ପ୍ରଥମ ଶାମୁୟେଲ Chapter 30

For English

Read ପ୍ରଥମ ଶାମୁୟେଲ Chapter 30 Online

Read ପ୍ରଥମ ଶାମୁୟେଲ Chapter 30 online from the Holy Bible. This chapter is part of the Book of ପ୍ରଥମ ଶାମୁୟେଲ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ପ୍ରଥମ ଶାମୁୟେଲ and the Holy Bible online.

Choose a Chapter

ପ୍ରଥମ ଶାମୁୟେଲ 30

ଅଧ୍ୟାୟ 30

1. ତୃତୀୟ ଦିନ ଦାଉଦ ଏବଂ ତାଙ୍କର ଲୋକମାନେ ସିକ୍ଲଗ୍ ରେ ପହଁଞ୍ଚିଲେ। ସମାନେେ ଦେଖିଲେ ଅମାଲକେୀଯମାନେ ସିକ୍ଲଗ ଆକ୍ରମଣ କରିଥିଲେ। ଅମାଲକେୀଯ ଲୋକମାନେ ନଗେଭେ ଆକ୍ରମଣ କରି ଓ ସିକ୍ଲଗ୍କକ୍ସ୍ଟ ଆକ୍ରମଣ କରି ସହର ରେ ନିଆଁ ଲଗାଇ ଦଇେଥିଲେ।

2. ସମାନେେ ସିକ୍ଲଗ୍ର ସମସ୍ତ ସ୍ତ୍ରୀ ଲୋକମାନଙ୍କୁ ବନ୍ଦୀକରି ଆଣିଥିଲେ ଏବଂ ସମାନେେ ସମସ୍ତ ବୃଦ୍ଧ ଓ ସମସ୍ତ ୟକ୍ସ୍ଟବକମାନଙ୍କୁ ବନ୍ଦୀକରି ଆଣିଥିଲେ। ସମାନେେ କାହାରିକକ୍ସ୍ଟ ମାରି ଦଇେ ନଥିଲେ। ସମାନଙ୍କେୁ ହତ୍ଯା କରିବା ପରିବର୍ତେ ସମାନଙ୍କେୁ ନିଜ ନିଜ ପଥରେ ନଇୟୋଇଥିଲେ।

3. ଯେତବେେଳେ ଦାଉଦ ଓ ତା'ର ଲୋକମାନେ ସିକ୍ଲଗ୍କକ୍ସ୍ଟ ଆସିଲେ। ସମାନେେ ଦେଖିବାକକ୍ସ୍ଟ ପାଇଲେ, ସହର ଜଳକ୍ସ୍ଟଅଛି। ସମାନଙ୍କେର ସ୍ତ୍ରୀ, ପିଲା, ଭଉଣୀ, ଝିଅ, ସମସ୍ତଙ୍କକ୍ସ୍ଟ ବନ୍ଦୀକରି ନଇୟୋଇଛନ୍ତି। ଅମାଲକେୀଯମାନେ ସମାନଙ୍କେୁ ନଇେ ୟାଇଛନ୍ତି।

4. ଦାଉଦ ଏବଂ ତାଙ୍କର ଅନ୍ୟ ଯେଉଁ ଲୋକମାନେ ତାଙ୍କର ସୈନିକ ଥିଲେ, ସମସ୍ତେ କ୍ରନ୍ଦନ କରିବାକୁ ଲାଗିଲେ। ସମାନେେ ଏତେ କାନ୍ଦିଲେ ଯେ, ଆଉ କାନ୍ଦିବାକକ୍ସ୍ଟ ଦୁର୍ବଳ ହାଇେ ପଡିଲେ।

5. ଅମାଲକେୀଯମାନେ ମଧ୍ଯ ଦାଉଦଙ୍କର ଦକ୍ସ୍ଟଇ ସ୍ତ୍ରୀକକ୍ସ୍ଟ ନଇେ ୟାଇଅଛନ୍ତି। ଅହୀନମ୍ ୟିଷ୍ରିଯଲେୀଯା ଓ କର୍ମିଲୀଯ ନାବଲର ସ୍ତ୍ରୀ ଅବୀଗଲ୍।

6. ଯେତେ ଲୋକ ସେ ସୈନ୍ଯ ଦଳ ରେ ଥିଲେ ସମସ୍ତେ ଦକ୍ସ୍ଟଃଖ ଓ କୋର୍ଧି ଥିଲେ, କାରଣ ସମାନଙ୍କେର ପିଲାମାନେ ବନ୍ଦୀ ହାଇେ ୟାଇଥିଲେ। ଲୋକମାନେ ଦାଉଦକକ୍ସ୍ଟ ପଥର ରେ ମାରିବାକକ୍ସ୍ଟ କଥାବାର୍ତ୍ତା ହେଉଥିଲେ। କିନ୍ତୁ ଦାଉଦ ନିଜକକ୍ସ୍ଟ ସଦାପ୍ରଭୁ ତାଙ୍କ ପରମେଶ୍ବରଙ୍କଠା ରେ ସବଳ କଲେ।

7. ଦାଉଦ ଅହୀମଲକରେ ପକ୍ସ୍ଟତ୍ର ଅବିଯାଥର ଯାଜକକକ୍ସ୍ଟ କହିଲେ, ମାେ ପାଖକକ୍ସ୍ଟ "ଏଫୋଦ ଆଣ।"

8. ତା'ପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, "ମୁ ଏହି ସୈନ୍ଯଦଳ ପେଛ ପେଛ ଗୋଡ଼ାଇଲେ, ମୁ ସମାନଙ୍କେୁ ଧରି ପାରିବି କି?"

9. ଦାଉଦ ଓ ତାଙ୍କର 600 ଲୋକମାନଙ୍କୁ ନଇେ ବିଷୋର ନଦୀ ନିକଟରେ ପହନ୍ଚିଲେ। ସଠାେରେ 200 ଲୋକ ରହିଲେ, କାରଣ ସମାନେେ ସଠାେରେ ଅତ୍ଯନ୍ତ କ୍ଲାନ୍ତ ଓ ଦୁର୍ବଳ ହାଇେ ପଡିଥିଲେ। ତେଣୁ ଦାଉଦ ତାଙ୍କର ଅନ୍ୟ 400 ଜଣ ଲୋକମାନଙ୍କୁ ନଇେ ଅମାଲକେୀଯମାନଙ୍କ ପଛ ରେ ଗୋଡ଼ାଇଲେ।

11. ଦାଉଦଙ୍କର ଲୋକମାନେ କ୍ଷତେ ରେ ଜଣେ ମିଶରୀଯକକ୍ସ୍ଟ ପାଇଲେ। ତାଙ୍କୁ ସମାନେେ ଦାଉଦଙ୍କ ନିକଟକକ୍ସ୍ଟ ଆଣିଲେ। ସମାନେେ ତାହାକକ୍ସ୍ଟ ଖାଦ୍ୟ ଓ ପାନୀଯ ଦେଲେ।

12. ସମାନେେ ମିଶରୀଯଙ୍କକ୍ସ୍ଟ ଡିମ୍ବିରି ଚକ୍ତିରକ୍ସ୍ଟ ଖଣ୍ଡେ ଓ ଦକ୍ସ୍ଟଇ ପନ୍ଡୋ କିସ୍ମିସ ଦେଲେ। ସେ ଖାଇ ସାରିବା ପରେ ଶାନ୍ତି ଅନକ୍ସ୍ଟଭବ କଲା। ସେ ତିନିଦିନ ଏବଂ ତିନିରାତି କିଛି ଖାଇ ନଥିଲେ, ପାଣି ପିଇଲେ ନାହିଁ।

13. ଦାଉଦ ମିଶରୀଯଙ୍କକ୍ସ୍ଟ ପଗ୍ଭରିଲା, "ତୁମ୍ଭର ମାଲିକ କିଏ? ତୁମ୍ଭେ କେଉଁଠାରକ୍ସ୍ଟ ଆସିଛ?"

14. ଆମ୍ଭମାନେେ କରେଥୀଯମାନେ ବାସ କରୁଥିବା ନଗେଭେ ଆକ୍ରମଣ କଲକ୍ସ୍ଟ। ଆମ୍ଭମାନେେ ସିକ୍ଲଗକକ୍ସ୍ଟ ଅଗ୍ନି ରେ ଦଗ୍ଧ କଲକ୍ସ୍ଟ ଓ ୟିହକ୍ସ୍ଟଦାର କାଲେବ୍ମାନଙ୍କର ବସତି ଉପରେ ଆକ୍ରମଣ କଲକ୍ସ୍ଟ।"

15. ଦାଉଦ ତାଙ୍କୁ ପଚାରିଲେ, "ତୁମ୍ଭେ ମାେତେ ସହେି ସୈନ୍ଯଦଳ ନିକଟକକ୍ସ୍ଟ ନଇେପାରିବ କି ଯେଉଁମାନେ ଆମ୍ଭର ପରିବାରକକ୍ସ୍ଟ ସାଙ୍ଗ ରେ ନଇେ ୟାଇଛନ୍ତି।"

16. ସହେି ମିଶରୀଯ ଜଣକ ଦାଉଦଙ୍କକ୍ସ୍ଟ ସମାନଙ୍କେ ନିକଟକକ୍ସ୍ଟ ନଇଗେଲେ। ଯେଉଁଠା ରେ ସମାନେେ ଗୋଟିଏ ଜାଗା ରେ ଏକତ୍ରୀତ ଭାବରେ ବସି ଖିଆପିଆ କରୁଥିଲେ। ସମାନେେ ପଲେଷ୍ଟୀୟମାନଙ୍କର ଓ ୟିହକ୍ସ୍ଟଦାରକ୍ସ୍ଟ ଲକ୍ସ୍ଟସ୍ଖନ କରିଥିବା ବହକ୍ସ୍ଟତ ସାମଗ୍ରିମାନ ଉପ ଭୋଗ କଲେ ଓ ସଠାେରେ ଉତ୍ସବ କରୁଥିଲେ।

17. ଦାଉଦ ସମାନଙ୍କେୁ ଆକ୍ରମଣ କଲେ ଓ ସମାନଙ୍କେୁ ବଧ କଲେ। ସମାନେେ ସୂର୍ େଯ୍ଯାଦଯରକ୍ସ୍ଟ ପରଦିନ ସୂର୍ୟ୍ଯାସ୍ତ ପର୍ୟ୍ଯନ୍ତ ସମାନଙ୍କେ ସହିତ ୟକ୍ସ୍ଟଦ୍ଧ କଲେ। ଯେଉଁ 400 ଲୋକ ଓଟ ଚଢି଼ଲେ ଏବଂ ପଳାଇଲେ ସହେି ଅମାଲକେୀଯ ବ୍ଯତୀତ କହେି ରକ୍ଷା ପାଇଲେ ନାହିଁ।

18. ଦାଉଦ ପ୍ରେତ୍ୟକକ ଜିନିଷ ଫରେିପାଇଲେ, ଯେଉଁଗୁଡିକୁ ଅମାଲକେୀଯମାନେ ନଇୟୋଇ ଥିଲେ। ଏପରିକି ତାଙ୍କର ଦକ୍ସ୍ଟଇ ସ୍ତ୍ରୀଙ୍କକ୍ସ୍ଟ ମଧ୍ଯ।

19. ତାଙ୍କର କୌଣସି ଜିନିଷ କିମ୍ବା ବ୍ଯକ୍ତି ହରାଇ ନଥିଲେ। ସମାନଙ୍କେର ସମସ୍ତ ଦ୍ରବ୍ଯ, ବଯସ୍କ ଲୋକ, ପିଲା, ସମସ୍ତଙ୍କ ପକ୍ସ୍ଟତ୍ର କନ୍ଯା ସମସ୍ତଙ୍କକ୍ସ୍ଟ ଦାଉଦ ରକ୍ଷାକଲେ। ଏବଂ ସମାନଙ୍କେର ମୂଲ୍ଯବାନ ବସ୍ତକ୍ସ୍ଟକକ୍ସ୍ଟ ମଧ୍ଯ ଦାଉଦ ନଇେ ଆସିଲେ।

20. ଦାଉଦ ସମସ୍ତ ମଷେ ଓ ଗାଈମାନ ପକ୍ସ୍ଟନର୍ବାର ପାଇଲେ। ଦାଉଦର ଲୋକମାନେ ଏହି ପଶକ୍ସ୍ଟଗୁଡିକୁ ସମାନଙ୍କେ ଆଗେ ଆଗେ ନେଲେ ଓ ସମାନେେ କହିଲେ, "ଏହା ହେଉଛି ଦାଉଦର ଲାଭ।"

21. ଦାଉଦ ବିଷୋର ନଦୀ ନିକଟରେ ଥିବା 200 ଜଣ ଲୋକଙ୍କ ନିକଟକକ୍ସ୍ଟ ଗଲେ ଓ ରହିଲେ। ଯେଉଁ ଲୋକମାନେ ତାଙ୍କର ଦୁର୍ବଳତା ହତେକ୍ସ୍ଟ ତାଙ୍କ ପେଛ ଆସି ପାରି ନ ଥିଲେ, ସମାନେେ ଦାଉଦ ଓ ତାଙ୍କ ଲୋକମାନଙ୍କୁ ଭୋଟିବାକକ୍ସ୍ଟ ବାହାରି ଆସିଲେ। ଦାଉଦ ସମାନଙ୍କେ ନିକଟକକ୍ସ୍ଟ ୟାଇ ତାଙ୍କର କକ୍ସ୍ଟଶଳବାର୍ତ୍ତା ପଚାରିଲେ।

22. କିଛି ଦକ୍ସ୍ଟଷ୍ଟ, ଖଳ ପ୍ରକୃତିର ଲୋକମାନେ ଦାଉଦଙ୍କ ସଙ୍ଗ ରେ ୟାଇଥିଲେ। ସହେି ଖଳ ପ୍ରକୃତିର ଲୋକମାନେ କହିଲେ, "ଏହି ଯେଉଁ 200 ଜଣ ଲୋକ ଆମ ସଙ୍ଗେ ୟାଇ ନ ଥିଲେ, ଆମ୍ଭେ ଆଣିଥିବା ଦ୍ରବ୍ଯ ସମାନଙ୍କେୁ ଦବୋ ନାହିଁ। ସମାନଙ୍କେୁ କବଳେ ସମାନଙ୍କେର ପିଲା ଓ ସ୍ତ୍ରୀ ଫରୋଇ ଦିଅ।"

23. ଦାଉଦ ଉତ୍ତର ଦେଲେ, " ହେ ମାରେ ଭାଇମାନେ ସପରେି କର ନାହିଁ। ସଦାପ୍ରଭୁ ଯାହା ଦେଲେ, ସେ ବିଷଯ ରେ ଭାବ। ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି, ଆମକକ୍ସ୍ଟ ଆକ୍ରମଣ କରୁଥିବା ୈସନ୍ଯମାନଙ୍କୁ ପରାସ୍ତ କରାଇଲେ।

24. ତୁମ୍ଭମାନଙ୍କର କଥା କିଏ ଶକ୍ସ୍ଟଣିବ? ସମସ୍ତେ ଯୁଦ୍ଧରୁ ଆଣିଥିବା ସାମଗ୍ରି ରେ ୟିଏ ୟକ୍ସ୍ଟଦ୍ଧକକ୍ସ୍ଟ ୟାଇଥିଲା ସେ ମଧ୍ଯ ଓ ୟିଏ ଭଣ୍ତାରର ଦାଯିତ୍ବ ରେ ଥିଲା ସେ ମଧ୍ଯ ସମାନ ଭାଗ ପାଇବ।"

25. ଦାଉଦ ସହେିଦିନଠାରକ୍ସ୍ଟ ଏହି ନିଯମ ପ୍ରଚଳନ କଲେ। ଯାହା ଆଜି ପର୍ୟ୍ଯନ୍ତ ଇଶ୍ରାୟେଲ ରେ ଚଳକ୍ସ୍ଟଅଛି।

26. ଦାଉଦ ସିକ୍ଲଗ ରେ ଉପସ୍ଥିତ ହେଲ। ତା'ପରେ ସେ ଆଣିଥିବା ଦ୍ରବ୍ଯ ତାଙ୍କର ବନ୍ଧକ୍ସ୍ଟମାନଙ୍କ ନିକଟକକ୍ସ୍ଟ ପଠାଇଲେ ୟକ୍ସ୍ଟହକ୍ସ୍ଟଦାର ନେତାଙ୍କ ନିକଟକକ୍ସ୍ଟ। ଦାଉଦ କହିଲେ, "ଏହିଠା ରେ କିଛି ଉପହାର ଅଛି ଯାହା ସଦାପ୍ରଭୁଙ୍କ ଶତୃମାନଙ୍କ ନିକଟରକ୍ସ୍ଟ ଅଣା ୟାଇଅଛି।"

27. ଅମାଲକେୀଯମାନଙ୍କ ନିକଟରକ୍ସ୍ଟ ଆଣିଥିବା ଦ୍ରବ୍ଯ ଦାଉଦ କିଛି ବେଥଲରେ ପ୍ରାଚୀନମାନଙ୍କୁ, ନଗେଭରେ ରାମା ଓ ୟତ୍ତୀର ନେତାମାନଙ୍କ ନିକଟକକ୍ସ୍ଟ ପଠାଇଲେ।

28. ଅରୋଯର, ଶିଫମାେତ୍ ଓ ଇଷ୍ଟିମାେଯମାନଙ୍କ ନିକଟକକ୍ସ୍ଟ କିଛି ପଠାଇଲେ।

29. ସେ କେତକଙ୍କେକ୍ସ୍ଟ ରାଖଲ୍ ଓ ୟିରହମଲେୀଯମାନଙ୍କ ସହର କନେିତ୍ ସହର ପଠାଇଲେ।

30. ହର୍ମା, କୋରାଶନ୍, ଅଥାକ୍,

31. ଓ ହିବ୍ରୋଣକକ୍ସ୍ଟ ଦାଉଦ ଆଣିଥିବା ଦ୍ରବ୍ଯ ଏହି ନେତାମାନଙ୍କ ନିକଟକକ୍ସ୍ଟ ପଠାଇଲେ। ଏବଂ ଅନ୍ୟ ସ୍ଥାନ ନିକଟକକ୍ସ୍ଟ ପଠାଇଲେ। ଯେଉଁଠା ରେ ଦାଉଦ ଓ ତାଙ୍କର ଲୋକମାନେ ଗମନାଗମନ ହେଉଥିଲେ।

About ପ୍ରଥମ ଶାମୁୟେଲ Chapter 30

Read ପ୍ରଥମ ଶାମୁୟେଲ Chapter 30 online from the Holy Bible. This chapter is part of the Book of ପ୍ରଥମ ଶାମୁୟେଲ in the Old Testament. Continue reading with the chapter navigation above or explore the complete book.

Book Information

Book: ପ୍ରଥମ ଶାମୁୟେଲ
Chapter: 30
Testament: Old Testament

How to Read this Chapter

Use the Previous and Next Chapter buttons to continue reading ପ୍ରଥମ ଶାମୁୟେଲ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ପ୍ରଥମ ଶାମୁୟେଲ Chapter 30 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ପ୍ରଥମ ଶାମୁୟେଲ Chapter 30?

ପ୍ରଥମ ଶାମୁୟେଲ Chapter 30 is part of the Book of ପ୍ରଥମ ଶାମୁୟେଲ in the Holy Bible.

Can I read this chapter online?

Yes. You can read the complete ପ୍ରଥମ ଶାମୁୟେଲ Chapter 30 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 38
  6. ଆଦି ପୁସ୍ତକ Chapter 30
  7. ଆଦି ପୁସ୍ତକ Chapter 21

Explore More from ପ୍ରଥମ ଶାମୁୟେଲ

  1. ପ୍ରଥମ ଶାମୁୟେଲ Chapter 5
  2. ପ୍ରଥମ ଶାମୁୟେଲ Chapter 14
  3. ପ୍ରଥମ ଶାମୁୟେଲ Chapter 15
  4. ପ୍ରଥମ ଶାମୁୟେଲ Chapter 9
  5. ପ୍ରଥମ ଶାମୁୟେଲ Chapter 18
  6. ପ୍ରଥମ ଶାମୁୟେଲ Chapter 11
  7. ପ୍ରଥମ ଶାମୁୟେଲ Chapter 8

Related Chapters & Readings

  1. ଲେବୀୟ ପୁସ୍ତକ Chapter 3
  2. ହଗୟ Chapter 2
  3. 1 ତୀମଥି Chapter 1
  4. ଯାତ୍ରା ପୁସ୍ତକ Chapter 38
  5. ଲେବୀୟ ପୁସ୍ତକ Chapter 12
  6. ଯିଶାଇୟ Chapter 65
  7. ଯିରିମିୟ Chapter 31
Share Your Love

Leave a Reply

Your email address will not be published. Required fields are marked *