ଦ୍ୱିତୀୟ ବିବରଣ Chapter 13

For English

Read ଦ୍ୱିତୀୟ ବିବରଣ Chapter 13 Online

Read ଦ୍ୱିତୀୟ ବିବରଣ Chapter 13 online from the Holy Bible. This chapter is part of the Book of ଦ୍ୱିତୀୟ ବିବରଣ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଦ୍ୱିତୀୟ ବିବରଣ and the Holy Bible online.

Choose a Chapter

ଦ୍ୱିତୀୟ ବିବରଣ 13

ଅଧ୍ୟାୟ 13

1. "ଯଦି କୌଣସି ଭବିଷ୍ଯଦ୍ବକ୍ତା ଅବା କୌଣସି ସ୍ବପ୍ନଦର୍ଶକ ତୁମ୍ଭମାନଙ୍କୁ କୌଣସି ଆଶ୍ଚର୍ୟ୍ଯ କର୍ମମାନ ଦଖାେଏ ବା କୌଣସି ଚିହ୍ନ ଦଖାେଏ,

2. ଆଉ ସହେି ଚିହ୍ନ ଓ ଆଶ୍ଚର୍ୟ୍ଯକର୍ମ ଯଦି ସଫଳ ହକ୍ସ୍ଟଏ, ତୁମ୍ଭେ ସମାନଙ୍କେୁ ଜାଣି ନାହିଁ, ଏପରି ଅନ୍ୟ ଦବଗେଣଙ୍କ ବିଷଯ ରେ କ ହେ, 'ଆସ ଆମ୍ଭମାନେେ ସମାନଙ୍କେର ପଶ୍ଚାଦ୍ଗାମି ହବୋ ଓ ସମାନଙ୍କେ ସବୋ କରିବା।'

3. ସହେି ଲୋକମାନଙ୍କର କଥା ଶକ୍ସ୍ଟଣି ନାହିଁ। କାରଣ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶଓରଙ୍କୁ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ ରମେ କରି ଅଛକି ନାହିଁ, ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।

4. ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ପଶ୍ଚାଦଗମନ କରିବ। ତାହାଙ୍କକ୍ସ୍ଟ ଭୟ କରିବ। ତାହାଙ୍କ ଆଜ୍ଞା ସବୁ ପାଳନ କରିବ। ତାହାଙ୍କ ବାକ୍ଯ ପ୍ରତି ଧ୍ଯାନ ଦବେେ। ତାଙ୍କର ସବୋ କରିବ। ଏବଂ ତାଙ୍କଠା ରେ ଆସକ୍ତି ହବେ।

5. ତୁମ୍ଭମାନେେ ସହେି ଭବିଷ୍ଯଦବକ୍ତା ବା ସ୍ବପ୍ନ ଦର୍ଶକକକ୍ସ୍ଟ ପ୍ରାଣ ଦଣ୍ତ ଦବୋ ଉଚିତ୍। କାରଣ ସହେି ବ୍ଯକ୍ତିଟି ମାରେ ଲୋକମାନଙ୍କୁ ପରମେଶ୍ବରଙ୍କ ବରକ୍ସ୍ଟଦ୍ଧ ରେ ବିଦ୍ରୋହ କରିବା ପାଇଁ ପ୍ରତାରିତ କଲା, ୟିଏକି ତୁମ୍ଭମାନଙ୍କୁ ମିଶର ଦେଶରକ୍ସ୍ଟ ବାହାର କରି ଆଣିଲେ ଓ ଦାସତ୍ବରକ୍ସ୍ଟ ତୁମ୍ଭମାନଙ୍କୁ ମକ୍ସ୍ଟକ୍ତ କଲେ। ସହେି ବ୍ଯକ୍ତିଟି ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କଠାରକ୍ସ୍ଟ ଦକ୍ସ୍ଟରକକ୍ସ୍ଟ ନବୋକକ୍ସ୍ଟ ଚେଷ୍ଟା କରୁଛି। ଯାହା ସେ ତୁମ୍ଭମାନଙ୍କୁ ଅନକ୍ସ୍ଟସରଣ କରିବା ପାଇଁ ନିର୍ଦ୍ଦେଶ ଦେଲେ। ଏହି ଉପାଯ ରେ ତକ୍ସ୍ଟମ୍ଭ ମଧିଅରେ ଥିବା କକ୍ସ୍ଟକର୍ମ ଦୂର କରିପାରିବ।

6. "ଧରାଯାଉ ତୁମ୍ଭମାନଙ୍କର ନିଜ ଲୋକ, ଏପରିକି ତୁମ୍ଭର ନିଜ ଭାଇ, ତୁମ୍ଭର ପକ୍ସ୍ଟତ୍ର ବା କନ୍ଯା, ତୁମ୍ଭର ସ୍ତ୍ରୀ କିଅବା ଅନ୍ତରଙ୍ଗ ବନ୍ଧକ୍ସ୍ଟ ଏହା କହି ତୁମ୍ଭକୁ ପ୍ରଲୋଭିତ କରିବାକୁ ଚୋଷ୍ଟାକରେ, 'ଗ୍ଭଲ ଅନ୍ୟ ଦବଗେଣଙ୍କର ପୂଜା କରିବା।' ଯେଉଁ ଦବେତାଗଣଙ୍କକ୍ସ୍ଟ ତୁମ୍ଭମାନେେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷ ଜାଣି ନାହାଁନ୍ତି।

7. ତୁମ୍ଭମାନଙ୍କର ଚତକ୍ସ୍ଟର୍ଦ୍ଦିଗସ୍ଥ ନିକଟବର୍ତ୍ତୀ ବା ତକ୍ସ୍ଟମ୍ଭଠାରକ୍ସ୍ଟ ଦୂରବର୍ତ୍ତୀ ପୃଥିବୀର ଏକ ପ୍ରାନ୍ତରକ୍ସ୍ଟ ଅନ୍ୟପ୍ରାନ୍ତ ପର୍ୟ୍ଯନ୍ତ।

8. ସହେି ବ୍ଯକ୍ତିର କଥା ତୁମ୍ଭମାନେେ ଶକ୍ସ୍ଟଣିବା ଉଚିତ୍ ନକ୍ସ୍ଟହଁ। ସମାନଙ୍କେ ପାଇଁ ଅନକ୍ସ୍ଟକଐା ଦଖାେଅ ନାହିଁ। ତାଙ୍କୁ ମକ୍ସ୍ଟକ୍ତି ଦିଅ ନାହିଁ କି ତାଙ୍କୁ ସକ୍ସ୍ଟରକ୍ଷା ଦିଅନାହିଁ।

9. ମାତ୍ର, ତୁମ୍ଭେ ସହେି ବ୍ଯକ୍ତିକକ୍ସ୍ଟ ହତ୍ଯା କରିବ। ତୁମ୍ଭେ ତାଙ୍କୁ ପଥର ରେ ଛଚେି ହତ୍ଯା କରିବ। ତୁମ୍ଭେ ପ୍ରଥମେ ତାଙ୍କୁ ପଥର ଫିଙ୍ଗିବ। କାହିଁକି ଜାଣ ସେ ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଠାରକ୍ସ୍ଟ ଦୂ ରଇେ ନବୋକକ୍ସ୍ଟ ଗ୍ଭହାଁନ୍ତି। ଆଉ ସେ ହେଉଛନ୍ତି ସହେି ସଦାପ୍ରଭୁ ୟିଏକି ତୁମ୍ଭମାନଙ୍କୁ ମିଶର ଦେଶରକ୍ସ୍ଟ ବାହାର କରି ଆଣିଥିଲେ। ଯେଉଁଠା ରେ ତୁମ୍ଭମାନେେ ଦାସପରି ଥିଲ।

11. ତେଣୁ ସମସ୍ତ ଇଶ୍ରାୟେଲୀୟମାନେ ଏ ବିଷଯ ରେ ଶକ୍ସ୍ଟଣିବେ ଓ ଭୟଭୀତ ହବେେ। ଆଉ ଇଶ୍ରାୟେଲୀୟମାନେ ଏପରି ପୂନର୍ବାର ଦକ୍ସ୍ଟଷ୍କର୍ମ କରିବାକୁ ସାହସ କରିବେ ନାହିଁ।

12. "ହକ୍ସ୍ଟଏତ ତୁମ୍ଭମାନେେ ତୁମ୍ଭମାନଙ୍କର ଏକ ନଗର ବିଷଯ ରେ ଖରାପ କଥା ଶକ୍ସ୍ଟଣିଥାଏ। ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭକୁ ବାସ କରିବା ପାଇଁ ଦବୋକକ୍ସ୍ଟ ଯାଉଛନ୍ତି।

13. କେତକେ ମନ୍ଦ ଲୋକ କହି ପାରନ୍ତି, 'ଆସ ଆମ୍ଭେ ଅନ୍ୟ ଦବେତାମାନଙ୍କର ସବୋ କରିବା।' ଏହା କହି ସମାନେେ ସମାନଙ୍କେ ନଗର ନିବାସୀମାନଙ୍କୁ ପ୍ରଲୋଭିତ କରି ପାରନ୍ତି। (ଏହିସବୁ ଦବେତାମାନଙ୍କୁ ତୁମ୍ଭମାନେେ କବେେ ଜାଣି ନ ଥିଲ)।

14. ତବେେ ତୁମ୍ଭେ ବକ୍ସ୍ଟଝିବ, ଖାଜେିବ, ଭଲରୂପେ ପଗ୍ଭରି ବକ୍ସ୍ଟଝିବ। ଯଦି ତାହା ସତ୍ଯ ହକ୍ସ୍ଟଏ ଓ ତକ୍ସ୍ଟମ୍ଭ ମଧିଅରେ ଏପରି ଘୃଣ୍ଯ କର୍ମ କରାୟାଇ ଅଛି,

15. ତବେେ ତୁମ୍ଭେ ନିଶ୍ଚଯ ସହେି ନଗର ନିବାସୀଙ୍କକ୍ସ୍ଟ ଖଣ୍ତା ରେ ଆଘାତ କରିବ। ପକ୍ସ୍ଟଣି ନଗର ଓ ତହିଁ ମଧ୍ଯସ୍ଥିତ ସମକ୍ସ୍ଟଦାଯ ଓ ତହିଁର ପଶକ୍ସ୍ଟମାନଙ୍କୁ ଖଣ୍ତା ଧାର ରେ ବର୍ଜ୍ଜିତ ରୂପେ ଧ୍ବଂସ କରିବ।

16. ଆଉ ତୁମ୍ଭମାନେେ ତହିଁର ଲକ୍ସ୍ଟଟିତ ଦ୍ରବ୍ଯ ସବୁ ନଗର ମଧିଅରେ ସଂଗ୍ରହ କର ଓ ନଇୟୋଅ, ସହେି ନଗରକକ୍ସ୍ଟ ସେଥି ମଧିଅରେ ଥିବା ସମସ୍ତ ସାମଗ୍ରିକକ୍ସ୍ଟ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଦଗ୍ଧ କର । ସହେି ସହର ସବୁ ଦିନ ପାଇଁ ଧ୍ବଂସ ହବୋ ଉଚିତ୍। ଆଉ ଏହା ପୂନଃନିର୍ମିତ ହବୋ ଉଚିତ୍ ନକ୍ସ୍ଟ ହେଁ।

17. ସହେି ଦ୍ରବ୍ଯରକ୍ସ୍ଟ ଯାହା ଧ୍ବଂସ ହବୋ ଉଚିତ୍, ତୁମ୍ଭମାନେେ କିଛି ସଂଗ୍ରହ କରିବା ଉଚିତ୍ ନକ୍ସ୍ଟହଁ। ଏଥି ରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କୋରଧରକ୍ସ୍ଟ ଫରେିବେ ଓ ତକ୍ସ୍ଟମ୍ଭପ୍ରତି କରୁଣା କରିବେ ଏବଂ ତୁମ୍ଭର ସଂଖ୍ଯା ବଢାଇବେ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କକ୍ସ୍ଟ ପ୍ରତିଜ୍ଞା କରିଥିଲେ।

18. ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ଆଜ୍ଞା ମାନ ତାହା ମୁ ( ମାଶାେ) ତୁମ୍ଭମାନଙ୍କୁ ଆଜି ଦେଉଛି ଏବଂ ତାଙ୍କ ଦୃଷ୍ଟି ରେ ଯାହା ଠିକ୍ ତାହା କର। ତା ହେଲେ ସେ ଯାହା ପ୍ରତିଜ୍ଞା କଲେ ତାହା କରିବେ।

About ଦ୍ୱିତୀୟ ବିବରଣ Chapter 13

Read ଦ୍ୱିତୀୟ ବିବରଣ Chapter 13 online from the Holy Bible. This chapter is part of the Book of ଦ୍ୱିତୀୟ ବିବରଣ in the Old Testament. Continue reading with the chapter navigation above or explore the complete book.

Book Information

Book: ଦ୍ୱିତୀୟ ବିବରଣ
Chapter: 13
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଦ୍ୱିତୀୟ ବିବରଣ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଦ୍ୱିତୀୟ ବିବରଣ Chapter 13 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଦ୍ୱିତୀୟ ବିବରଣ Chapter 13?

ଦ୍ୱିତୀୟ ବିବରଣ Chapter 13 is part of the Book of ଦ୍ୱିତୀୟ ବିବରଣ in the Holy Bible.

Can I read this chapter online?

Yes. You can read the complete ଦ୍ୱିତୀୟ ବିବରଣ Chapter 13 online for free with easy chapter navigation.

More Chapters from ଦ୍ୱିତୀୟ ବିବରଣ

  1. ଦ୍ୱିତୀୟ ବିବରଣ Chapter 21
  2. ଦ୍ୱିତୀୟ ବିବରଣ Chapter 4
  3. ଦ୍ୱିତୀୟ ବିବରଣ Chapter 15
  4. ଦ୍ୱିତୀୟ ବିବରଣ Chapter 6
  5. ଦ୍ୱିତୀୟ ବିବରଣ Chapter 2
  6. ଦ୍ୱିତୀୟ ବିବରଣ Chapter 34
  7. ଦ୍ୱିତୀୟ ବିବରଣ Chapter 32

Explore More from ପୁରାତନ ନିୟମ

  1. ଦ୍ୱିତୀୟ ବିବରଣ Chapter 11
  2. ପ୍ରଥମ ବଂଶାବଳୀ Chapter 24
  3. ଯାତ୍ରା ପୁସ୍ତକ Chapter 7
  4. ଦାନିଏଲ Chapter 10
  5. ଯିଶାଇୟ Chapter 45
  6. ଗୀତସଂହିତା Chapter 16
  7. ଯାତ୍ରା ପୁସ୍ତକ Chapter 34

Related Chapters & Readings

  1. ଗାଲାତୀୟ Chapter 5
  2. ଯିରିମିୟ Chapter 31
  3. ଯିଶାଇୟ Chapter 54
  4. ମାଥିଉ Chapter 20
  5. ହୋଶେୟ Chapter 7
  6. ଗୀତସଂହିତା Chapter 18
  7. ଉପଦେଶକ Chapter 11
Share Your Love

Leave a Reply

Your email address will not be published. Required fields are marked *