ପ୍ରକାଶିତ ବାକ୍ୟ Chapter 14

For English

Read ପ୍ରକାଶିତ ବାକ୍ୟ Chapter 14 Online

Read ପ୍ରକାଶିତ ବାକ୍ୟ Chapter 14 online from the Holy Bible. This chapter is part of the Book of ପ୍ରକାଶିତ ବାକ୍ୟ in the New Testament. Browse every verse with easy chapter navigation, continue to the next chapter, or explore the complete Book of ପ୍ରକାଶିତ ବାକ୍ୟ and the Holy Bible online.

Choose a Chapter

ପ୍ରକାଶିତ ବାକ୍ୟ 14

ଅଧ୍ୟାୟ 14

1. ତା'ପରେ ମୁଁ ମାେ ସମ୍ମୁଖ ରେ ମଷେଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହାଇେଥିଲେ। ତାହାଙ୍କ ସହିତ 1,44,000 ଲୋକ ଥିଲେ। ସମାନଙ୍କେ କପାଳ ରେ ମଷେଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲଖାେଥିଲା।

2. ମୁଁ ସ୍ବର୍ଗରୁ ମହାଜଳପ୍ରପାତ ଓ ମହାବଜ୍ରନାଦ ଭଳି ଏକ ଏକ ସ୍ବର ଶୁଣିଲି। ଏହା ବୀଣାବାଦକମାନେ ସମାନଙ୍କେର ବୀଣାବାଦନ କରିବାପରି ମନେ ହେଲା।

3. ଏହି ଲୋକମାନେ ସିଂହାସନ ସମ୍ମୁଖ ରେ ଚାରିଜଣ ଜୀବନ୍ତ ପଶୁଙ୍କ ସମ୍ମୁଖ ରେ ଓ ପ୍ରାଚୀନମାନଙ୍କ ସମ୍ମୁଖ ରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କବଳେ 1,44,000 ଜଣ ଲୋକମାନଙ୍କ ଛଡ଼ା କହେି ହେଲେ ଏହି ଗୀତ ଶିଖି ପାରିଲେ ନାହିଁ।

4. ଏହି 1,44,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ଯଭିଚାରପାପ କରିନାହାଁନ୍ତି। ସମାନେେ ନିଜକୁ କୁମାରୀକନ୍ଯା ତୁଲ୍ଯ ପବିତ୍ର କରି ରଖିଛନ୍ତି। ମଷେଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସମାନେେ ତାହାଙ୍କର ଅନୁସରଣ କରନ୍ତି। ଏହି 1,44,000 ଜଣ ମନୁଷ୍ଯଜାତି ମଧ୍ଯରୁ ମୁକ୍ତି ପାଇଛନ୍ତି। ସମାନେେ ପରମେଶ୍ବର ଓ ମଷେଶାବକଙ୍କ ଉଦ୍ଦେଶ୍ଯ ରେ ପ୍ରଥମଫଳ ସ୍ବରୂପେ ଉତ୍ସର୍ଗରକୃତ ହାଇେଛନ୍ତି।

5. ସମାନେେ କବେେ ମିଥ୍ଯା କହନ୍ତି ନାହିଁ। ସମାନେେ ସର୍ବଦା ନିର୍ଦ୍ ଦୋଷ।

6. ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶ ରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦବୋପାଇଁ ସହେି ସ୍ବର୍ଗଦୂତଙ୍କ ପାଖ ରେ ଏକ ଅନନ୍ତକାଳୀନ ସୁସମାଚାର ଥିଲା।

7. ସହେି ସ୍ବର୍ଗଦୂତ ଉଚ୍ଚ ସ୍ବର ରେ କହିଲେ, "ପରମେଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ବରଙ୍କ ଦ୍ବାରା ଲୋକମାନଙ୍କୁ ବିଚାର କରିବା ସମୟ ଉପସ୍ଥିତ। ପରମେଶ୍ବରଙ୍କର ଉପାସନା କର। ସେ ସ୍ବର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।"

8. ତା'ପରେ ଦ୍ବିତୀୟ ଦୂତ ଜଣକ, ପ୍ରଥମ ସ୍ବର୍ଗଦୂତଙ୍କୁ ଅନୁସରଣ କରି କହିଲେ, " ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦଖାଇେ ଭ୍ରଷ୍ଟାଚାର କାମ ଓ ପରମେଶ୍ବରଙ୍କ କୋର୍ଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହାଇଯୋଇଛି।"

9. ତା'ପରେ ତୃତୀୟଦୂତ ଜଣକ, ଅନ୍ୟ ଦୁଇଜଣ ଦୂତଙ୍କୁ ଉଚ୍ଚ ସ୍ବର ରେ ଅନୁସରଣ କରି କହିଲେ, "ଯଦି କହେି ଲୋକ ସହେି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରେ ଓ ତା' ନିଜ କପାଳ ରେ ଓ ହାତ ରେ ତା'ର ଚିହ୍ନ ଧାରଣ କରେ,

10. ସହେି ଲୋକ ପରମେଶ୍ବରଙ୍କ କୋର୍ଧର ସୁରା ପାନ କରିବ। ଏହି ସୁରା ପରମେଶ୍ବରଙ୍କ କୋର୍ଧର ପାତ୍ର ରେ ଅମିଶ୍ରିତ ଭାବେ ଢ଼ଳା ହାଇେଛି। ସେ ପବିତ୍ର ଦୂତଗଣ ଓ ମଷେଶାବକଙ୍କ ସମ୍ମୁଖ ରେ ଜ୍ବଳନ୍ତ ଗନ୍ଧକରେ ୟନ୍ତ୍ରଣା ପାଇବ।

11. ସମାନଙ୍କେ ୟନ୍ତ୍ରଣାର ଧୂଆଁ ସବୁବଳେ ପାଇଁ ଉଠୁଥିବ। ସମାନଙ୍କେୁ ୟନ୍ତ୍ରଣାରୁ ଦିନରାତି କବେେ ହେଲେ ଆରାମ ମିଳିବ ନାହିଁ, କାରଣ ସମାନେେ ସହେି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରିଛନ୍ତି ଓ ତାହାର ନାମର ଚିହ୍ନ ଧାରଣ କରିଛନ୍ତି।

12. ଏହାର ଅର୍ଥ ହେଉଛି ଯେ, ପରମେଶ୍ବରଙ୍କର ପବିତ୍ର ଲୋକମାନେ ର୍ଧୈୟ୍ଯବାନ୍ ହୁଅନ୍ତୁ। ସମାନେେ ପରମେଶ୍ବରଙ୍କର ଆଜ୍ଞା ମାନିବା ଓ ଯୀଶୁଙ୍କ ପାଖ ରେ ବିଶ୍ବାସ ରଖୁଥିବା ଉଚିତ୍।

13. ତା'ପରେ ମୁଁ ଗୋଟିଏ ସ୍ବର ସ୍ବର୍ଗରୁ ଶୁଣିଲି। ସହେି ସ୍ବର କହିଲା, "ଏହା ଲେଖିରଖ : ବର୍ତ୍ତମାନଠାରୁ ପ୍ରଭୁଙ୍କଠା ରେ ବିଶ୍ବାସ ରଖି ଯେଉଁମାନେ ମୃତ୍ଯୁବରଣ କରନ୍ତି, ସମାନେେ ଧନ୍ଯ।"

14. ତା'ପରେ ମୁଁ ଦେଖିଲି, ମାେ ସମ୍ମୁଖ ରେ ଗୋଟିଏ ଧଳା ମେଘ ଥିଲା। ସହେି ମେଘ ଉପରେ ମନୁଷ୍ଯପୁତ୍ରଙ୍କ ପରି ଜଣେ ବ୍ଯକ୍ତି ବସିଥିଲେ। ତାହାଙ୍କ ମୁଣ୍ଡ ରେ ଗୋଟିଏ ସୁନାର ମୁକୁଟ ଓ ହାତ ରେ ଗୋଟିଏ ମୁନିଆ ଦାଆ ଥିଲା।

15. ତା'ପରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ। ସେ ମେଘ ଉପରେ ବସିଥିବା ବ୍ଯକ୍ତିଙ୍କୁ ଡ଼ାକି କହିଲେ, "ଦାଆ ଲଗାଇ ଶସ୍ଯ ଅମଳ କର, କାରଣ ଶସ୍ଯ ଅମଳର ସମୟ ହାଇେ ଗଲାଣି। ପୃଥିବୀର ଫଳ ପାଚିଗଲାଣି।"

16. ତେଣୁ ମେଘ ଉପରେ ୟିଏ ବସିଥିଲେ, ସେ ପୃଥିବୀର ଶସ୍ଯ ରେ ଦାଆ ଲଗାଇଲେ। ଏହିପରି ପୃଥିବୀର ଶସ୍ଯ କଟାଗଲା।

17. ତା'ପରେ ଆଉ ଜଣେ ସ୍ବର୍ଗ ଦୂତ ସ୍ବର୍ଗର ମନ୍ଦିର ଭିତରୁ ଆସିଲେ। ତାହାଙ୍କର ମଧ୍ଯ ଗୋଟିଏ ଧାରୁଆ ଦାଆ ଥିଲା।

18. ତା'ପରେ ଆଉ ଜଣେ ସ୍ବର୍ଗଦୂତ ବଦେୀରୁ ଆସିଲେ। ସହେି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ବର ରେ ଡ଼ାକି କହିଲେ, "ପୃଥିବୀର ଅଙ୍ଗୁର ପନ୍େଥାଗୁଡ଼ିକ ଦାଆ ବ୍ଯବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।"

19. ତା'ପରେ ସ୍ବର୍ଗଦୂତ ପୃଥିବୀ ଉପରେ ନିଜର ଦାଆ ବୁଲାଇଲେ ଓ ପୃଥିବୀରୁ ଦ୍ରାକ୍ଷାଗୁଡ଼ିକୁ ଏକାଠି କଲେ। ସେ ପରମେଶ୍ବରଙ୍କର କୋରଧ ରୂପ ଦ୍ରାକ୍ଷାପଷୋ କୁଣ୍ଡ ରେ ସଗେୁଡ଼ିକୁ ପକାଇ ଦେଲେ।

20. ନଗର ବାହା ରେ ଦ୍ରାକ୍ଷା ଫଳ ସବୁ ସହେି ଦ୍ରାକ୍ଷାପଷୋ କୁଣ୍ଡ ରେ ଚିପୁଡ଼ା ହେଲା। ସହେି ଦ୍ରାକ୍ଷାକୁଣ୍ଡରୁ ରକ୍ତ ବୋହିଲା। ଏହା ଘୋଡ଼ାମାନଙ୍କ ଲଗାମ ପର୍ୟ୍ଯନ୍ତ ଉପରକୁ ଉଠି 300 କି ଲୋମିଟର ପର୍ୟ୍ଯନ୍ତ ରକ୍ତ ଷୋର୍ତ ହାଇେ ବହିବା ରେ ଲାଗିଲା।

About ପ୍ରକାଶିତ ବାକ୍ୟ Chapter 14

Read ପ୍ରକାଶିତ ବାକ୍ୟ Chapter 14 online from the Holy Bible. This chapter is part of the Book of ପ୍ରକାଶିତ ବାକ୍ୟ in the New Testament. Continue reading with the chapter navigation above or explore the complete book.

Book Information

Book: ପ୍ରକାଶିତ ବାକ୍ୟ
Chapter: 14
Testament: New Testament

How to Read this Chapter

Use the Previous and Next Chapter buttons to continue reading ପ୍ରକାଶିତ ବାକ୍ୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ପ୍ରକାଶିତ ବାକ୍ୟ Chapter 14 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ପ୍ରକାଶିତ ବାକ୍ୟ Chapter 14?

ପ୍ରକାଶିତ ବାକ୍ୟ Chapter 14 is part of the Book of ପ୍ରକାଶିତ ବାକ୍ୟ in the Holy Bible.

Can I read this chapter online?

Yes. You can read the complete ପ୍ରକାଶିତ ବାକ୍ୟ Chapter 14 online for free with easy chapter navigation.

More Chapters from ନୂତନ ନିୟମ

  1. ମାର୍କ Chapter 13
  2. 1 ତୀମଥି Chapter 3
  3. ମାର୍କ Chapter 12
  4. ମାର୍କ Chapter 4
  5. ଯୋହନ Chapter 21
  6. ଯୋହନ Chapter 1
  7. 2 କରିନ୍ଥୀୟ Chapter 2

Explore More from ପ୍ରକାଶିତ ବାକ୍ୟ

  1. ପ୍ରକାଶିତ ବାକ୍ୟ Chapter 7
  2. ପ୍ରକାଶିତ ବାକ୍ୟ Chapter 8
  3. ପ୍ରକାଶିତ ବାକ୍ୟ Chapter 12
  4. ପ୍ରକାଶିତ ବାକ୍ୟ Chapter 3
  5. ପ୍ରକାଶିତ ବାକ୍ୟ Chapter 15
  6. ପ୍ରକାଶିତ ବାକ୍ୟ Chapter 2
  7. ପ୍ରକାଶିତ ବାକ୍ୟ Chapter 19

Related Chapters & Readings

  1. ଯୋହନ Chapter 10
  2. ଯିରିମିୟ Chapter 37
  3. ପ୍ରଥମ ଶାମୁୟେଲ Chapter 1
  4. ଯୂନସ Chapter 2
  5. ଯୋହନ Chapter 8
  6. ପରମଗୀତ Chapter 5
  7. ଗୀତସଂହିତା Chapter 102
Share Your Love

Leave a Reply

Your email address will not be published. Required fields are marked *