ଦିତୀୟ ଶାମୁୟେଲ Chapter 12

For English

Read ଦିତୀୟ ଶାମୁୟେଲ Chapter 12 Online

Read ଦିତୀୟ ଶାମୁୟେଲ Chapter 12 online from the Holy Bible. This chapter is part of the Book of ଦିତୀୟ ଶାମୁୟେଲ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଦିତୀୟ ଶାମୁୟେଲ and the Holy Bible online.

Choose a Chapter

ଦିତୀୟ ଶାମୁୟେଲ 12

ଅଧ୍ୟାୟ 12

1. ସଦାପ୍ରଭୁ ଦାଉଦଙ୍କ ନିକଟକକ୍ସ୍ଟ ନାଥନକକ୍ସ୍ଟ ପଠାଇଲେ। ନାଥନ ୟାଇ ଦାଉଦଙ୍କକ୍ସ୍ଟ କହିଲେ, "ଏକ ନଗର ରେ ଦକ୍ସ୍ଟଇଜଣ ଲୋକ ଥିଲେ। ସେଥି ମଧ୍ଯରକ୍ସ୍ଟ ଜଣେ ଥିଲେ ଧନୀ ଓ ଅନ୍ୟ ଜଣକ ଥିଲେ ଗରିବ।

2. ଧନୀ ଲୋକର ଅତି ବହକ୍ସ୍ଟତ ଗାଈ, ବଳଦ ଓ ମାେଣ୍ତାପଲ ଥିଲା।

3. ମାତ୍ର ଦରିଦ୍ର ଲୋକଟିର ଗୋଟିଏ ସାନ ମେଣ୍ତା ଛକ୍ସ୍ଟଆ ବ୍ଯତୀତ ଆଉ କିଛି ନଥିଲା। ସେ ମଧ୍ଯ ତାକକ୍ସ୍ଟ କିଣି ପାଳକ୍ସ୍ଟଥିଲା। ତା' ସଙ୍ଗେ ଓ ତା'ର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢିଲା। ମେଣ୍ତା ଛକ୍ସ୍ଟଆଟି ତା'ର ନିଜ ତକ୍ସ୍ଟଣ୍ତରକ୍ସ୍ଟ ଆହାର ଖାଇଲା ଓ ତାହାର ନିଜ ପାତ୍ରରକ୍ସ୍ଟ ପାନ କଲା ଓ ତା'ର କୋଳ ରେ ମଧ୍ଯ ଶଯନ କଲା। ସହେି ମେଣ୍ତା ଛକ୍ସ୍ଟଆଟି ସେ ଗରୀବ ଲୋକଟିର ଝିଅପରି ବଢିଲା।

4. ତା'ପରେ ଜଣେ ୟାତ୍ରୀ ଆସିଲେ ଓ ସହେି ଧନୀ ଲୋକଙ୍କକ୍ସ୍ଟ ଦେଖିଲେ। ତହିଁରେ ସହେି ଧନୀ ଲୋକଟି, ତା' ନିକଟକକ୍ସ୍ଟ ଆସିଥିବା ଅତିଥି ପାଇଁ ରାନ୍ଧିବାକକ୍ସ୍ଟ ନିଜ ପଲରକ୍ସ୍ଟ ଓ ନିଜ ଗୋଠରକ୍ସ୍ଟ ନଇେ ମେଣ୍ତା ଖାଇବାକକ୍ସ୍ଟ ଦବୋକକ୍ସ୍ଟ ଇଛା କଲା ନାହିଁ। ମାତ୍ର ସହେି ଦରିଦ୍ର ଲୋକଟିର ମେଣ୍ତା ଛକ୍ସ୍ଟଆଟିକକ୍ସ୍ଟ ନଇେ ଅତିଥିଙ୍କ ପାଇଁ ରାନ୍ଧିଲା।"

5. ଏକଥା ଶକ୍ସ୍ଟଣି, ଧନୀ ଲୋକଟି ଉପରେ ଦାଉଦ ରାଗିଗଲେ, ପକ୍ସ୍ଟଣି ଦାଉଦ ନାଥନଙ୍କକ୍ସ୍ଟ କହିଲେ, " ଯେଉଁ ବ୍ଯକ୍ତିଟି ଏପରି କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ନିଶ୍ଚିତ ମରିବ।

6. ସେ ଏପରି କର୍ମ କରିବାରକ୍ସ୍ଟ ଓ ସେ କିଛି ଦୟା ନକରିବାରକ୍ସ୍ଟ ସହେି ମେଣ୍ତାର ଗ୍ଭରିଗକ୍ସ୍ଟଣ ଫରୋଇ ଦବେ।"

7. ନାଥନ ଦାଉଦଙ୍କକ୍ସ୍ଟ କହିଲେ, "ତୁମ୍ଭେ ହେଉଛ ସହେି ଧନୀ ଲୋକ, ଯାହାକି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହିଛନ୍ତି, 'ମୁ ତୁମ୍ଭକୁ ଇଶ୍ରାୟେଲର ରାଜା କରିବାକୁ ପସନ୍ଦ କଲି। ମୁ ତୁମ୍ଭକୁ ଶାଉଲଠାରକ୍ସ୍ଟ ରକ୍ଷା କଲି।

8. ମୁ ତୁମ୍ଭକୁ ତକ୍ସ୍ଟମ୍ଭ ପ୍ରଭକ୍ସ୍ଟର ଗୃହ ଓ ତା'ର ସ୍ତ୍ରୀମାନଙ୍କୁ ଦଲେି। ଇଶ୍ରାୟେଲ ଓ ୟିହକ୍ସ୍ଟଦାକକ୍ସ୍ଟ ଶାସନ କରିବା ପାଇଁ ମଧ୍ଯ ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଲେି। ଯଦି ଏହା ଅଳ୍ପ ହେଲା, ତବେେ ମୁ ତୁମ୍ଭକୁ ଅଧିକ ଦଇେଥାନ୍ତି।

9. ତେଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କର ଆଦେଶକକ୍ସ୍ଟ ଅବଜ୍ଞା କଲ? ସେ ଯାହା ଭୂଲ୍ ବୋଲି କହନ୍ତି ତୁମ୍ଭେ ତାହା କାହିଁକି କଲ? ତୁମ୍ଭେ ହିତ୍ତୀଯ ଊରିଯକକ୍ସ୍ଟ ମାରି ତା' ସ୍ତ୍ରୀକକ୍ସ୍ଟ ତୁମ୍ଭେ ସ୍ତ୍ରୀ କରିଅଛ। ତୁମ୍ଭେ ଅେମ୍ମାନୀୟମାନଙ୍କ ଖଣ୍ତାଦ୍ବାରା ଊରିଯକକ୍ସ୍ଟ ମାରି ଅଛ।

10. ତେଣୁ ଖଡ୍ଗ ତୁମ୍ଭର ପରିବାରର ଜୀବନ ନବୋ ଚିରଦିନ ଗ୍ଭଲକ୍ସ୍ଟରଖିବ। କାରଣ ହିତ୍ତୀଯ ଊରିଯର ସ୍ତ୍ରୀକକ୍ସ୍ଟ ନଇେ ତୁମ୍ଭର ସ୍ତ୍ରୀ କରି ମାେତେ ତକ୍ସ୍ଟଚ୍ଛ ଜ୍ଞାନ କରିଅଛ।'

11. ସଦାପ୍ରଭୁ ଏକଥା କହନ୍ତି, 'ମୁ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ବିପତ୍ତି ଆଣିବାକକ୍ସ୍ଟ ଯାଉଅଛି ଏବଂ ଏବା ତକ୍ସ୍ଟମ୍ଭ ପରିବାରରକ୍ସ୍ଟ ଆସିବ। ମୁ ତୁମ୍ଭର ସ୍ତ୍ରୀମାନଙ୍କୁ ନଇୟିବେି ଓ ତୁମ୍ଭର ଅତି ନିଜର ଲୋକକୁ ଦବେି। ସେ ସମାନଙ୍କେ ସହିତ ଶଯନ କରିବ ଏବଂ ପ୍ରେତ୍ୟକକ ତାହା ଜାଣିବେ।

12. ତୁମ୍ଭେ ବତ୍ଶବୋ ସହିତ ଗୋପନ ରେ ଶଯନ କଲ, କିନ୍ତୁ ମୁ ତୁମ୍ଭକୁ ଦଣ୍ତ ଦବେି ସମସ୍ତ ଇଶ୍ରାୟେଲଙ୍କ ସମ୍ମକ୍ସ୍ଟଖ ରେ ଯେପରି ସମସ୍ତ ଲୋକ ଏହା ଦେଖି ପାରିବେ।"'

13. ଦାଉଦ ନାଥନକକ୍ସ୍ଟ କହିଲେ, "ମୁ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ଅପରାଧ କରିଅଛି।"

14. କିନ୍ତୁ ତୁମ୍ଭେ ଏହି କକ୍ସ୍ଟକର୍ମ କରି ସଦାପ୍ରଭୁଙ୍କୁ ବହକ୍ସ୍ଟତ ଅସମ୍ମାନ ଦଖାଇେଅଛ। ତେଣୁ ଜନ୍ମ କରୁଥିବା ପକ୍ସ୍ଟତ୍ରଗଣ ନିଶ୍ଚଯ ମରିବ।"

15. ତା'ପରେ ନାଥନ ଗୃହକକ୍ସ୍ଟ ଫରେିଗଲେ। ସଦାପ୍ରଭୁ ଊରିଯର ସ୍ତ୍ରୀଠାରକ୍ସ୍ଟ ଜନ୍ମ ଦାଉଦର ସନ୍ତାନକକ୍ସ୍ଟ ଅତ୍ଯନ୍ତ ପୀଡିତ କରି ଦେଲେ।

16. ଦାଉଦ ବାଳକ ନିମନ୍ତେ ପରମେଶ୍ବରଙ୍କ ନିକଟରେ ନିବଦନେ କଲେ ଓ ଦାଉଦ ଉପବାସ କଲେ ଓ ଭିତ ରେ ୟାଇ ରାତ୍ରିୟାକ ଭୂମି ଉପରେ ପଡି ରହିଲେ।

17. ଦାଉଦ ପରିବାରର ବଯସ୍କମାନେ ଦାଉଦଙ୍କକ୍ସ୍ଟ ଭୂମିରକ୍ସ୍ଟ ଉଠାଇବାକକ୍ସ୍ଟ ଚାହିଁଲେ। କିନ୍ତୁ ଦାଉଦ ଉଠିଲେ ନାହିଁ କି ସମାନଙ୍କେ ସହିତ ଭୋଜନ କଲେ ନାହିଁ।

18. ଏହିପରି ସଲ୍ଗମ ଦିନ ରେ ପିଲାଟି ମରିଗଲା, କିନ୍ତୁ ସମାନେେ ଭୟ ରେ ଦାଉଦଙ୍କକ୍ସ୍ଟ ଏକଥା ଜଣାଇଲେ ନାହିଁ, ସମାନେେ ନିଜ ଭିତ ରେ କକ୍ସ୍ଟହାକକ୍ସ୍ଟହି ହେଲ, "କାରଣ ପିଲାଟି ବଞ୍ଚିଥିବା ସମୟରେ ସେ ଆମ କଥା ଶୁଣିଲେ ନାହିଁ। ଯଦି ଆମ୍ଭେ ପିଲାଟିର ମୃତକ୍ସ୍ଟ୍ଯ ବିଷଯ ରେ କହିଥାନ୍ତକ୍ସ୍ଟ, ସେ ତା'ର ନିଜର କ୍ଷତି କରିଥାନ୍ତା। ସେଥିପାଇଁ ସମାନେେ ଏହା କହିଲେ ନାହିଁ।"

19. କିନ୍ତୁ ଦାଉଦ ଦେଖିଲେ ଲୋକମାନେ ଫକ୍ସ୍ଟସରକ୍ସ୍ଟଫାସର ହେଉଛନ୍ତି। ତେଣୁ ଦାଉଦ ବକ୍ସ୍ଟଝିପାରିଲେ ଯେ ପିଲାଟି ମରି ୟାଇଛି। ତେଣୁ ଦାଉଦ ତାଙ୍କର ଦାସମାନଙ୍କୁ ପଚାରିଲେ, "କ'ଣ ପିଲାଟି ମରିଗଲା?"

20. ତା'ପରେ ଦାଉଦ ଉଠିଲେ, ଗା ଧୋଇଲେ, ତାଙ୍କର ପୋଷାକ ପରିବର୍ତ୍ତନ କରି ପୋଷାକ ପିନ୍ଧିଲେ ଏବଂ ସଦାପ୍ରଭୁଙ୍କର ମନ୍ଦିରକକ୍ସ୍ଟ ଉପାସନା ପାଇଁ ଗଲେ। ତା'ପରେ ଘରକକ୍ସ୍ଟ ୟାଇ ଖାଇବାକକ୍ସ୍ଟ ଖାଦ୍ୟ ମାଗିଲେ। ତାଙ୍କର ଦାସମାନେ ତାଙ୍କୁ ଯାହା ଖାଦ୍ୟ ଦେଲେ ଓ ସେ ତାହା ଖାଇଲେ।

21. ଦାଉଦଙ୍କକ୍ସ୍ଟ ତାଙ୍କର ଦାସମାନେ ପଚାରିଲେ, "ଆପଣ ଏପରି ବ୍ଯବହାର କାହିଁକି କଲେ? ଯେତବେେଳେ ପିଲାଟି ବଞ୍ଚିଥିଲା ଆପଣ ଖାଇବାକକ୍ସ୍ଟ ମନା କଲେ ଓ କାନ୍ଦିଲେ କିନ୍ତୁ ପିଲାଟି ମରିୟିବା ପରେ ଉଠିଲେ ଓ ଖାଦ୍ୟ ଖାଇଲେ।"

22. ଦାଉଦ କହିଲେ, "ପିଲାଟି ବଞ୍ଚିଥିବା ସମୟରେ ମୁ ଖାଇବାକକ୍ସ୍ଟ ମନାକଲି କାରଣ ମୁ କ୍ରନ୍ଦନ କଲି, 'ଯଦି ପରମେଶଓରଙ୍କୁ ମାରଦେକ୍ସ୍ଟଃଖ ଜଣାଏ କାଳେ ସେ ମାେ ଉପରେ ଦୟା କରିବେ ଏବଂ ପିଲାଟିକକ୍ସ୍ଟ ବଞ୍ଚିବାକକ୍ସ୍ଟ ଦବେେ।'

23. କିନ୍ତୁ ବର୍ତ୍ତମାନ ପିଲାଟି ମରିଅଛି, ମୁ କାହିଁକି ଆଉ ଉପବାସ କରିବି। ମୁ କ'ଣ ପିଲାଟିର ଜୀବନ ଫରୋଇ ଆଣି ପାରିବି। ଦିନେ ମୁ ତା' ନିକଟକକ୍ସ୍ଟ ୟିବି କିନ୍ତୁ ସେ ମାେ ନିକଟକକ୍ସ୍ଟ ଆସି ପାରିବ ନାହିଁ।"

24. ତା'ପରେ ଦାଉଦ ବତ୍ଶବୋକକ୍ସ୍ଟ ସାନ୍ତ୍ବନା ଦେଲେ ଓ ତାଙ୍କ ସହିତ ୟୌନସଐର୍କ ରଖିଲେ ଓ ସେ ଗର୍ଭବତୀ ହେଲ ଓ ସେ ଆଉ ଏକ ପକ୍ସ୍ଟତ୍ରକକ୍ସ୍ଟ ଜନ୍ମ ଦେଲେ। ଦାଉଦ ସେ ପିଲାଟିର ନାମ ଶଲୋମନ ରଖିଲେ। ସଦାପ୍ରଭୁ ଶଲୋମନଙ୍କକ୍ସ୍ଟ ପ୍ ରମେ କଲେ।

25. ସଦାପ୍ରଭୁ ନାଥନ ନାମକ ଏକ ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ କହି ପଠାଇଲେ ଏବଂ ସଦାପ୍ରଭୁ ନାଥନ ତା'ର ନାମ ଶଲୋମନ ୟିଦୀଦିଯପରି ଦେଲେ। ନାଥନ ସଦାପ୍ରଭୁଙ୍କ ପାଇଁ ଏହା କଲେ।

26. ଅେମ୍ମାନୀୟମାନଙ୍କର ରାଜଧାନୀ ସହର ରଦ୍ଦାକକ୍ସ୍ଟ ଯୋୟାବ ୟକ୍ସ୍ଟଦ୍ଧ କରି କରଗତ କଲେ।

27. ଯୋୟାବ ଦାଉଦଙ୍କ ନିକଟକକ୍ସ୍ଟ ଦୂତଗଣ ସହିତ ଏହି ବାର୍ତ୍ତା ପଠାଇଲେ: "ମୁ ରଦ୍ଦା ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିଛି ଏବଂ ଏହାର ଜଳ ଯୋଗାଣକକ୍ସ୍ଟ ସକ୍ସ୍ଟରକ୍ଷା ଦେଉଥିବା ଦକ୍ସ୍ଟର୍ଗକକ୍ସ୍ଟ ଅକ୍ତିଆର କରିଛି।

28. ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ରୀତ କରି ନଗର ନିକଟରେ ଛାଉଣୀ ସ୍ଥାପନ କରି ତାହା ହସ୍ତଗତ କରନ୍ତକ୍ସ୍ଟ। ନୋହିଲେ ମୁ ଏହାକକ୍ସ୍ଟ ହସ୍ତଗତ ଓ ମାେ ନାମାନକ୍ସ୍ଟସା ରେ ଖ୍ଯାତ କରିବି।"

29. ଏଣୁ ଦାଉଦ ସମସ୍ତ ଲୋକଙ୍କକ୍ସ୍ଟ ଏକତ୍ର କରି ରଦ୍ଦାକକ୍ସ୍ଟ ଗଲେ ଓ ତହିଁ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରି ତାହା ହସ୍ତଗତ କଲେ।

30. ସେ ସମାନଙ୍କେ ରାଜାର ମସ୍ତକରୁ ମକ୍ସ୍ଟକକ୍ସ୍ଟଟ କାଢି ନେଲେ। ତାହା ଏକ ମହଣ ପରିମିତ ସକ୍ସ୍ଟନା ଓ ତହିଁରେ ବହକ୍ସ୍ଟମୂଲ୍ଯ ପ୍ରସ୍ତରମାନ ଖଚିତ ହାଇେଥିଲା। ଆଉ ତାହା ଦାଉଦଙ୍କର ମସ୍ତକରେ ଦିଆଗଲା। ପକ୍ସ୍ଟଣି ସେ ମଧ୍ଯ ସହେି ନଗରରକ୍ସ୍ଟ ଲକ୍ସ୍ଟଟ୍ କରି ବହକ୍ସ୍ଟମୂଲ୍ଯ ସାମଗ୍ରି ନଇଗେଲେ।

31. ସେ ସହରର ଲୋକମାନଙ୍କୁ ବାହାର କରି ଆଣି ସମାନଙ୍କେୁ କରତ ଓ ଲକ୍ସ୍ଟହାମଇ ଓ ଲକ୍ସ୍ଟହା କକ୍ସ୍ଟରାଢି ଦ୍ବାରା କଠିନ କାର୍ୟ୍ଯ କରାଇ ଦଣ୍ତ ଦେଲେ ଓ ସମାନଙ୍କେୁ ଇଟା ତିଆରି କରାଇଲେ। ସେ ଅେମ୍ମାନୀୟମାନଙ୍କ ସମକ୍ସ୍ଟଦାଯ ନଗର ପ୍ରତି ଏପରି କଲେ। ଏହାପରେ ଦାଉଦ ଓ ସମସ୍ତ ଲୋକ ଯିରୁଶାଲମକୁ ଫରେି ଆସିଲେ।

About ଦିତୀୟ ଶାମୁୟେଲ Chapter 12

Read ଦିତୀୟ ଶାମୁୟେଲ Chapter 12 online from the Holy Bible. This chapter is part of the Book of ଦିତୀୟ ଶାମୁୟେଲ in the Old Testament. Continue reading with the chapter navigation above or explore the complete book.

Book Information

Book: ଦିତୀୟ ଶାମୁୟେଲ
Chapter: 12
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଦିତୀୟ ଶାମୁୟେଲ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଦିତୀୟ ଶାମୁୟେଲ Chapter 12 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଦିତୀୟ ଶାମୁୟେଲ Chapter 12?

ଦିତୀୟ ଶାମୁୟେଲ Chapter 12 is part of the Book of ଦିତୀୟ ଶାମୁୟେଲ in the Holy Bible.

Can I read this chapter online?

Yes. You can read the complete ଦିତୀୟ ଶାମୁୟେଲ Chapter 12 online for free with easy chapter navigation.

More Chapters from ଦିତୀୟ ଶାମୁୟେଲ

  1. ଦିତୀୟ ଶାମୁୟେଲ Chapter 17
  2. ଦିତୀୟ ଶାମୁୟେଲ Chapter 8
  3. ଦିତୀୟ ଶାମୁୟେଲ Chapter 4
  4. ଦିତୀୟ ଶାମୁୟେଲ Chapter 1
  5. ଦିତୀୟ ଶାମୁୟେଲ Chapter 18
  6. ଦିତୀୟ ଶାମୁୟେଲ Chapter 13
  7. ଦିତୀୟ ଶାମୁୟେଲ Chapter 10

Explore More from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 16
  2. ଯିରିମିୟ Chapter 30
  3. ଲେବୀୟ ପୁସ୍ତକ Chapter 22
  4. ଦିତୀୟ ରାଜାବଳୀ Chapter 9
  5. ଗଣନା ପୁସ୍ତକ Chapter 6
  6. ହିତୋପଦେଶ Chapter 2
  7. ଗଣନା ପୁସ୍ତକ Chapter 7

Related Chapters & Readings

  1. ଗୀତସଂହିତା Chapter 105
  2. ପ୍ରଥମ ଶାମୁୟେଲ Chapter 28
  3. ଆୟୁବ Chapter 32
  4. ପ୍ରଥମ ବଂଶାବଳୀ Chapter 5
  5. ପ୍ରଥମ ବଂଶାବଳୀ Chapter 13
  6. ଗୀତସଂହିତା Chapter 66
  7. ଆଦି ପୁସ୍ତକ Chapter 18
Share Your Love

Leave a Reply

Your email address will not be published. Required fields are marked *