Read ପ୍ରେରିତ Chapter 4 Online
Read ପ୍ରେରିତ Chapter 4 online from the Holy Bible. This chapter is part of the Book of ପ୍ରେରିତ in the New Testament. Browse every verse with easy chapter navigation, continue to the next chapter, or explore the complete Book of ପ୍ରେରିତ and the Holy Bible online.
Choose a Chapter
ପ୍ରେରିତ 4
ଅଧ୍ୟାୟ 4
1. ପିତର ଓ ଯୋହନ ଲୋକମାନଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ କେତକେ ଲୋକ ସମାନଙ୍କେ ପାଖକୁ ଆସିଲେ। ସମାନେେ ଯାଜକ, ମନ୍ଦିରର ଜଗୁଆଳୀମାନଙ୍କ ସନୋପତି ଓ କେତକେ ସାଦ୍ଦୂକୀ ଥିଲେ।
2. ସମାନେେ ରାଗିଯାଇଥିଲେ କାରଣ ପିତର ଓ ଯୋହନ ଲୋକମାନଙ୍କୁ ଉପଦେଶ ଦେଉଥିଲେ ଓ ଯୀଶୁଙ୍କ ପୁନରୁତ୍ଥାନ ପରି ସବୁ ମୃତ ବ୍ଯକ୍ତିମାନଙ୍କର ଯେ ଉତ୍ଥାନ ହବେ, ଏହି କଥା ଘୋଷଣା କରୁଥିଲେ।
3. ତେଣୁ ସମାନେେ କାରାଗାର ରେ ବନ୍ଦୀ କରି ଦେଲେ। ସନ୍ଧ୍ଯା ହାଇଯୋଇ ଥିବାରୁ ସମାନଙ୍କେୁ ପରଦିନ ପର୍ୟ୍ଯନ୍ତ ବନ୍ଦୀ କରି ରଖିଲେ।
4. କିନ୍ତୁ ଉପଦେଶ ଶୁଣିବା ଲୋକମାନଙ୍କ ମଧ୍ଯରୁ ଅନକେ ଲୋକ ସମାନଙ୍କେ ବାର୍ତ୍ତା ବିଶ୍ବାସ କଲେ। ତେଣୁ ବର୍ତ୍ତମାନ ସଠାେରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବିଶ୍ବାସୀ ଥିଲେ।
5. ତହିଁ ଆରଦିନ ସମାନଙ୍କେର ନେତାମାନେ, ପ୍ରାଚୀନମାନେ ଓ ଆଇନର ଶିକ୍ଷକମାନେ ୟିରୂଶାଲମ ରେ ଏକାଠି ହେଲେ।
6. ସଠାେରେ ହାନାନ ମହାୟାଜକ, କଯାଫା, ଯୋହନ, ଆଲେକ୍ଜାଣ୍ଡର ଓ ମହାୟାଜକୀୟ ପରିବାରର ସମସ୍ତେ ମଧ୍ଯ ଉପସ୍ଥିତ ଥିଲେ।
7. ସମାନେେ ପ୍ ରରେିତମାନଙ୍କୁ ସାମନା ରେ ଠିଆ କରି ପଚାରିଲେ, "ତୁମ୍ଭମାନେେ କେଉଁ କ୍ଷମତା କିମ୍ବା କେଉଁ ଅଧିକାର ରେ ଏହି କାର୍ୟ୍ଯ କଲ? ତୁମ୍ଭମାନେେ ଏ େଛାଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?"
8. ତା'ପରେ ପିତର ପବିତ୍ର ଆତ୍ମା ଦ୍ବାରା ପରିପୂର୍ଣ୍ଣ ହାଇେ ସମାନଙ୍କେୁ କହିଲେ, " ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚ଼ୀନ ଲୋକମାନେ!
9. ଏହି େଛାଟା ଲୋକଟି ପ୍ରତି କରାଯାଇଥିବା ଉତ୍ତମ କର୍ମ ରେ କ'ଣ ଆପଣମାନେ ଆମ୍ଭକୁ ଆଜି ପ୍ରଶ୍ନ ପଗ୍ଭରୁଛନ୍ତି? ଆପଣମାନେ କ'ଣ ପଚ଼ାରୁଛନ୍ତି ଯେ କେଉଁ ବିଷୟ ଦ୍ବାରା ସେ ସୁସ୍ଥ ହାଇପୋରିଲା?
10. ତବେେ, ତୁମ୍ଭମାନେେ ସମସ୍ତେ ଓ ସମସ୍ତ ଇଶ୍ରାୟେଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ ଯେ, ଏହା ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଏହି ଲୋକଟି ସୁସ୍ଥ ହାଇେଛି। ତୁମ୍ଭମାନେେ ସହେି ଯୀଶୁଙ୍କୁ କୃଶ ରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ତାହାଙ୍କ ଦ୍ବାରା ଏହି େଛାଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହାଇେଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖ ରେ ଠିଆ ହାଇେଛି।
11. ଯୀଶୁ ହେଉଛନ୍ତି
12. ତାହାଙ୍କ ବ୍ଯତୀତ ଅନ୍ୟ କାହା ପାଖ ରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହା ଦ୍ବାରା କି ଆମ୍ଭେ ଉଦ୍ଧାର ପାଇପାରିବା।"
13. ସମାନେେ ଯେତବେେଳେ ପିତର ଓ ଯୋହନଙ୍କର ଏପରି ସାହାସ ଦେଖିଲେ ଓ ଜାଣି ପାରିଲେ ଯେ ସମାନେେ ଅଶିକ୍ଷିତ ଓ ସାଧାରଣ ଲୋକ, ସମାନେେ ବହୁତ ଆଶ୍ଚର୍ୟ୍ଯ ହେଲେ। ସମାନେେ ଏହା ମଧ୍ଯ ବୁଝିପାରିଲେ ଯେ, ସମାନେେ ଯୀଶୁଙ୍କ ସାଙ୍ଗ ରେ ଥିଲେ।
14. ସମାନେେ ଦେଖିଲେ, ସହେି େଛାଟ ଲୋକଟି ସୁସ୍ଥ ହାଇେ ପ୍ ରରେିତମାନଙ୍କ ବିରୁଦ୍ଧ ରେ କିଛି କହିପାରିଲେ ନାହିଁ।
15. ସମାନଙ୍କେୁ ସଭାରୁ ଚାଲିୟିବା ପାଇଁ ଆଦେଶ ଦେଲେ। ତା'ପରେ ନେତାମାନେ କ'ଣ କରିବେ, ସେ ବିଷୟ ରେ ପରସ୍ପର ମଧିଅରେ କଥାବାର୍ତ୍ତା ହେଲେ।
16. ସମାନେେ କହିଲେ, "ଏ ଲୋକମାନଙ୍କ ପ୍ରତି ଆମ୍ଭେ କ'ଣ କରିବା? ୟିରୁଶାଲମର ପ୍ରେତ୍ୟକକ ଲୋକ ଜାଣିଛନ୍ତି ଯେ, ସମାନେେ ଗୋଟିଏ ଅସାଧାରଣ କାର୍ୟ୍ଯ କରିଛନ୍ତି। ଆମ୍ଭେ ଏହା ଅସ୍ବୀକାର କରିପାରିବା ନାହିଁ।
17. ଆମ୍ଭେ ସମାନଙ୍କେୁ ଯୀଶୁଙ୍କ ବିଷୟ ରେ କିଛି ନକହିବା ପାଇଁ ଭୟ ଦଖାଇବୋ। ଫଳ ରେ, ଲୋକମାନଙ୍କ ମଧିଅରେ ଏକଥା ଅଧିକ ବ୍ଯାପି ପାରିବ ନାହିଁ।"
18. ତେଣୁ ସମାନେେ ପ୍ ରରେିତମାନଙ୍କୁ ଭିତରକୁ ଡାକିଲେ ଓ ଯୀଶୁଙ୍କ ନାମ ରେ କୌଣସି କଥା ବା ଉପଦେଶ ନ ଦବୋପାଇଁ ଆଦେଶ ଦେଲେ।
19. କିନ୍ତୁ ଯୋହନ ଓ ପିତର ସମାନଙ୍କେୁ ଉତ୍ତର ଦେଲେ, "ପରମେଶ୍ବରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ କି ନାହିଁ, ତାହା ତୁମ୍ଭମାନେେ ବିଚାର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନକହି ରହିପାରିବୁ ନାହିଁ।"
20. ସମାନେେ ପ୍ ରରେିତମାନଙ୍କୁ ଦଣ୍ଡ ଦବୋପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ବରଙ୍କର ଗୁଣଗାନ କରୁଥିଲେ। ତେଣୁ ସେ ସମାନଙ୍କେୁ ଆଉ ଥରେ ଭୟ ଦଖାଇେଲେ ଏବଂ ସମାନଙ୍କେୁ ମୁକ୍ତ କଲେ।
22. ଏହି ଅସାଧାରଣ କାର୍ୟ୍ଯ ପରମେଶ୍ବରଙ୍କର ଗୋଟିଏ ପ୍ରମାଣ ଥିଲା। ସୁସ୍ଥ ହାଇେଥିବା ଲୋକଟିର ବୟସ ଚ଼ଳିଶ ବର୍ଷରୁ ଅଧିକ ଥିଲା।
23. ପିତର ଓ ଯୋହନ ଯିହୂଦୀ ନେତାମାନଙ୍କ ସଭା ଛାଡ଼ି ନିଜ ନିଜ ବନ୍ଧୁମାନଙ୍କୁ ପାଖକୁ ଆସିଲେ। ମୁଖ୍ଯ ଯାଜକମାନେ ଏବଂ ପ୍ରାଚୀନ ନେତାମାନେ ସମାନଙ୍କେୁ ଯାହା ସବୁ କହିଥିଲେ, ସେସବୁ କଥା ନିଜ ଦଳର ଲୋକଙ୍କୁ କହିଲେ।
24. ଯେତବେେଳେ ବିଶ୍ବାସୀମାନେ ସମସ୍ତେ ଏହା ଶୁଣିଲେ, ସମାନେେ ଏକ ମନ ରେ ମିଳିତ ଭାବେ ପ୍ରାର୍ଥନା କଲେ, " ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥି ରେ ଥିବା ସବୁ କିଛି ସୃଷ୍ଟି କରିଛ।
25. ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସବେକ ଥିଲେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ଚ଼ାଳିତ ହାଇେ ଏହି କଥା ଲେଖିଛନ୍ତି,
26. ପୃଥିବୀର ରାଜାମାନେ ୟୁଦ୍ଧ ପାଇଁ ପ୍ରସ୍ତୁତି ଚ଼ଳାଇଲେ ଓ ଶାସକମାନେ ପ୍ରଭୁ ଓ ଖ୍ରୀଷ୍ଟଙ୍କ ବିରୁଦ୍ଧ ରେ ଠିଆ ହେଲେ।'
27. ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।
28. ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧ ରେ ଏକତ୍ର ମନ୍ତ୍ରଣା କଲେ ସମାନେେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।
29. ହେ ପ୍ରଭୁ, ବର୍ତ୍ତମାନ ସମାନେେ କ'ଣ କହୁଅଛନ୍ତି, ତାହା ଶୁଣ। ସମାନେେ ଆମ୍ଭମାନଙ୍କୁ ଭୟ ଦଖାେଉଛନ୍ତି। ପ୍ରଭୁ, ଆମ୍ଭମାନେେ ତୁମ୍ଭର ସବେକ ଅଟୁ, ତେଣୁ ତୁମ୍ଭେ ଯାହା ଚାହଁ, ତାହା ନିର୍ଭୟ ରେ କହିବା ପାଇଁ ଆମ୍ଭକୁ ସାହାୟ୍ଯ କର।
30. ତୁମ୍ଭର ଶକ୍ତି ଆମ୍ଭକୁ ଦଖାେଅ, ୟଦ୍ଦ୍ବାରା ଆମ୍ଭେ ସାହାସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମ ରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦଖାଇବୋ ଓ ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରିପାରିବା ା"
31. ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘ ରେ, ସମସ୍ତେ ଏକାଠି ହାଇେଥିଲେ, ସହେି ଘର କମ୍ପି ଉଠିଲା। ସମାନେେ ସମସ୍ତେ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇଗେଲେ ଓ ପରମେଶ୍ବରଙ୍କର ବାର୍ତ୍ତା ସାହସର ସହିତ କରିବାକୁ ଲାଗିଲେ।
32. ବିଶ୍ବାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସମାନଙ୍କେ ମଧ୍ଯରୁ କହେି କୌଣସି ଜିନିଷକୁ ନିଜର ବୋଲି କହୁ ନଥିଲେ। ସମାନଙ୍କେ ପାଖ ରେ ଯାହା ଥିଲା, ସେଥି ରେ ସମସ୍ତେ ଭାଗୀଦାର ଥିଲେ।
33. ପ୍ରଭୁ ଯୀଶୁ ଯେ ପ୍ରକୃତ ରେ ମୃତମାନଙ୍କ ମଧ୍ଯରୁ ଉଠିଛଅନ୍ତି, ଏହା ପ୍ ରରେିତମାନେ ମହାଶକ୍ତିର ସହିତ ସାକ୍ଷ୍ଯ ଦେଲେ। ପରମେଶ୍ବହର ସମସ୍ତ ବିଶ୍ବାସୀଙ୍କୁ ବହୁତ ଆଶୀର୍ବାଦ କଲେ।
34. ସମାନଙ୍କେ ମଧିଅରେ କାହାର କିଛି ଅଭାବ ନଥିଲା। ଯାହାର ଘର ବା ଜମି ଥିଲା, ସେ ତାହାକୁ ବିକ୍ରୀ କରି ଦେଉଥିଲା।
35. ସମାନେେ ସହେି ଧନ ପ୍ ରରେିତମାନଙ୍କ ପାଦତଳେ ରଖି ଦେଉଥିଲେ। ପ୍ରେତ୍ୟକକଙ୍କ ନିଜ ଆବଶ୍ଯକତା ଅନୁସାରେ ଟଙ୍କା ବଣ୍ଟାଗଲା।
36. ଯୋଷଫେ ନାମ ରେ ଜଣେ ବିଶ୍ବାସୀ ଥିଲେ। ପ୍ ରରେିତମାନେ ତାହାଙ୍କୁ "ବର୍ଣ୍ଣବ୍ବା" ନାମ ରେ ଡ଼ାକୁ ଥିଲେ। ଏହି ନାମର ଅର୍ଥ, "ସାହାୟ୍ଯକାରୀ" ସେ କୁପ୍ରୀୟ ଜାତିର ଜଣେ ଲବେୀୟ ଥିଲେ।
37. ୟୋ ସଫଙ୍କେର ଖଣ୍ଡିଏ କ୍ଷତେ ଥିଲା। ସେ ତାହାକୁ ବିକ୍ରୀ କରି ଦେଲେ ଓ ବିକ୍ରୀଲବ୍ଧ ସମସ୍ତ ଟଙ୍କା ଆଣି ପ୍ ରରେିତମାନଙ୍କୁ ଦଇେ ଦେଲେ।
About ପ୍ରେରିତ Chapter 4
Read ପ୍ରେରିତ Chapter 4 online from the Holy Bible. This chapter is part of the Book of ପ୍ରେରିତ in the New Testament. Continue reading with the chapter navigation above or explore the complete book.
Book Information
Book: ପ୍ରେରିତ
Chapter: 4
Testament: New Testament
How to Read this Chapter
Use the Previous and Next Chapter buttons to continue reading ପ୍ରେରିତ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ପ୍ରେରିତ Chapter 4 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ପ୍ରେରିତ Chapter 4?
ପ୍ରେରିତ Chapter 4 is part of the Book of ପ୍ରେରିତ in the Holy Bible.
Can I read this chapter online?
Yes. You can read the complete ପ୍ରେରିତ Chapter 4 online for free with easy chapter navigation.
More Chapters from ନୂତନ ନିୟମ
- ମାର୍କ Chapter 13
- ମାର୍କ Chapter 12
- ମାର୍କ Chapter 4
- 1 ତୀମଥି Chapter 3
- ଯୋହନ Chapter 1
- 2 କରିନ୍ଥୀୟ Chapter 2
- ପ୍ରେରିତ Chapter 1
Explore More from ପ୍ରେରିତ
- ପ୍ରେରିତ Chapter 3
- ପ୍ରେରିତ Chapter 12
- ପ୍ରେରିତ Chapter 18
- ପ୍ରେରିତ Chapter 16
- ପ୍ରେରିତ Chapter 24
- ପ୍ରେରିତ Chapter 26
- ପ୍ରେରିତ Chapter 7