ପ୍ରଥମ ବଂଶାବଳୀ Chapter 8

For English

Read ପ୍ରଥମ ବଂଶାବଳୀ Chapter 8 Online

Read ପ୍ରଥମ ବଂଶାବଳୀ Chapter 8 online from the Holy Bible. This chapter is part of the Book of ପ୍ରଥମ ବଂଶାବଳୀ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ପ୍ରଥମ ବଂଶାବଳୀ and the Holy Bible online.

Choose a Chapter

ପ୍ରଥମ ବଂଶାବଳୀ 8

ଅଧ୍ୟାୟ 8

1. ବିନ୍ଯାମୀନ ବଲୋଙ୍କ ପିତା ଥିଲେ। ବଲୋ ବିନ୍ଯାମୀନଙ୍କ ପ୍ରଥମଜାତ ପୁତ୍ର ଥିଲେ। ଅସବେଲ୍ ବିନ୍ଯାମୀନଙ୍କ ଦ୍ବିତୀୟ ପୁତ୍ର ଥିଲେ। ଅହର୍ଦ ବିନ୍ଯାମୀନଙ୍କ ତୃତୀୟ ପୁତ୍ର ଥିଲେ।

2. ନୋହା ବିନ୍ଯାମୀନଙ୍କ ଚତୁର୍ଥ ପୁତ୍ର ଥିଲେ। ଏବଂ ରାଫା ବିନ୍ଯାମୀନଙ୍କ ପଞ୍ଚମ ପୁତ୍ର ଥିଲେ।

3. ବଲୋଙ୍କର ପୁତ୍ରମାନେ ଥିଲେ, ଅଦ୍ଦର, ଗରୋ, ଅବୀହୂଦ, ଅବୀଶୂଯ, ନାମାନ୍, ଆହୋହ, ଗରୋ, ଶଫୂଫନ ଓ ହୂରମ୍।

6. ଏହିମାନେ ଏହୂଦଙ୍କର ବଂଶଧର ଥିଲେ। ଗବୋର ସମାନେେ ନିଜ ପରିବାରର ମୁଖ୍ଯ ଥିଲେ। ନିଜର ଗୃହ ତ୍ଯାଗ କରି ମାନହତକୁ ୟିବା ନିମନ୍ତେ ସମାନଙ୍କେୁ ବାଧ୍ଯ କରାଗଲା। ଏହୂଦଙ୍କ ବଂଶଧରମାନେ ଥିଲେ ନାମନା, ଅହିଯ ଓ ଗରୋ। ଗରୋ ସମାନଙ୍କେୁ ଗୃହତ୍ଯାଗ କରିବା ନିମନ୍ତେ ବଳପ୍ରଯୋଗ କଲେ। ଗରୋ ଉଷ ଓ ଅହୀଦୂଦଙ୍କ ପିତା ଥିଲେ।

8. ଶହରଯିମ୍ ତାଙ୍କର ସ୍ତ୍ରୀଗଣ, ହୂଶୀମ୍ ଓ ବାରାଙ୍କୁ ମାୟୋବ ରେ ଛାଡ଼ପତ୍ର ଦେଲେ। ଏହାପରେ ସେ ତାଙ୍କର ଆଉ ଜଣେ ସ୍ତ୍ରୀଙ୍କଠାରୁ କେତେ ଗୋଟି ସନ୍ତାନ ଲାଭ କଲେ।

9. ଶହରଯିମ୍ ଆପଣା ସ୍ତ୍ରୀ ହୋଦଶଙ୍କ ଦ୍ବାରା ୟୋବବ୍, ସିବିଯ, ମଶାେ, ମଲକମ୍, ୟିଯୁଶ, ଶଖିଯ, ଓ ମିର୍ମଙ୍କୁ ଜାତ କଲେ। ସମାନେେ ନିଜ ପରିବାରର ମୁଖ୍ଯ ଥିଲେ।

11. ଶରଯିମ ଓ ହୂଶୀମ୍ଙ୍କର ଆବୀଟୂବ୍ ଇଲ୍ପାଲ ନାମକ ଦୁଇ ପୁତ୍ର ଥିଲେ।

12. ଇଲ୍ପାଲଙ୍କ ପୁତ୍ରମାନେ ଥିଲେ ଏବର୍, ମିଶିଯମ୍, ଶମେଦ୍। ଶମଦେ, ଓନୋ ଓ ଲୋଦ୍ ସହିତ ଏହାର ନଗର ନିର୍ମାଣ କଲେ।

13. ବରୀଯ ଓ ଶମାେ ଅଯାଲୋନର ନିବାସୀମାନଙ୍କ ପରିବାରର ମୁଖ୍ଯ ଥିଲେ। ସହେି ପୁତ୍ରମାନେ ଗାଥର ନିବାସୀମାନଙ୍କୁ ସମାନଙ୍କେ ନଗର ଛାଡ଼ି ଚାଲିୟିବା ପାଇଁ ବାଧ୍ଯ କଲେ।

14. ସମାନଙ୍କେର ଭାଇମାନେ ଥିଲେ, ଅହିଯୋ, ଶାଶକ୍ ଓ ଯିରମୋେତ୍,

15. ସବଦିଯ, ଅରାଦ, ଏଦର୍,

16. ମୀଖାଯଲେ, ୟିଶ୍ପା ଓ ୟୋହ, ବରୀଯଙ୍କ ପୁତ୍ରଗଣ ଥିଲେ।

17. ଇଲ୍ପାଲ୍ଙ୍କ ପୁତ୍ରମାନେ ଥିଲେ : ସବଦିଯ, ମଶୂଲ୍ଲମ୍, ହିଷକି, ହବେର୍,

18. ୟିଷ୍ମରଯ ଓ ୟୋବବ୍।

19. ଶିମିଯିଙ୍କ ପୁତ୍ରମାନେ ଥିଲେ : ୟାକୀମ୍, ସିଖ୍ରି, ସବ୍ଦି,

20. ଇଲୀ-ଐନଯ, ସିଲ୍ଲଥଯ ଇଲୀଯଲେ,

21. ଅଦାଯା, ବରାଯା ଓ ଶିମ୍ରତ୍।

22. ଶାଶକ୍ଙ୍କ ପୁତ୍ରମାନେ ଥିଲେ : ୟିଶ୍ପନ୍, ଏବର୍, ଇଲୀଯଲେ,

23. ଅବଦୋନ, ସିଖ୍ରି, ହାନନ୍,

24. ହନାନିଯ, ଏଲମ୍, ଅନ୍ତୋଥିଯ,

25. ୟିଫ୍ଦିଯ ଓ ପନୁଯଲେ।

26. ୟିରୋହମଙ୍କ ପୁତ୍ରମାନେ ଥିଲେ : ଶମଶରଯ, ଶହରିଯ, ଅଥଲିଯ,

27. ୟାରିଶିଯ, ଏଲିଯ ଓ ସିଖ୍ରି,

28. ଏହି ବ୍ଯକ୍ତିମାନେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନଙ୍କେର ପାରିବାରିକ ଇତିହାସ ରେ ସମାନଙ୍କେୁ ମୁଖ୍ଯ ଭାବେ ଉଲ୍ଲେଖ କରାୟାଇଅଛି। ସମାନେେ ୟିରୁଶାଲମ ରେ ବାସ କରୁଥିଲେ।

29. ୟିଯେଲ୍ ଗିବିଯୋନଙ୍କ ପିତା ଥିଲେ। ସେ ଗିବିଯୋନ ସହର ରେ ବାସ କରୁଥିଲେ। ୟିଯଲଙ୍କେ ସ୍ତ୍ରୀଙ୍କ ନାମ ଥିଲା ମାଖା।

30. ୟିଯଲଙ୍କେ ଜେଷ୍ଠପୁତ୍ର ଥିଲେ ଅବଦୋନ୍। ତାଙ୍କର ଅନ୍ୟ ପୁତ୍ରମାନେ ଥିଲେ ସୂର୍, କୀଶ୍, ବାଲ୍, ନାଦବ୍,

31. ଗଦୋର, ଅହିଯୋ, ସଖର୍, (ଓ ମିକଲୋତ)।

32. ମିକଲୋତ୍ ଶିମିଯଙ୍କ ପିତା ଥିଲେ। ଏହି ପୁତ୍ରମାନେ ମଧ୍ଯ ୟିରୁଶାଲମ ରେ ସମାନଙ୍କେର ଆତ୍ମୀଯମାନଙ୍କ ନିକଟରେ ବାସ କରୁଥିଲେ।

33. ନେର୍ କୀଶ୍ଙ୍କ ପିତା ଥିଲେ। କୀଶ୍ ଶାଉଲଙ୍କ ପିତା ଥିଲେ। ଏବଂ ଶାଉଲ ଯୋନାଥନ, ମଲକୀଶୂଯ, ଅବୀନାଦବ୍ ଓ ଇଶବାଲାଙ୍କ ପିତା ଥିଲେ।

34. ଯୋନାଥନଙ୍କ ପୁତ୍ର ଥିଲେ ମରୀଦ୍ଦାଲ୍। ମରୀଦ୍ଦାଲ୍ ମୀଖାଙ୍କ ପିତା ଥିଲେ।

35. ମୀଖାଙ୍କ ପୁତ୍ରମାନେ ଥିଲେ, ପିଥୋନ୍, ମଲେକ୍, ତ ରଯେ ଓ ଆହସ।

36. ଆହସ୍ ୟିହୋଯାଦାଙ୍କ ପିତା ଥିଲେ। ଯିହାୟୋଦାରଦା ଆଲମେତ୍, ଅସ୍ମାବତ ଓ ସିମ୍ରିଙ୍କ ପିତା ଥିଲେ। ସିମ୍ରି ମାେତସାଙ୍କ ପିତା ଥିଲେ।

37. ମାେତ୍ସା ବିନିଯାଙ୍କ ପିତା ଥିଲେ। ରାଫା ବିନିଯାଙ୍କ ପୁତ୍ର ଥିଲେ। ଇଲୀଯାସା ରାଫାଙ୍କ ପୁତ୍ର ଥିଲେ। ଏବଂ ଆତ ସେଲ୍, ଇଲୀଯାସାଙ୍କ ପୁତ୍ର ଥିଲେ।

38. ଆତ୍ ସେଲ୍ଙ୍କ ଛଅ ପୁତ୍ର ଥିଲେ। ସମାନଙ୍କେର ନାମ ଏହିପରି ଥିଲା -ଅସ୍ରୀକାମ୍, ବୋଖରୁ, ଇଶ୍ମାଯଲେ, ଶିଯରିଯ, ଓବଦିଯ ଓ ହାନନ।

39. ଆତ ସେଲଙ୍କ ଭ୍ରାତା ଥିଲେ ଏଶକ୍। ଏଶକ୍ଙ୍କର କେତକେ ପୁତ୍ର ଥିଲେ। ଏହିମାନେ ହେଲେ : ଉଲମ୍, ଏଶକ୍ଙ୍କର ଜେଷ୍ଠ ପୁତ୍ର, ୟିଯୁଶ୍, ଏଶକ୍ଙ୍କର ଦ୍ବିତୀୟ ପୁତ୍ର, ଏଲୀଫଲେଟ୍ ତୃତୀୟ ପୁତ୍ର ଥିଲେ।

40. ଉଲମ୍ଙ୍କର ପୁତ୍ରମାନେ ପରାକ୍ରମୀ ସୈନ୍ଯ ଓ ଉତ୍ତମ ଧନୁର୍ଦ୍ଧର ଥିଲେ। ଉଲମଙ୍କର ପୁତ୍ରର ଅନକେ ପୁତ୍ର ଓ ନାତିଗଣ ଥିଲେ। ସର୍ବ ମାଟେ 150 ଜଣ।

About ପ୍ରଥମ ବଂଶାବଳୀ Chapter 8

Read ପ୍ରଥମ ବଂଶାବଳୀ Chapter 8 online from the Holy Bible. This chapter is part of the Book of ପ୍ରଥମ ବଂଶାବଳୀ in the Old Testament. Continue reading with the chapter navigation above or explore the complete book.

Book Information

Book: ପ୍ରଥମ ବଂଶାବଳୀ
Chapter: 8
Testament: Old Testament

How to Read this Chapter

Use the Previous and Next Chapter buttons to continue reading ପ୍ରଥମ ବଂଶାବଳୀ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ପ୍ରଥମ ବଂଶାବଳୀ Chapter 8 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ପ୍ରଥମ ବଂଶାବଳୀ Chapter 8?

ପ୍ରଥମ ବଂଶାବଳୀ Chapter 8 is part of the Book of ପ୍ରଥମ ବଂଶାବଳୀ in the Holy Bible.

Can I read this chapter online?

Yes. You can read the complete ପ୍ରଥମ ବଂଶାବଳୀ Chapter 8 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 10
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 4
  5. ଆଦି ପୁସ୍ତକ Chapter 29
  6. ଆଦି ପୁସ୍ତକ Chapter 26
  7. ଆଦି ପୁସ୍ତକ Chapter 1

Explore More from ପ୍ରଥମ ବଂଶାବଳୀ

  1. ପ୍ରଥମ ବଂଶାବଳୀ Chapter 1
  2. ପ୍ରଥମ ବଂଶାବଳୀ Chapter 29
  3. ପ୍ରଥମ ବଂଶାବଳୀ Chapter 21
  4. ପ୍ରଥମ ବଂଶାବଳୀ Chapter 7
  5. ପ୍ରଥମ ବଂଶାବଳୀ Chapter 19
  6. ପ୍ରଥମ ବଂଶାବଳୀ Chapter 15
  7. ପ୍ରଥମ ବଂଶାବଳୀ Chapter 17

Related Chapters & Readings

  1. ଗୀତସଂହିତା Chapter 139
  2. ଯିହିଜିକଲ Chapter 25
  3. ଗୀତସଂହିତା Chapter 85
  4. ଯାତ୍ରା ପୁସ୍ତକ Chapter 12
  5. ଯିଖରିୟ Chapter 14
  6. ଯିଶାଇୟ Chapter 58
  7. ଯିଶାଇୟ Chapter 22
Share Your Love

Leave a Reply

Your email address will not be published. Required fields are marked *