ମାଥିଉ Chapter 21

For English

Read ମାଥିଉ Chapter 21 Online

Read ମାଥିଉ Chapter 21 online from the Holy Bible. This chapter is part of the Book of ମାଥିଉ in the New Testament. Browse every verse with easy chapter navigation, continue to the next chapter, or explore the complete Book of ମାଥିଉ and the Holy Bible online.

Choose a Chapter

ମାଥିଉ 21

ଅଧ୍ୟାୟ 21

1. ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମ ପାଖାପାଖି ଆସି ଯାଇଥିଲେ। ସମାନେେ ପ୍ରଥମେ ଜୀତ ପର୍ବତ ପାଖ ବୌଥ୍ଫାଗୀଠା ରେ ଅଟକିଲେ।

2. ଯୀଶୁ ଦୁଇଜଣ ଶିଷ୍ଯଙ୍କୁ ଗାଁକୁ ପଠାଇଲେ। ସେ କହିଲେ, "ତୁମ୍ଭେ ଠିକ୍ ସାମନା ରେ ଥିବା ଗାଁକୁ ଯାଅ। ସଠାେରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହାଇେଥିବାର ଦେଖିବ। ତା' ସହିତ ଗୋଟିଏ ଗଧଛୁଆ ମଧ୍ଯ ସଠାେରେ ଥିବ। ସମାନଙ୍କେୁ ଖାଲିଦେବେ, ଓ ସମାନଙ୍କେୁ ମାେ ପାଖକୁ ନଇେ ଆସିବ।

3. ଯଦି ତୁମ୍ଭକୁ କହେି ଲୋକ ପଚ଼ା ରେ ଯେ, ତୁମ୍ଭମାନେେ କାହିଁକି ଗଧ ଦୁହିଁଙ୍କୁ ନଇେ ଯାଉଛ, ତବେେ ତୁମ୍ଭେ କହିବ 'ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସମାନଙ୍କେୁ ସଙ୍ଗେ ସଙ୍ଗେ ପଠାଇ ଦବେେ।"'

4. ଭବିଷ୍ଯଦ୍ବକ୍ତା ଯାହା କହିଥିଲେ, ତାହା ସଫଳ ହବୋ ପାଇଁ ଏସବୁ ଘଟିଲା। ଭବିଷ୍ଯଦ୍ବକ୍ତା କହିଥିଲେ:

5. "ସିୟୋନ ନଗରୀକୁ କୁହ: ' ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚ଼ଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚ଼ଢ଼ିଛନ୍ତି, ସହେି ଛୁଆ ଏକ ସ୍ତନ୍ଯପାଯୀ ଗଧରୁ ଜନ୍ମ ହାଇେଛି।"

6. ଶିଷ୍ଯମାନେ ଚ଼ାଲିଗଲେ ଓ ଯୀଶୁଙ୍କ କହିବା ଅନୁସାରେ ସମାନେେ କାମ କଲେ।

7. ସମାନେେ ମାଈ ଗଧ ଓ ଗଧଛୁଆକୁ ନଇେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସହେି ଲୁଗା ଉପରେ ବସିଲେ।

8. ଯୀଶୁ ୟିରୂଶାଲମ ରାସ୍ତା ରେ ଯାତ୍ରା କଲେ। ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେର ଲୁଗା ରାସ୍ତା ରେ ବିଛଇେ ଦେଲେ। ଆଉ କେତକେ ଲୋକ ଗଛରୁ ଡ଼ାଳ ସବୁ କାଟି ରାସ୍ତା ରେ ବିଛାଇ ଦେଲେ।

9. ଯୀଶୁଙ୍କ ଆଗେ ଆଗେ କେତକେ ଲୋକ ଯାଉଥିଲେ। ତାହାଙ୍କ ପେଛ ପେଛ ମଧ୍ଯ କେତକେ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ:

10. ଯୀଶୁ ଯେତବେେଳେ ୟିରୁଶାଲମ ରେ ପ୍ରବେଶ କଲେ, " ସେତବେେଳେ ସାରା ନଗର ରେ ଚହଳ ପଡ଼ିଗଲା। ଲୋକେ ପଚ଼ାରିଲେ, "ଏ ଲୋକଟି କିଏ?"

11. ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, "ଏ ହେଉଛନ୍ତି ଭବିଷ୍ଯଦ୍ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶ ରେ ନାଜରିତ ସହରରୁ ଆସିଛନ୍ତି।"

12. ଯୀଶୁ ମନ୍ଦିର ପରିସର ରେ ପ୍ରବେଶ କଲେ। ସଠାେରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼ଇେ ଦେଲେ। ସେ ମୁଦ୍ରା ବ୍ଯବସାଯୀଙ୍କ ମଜେ ଓ କାପ୍ତା ବ୍ଯବସାଯୀଙ୍କ ଆସନ ଓଲଟଇେ ଦେଲେ।

13. ଯୀଶୁ ସମାନଙ୍କେୁ କହିଲେ, "ଶାସ୍ତ୍ର ରେ ଏକଥା ଲଖାେଅଛି, 'ମାେ ଘର ପ୍ରାର୍ଥନା ଘର ବୋଲି କୁହା ୟିବ।' କିନ୍ତୁ ତୁମ୍ଭମାନେେ ଏହାକୁ ଡ଼କାୟତଙ୍କ ଆଡ଼ଡ଼ା ସ୍ଥଳି କରି ଦଇେଛ।"

14. ମନ୍ଦିର ରେ କେତକେ ଅନ୍ଧ ଓ କେତକେ େଛାଟ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।

15. ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କ ଏ ବିସ୍ମୟ ଜନକ କାମ ଦେଖିଲେ। ମନ୍ଦିର ପରିସର ରେ ପିଲାମାନେ ପାଟି କରି ଯୀଶୁଙ୍କ ମହିମା ଗାନ କରୁଥିବାର ସମାନେେ ଶୁଣିଲେ। ପିଲାମାନେ କହୁଥିଲେ, "ଦାଉଦଙ୍କ ପୁତ୍ରଙ୍କ ମହିମା ଗାନ କର।" ଏସବୁ ଘଟଣା ରେ ଯାଜକ ଓ ଧର୍ମଶାସ୍ତ୍ରୀମାନେ ରାଗିଗଲେ।

16. ସମାନେେ ଯୀଶୁଙ୍କୁ ପଚାରିଲେ, "ଏ ପିଲାମାନେ କ'ଣ କହୁଛନ୍ତି, ତୁମ୍ଭେ କ'ଣ ତାହା ଶୁଣି ପାରୁଛ?"

17. ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଚ଼ାଲିଗଲେ। ସେ ବୈଥନୀକୁ ଚ଼ାଲିଗଲେ ଓ ସଠାେରେ ରାତିଟି କଟାଇଲେ।

18. ତା'ପର ଦିନ ଅତି ସକାଳୁ ଯୀଶୁ ୟିରୂଶାଲମ ନଗରକୁ ଫରେୁଥିଲେ। ତାହାଙ୍କୁ ଭୋକ ଲାଗିଲା।

19. ରାସ୍ତା କଡ଼ ରେ ସେ ଗୋଟିଏ ଡ଼ିମ୍ବିରି ଗଛ ଦେଖିଲେ। ସେ ଗଛ ପାଖକୁ ଗଲେ। ଗଛ ରେ ପତ୍ର ଛଡ଼ା ଆଉ ସେ କିଛି ପାଇଲେ ନାହିଁ। ସେ ଗଛକୁ କହିଲେ, "ଆଉ ଏଣିକି ତୋ ଠା ରେ ଫଳ ଆସିବ ନାହିଁ।" ସଙ୍ଗେ ସଙ୍ଗେ ଡ଼ିମ୍ବିରି ଗଛଟି ଶୁଖି ମରିଗଲା।

20. ଯୀଶୁଙ୍କ ଶିଷ୍ଯମାନେ ଏହା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, "ଏତେ ଶୀଘ୍ର ଡ଼ିମ୍ବିରି ଗଛଟି କିପରି ଶୁଖି ମରିଗଲା?"

21. ଯୀଶୁ ଉତ୍ତର ଦେଲେ, "ମୁଁ ତୁମ୍ଭକୁ ସତ୍ଯ କହୁଛି। ଯଦି ତୁମ୍ଭର ବିଶ୍ବାସ ଥିବ ଓ କୌଣସି ସନ୍ଦହେ ନଥିବ ତବେେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭମାନେେ ମଧ୍ଯ ଠିକ୍ ସହେିପରି କରିପାରିବ। ତୁମ୍ଭମାନେେ ମଧ୍ଯ ଅନକେ ଅଧିକ କାମ କରିପାରିବ। ତୁମ୍ଭମାନେେ ଏ ପର୍ବତକୁ କହିପାରିବ, ' ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ର ରେ ପଡ଼।' ଯଦି ତୁମ୍ଭମାନଙ୍କର ବିଶ୍ବାସ ଥାଏ, ଏହା ଘଟିବ।

22. ତୁମ୍ଭମାନେେ ଯାହା କିଛି ପ୍ରାର୍ଥନା ରେ ମାଗିବ, ତାହା ପାଇବ।"

23. ଯୀଶୁ ମନ୍ଦିର ପରିସରକୁ ଗଲେ। ସଠାେରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନ ଯାଜକ ଓ ଲୋକମାନଙ୍କର ପ୍ରାଚ଼ୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, "ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାର ରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?"

24. ଯୀଶୁ ଉତ୍ତର ଦେଲେ, "ମୁଁ ମଧ୍ଯ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଚାରିବି। ତୁମ୍ଭମାନେେ ଯଦି ମାେ ପ୍ରଶ୍ନର ଉତ୍ତର ଦଇେ ପାରିବ, ତବେେ ମୁଁ କହିବି ଯେ ଏଭଳି କାମ କରିବାକୁ ମାରେ କେଉଁ ଅଧିକାର ରହିଛି।

25. କୁହ, ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା?"

26. କିନ୍ତୁ ଆମ୍ଭେ ଯଦି କହିବା, 'ଏହା ମନୁଷ୍ଯ ପାଖରୁ ଆସିଛି,' ତବେେ ଏଠା ରେ ଜମା ରୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭମାନେେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସମାନେେ ସମସ୍ତେ ଯୋହନଙ୍କୁ ଭବିଷ୍ଯଦ୍ବକ୍ତା ରୂପେ ବିଶ୍ବାସ କରନ୍ତୁ."

27. ତେଣୁ ସମାନେେ ଯୀଶୁଙ୍କୁ ଉତ୍ତର ଦେଲେ, " ଯୋହନଙ୍କ ବାପ୍ତିସ୍ମ କେଉଁଛାରୁ ଆସିଥିଲା, ଆମ୍ଭେ ତାହା ଜାଣିନାହୁଁ।"

28. "କୁହତ ଦେଖି, ତୁମ୍ଭେ ଏବିଷୟ ରେ କ'ଣ ଭାବୁଛ? ଜଣେ ଲୋକର ଦୁଇଟି ପୁଅ ଥିଲେ। ସେ ପ୍ରଥମ ପୁଅ ପାଖକୁ ଯାଇ କହିଲା, 'ପୁଅ ଆଜି ଯା ଓ ଅଙ୍ଗୁର ବଗିଚ଼ା ରେ କାମ କର।'

29. ପୁଅ କହିଲା, 'ମୁଁ ୟିବି ନାହିଁ।' କିନ୍ତୁ ପରେ ସେ ନିଜର ମନ ବଦଳାଇ ଗଲା।

30. "ତା'ପରେ ତା ବାପା ଅନ୍ୟ ପୁଅ ପାଖକୁ ଗଲେ ଓ ତାକୁ ସହେି କଥା କହିଲେ। ସେ କହିଲା, 'ହଁ, ଆଜ୍ଞା ମୁଁ ୟିବି।' କିନ୍ତୁ ଗଲାନାହିଁ।

31. " ତବେେ କୁହ, 'କେଉଁ ପୁଅ ତାର ବାପାଙ୍କ ବାଧ୍ଯ ହେଲା?"

32. ତୁମ୍ଭମାନଙ୍କୁ ବଞ୍ଚିବା ପାଇଁ ଠିକ ବାଟ ଦଖାଇବୋକୁ ଯୋହନ ଆସି ଥିଲେ। ତୁମ୍ଭମାନେେ ଯୋହନଙ୍କୁ ବିଶ୍ବାସ କଲ ନାହିଁ।କିନ୍ତୁ କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କଲେ। କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କରିଛନ୍ତି ବୋଲି ତୁମ୍ଭେ ଦେଖିଲ। ତଥାପି ତାହାଙ୍କଠା ରେ ବିଶ୍ବାସ କରିବା ଲୋଗି ତୁମ୍ଭମାନେେ ହୃଦୟ ପରିବର୍ତ୍ତନ କଲ ନାହିଁ।

33. "ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମିମାଲିକ ଥିଲେ। ତାହାଙ୍କ ଜମି ରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା ଚ଼ାରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥି ରେ ଦ୍ରାକ୍ଷାକୁଣ୍ଡଟିଏ ଖାେଳିଲେ। ସେ ସଠାେରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତକେ କୃଷକଙ୍କୁ ଜମିଟି ଭାଗ ଦଇେ ଦେଲେ। ତା'ପରେ ସେ ବିଦେଶ ଯାତ୍ରା ରେ ବାହାରି ଗଲେ।

34. କିଛି ଦିନ ପରେ ଦ୍ରାକ୍ଷା ତୋଳିବା ବଳେ ଆସିଲା। ଜମିମାଲିକ ତାଙ୍କ ଦ୍ରାକ୍ଷା ଭାଗ ତକ ଆଣିବ ପାଇଁ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ।

35. "କିନ୍ତୁ କୃଷକମାନେ ଚ଼ାକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ. ସମାନେେ ଜଣକ ପରେ ଜଣେ ଚ଼ାକରକୁ ପଥର ରେ ମାରି ମାରି ମାରିପକାଇଲେ।

36. ତେଣୁ ଜମି ମାଲିକ ଆଉ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ। ଏଥର ପ୍ରଥମଥର ଠାରୁ ଅଧିକ ଚ଼ାକର ଗଲେ। କିନ୍ତୁ କୃଷକମାନେ ପ୍ରଥମ ଚାକରମାନଙ୍କ ପ୍ରତି ଯାହା କରିଥିଲେ, ଏଥର ମଧ୍ଯ ସମାନଙ୍କେ ପ୍ରତି ତାହା କଲେ।

37. ତେଣୁ ମାଲିକ ନିଜର ପୁଅକୁ ପଠାଇବାକୁ ଠିକ୍ କଲେ। ସେ ଭାବଲେ, 'କୃଷକମାନେ ମାେ ପୁଅକୁ ସମ୍ମାନ ଦବେେ।'

38. "କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତ ରେ କୁହା କୁହି ହେଲେ, 'ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦବୋ, ଏହି ସମ୍ପତ୍ତି ଆମ୍ଭର ହାଇଯେିବ।'

39. କୃଷକମାନେ ପୁଅକୁ ଧରି ନଇେ ଦ୍ରାକ୍ଷା ବଗିଚ଼ା ବାହାରକୁ ଫିଙ୍ଗି ମାରି ଦେଲେ।

40. "ଅତଏବ, ଯେତବେେଳେ ନିଜେ ଜମିମାଲିକ ଆସିବେ, ସେତବେେଳେ ଏହି କୃଷକମାନଙ୍କୁ କ'ଣ କରିବେ?"

41. ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ କହିଲେ, " ସେ ନିଶ୍ଚୟ ସହେି ନିର୍ଦ୍ଦୟ ଲୋକଙ୍କୁ ହତ୍ଯା କରିବେ ଓ ତା'ପରେ ସେ ଦ୍ରାକ୍ଷା ବଗିଚ଼ାଟିକୁ ଅନ୍ୟ କୃଷକମାନଙ୍କୁ ଭାଗ ରେ ଦଇେ ଦବେେ, ଯେଉଁମାନେ ଅମଳ ସମୟରେ ତାର ଭାଗ ତାହାଙ୍କୁ ଦବେେ।"

42. ଯୀଶୁ ସମାନଙ୍କେୁ କହିଲେ, "ତୁମ୍ଭମାନେେ ଏକଥା କ'ଣ କବେେ ହେଲେ ଶାସ୍ତ୍ର ରେ ପଢ଼ି ନଥିଲ?:

43. " ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଛଡ଼ାଇ ନିଆୟିବ। ପରମେଶ୍ବର ତାହାଙ୍କ ରାଜ୍ଯ ରେ ଯାହା ହବୋପାଇଁ ଚ଼ାହାଁନ୍ତି, ଯେଉଁ ଲୋକମାନେ ତାହା କରନ୍ତି, ସମାନଙ୍କେୁ ପରମେଶ୍ବର ତାହାଙ୍କ ରାଜ୍ଯ ଦବେେ।

44. ଯେଉଁ ଲୋକ ଏହି ପଥର ଉପରେ ଖସି ପଡ଼ିବ, ସେ ଖଣ୍ଡ ଖଣ୍ଡ ହାଇଯେିବ। ଏବଂ ପଥରଟି ଯଦି କାହା ଉପରେ ପଡ଼ିବ ତବେେ ପଥରଟି ତାକୁ ଚୁନା କରିଦବେ।"

45. ପ୍ରଧାନ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କ କାହାଣୀଗୁଡ଼ିକ ଶୁଣିଲେ। ସମାନେେ ଜାଣି ପା ରେଲେ ଯେ, ଯୀଶୁ ଏକଥା ସହେିମାନଙ୍କ ବିଷୟ ରେ କହୁଛନ୍ତୁ।

46. ତେଣୁ ସମାନେେ ଯୀଶୁଙ୍କୁ ବନ୍ଦୀ କରିବାକୁ ଚେ଼ଷ୍ଟା କଲେ। ସମାନେେ କିନ୍ତୁ ଲୋକମାନଙ୍କୁ ଡ଼ରୁଥିଲେ। କାରଣ ଲୋକେ ଯୀଶୁଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।

About ମାଥିଉ Chapter 21

Read ମାଥିଉ Chapter 21 online from the Holy Bible. This chapter is part of the Book of ମାଥିଉ in the New Testament. Continue reading with the chapter navigation above or explore the complete book.

Book Information

Book: ମାଥିଉ
Chapter: 21
Testament: New Testament

How to Read this Chapter

Use the Previous and Next Chapter buttons to continue reading ମାଥିଉ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ମାଥିଉ Chapter 21 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ମାଥିଉ Chapter 21?

ମାଥିଉ Chapter 21 is part of the Book of ମାଥିଉ in the Holy Bible.

Can I read this chapter online?

Yes. You can read the complete ମାଥିଉ Chapter 21 online for free with easy chapter navigation.

More Chapters from ନୂତନ ନିୟମ

  1. ମାର୍କ Chapter 13
  2. ମାର୍କ Chapter 12
  3. ମାର୍କ Chapter 4
  4. 1 ତୀମଥି Chapter 3
  5. ଯୋହନ Chapter 21
  6. ଯୋହନ Chapter 1
  7. 2 କରିନ୍ଥୀୟ Chapter 2

Explore More from ମାଥିଉ

  1. ମାଥିଉ Chapter 26
  2. ମାଥିଉ Chapter 15
  3. ମାଥିଉ Chapter 7
  4. ମାଥିଉ Chapter 27
  5. ମାଥିଉ Chapter 11
  6. ମାଥିଉ Chapter 4
  7. ମାଥିଉ Chapter 6

Related Chapters & Readings

  1. ଯାତ୍ରା ପୁସ୍ତକ Chapter 32
  2. ପ୍ରଥମ ଶାମୁୟେଲ Chapter 27
  3. ନିହିମିୟା Chapter 3
  4. ଯିହୋଶୂୟ Chapter 24
  5. ଯିହିଜିକଲ Chapter 17
  6. ହୋଶେୟ Chapter 11
  7. ଯିରିମିୟ Chapter 42
Share Your Love

Leave a Reply

Your email address will not be published. Required fields are marked *