Read ନିହିମିୟା Chapter 10 Online
Read ନିହିମିୟା Chapter 10 online from the Holy Bible. This chapter is part of the Book of ନିହିମିୟା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ନିହିମିୟା and the Holy Bible online.
Choose a Chapter
ନିହିମିୟା 10
ଅଧ୍ୟାୟ 10
1. ଏହି ଚୁକ୍ତି ପତ୍ରଗୁଡିକ ଏହିସହୁ ଅଧିକାରୀଙ୍କ ମାହେର ରେ ସ୍ବାକ୍ଷରିତ ହାଇେଥିଲା। ଯଥା:- ରାଜ୍ଯପାଳ ନିହମିଯା ହଖଲିଯଙ୍କ ପୁତ୍ର ସିଦିକିଯ।
2. ସରାଯ, ଅସରିଯ, ଯିରିମିୟ,
3. ପଶ୍ହୂର, ଅମରିଯ ମଲକିଯ,
4. ହଟୂଶ୍, ଶବନିଯ, ମଲ୍ଲୂକ,
5. ହାରିମ୍, ମରମୋେତ୍ ଓବଦେିଯ,
6. ଦାନିୟେଲ, ଗିନ୍ନଥୋନ୍, ବାଋକ୍,
7. ମଶୁଲ୍ଲମ୍, ଅବିଯ, ମିଯାମୀନ,
8. ମାସିଯ, ବିଲ୍ଗଯ, ଶମଯିଯ, ଏମାନେ ସମସ୍ତେ ଯାଜକ ଥିଲେ।
9. ଲବେୀୟଗଣ ଯଥା: ଅସନିଯର ପୁତ୍ର ଯଶୂେଯ, ହନୋଦଦର ସନ୍ତାନଗଣ ମଧ୍ଯରୁ ବିନ୍ନୁଯି ଓ କଦ୍ମିଯେଲ୍।
10. ସମାନଙ୍କେର ଭାତୃଗଣ, ଶବନିଯ, ହାଦେିୟ, କଲିଟ୍, ପଲାଯ, ହାନନ୍,
11. ମୀଖା, ରହୋବ, ହଶବିଯ,
12. ସତ୍କୁର, ଶେ ରବେୀଯ, ଶବନିଯ,
13. ହୋଦିଯ, ବାନି, ବନୀନୁ,
14. ଏହି ଲୋକମାନଙ୍କର ପ୍ରଧାନ ବର୍ଗମାନେ, ପରିଯୋଶ୍, ପହତ୍- ମାୟୋବ,ଏଲମ୍, ସତ୍ତୁ, ବାନି,
15. ବୁନ୍ନି, ଅସ୍ଗଦ୍, ବବଯେ,
16. ଅଦୋନିଯ, ବିଗ୍ବଯ, ଅଦୀନ,
17. ଆଟଇେ, ହିଜକିଯ, ଅସୂର,
18. ହୋଦିଯ, ହଶୁମ୍, ବେତ୍ସଯ,
19. ହାରୀଫ୍, ଅନାଥୋତ୍, ନୋବଯ ଓ ନବଯେ।
20. ମଗ୍ପୀଯସ, ମଶୁଲ୍ଲମ୍ ଓ ହଷେୀର,
21. ମଶଷେବଲେ, ସାଦୋକ୍ ଓ ୟଦ୍ଦୁଯ,
22. ପଲାଟିଯ, ହାନନ୍ ଓ ଅନାଯ,
23. ହାେେଶୟ, ହନାନିଯ, ଓ ହଶୂବ,
24. ହଲୋ ହେସ ପିଲହ, ଶୋବକେ,
25. ରହୂମ୍, ହଶବ୍ନା ଓ ମା ସଯେ,
26. ଅହିଯ, ହାନନ୍ ଓ ଅନାନ୍,
27. ମଲ୍ଲୂକ୍, ହାରିମ୍ ଏବଂ ବାନା।
28. ତେଣୁ ଏହି ଲୋକମାନେ ସମସ୍ତେ ମିଶି ପରମେଶ୍ବରଙ୍କ ନିକଟରେ ଏକ ଶପଥ କଲେ। ସମାନେେ କହିଲେ, "ଯଦି ଆମ୍ଭମାନେେ ଆମ୍ଭର ଶପଥ ନରଖୁ, ତବେେ ଆମ୍ଭମାନଙ୍କ ପାଇଁ ସବୁ ଅଘଟଣ ଘଟିବ।" ପରମେଶ୍ବରଙ୍କ ବ୍ଯବସ୍ଥା ତାଙ୍କର ଦାସ ମାଶାଙ୍କେ ଦ୍ବାରା ଘାଷେଣା କରାଗଲା। ଏହି ସମସ୍ତ ଲୋକମାନେ ସାବଧାନ ସହକା ରେ ସଦାପ୍ରଭୁ ପରମେଶ୍ବରଙ୍କର ବ୍ଯବସ୍ଥା ଓ ନିଯମ ମାନିବା ପାଇଁ ଶପଥ କଲେ। ସମାନେେ ହେଲେ, ଲୋକମାନଙ୍କର ଅବଶିଷ୍ଟାଂଶ ଯାଜକମାନେ, ଲବେୀୟମାନେ, ଦ୍ବାରପାଳମାନେ, ଗାଯକମାନେ, ନଥୀନୀଯମାନେ ଓ ଯେ ସମସ୍ତ ଲୋକ ଯେଉଁମାନେ ସମାନଙ୍କେୁ ଅନ୍ୟ ସ୍ଥାନ ରେ ଲୋକମାନଙ୍କଠାରୁ ଅଲଗା କଲେ, କାରଣ ସମାନେେ ପରମେଶ୍ବରଙ୍କର ବ୍ଯବସ୍ଥା ରଖିପାରିବେ। ସମାନେେ ସମାନଙ୍କେର ସ୍ତ୍ରୀଗଣ, ସମାନଙ୍କେର ପୁତ୍ରଗଣ ଓ ସମାନଙ୍କେର କନ୍ଯାଗଣ, ପ୍ରେତ୍ୟକକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ, ସମାନେେ ସମାନଙ୍କେର ଭାତୃଗଣ, ସମାନଙ୍କେର କୁଳୀନଗଣ ଏହି ଶପଥ ନବୋ ପାଇଁ ରାଜି ଥିଲେ।
30. ସମାନେେ ପ୍ରତିଜ୍ଞା କରି କହିଲେ, "ଆମ୍ଭମାନେେ ଅନ୍ୟ ଦେଶୀଯ ଲୋକମାନଙ୍କୁ ଆପଣାମାନଙ୍କ କନ୍ଯାଗଣ ଦବେୁ ନାହିଁ। କି ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସମାନଙ୍କେ କନ୍ଯାଗଣ ଗ୍ରହଣ କରିବୁ ନାହିଁ।
31. "ଆମ୍ଭେ ପ୍ରତିଜ୍ଞା କରୁଅଛୁ, ଆଉ ଦେଶସ୍ଥ ଲୋକମାନେ ବିଶ୍ରାମ ବାର ରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ଯ ବିକିବାକୁ ଆଣିଲେ, ଆମ୍ଭମାନେେ ବିଶ୍ରାମଦିନ ରେ, କି ଅନ୍ୟ କୌଣସି ପବିତ୍ର ଦିନ ରେ ସମାନଙ୍କେଠାରୁ ତାହା କିଣିବୁ ନାହିଁ। ଆଉ ସପ୍ତମ ବର୍ଷ, ସର୍ବପ୍ରକାର ଋଣ ଆଦାଯ କରିବାର ଛାଡି ଦବେୁ।
32. "ଆମ୍ଭମାନେେ ଆପଣାମାନଙ୍କ ପରମେଶ୍ବରଙ୍କ ସବୋକାର୍ୟ୍ଯ ନିମନ୍ତେ ତାଙ୍କର ନିର୍ଦ୍ଦେଶସବୁ ମାନିବୁ। ଏବଂ ଏକ ତୃତୀଯାଂଶ ଶକେଲ ରୂପା ପ୍ରତିବର୍ଷ ପରମେଶ୍ବରଙ୍କ ମନ୍ଦିର କାର୍ୟ୍ଯ ପାଇଁ ଦବେୁ।
33. ଅର୍ଥାତ୍ ଦର୍ଶନୀଯ ରୋଟୀର ଓ ନିତ୍ଯ ଭକ୍ଷ୍ଯ ନବୈେଦ୍ଯର ଓ ନିତ୍ଯ ହାମବେଳିର, ବିଶ୍ରାମ ବାରର ଅମାବାସ୍ଯାର, ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ଯାଦିର ଓ ଇଶ୍ରାୟେଲର ପ୍ରାଯଶ୍ଚିତ୍ତାର୍ଥକ ପାପବଳିର ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିରର ସମସ୍ତ କାର୍ୟ୍ଯ ନିମନ୍ତେ।
34. "ଆମ୍ଭମାନେେ ଗୁଳାବାଣ୍ଟ କରି ଯାଜକମାନଙ୍କ ବଂଶ ପାଇଁ, ଲବେୀୟଗଣ ପାଇଁ, ସଦାପ୍ରଭୁଙ୍କ ମନ୍ଦିର ପାଇଁ ପାଠ ଆଣୁଥିବା ଲୋକମାନଙ୍କ ପାଇଁ ବାର୍ଷିକ କାର୍ୟ୍ଯ ନିର୍ଘଣ୍ଟ ସ୍ଥିର କରିଅଛୁ। ବ୍ଯବସ୍ଥା ରେ ଯାହା ଲିଖିତ ହାଇେଅଛି ସହେି ଅନୁସାରେ ଆମ୍ଭ ସଦାପ୍ରଭୁ ପରମେଶ୍ବରଙ୍କ ୟଜ୍ଞବଦେୀ ରେ ସହେି କାଠଗୁଡିକ ଜଳାୟିବା ଉଚିତ୍।
35. "ଆମ୍ଭମାନଙ୍କ ଜମିର ପ୍ରଥମଜାତ ଶସ୍ଯ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ, ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ମନ୍ଦିରକୁ ଆଣିବା ପାଇଁ ଏକଥା ଗ୍ରହଣ କରିଥିଲୁ।
36. "ବ୍ଯବସ୍ଥା ପୁସ୍ତକର ଲିଖନ ଅନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଆମ୍ଭମାନଙ୍କ ଗୋପଲର ଓ ମଷେପଲର ପ୍ରଥମ ଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିର ରେ ପରିଚର୍ୟ୍ଯାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ ମଧ୍ଯ ନିଯମ କରୁଥିଲୁ।
37. "ଏବଂ ଆମ୍ଭମାନେେ ଉକୃଷ୍ଟ ଅଟା ଓ ସର୍ବପ୍ରକାର ବୃକ୍ଷର ଫଳ ଓ ନୂତନ ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଓ ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିରର କୋଠରିକୁ ଆଣିବା ପାଇଁ ଆମ୍ଭର ଦ୍ରବ୍ଯର ଏକ ଦଶମାଂଶ ଲବେୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ। କାରଣ ସହେି ଲବେୀୟମାନେ ଆମ୍ଭମାନଙ୍କ ସକଳ କୃଷିନଗର ରେ ଏକ ଦଶମାଂଶ ଆଦାଯ କରନ୍ତି।
38. ମାତ୍ର ଲବେୀୟମାନେ ଦଶମାଂଶ ଆଦାଯ କରିବା ସମୟରେ ହାରୋଣଙ୍କ ସନ୍ତାନ ଯାଜକ ଲବେୀୟମାନଙ୍କ ସଙ୍ଗେ ରହିବ। ଆଉ ଲବେୀୟମାନେ ପରମେଶ୍ବରଙ୍କ ମନ୍ଦିରସ୍ଥିତ ଭଣ୍ତାର ଗୃହକୁ ଦଶମାଂଶର ଦଶମାଂଶ ଆଣିବେ।
39. ଇଶ୍ରାୟେଲର ଲୋକମାନେ ଏବଂ ଲବେୀୟମାନେ ଭଣ୍ତାର ଗୃହକୁ ନିଶ୍ଚିତ ରେ ତାଙ୍କର ଉପହାର ଆଣିବେ। ସମାନେେ ଶସ୍ଯ, ଦ୍ରାକ୍ଷାରସ, ତୈଳ ସହେି କୋଠରୀକୁ ଆଣିବେ, ଯେଉଁଠା ରେ ଦାଯିତ୍ବ ରେ ଥିବା ଯାଜକମାନେ, ଦ୍ବାରପାଳଗଣ ଓ ଗାଯକମାନେ ପବିତ୍ର ସାମଗ୍ରୀ ରଖନ୍ତି। ଏବଂ "ଆମ୍ଭମାନେେ ଆମ୍ଭମାନଙ୍କର ପରମେଶ୍ବରଙ୍କ ମନ୍ଦିର ପ୍ରତି ହଳୋ କରିବୁ ନାହିଁ।"
About ନିହିମିୟା Chapter 10
Read ନିହିମିୟା Chapter 10 online from the Holy Bible. This chapter is part of the Book of ନିହିମିୟା in the Old Testament. Continue reading with the chapter navigation above or explore the complete book.
Book Information
Book: ନିହିମିୟା
Chapter: 10
Testament: Old Testament
How to Read this Chapter
Use the Previous and Next Chapter buttons to continue reading ନିହିମିୟା. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ନିହିମିୟା Chapter 10 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ନିହିମିୟା Chapter 10?
ନିହିମିୟା Chapter 10 is part of the Book of ନିହିମିୟା in the Holy Bible.
Can I read this chapter online?
Yes. You can read the complete ନିହିମିୟା Chapter 10 online for free with easy chapter navigation.
More Chapters from ନିହିମିୟା
- ନିହିମିୟା Chapter 13
- ନିହିମିୟା Chapter 1
- ନିହିମିୟା Chapter 8
- ନିହିମିୟା Chapter 3
- ନିହିମିୟା Chapter 12
- ନିହିମିୟା Chapter 7
- ନିହିମିୟା Chapter 6
Explore More from ପୁରାତନ ନିୟମ
- ଯିଶାଇୟ Chapter 13
- ଦିତୀୟ ରାଜାବଳୀ Chapter 23
- ଗୀତସଂହିତା Chapter 144
- ଦିତୀୟ ରାଜାବଳୀ Chapter 20
- ନିହିମିୟା Chapter 3
- ଦିତୀୟ ଶାମୁୟେଲ Chapter 24
- ଉପଦେଶକ Chapter 12