୍ଯା ବେଳେ ନଗରୀରେ ପଶି ଭୁକନ୍ତି ଓ ଏଣେ ତଣେେ ହୁଅନ୍ତି।
7. ତୁମ୍ଭେ ସମାନଙ୍କେ ଧମକ ଓ ଅପମାନକୁ ଶୁଣ। ସମାନେେ ଭାବନ୍ତି ସମାନଙ୍କେୁ କହେି ଶୁଣନ୍ତି ନାହିଁ। ୟେ ହତେୁ ସମାନେେ ଖରାପ କଥା କହନ୍ତି।
8. କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ପରିହାସ କର। ତୁମ୍ଭେ ସହେି ସମସ୍ତ ଦେଶକୁ ବିଦ୍ରୁପ କର।
9. ହେ ମାରେ ଶକ୍ତି ! ମୁଁ ତୁମ୍ଭପାଇଁ ଅପେକ୍ଷା କରିଛି। ହେ ପରମେଶ୍ବର, ତୁମ୍ଭେ ମାରେ ଉଚ୍ଚ ପର୍ବତରେ ଥିବା ନିରାପଦର ସ୍ଥାନ ଅଟ।
10. ପରମେଶ୍ବର ମାେତେ ଭଲପା'ନ୍ତି। ଏବଂ ସେ ଆସିବେ ଓ ମାେତେ ସହାୟ ହବେେ ଶତ୍ରୁମାନଙ୍କୁ ପରାସ୍ତ କରିବା ପାଇଁ ସେ ମାେତେ ସହାୟ ହବେେ।
11. ହେ ପରମେଶ୍ବର, ସମାନଙ୍କେୁ କବଳେ ହତ୍ଯା କର ନାହିଁ। ହୁଏତ ମାରେ ଲୋକମାନେ ପାଶୋରି ୟାଇପାରନ୍ତି। ହେ ମାରେ ପ୍ରଭୁ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା, ତୁମ୍ଭ ମହାପରାକ୍ରମ ଶକ୍ତିରେ ସମାନଙ୍କେୁ ଛିନ୍ନଭିନ୍ନ କର ଓ ପରାସ୍ତ କର।
12. ସହେି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ଯା କହନ୍ତି। ସମାନେେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର। ସମାନଙ୍କେର ଅହଙ୍କାର ସମାନଙ୍କେୁ କବଳିତ କରୁ।
13. ସମାନଙ୍କେୁ ତୁମ୍ଭ କୋର୍ଧରେ ଧ୍ବଂସ କର। ସମାନଙ୍କେୁ ସଂପୂର୍ଣ୍ଣରୂପେ ଧ୍ବଂସ କର। ତା ହେଲେ ସମସ୍ତ ପୃଥିବୀବାସୀ ଜାଣିବେ ୟେ, ପରମେଶ୍ବର ଇଶ୍ରାୟେଲର ଶାସକ।
14. ସହେି ଦୁଷ୍ଟ ଲୋକମାନେ କୁକୁର ପରି ଅଟନ୍ତି। ସମାନେେ ସନ୍ଧ୍ଯା ବେଳେ ନଗରରେ ପଶି ଭୁକନ୍ତି ଓ ଏଣେ ତଣେେ ହୁଅନ୍ତି।
15. ସମାନେେ କିଛିଦ୍ରବ୍ଯ ଖାଇବା ଅନ୍ବଷେଣରେ ଏଣତେଣେେ ଭ୍ରମଣ କରନ୍ତି। ମୁଁ ରାଣ ପକାଉଛି, ୟଦି ସମାନେେ ୟଥେଷ୍ଟ ପାଆନ୍ତି ତଥାପି ସମାନେେ ରାଗରେ ଗଁ ଗଁ କରନ୍ତି ଏବଂ ଅଭିଯୋଗ କରନ୍ତି।
16. କିନ୍ତୁ ପ୍ରଭାତରେ, ମୁଁ ତୁମ୍ଭର ଶକ୍ତିର ପ୍ରଶଂସାର ଗୀତ ଗାନ କରିବି। ତୁମ୍ଭ ପ୍ରମରେେ ମୁଁ ଆନନ୍ଦିତ ହବେି। କାହିଁକି ? କାରଣ ତୁମ୍ଭେ ମାରେ ଉଚ୍ଚ ପର୍ବତରେ ଥିବା ନିରାପଦ ସ୍ଥାନ ଅଟ। ମୁଁ ତୁମ୍ଭ ପାଖକୁ ବିପଦ ସମଯରେ ୟାଏଁ।
17. ମୁଁ ତୁମ୍ଭର ସ୍ତୁତିଗାନ କରିବି। କାରଣ ତୁମ୍ଭେ ହେଉଛ ମାରେ ଉଚ୍ଚ ପର୍ବତର ନିରାପଦ ସ୍ଥାନ, ଯେଉଁଠାକୁ ଅସୁବିଧା ସମଯରେ ଚାଲିୟାଏଁ।
About ଗୀତସଂହିତା Chapter 59
Read ଗୀତସଂହିତା Chapter 59 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.
Book Information
Book: ଗୀତସଂହିତା
Chapter: 59
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଗୀତସଂହିତା Chapter 59 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଗୀତସଂହିତା Chapter 59?
ଗୀତସଂହିତା Chapter 59 is part of the Book of ଗୀତସଂହିତା in the Holy Bible.
Can I read this chapter online?
Yes. You can read the complete ଗୀତସଂହିତା Chapter 59 online for free with easy chapter navigation.
More Chapters from ଗୀତସଂହିତା
- ଗୀତସଂହିତା Chapter 98
- ଗୀତସଂହିତା Chapter 91
- ଗୀତସଂହିତା Chapter 68
- ଗୀତସଂହିତା Chapter 106
- ଗୀତସଂହିତା Chapter 13
- ଗୀତସଂହିତା Chapter 129
- ଗୀତସଂହିତା Chapter 92
Explore More from ପୁରାତନ ନିୟମ
- ଯିହିଜିକଲ Chapter 21
- ଦିତୀୟ ବଂଶାବଳୀ Chapter 24
- ଯିଶାଇୟ Chapter 7
- ଦ୍ୱିତୀୟ ବିବରଣ Chapter 31
- ଯିଶାଇୟ Chapter 17
- ଆୟୁବ Chapter 15
- ଯିଶାଇୟ Chapter 24