ମାଥିଉ Chapter 11

For English

Read ମାଥିଉ Chapter 11 Online

Read ମାଥିଉ Chapter 11 online from the Holy Bible. This chapter is part of the Book of ମାଥିଉ in the New Testament. Browse every verse with easy chapter navigation, continue to the next chapter, or explore the complete Book of ମାଥିଉ and the Holy Bible online.

Choose a Chapter

ମାଥିଉ 11

ଅଧ୍ୟାୟ 11

1. ଯୀଶୁ ତାହାଙ୍କର ବାର ଜଣ ଯାକ ଶିଷ୍ଯଙ୍କୁ ନିର୍ଦ୍ଦେଶ ଦଇେ ସାରିବା ପରେ ସେ ସ୍ଥାନ ଛାଡି ଗ୍ଭଲିଗଲେ। ସେ ଗାଲିଲୀ ପ୍ରଦେଶର ସହରମାନଙ୍କ ରେ ତାହାଙ୍କର ଉପଦେଶ ଓ ବାର୍ତ୍ତା ପ୍ରଚାର କରିବା ନିମନ୍ତେ ଗଲେ।

2. ପ୍ତିଜକ ଯୋହନ କାରାଗାର ରେ ଥିଲେ। ସେ ଯୀଶୁ ଖ୍ରୀଷ୍ଟଙ୍କ କାର୍ୟ୍ଯକଳାପ ବିଷୟ ରେ ଶୁଣିଲେ। ସେ ନିଜର କେତକେ ଶିଷ୍ଯଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ।

3. ଯୋହନଙ୍କ ଶିଷ୍ଯମାନେ ଯୀଶୁଙ୍କୁ ପଚାରିଲେ, " ଯେଉଁ ବ୍ଯକ୍ତି ଆସିବେ ବୋଲି ଯୋହନ କହୁଥିଲେ, ଆପଣ ସହେି ବ୍ଯକ୍ତି ନା ଆମ୍ଭେ ଆଉ କାହାର ଆସିବା ପାଇଁ ଅପେକ୍ଷା କରିବୁ?"

4. ଯୀଶୁ ଉତ୍ତର ଦେଲେ, "ତୁମ୍ଭମାନେେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ।

5. ଅନ୍ଧ ତାର ଦୃଷ୍ଟିଶକ୍ତି ଫରେି ପାଆନ୍ତି । େଛାଟାମାନେ ଗ୍ଭଲି ପାରନ୍ତି। କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲା ଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଚାର ପ୍ରଚାର କରାଯାଉଛି।

6. ଯେଉଁ ଲୋକ ମାେତେ ଗ୍ରହଣ କରେ, ସେ ଧନ୍ଯ।"

7. ଏ କଥା ଶୁଣି ଯୋହନଙ୍କ ଶିଷ୍ଯମାନେ ଫରେି ଯାଉଥିବା ସମୟରେ ଯୀଶୁ ସଠାେରେ ଜମା ହାଇେଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟ ରେ କହିଲେ, "ଏ ମରୁଭୂମିକୁ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ ପବନ ରେ ଦୋହଲୁ ଥିବା କୌଣସି ନଳଗଛକୁ ?

8. ତବେେ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ଯକ୍ତିଙ୍କୁ? ତା' ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନ ରେ ପାଇ ପାରିବ।

9. ତବେେ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ କୌଣସି ଭବିଷ୍ଯଦ୍ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି ଯେ ଯାହାକୁ ତୁମ୍ଭେ ଦେଖିଛ ସେ ଭବିଷ୍ଯଦ୍ବକ୍ତାଙ୍କ ଠାରୁ ମଧ୍ଯ ଆହୁରି ବଡ।

10. ଯୋହନଙ୍କ ବିଷୟ ରେ ଶାସ୍ତ୍ର ରେ ଲଖାେଅଛି:

11. ମୁଁ ତୁମ୍ଭକୁ ସତ୍ଯ କହୁଛି। ବାପ୍ତିସ୍ମ ଦେଉଥିବା ୟୋହଲଙ୍କଠାରୁ ମହାନ୍ ବ୍ଯକ୍ତି ଆଉ କହେି ହେଲେ ଜନ୍ମ ହାଇେ ନାହାଁନ୍ତି। କିନ୍ତୁ ସ୍ବର୍ଗ ରାଜ୍ଯ ରେ ଯେ ସବୁଠାରୁ େଛାଟ. ସେ ଯୋହନଙ୍କ ଠାରୁ ମଧ୍ଯ ଶ୍ ରେଷ୍ଠ।

12. ବାପ୍ତିଜକ ଯୋହନଙ୍କ ସମୟରୁ ଆଜି ପର୍ୟ୍ଯନ୍ତ ସ୍ବର୍ଗ ରାଜ୍ଯ ଶକ୍ତି ବୃଦ୍ଧି ପାଉଅଛି। ଏହାକୁ ବଳ ପ୍ରଯୋଗ କରି ଅଧିକାର କରି ନବୋପାଇଁ ହିଂସ୍ର ପ୍ରକୃତିର ଲୋକମାନେ ଚେଷ୍ଟା କରୁଛନ୍ତି।

13. ଯୋହନଙ୍କ ସମୟ ପୂର୍ବରୁ ସମସ୍ତ ଭବିଷ୍ଯଦ୍ବକ୍ତା ଓ ମାଶାଙ୍କେ ନିୟମ ଭବିଷ୍ଯଦ୍ବାଣୀ କହିଥିଲେ।

14. ଯଦି ତୁମ୍ଭେ ସମାନଙ୍କେ ଭବିଷ୍ଯଦ୍ବାଣୀ ବିଶ୍ବାସ କରିବାକୁ ଇଚ୍ଛା କରୁଛ ତବେେ ଶୁଣ: ଯେଉଁ ଏଲିୟ ଆସିବେ ବୋଲି ସମାନେେ ଭବିଷ୍ଯଦ୍ବାଣୀ କରିଥିଲେ, ସେ ହେଉଛନ୍ତି ଏହି ଯୋହନ।

15. ଯେଉଁମାନେ ମାେ କଥା ଶୁଣୁଛ, ଶୁଣ।

16. "ଏହି ଲୋକମାନଙ୍କ ବିଷୟ ରେ ମୁଁ କ'ଣ କହିବି। ସମାନେେ କେଉଁ ପ୍ରକାରର? ସମାନେେ ବଜାର ରେ ବସିଥିବା ପାଲାମାନଙ୍କ ଭଳି। ସେ ପିଲାମାନେ ଅନ୍ୟ ପିଲାମାନଙ୍କୁ ଡାକି କୁହନ୍ତି:

17. 'ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ। କିନ୍ତୁ ତୁମ୍ଭେ ନାଚିଲ ନାହିଁ। ଆମ୍ଭେ ଶୋକ ଗୀତ ଗାଇଲୁ, କିନ୍ତୁ ତୁମ୍ଭେ ବିଳାପ କଲ ନାହିଁ।'

18. ବର୍ତ୍ତମାନର ଲୋକମାନେ ସପରେି। ଯୋହନ ଆସିଲେ। କିନ୍ତୁ ଅନ୍ୟମାନଙ୍କ ଭଳି ସେ ଖାଉନଥିଲେ କି ପିଉ ନଥିଲେ। ଲୋକେ କହିଲେ, 'ତାହାଙ୍କ ଦହେ ରେ ଭୂତ ପଶି ଯାଇଛି।'

19. ତା'ପରେ ମନୁଷ୍ଯପୁତ୍ର ଆସିଲେ। ସେ ଅନ୍ୟମାନଙ୍କ ଭଳି ଖିଆପିଆ କଲେ। ଲୋକେ କହିଲେ, ' ଦେଖ, ଏ ଲୋକ ପଟେୁଆ ଓ ମଦୁଆ। ସେ ପାପୀ ଓ କର ଆଦାୟକାରୀ ଓ ମନ୍ଦ ଲୋକମାନଙ୍କ ବନ୍ଧୁ।' କିନ୍ତୁ କାର୍ୟ୍ଯ ଦ୍ବାରା ଜ୍ଞାନ ସତ୍ଯ ବୋଲି ପ୍ରମାଣିତ ହାଇେଥାଏ।"

20. ସେତବେେଳେ ଯୀଶୁ ଯେଉଁ ନଗରମାନଙ୍କ ରେ ଅଧିକାଂଶ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ କରିଥିଲେ, ସହେି ନଗରଗୁଡିକୁ ତିରସ୍କାର କଲେ। କାରଣ ସଠାେକାର ଲୋକେ ନିଜ ପାପ ପାଇଁ ଅନୁତାପ କରି ହୃଦୟ ପରିବର୍ତ୍ତନ କରି ନଥିଲେ, କି ପାପ କରିବା ଛାଡି ନଥିଲେ,

21. ସେ କହିଲେ, 'ହାୟ କୋରାଜୀନ୍! ହାୟ ବେଥ୍ସାଇଦା! ତୁମ୍ଭ ଅଞ୍ଚଳ ରେ ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ କରାଗଲା, ସଗେୁଡିକ ଯଦି ସୋର ଓ ସୀଦୋନ ରେ କରିଥାଆନ୍ତୁ, ତବେେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସମାନେେ ଅଖା ପିନ୍ଧି ଓ ଦହେ ରେ ପାଉଁଶ ବୋଳି ହାଇେ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ।

22. କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ ବିଚାର ଦିନ ରେ ସୋର ଓ ସୀଦୋନର ଅପେକ୍ଷା ତୁମ୍ଭ ଦଶା ଅଧିକ ଖରାପ ହବେ।

23. ହେ କଫର୍ନାହୂମ! ତୁ କ'ଣ ଭାବୁଛୁ ତୋତେ ସ୍ବର୍ଗୀୟ ଗୌରବ ଦବୋ ପାଇଁ ସ୍ବର୍ଗକୁ ଉଠାଇ ନିଆୟିବ? ନା, ତୁମ୍ଭକୁ ପାତାଳ ରେ ନିକ୍ଷପେ କରାୟିବ। ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ ତୋର ଅଞ୍ଚଳ ରେ କରାଯାଇଛି, ସଗେୁଡିକ ଯଦି ସଦୋମ ରେ କରାଯାଇ ଥାଆନ୍ତା।, ତବେେ ସଠାେକାର ବାସିନ୍ଦା ପାପ କରିବା ବନ୍ଦ କରି ଦଇେଥାଆନ୍ତେ ଓ ସେ ନଗର ଏ ପର୍ୟ୍ଯନ୍ତ ତିଷ୍ଠି ରହି ପାରି ଥାଆନ୍ତା।

24. କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ନ୍ଯାୟ ହବୋ ଦିନ ତୋର ଦଶା ସଦୋମର ଦଶା ଅପେକ୍ଷା ଅଧିକ ଖରାପ ହବେ।"

25. ସେତବେେଳେ ଯୀଶୁ କହିଲେ, " ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।

26. ହଁ ପରମପିତା, ତୁମ୍ଭେ ପ୍ରକୃତ ରେ ଯାହା ଗ୍ଭହୁଁଥିଲ, ଚାହା ଘଟିଲା।

27. " ମାରେ ପରମ ପିତା ମାେତେ ସବୁକିଛ ଦଇେଛନ୍ତି। ପରମପିତାଙ୍କ ଛଡା ପୁତ୍ରଙ୍କୁ ଅନ୍ଯକହେି ଜାଣିନାହାଁନ୍ତି। ପୁତ୍ରଙ୍କ ଛଡା କହେି ପରମପିତାଙ୍କୁ ପ୍ରକୃତ ରେ ଜାଣିନାହାଁନ୍ତି। ଆଉ ପୁତ୍ର ଯେଉଁମାନଙ୍କୁ ମନନେୀତ କରିବେ, ସହେିମାନେ କବଳେ ପରମପିତାଙ୍କ ନିକଟରେ ପ୍ରକାଶିତ ହବେେ।

28. " ହେ କ୍ଲାନ୍ତ ଶ୍ରାନ୍ତ ଓ ଚିନ୍ତା ରେ ଭାରଗ୍ରସ୍ତ ଥିବା ଲୋକମାନେ! ମାେ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦବେି।

29. ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।

30. ଯେଉଁ କାର୍ୟ୍ଯ ମୁଁ ତୁମ୍ଭକୁ ଗ୍ରହଣ କରିବାକୁ କହୁଛି, ତାହା ସହଜ। ଏବଂ ଯେଉଁ ବୋଝ ତୁମ୍ଭ ଉପରେ ରଖୁଛି, ତାହା ହାଲୁକା।"

About ମାଥିଉ Chapter 11

Read ମାଥିଉ Chapter 11 online from the Holy Bible. This chapter is part of the Book of ମାଥିଉ in the New Testament. Continue reading with the chapter navigation above or explore the complete book.

Book Information

Book: ମାଥିଉ
Chapter: 11
Testament: New Testament

How to Read this Chapter

Use the Previous and Next Chapter buttons to continue reading ମାଥିଉ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ମାଥିଉ Chapter 11 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ମାଥିଉ Chapter 11?

ମାଥିଉ Chapter 11 is part of the Book of ମାଥିଉ in the Holy Bible.

Can I read this chapter online?

Yes. You can read the complete ମାଥିଉ Chapter 11 online for free with easy chapter navigation.

More Chapters from ନୂତନ ନିୟମ

  1. ମାର୍କ Chapter 13
  2. ମାର୍କ Chapter 12
  3. 1 ତୀମଥି Chapter 3
  4. ମାର୍କ Chapter 4
  5. 2 କରିନ୍ଥୀୟ Chapter 2
  6. ପ୍ରେରିତ Chapter 1
  7. ଯୋହନ Chapter 21

Explore More from ମାଥିଉ

  1. ମାଥିଉ Chapter 13
  2. ମାଥିଉ Chapter 23
  3. ମାଥିଉ Chapter 1
  4. ମାଥିଉ Chapter 25
  5. ମାଥିଉ Chapter 22
  6. ମାଥିଉ Chapter 4
  7. ମାଥିଉ Chapter 16

Related Chapters & Readings

  1. ଆୟୁବ Chapter 4
  2. ଯିଶାଇୟ Chapter 15
  3. ଆଦି ପୁସ୍ତକ Chapter 4
  4. ହିତୋପଦେଶ Chapter 29
  5. ଦିତୀୟ ରାଜାବଳୀ Chapter 19
  6. ଦିତୀୟ ରାଜାବଳୀ Chapter 2
  7. ଦ୍ୱିତୀୟ ବିବରଣ Chapter 28
Share Your Love

Leave a Reply

Your email address will not be published. Required fields are marked *