ଗୀତସଂହିତା Chapter 71

For English

Read ଗୀତସଂହିତା Chapter 71 Online

Read ଗୀତସଂହିତା Chapter 71 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 71

ଅଧ୍ୟାୟ 71

1. ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି। ମାେତେ ନିରାଶ ହବୋକୁ ଦିଅ ନାହିଁ।

2. କାରଣ ତୁମ୍ଭେ ୟଥାର୍ଥ ଅଟ। ମାେତେ ଉଦ୍ଧାର କର ଓ ବଞ୍ଚାଅ। ମାହେର ଗୁହାରି ଶୁଣ ଓ ମାେତେ ଉଦ୍ଧାର କର।

3. ମାରେ ଦୁର୍ଗ ହୁଅ। ତୁମ୍ଭେ ମାେ ପ୍ରତି ଶୈଳ ସ୍ବରୂପ ସୁରକ୍ଷାର ଗଡ଼ ୟାହା ନିକଟକୁ ମୁଁ ଦୌଡ଼ି ୟିବି। ମାରେ ନିରାପଦର ସ୍ଥାନ। ତୁମ୍ଭେ ମାେତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।

4. ହେ ମାରେ ପରମେଶ୍ବର, ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ରକ୍ଷା କର। ଅନ୍ଯାଯକାରୀ ଓ ନିର୍ଦ୍ଦଯ ଲୋକ ହାତରୁ ମାେତେ ରକ୍ଷା କର।

5. ହେ ମାରେ ପ୍ରଭୁ, ସଦାପ୍ରଭୁ ତୁମ୍ଭେ ହିଁ ମାରେ ଭରସା। ମାରେ ବାଲ୍ଯକାଳରୁ ତୁମ୍ଭେ ହିଁ ମାରେ ବିଶ୍ବାସ ଭୂମି।

6. ଗର୍ଭରେ ଥିବା ସମଯରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି। ମାତାର ଗର୍ଭରୁ ତୁମ୍ଭେ ମାେତେ ନିରାପତ୍ତା ସହିତ ଆଣିଲ। ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।

7. ତୁମ୍ଭେ ହେଉଛି ମାରେ ଦୃଢ଼ ଆଶ୍ରଯ, ତଣେୁ ମୁଁ ଅନକେ ଲୋକମାନଙ୍କର ଉଦାହରଣ ହାଇେଅଛି।

8. ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ୟ୍ଯ କର୍ମ ବିଷଯରେ ଗାନ କରୁଛି।

9. ବୃଦ୍ଧା ଅବସ୍ଥା ହତେୁ ମାେତେ ପରିତ୍ଯାଗ କର ନାହିଁ। ମୁଁ ଦୁର୍ବଳ ହବୋ ସମଯରେ ମାେତେ ପରିତ୍ଯାଗ କର ନାହିଁ।

10. ମାରେ ଶତ୍ରୁମାନେ ମାେ ବିରୁଦ୍ଧରେ ଯୋଜନା କରିଛନ୍ତି। ସହେି ଲୋକମାନେ ଏକତ୍ରୀତ ହେଲେ ଏବଂ ମାେତେ ମାରିବା ପାଇଁ ଯୋଜନା କଲେ।

11. ମାରେ ଶତ୍ରୁମାନେ କହିଲେ, "ତାଙ୍କୁ ଅନୁଧାବନ କର ଏବଂ ଧରିଆଣ। ପରମେଶ୍ବର ତାଙ୍କୁ କରିତ୍ଯାଗ କରିଛନ୍ତି। ତଣେୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।

12. ହେ ପରମେଶ୍ବର, ମାେ ପାଖରୁ ଦୂରଇେ ୟାଅ ନାହିଁ, ହେ ପରମେଶ୍ବର ଶୀଘ୍ର ମାେତେ ଉଦ୍ଧାର କର।

13. ମାରେ ଶତ୍ରୁମାନଙ୍କୁ ପରାସ୍ତ କର !ସମାନଙ୍କେୁ ସଂପୂର୍ଣ୍ଣ ଭାବରେ ଧ୍ବଂସ କର। ସମାନେେ ମାେତେ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି। ସମାନେେ ଅପମାନିତ ହୁଅନ୍ତୁ।

14. କିନ୍ତୁ ମାେ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ବାସ ରଖିବି। ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହବେି।

15. ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମାେତେ କିପରି ଅଗଣିତ ଥର ରକ୍ଷା କରିଥିଲ, ୟପରେିକି କେତେଥର ଗଣତି କରିପାରିବ ନାହିଁ।

16. ହେ ସଦାପ୍ରଭୁ, ମାରେ ପ୍ରଭୁ, ମୁଁ ତୁମ୍ଭର ମହାନତା ବିଷଯରେ କହିବି। ମୁଁ କବଳେ ତୁମ୍ଭର ଉତ୍ତମତା ବିଷଯ ବର୍ଣ୍ଣନା କରିବି।

17. ହେ ପରମେଶ୍ବର, ତୁମ୍ଭେ ମାେତେ ବାଲ୍ଯକାଳରୁ ଶିକ୍ଷା ଦଇେ ଆସୁଅଛି। ମୁଁ ଏପର୍ୟ୍ଯନ୍ତ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯାସବୁ ଲୋକମାନଙ୍କୁ କହିଛି।

18. ବର୍ତ୍ତମାନ ମୁଁ ବୃଦ୍ଧ ଓ ମାରେ ବାଳ ପାଚିୟାଇଛି। ମାେତେ ପରିତ୍ଯାଗ କର ନାହିଁ, ପରମେଶ୍ବର। ମାେ ସାଙ୍ଗରେ ରୁହ, ମୁଁ ୟପରେି ତୁମ୍ଭର ଶକ୍ତି ଏବଂ ମହାନତା ବିଷଯରେ ଭବିଷ୍ଯତ ବଂଶଧରଙ୍କ ଆଗରେ କହିପାରିବି।

19. ହେ ପରମେଶ୍ବର, ତୁମ୍ଭର ଧର୍ମ ବହୁତ ଉଚ୍ଚ। ହେ ପରମେଶ୍ବର, ତୁମପରି ଆଉ କହେି ପରମେଶ୍ବର ନାହିଁ। ତୁମ୍ଭେ ଅନକେ ଆଶ୍ଚର୍ୟ୍ଯ କର୍ମମାନ କର।

20. ତୁମ୍ଭେ ମାେ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦଇେଛ। ମାେ ଜୀବନକୁ ପୁନଃସ୍ଥାପନ କର। ଯେତବେେଳେ ମୁଁ ପ୍ରାଯ ମୃତ ପରି ଥିଲି, ମାେ ଜୀବନକୁ ରକ୍ଷା କଲ।

21. ମାେତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର ଏବଂ ମାେତେ ପୁଣିଥରେ ସାନ୍ତ୍ବନା ଦିଅ।

22. ତା'ପରେ ହେ ମାରେ ପରମେଶ୍ବର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି। ତୁମ୍ଭ ଉପରେ ଭରସା ରଖାୟାଇ ପାରିବ ବୋଲି ମୁଁ ଗୀତ ଗାଇବି। ତୁମେ ଇଶ୍ରାୟେଲର ପବିତ୍ର ସଦାପ୍ରଭୁ ବୋଲି ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।

23. ତୁମ୍ଭେ ମାେତେ ରକ୍ଷା କର, ମୁଁ ବହୁତ ଖୁସି ଅଟେ। ମୁଁ ନିଜ ଓଷ୍ଠ ଦ୍ବାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।

24. ମାରେ ଜିହ୍ବା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ, କାରଣ ମାେତେ ହତ୍ଯା କରିବାକୁ ଚାହିଁଥିବା ଲୋକମାନେ ପରାସ୍ତ ଓ ଅପମାନିତ ହବେେ।

About ଗୀତସଂହିତା Chapter 71

Read ଗୀତସଂହିତା Chapter 71 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 71
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 71 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 71?

ଗୀତସଂହିତା Chapter 71 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 71 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 13
  5. ଗୀତସଂହିତା Chapter 106
  6. ଗୀତସଂହିତା Chapter 92
  7. ଗୀତସଂହିତା Chapter 129

Explore More from ପୁରାତନ ନିୟମ

  1. ହିତୋପଦେଶ Chapter 24
  2. ଲେବୀୟ ପୁସ୍ତକ Chapter 10
  3. ଯିହିଜିକଲ Chapter 10
  4. ଯିହୋଶୂୟ Chapter 22
  5. ଗୀତସଂହିତା Chapter 95
  6. ଲେବୀୟ ପୁସ୍ତକ Chapter 18
  7. ଦିତୀୟ ଶାମୁୟେଲ Chapter 4

Related Chapters & Readings

  1. ପ୍ରଥମ ଶାମୁୟେଲ Chapter 11
  2. ହିତୋପଦେଶ Chapter 10
  3. ଯିହିଜିକଲ Chapter 31
  4. ହଗୟ Chapter 2
  5. ଗୀତସଂହିତା Chapter 44
  6. ଯିହୋଶୂୟ Chapter 24
  7. ଆଦି ପୁସ୍ତକ Chapter 3
Share Your Love

Leave a Reply

Your email address will not be published. Required fields are marked *