Read ମାଥିଉ Chapter 25 Online
Read ମାଥିଉ Chapter 25 online from the Holy Bible. This chapter is part of the Book of ମାଥିଉ in the New Testament. Browse every verse with easy chapter navigation, continue to the next chapter, or explore the complete Book of ମାଥିଉ and the Holy Bible online.
Choose a Chapter
ମାଥିଉ 25
ଅଧ୍ୟାୟ 25
1. "ସେ ସମୟରେ ସ୍ବର୍ଗରାଜ୍ଯ, ବର ଖାଜେିବାକୁ ବାହାରିଥିବା ଦଶଜଣ କୁମାରୀ ଝିଅଙ୍କ ଭଳି ହବେ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସମାନେେ ତାହାଙ୍କ ସହିତ ଦୀପ ଆଣି ଥିଲେ,
2. ତାହାଙ୍କ ଭିତରୁ ପାଞ୍ଚ ଜଣ ବୋକୀ ଥିଲେ। ଆର ପାଞ୍ଚ ଜଣ ଚ଼ତୁର ଥିଲେ।
3. ବୋକୀ ଝିଅ ପାଞ୍ଚଜଣ ସମାନଙ୍କେ ସାଥିଲେ ଦୀପ ସିନା ନଇେଥିଲେ, କିନ୍ତୁ ଦୀପ ଜାଳିବାପାଇଁ ବେଶୀ ତଲେ ଆଣି ନଥିଲେ।
4. ଚ଼ତୁର ଝିଅ ପାଞ୍ଚଜଣ ଦୀପ ତ ନଇେଥିଲେ, ତା'ଛଡ଼ା କାଚ଼ ପାତ୍ର ରେ ଅଧିକ ତଲେ ନଇେଥିଲେ।
5. ବରର ଆସିବା ଡ଼ରେି ହାଇଗେଲା। ସବୁ ଝିଅଯାକ କ୍ଲାନ୍ତ ହାଇେ ଶଷେ ରେ ଶୋଇ ପଡ଼ିଲେ।
6. "ଅଧ ରାତି ରେ ଜଣେ କହେି ଘାଷେଣା କଲା, ବର ଆସୁଛନ୍ତି। ବାହାରକୁ ଯାଅ ଓ ତାହାଙ୍କୁ ସାକ୍ଷାତ କର।
7. "ଏକଥା ଶୁଣି ସବୁ ଝିଅଯାକ ଉଠି ପଡ଼ିଲେ ନିଜ ନିଜ ଦୀପ ସଜାଡ଼ିବାକୁ ଲାଗିଲେ।
8. ବୋକୀ ଝିଅମାନେ ଚ଼ତୁର ଝିଅମାନଙ୍କୁ କହିଲେ, 'ତୁମ୍ଭ ତଲରେୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତଲେ ପ୍ରାୟ ସରି ଯାଇଛି।'
9. "ଚ଼ତୁର ଝିଅମାନେ କହିଲେ, 'ନା, ନା, ଆମ୍ଭ ତଲେ ଆମ୍ଭ ସମସ୍ତଙ୍କ ପାଇଁ ୟଥେଷ୍ଟ ହବେ ନାହିଁ। ବରଂ ତୁମ୍ଭମାନେେ ଦୋକାନକୁ ଯାଇ ନିଜ ପାଇଁ କିଛି ତଲେ କିଣିଆଣ।'
10. " ତେଣୁ ପାଞ୍ଚଜଣ ଯାକ ବୋକୀ ଝୀଅ ତଲେ କିଣିବାକୁ ଚ଼ାଲିଗଲେ। ସମାନେେ ଚ଼ାଲିଗଲାପରେ ବର ଆସିଲେ। ଯେଉଁ ଚ଼ତୁର ଝିଅଯାକ ପ୍ରସ୍ତୁତ ଥିଲେ, ସମାନେେ ବର ସହିତ ବିବାହ ଭୋଜିକୁ ଗଲେ। ତା'ପରେ କବାଟରେ ତାଲା ପଡ଼ିଗଲା।
11. ସହେି ସମୟରେ ବାକିତକ ଝିଅ ପହନ୍ଚିଲେ। ସମାନେକହେିଲେ, 'ଆଜ୍ଞା! ଆଜ୍ଞା! କବାଟ ଖୋଲନ୍ତୁ। ଯେପରି ଆମ୍ଭେ ଭିତରକୁ ଆସି ପାରିବୁ,'
12. କିନ୍ତୁ ବର ଉତ୍ତର ଦେଲେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି, ମୁଁ ତୁମ୍ଭକୁ ଚିହ୍ନିନାହିଁ।'
13. " ତେଣୁ ସଦା ବେଳେ ଜାଗ୍ରତ ରୁହ, କାରଣ ମନଷ୍ଯପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣିନାହଁ।
14. "ସ୍ବର୍ଗରାଜ୍ଯ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସହେି ଲୋକ ୟିବା ପୂର୍ବରୁ ତା'ର ଚ଼ାକରମାନଙ୍କୁ ଡ଼ାକି ତାର ଅନୁପସ୍ଥିତି ରେ ସମସ୍ତ ସମ୍ପତ୍ତିର ଯତ୍ନ ନବୋକୁ କହିଲେ।
15. କେଉଁ ଚ଼ାକର କେତେ ଦାଯିତ୍ବ ନଇେ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣଙ୍କୁ ପାଞ୍ଚ ତୋଡ଼ା ରୂପା ଟଙ୍କା ଦେଲେ। ଆଉ ଜଣଙ୍କୁ ଦୁଇ ତୋଡ଼ା, ଓ ତୃତୀୟ ଙ୍କୁ ଗୋଟିଏ ତୋଡ଼ା ରୂପା ଟଙ୍କା ଦେଲେ। ଚ଼ାକରମାନଙ୍କର ସାମର୍ଥ୍ଯ ଅନୁସାରେ ସମାନଙ୍କେୁ କାମ ବାଣ୍ଟିଦଇେ ସେ ବୁଲିବାକୁ ଚାଲିଗଲେ।
16. ଯେଉଁ ଚ଼ାକରଟି ପାଞ୍ଚ ତୋଡ଼ା ରୂପା ଟଙ୍କା ନଇେଥିଲା, ସେ ତୁରନ୍ତ ସେ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଦଲୋ। ସେ ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ଲାଭକଲା।
17. ସହେିଭଳି ଯେଉଁ ଚ଼ାକରଟି ଦୁଇ ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ମଧ୍ଯ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଆଉ ଦୁଇ ତୋଡ଼ା ରୂପା ଟଙ୍କା ଲାଭ କଲା।
18. କିନ୍ତୁ ଯେଉଁ ଲୋକଟି କବଳେ ଗୋଟିଏ ମାତ୍ର ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ଯାଇ ତା' ମାଲିକର ଧନକୁ ନଇେ ମାଟି ରେ ଗୋଟିଏ ଗାତ ଖାେଳି ସେଥିଲେ ଲୁଚାଇ ରଖିଲା।
19. "ବହୁତ ଦିନ ପରେ ମାଲିକ ଘରକୁ ଫରେି ଆସିଲେ। ସେ ଚ଼ାକରମାନଙ୍କୁ ଡାକିଲେ, ଓ ତାହାଙ୍କ ଟଙ୍କା ରେ କ'ଣ କଲେ, ତାହା ସମାନଙ୍କେୁ ପଚାରିଲେ।
20. ଯେଉଁ ଚାକରଟି ପାଞ୍ଚ ତୋଡା ରୂପା ଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦଲୋ, ଚ଼ାକରଟି କହି 'ଆପଣ ମାେତେ ପାଞ୍ଚ ତୋଡ଼ା ରୂପା ଟଙ୍କା ଦଇେଥିଲେ। ମୁଁ ତା' ଦ୍ବାରା ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ରୋଜଗାର କରିଛ।'
21. "ମାଲିକ କହିଲେ, 'ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ବସ ଯୋଗ୍ଯ ଲୋକ। ତୁମ୍ଭେ ଅଳ୍ପ ଟଙ୍କା ରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ମାେ ଖୁସି ରେ ଭାଗୀ ହୁଅ।'
22. "ତା'ପରେ ଦୁଇ ତୋଡ଼ା ରୂପା ଟଙ୍କା ପାଇଥିବା ଚାକରଟି ମାଲିକ ପାଖକୁ ଆସିଲା। ଚ଼ାକରଟି କହିଲା, 'ଆପଣ ମାେତେ ଦୁଇ ତୋଡ଼ା ଟଙ୍କାର ଦାଯିତ୍ବ ଦଇେଥିଲେ। ମୁଁ ଆଉ ଦୁଇ ତୋଡ଼ା ଟଙ୍କା ରୋଜଗାର କରିବା ପାଇଁ ଆପଣଙ୍କର ଦୁଇ ତୋଡ଼ା ଟଙ୍କା ବ୍ଯବହାର କରିଛି।'
23. "ମାଲିକ କହିଲେ, 'ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭ ଉପରେ ବିଶ୍ବାସ କରାଯାଇପା ରେ। ଅଳ୍ପ ଟଙ୍କା ରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ଖୁସି ରେ ଭାଗୀ ହୁଅ।'
24. "ତା'ପରେ ଗୋଟିଏ ତୋଡ଼ା ଟଙ୍କା ପାଇଥିବା ଲୋକଟି ମାଲିକଙ୍କ ପାଖକୁ ଆସିଲା। ସେ କହିଲା, 'ମାଲିକ ମୁଁ ଜାଣେ ଯେ ଆପଣ ଜଣେ କଠାେର ବ୍ଯକ୍ତି। ରୋପଣ ନକରି ମଧ୍ଯ ଆପଣ ଜମିରୁ ଫସଲ କାଟନ୍ତି। ବୀଜ ନ ବୁଣି ମଧ୍ଯ ଶସ୍ଯ ଏକାଠି କରନ୍ତି।
25. ତେଣୁ ମୁଁ ଭୟ କଲି। ମୁଁ ଯାଇ ଭୂମିରେ ଆପଣଙ୍କ ଟଙ୍କାତକ ଲୁଚଇେ ଦଲେି। ଆପଣ ମାେତେ ଦଇେଥିବା ତୋଡ଼ା ଟଙ୍କା ନିଅନ୍ତୁ।'
26. "ତା ମାଲିକ ତାକୁ କହିଲେ, 'ତୁମ୍ଭେ ଜଣେ ଅଳସୁଆ ଓ ଦୁଷ୍ଟ ଚ଼ାକର। ତୁମ୍ଭେ ଜାଣିଛ ଯେ ମୁଁ ଯେଉଁଠି ରୋପଣ କରି ନଥାଏ ସଠାେରେ ମଧ୍ଯ ଫସଲ କାଟେ ଓ ଯେଉଁଠି ବୀଜ ବୁଣି ନଥାଏ, ସଠାେରେ ଶସ୍ଯ ଏକାଠି କରେ।
27. ତେଣୁ ତୁମ୍ଭେ ମାେ ଟଙ୍କାକୁ ବ୍ଯାଙ୍କ ରେ ଜମା ରଖିଦବୋ ଉଚ଼ିତ ଥିଲା। ତା ହାଇେଥିଲେ ମୁଁ ଘରକୁ ଫରେିବା ପରେ ମାେ ଟଙ୍କା ଫରେି ପାଇଥାନ୍ତି। ତା ସହିତ ମାେ ଟଙ୍କାର ସୁଧ ମଧ୍ଯ ପାଇଥାନ୍ତି।'
28. "ତାପରେ ମାଲିକ ତାହାଙ୍କର ଅନ୍ୟ ଚ଼ାକରମାନଙ୍କୁ କହିଲେ, ' ସହେି ଚ଼ାକରଠାରୁ ଟଙ୍କାର ଥଳିଟି ନଇେ, ଯାହାର ଦଶ ତୋଡ଼ା ଟଙ୍କା ଅଛି ତାକୁ ଦଇଦେିଅ।
29. ଯେଉଁ ଲୋକ ନିଜ ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ, ତାକୁ ବହୁତ ଅଧିକ ଦିଆୟିବ। ତାହାଙ୍କୁ ତାହାଙ୍କର ଆବଶ୍ଯକତା ଠାରୁ ବହୁତ ବେଶୀ ଦିଆୟିବ। କିନ୍ତୁ ଯେଉଁ ଲୋକ ତା ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ ନାହିଁ, ତାଠାରୁ ଯାହାକିଛି ଅଛି, ସବୁ କିଛି ଛଡ଼ଇେ ନିଆୟିବ।'
30. ତା'ପରେ ମାଲିକ କହିଲେ, ' ସେ ଅଦରକାରୀ ଚ଼ାକରକୁ ବାହା ରେ ଅନ୍ଧକାର ରେ ପକଇେ ଦିଅ। ସଠାେରେ ଲୋକମାନେ କାନ୍ଦିବେ ଏବଂ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରିବେ।'
31. "ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।
32. ମନୁଷ୍ଯପୁତ୍ରଙ୍କ ଆଗ ରେ ଜଗତର ସବୁ ଲୋକେ ଏକାଠି ହବେେ। ତାପରେ ମନୁଷ୍ଯପୁତ୍ର ସବୁ ଲୋକଙ୍କୁ ଦୁଇଟି ଦଳ ରେ ବାଣ୍ଟି ଦବେେ। ଜଣେ ଜଗୁଆଳ ଯେପରି ଛଳେିମାନଙ୍କ ଭିତରୁ ମେଣ୍ଢାମାନଙ୍କୁ ଅଲଗା କରିଦିଏ ଏହା ଠିକ୍ ସହେିପରି ଅଟେ।
33. ମନୁଷ୍ଯପୁତ୍ର ମଷେମାନଙ୍କୁ ତାହାଙ୍କ ଡ଼ାହାଣ ପଟେ ରଖିବେ ଓ ଛାଗକୁ ତାହାଙ୍କ ବାମ ପଟେ ରଖିବେ।
34. "ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।"
35. ତୁମ୍ଭେ ଏହି ରାଜ୍ଯ ଲାଭ କରିବ କାରଣ ମୁଁ ଯେତବେେଳେ ଭୋକିଲା ଥିଲି, ସେତବେେଳେ ତୁମେ ମାେତେ ଖାଇବାକୁ ଦଇେଥିଲ। ମାେତେ ଶୋଷ ଲାଗୁଥିବା ସମୟରେ ମାେତେ କିଛି ପିଇବାକୁ ଦଇେଛ। ମୁଁ ଘରଠାରୁ ଦୂର ରେ ଏକୁଟିଆ ଥିଲି। ତୁମ୍ଭେ ମାେତେ ତୁମ୍ଭ ଘରକୁ ଡ଼ାକିଥିଲ।
36. ମାରେ କୌଣସି ଲୁଗାପଟା ନଥିଲା, ଏବଂ ତୁମ୍ଭେ ମାେତେ ପିନ୍ଧିବାକୁ ଦଇେଥିଲ। ମୁଁ ଅସୁସ୍ଥ ଥିଲି। ତୁମ୍ଭେ ମାରେ ଯତ୍ନ ନଇେଥିଲ। ମୁଁ କାରାଗାର ରେ ଥିଲି। ତୁମ୍ଭେ ମାେତେ ଦେଖିବାକୁ ଆସିଥିଲ।'
37. " ସେତବେେଳେ ଭଲ ଲୋକମାନେ ଉତ୍ତର ଦବେେ, ' ହେ ପ୍ରଭୁ! ଆମ୍ଭେ କେତବେେଳେ ଆପଣଙ୍କୁ ଭୋକିଲା ଦେଖିଥିଲୁ ଓ ଖାଇବାକୁ ଦଇେଥିଲୁ? କେତବେେଳେ ଆମ୍ଭେ ଆପଣଙ୍କୁ ଶୋଷିଲା ଦେଖିଥିଲୁ ଓ ପିଇବାକୁ କିଛି ଦଇେଥିଲୁ?
38. କେତବେେଳେ ଆମ୍ଭେ ଆପଣଙ୍କୁ ଘରଠାରୁ ଦୂର ରେ ଏକୁଟିଆ ଦେଖିଥିଲୁ ଓ ଆମ୍ଭ ଘରକୁ ଡ଼ାକିଥିଲୁ? କେତବେେଳେ ଆପଣଙ୍କୁ ଆମ୍ଭେ ପୋଷାକ ନଥିବା ବେଳେ ଦେଖିଥିଲୁ ଓ ପିନ୍ଧିବାକୁ କିଛି ଦଇେଥିଲୁ?
39. କେତବେେଳେ ଆପଣଙ୍କୁ ଆମ୍ଭେ ଅସୁସ୍ଥ ଅବସ୍ଥା ରେ ବା କାରାଗାର ରେ ଦେଖିଥିଲୁ ଓ ଆପଣଙ୍କର ଯତ୍ନ ନଇେଥିଲୁ?'
40. " ସେତବେେଳେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣଙ୍କ ପାଇଁ ଯାହା କିଛି କଲ, ତାହା ତୁମ୍ଭେ ମାେ ପାଇଁ କଲ।'
41. "ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।
42. କାରଣ ମୁଁ ଭୋକିଲା ଥିଲି କିନ୍ତୁ ତୁମ୍ଭେ ମାେତେ କିଛି ଖାଇବାକୁ ଦଇେ ନଥିଲ,
43. ମୁଁ ଶୋଷିଲା ଥିଲି କିନ୍ତୁ ତୁମ୍ଭେ ମାେତେ କିଛି ପିଇବାକୁ ଦଇେ ନଥିଲ। ମୁଁ ଏକୁଟିଆ ଘରଠାରୁ ଦୂର ରେ ଥିଲି, କିନ୍ତୁ ତୁମ୍ଭେ ମାେତେ ଘର ଭିତରକୁ ଡ଼ାକିଲ ନାହିଁ, ମାରେ ଲୁଗାପଟା ନଥିଲା, ମାେତେ ତୁମ୍ଭେ ପିନ୍ଧିବାକୁ କିଛି ଦଇେ ନଥିଲ। ମୁଁ ଅସୁସ୍ଥ ଥିଲି, ଓ କାରାଗାର ରେ ଥିଲି ଓ ତୁମ୍ଭେ ମାେ ପାଇଁ ଚିନ୍ତା କରି ନଥିଲ।'
44. "ତା'ପରେ ସମାନେେ ମଧ୍ଯ ଉତ୍ତର ଦବେେ, 'ପ୍ରଭୁ, ଆପଣଙ୍କୁ କେତବେେଳେ ଆମ୍ଭେ ଭୋକିଲା ବା ଶୋଷିଲା ଦେଖିଥିଲୁ? ଆମ୍ଭେ କେତବେେଳେ ଆପଣଙ୍କୁ ଏକୁଟିଆ ଓ ଘରଠାରୁ ଦୂର ରେ ଦିଖିଥିଲୁ? କେତବେେଳେ ଆପଣଙ୍କୁ ଆମ୍ଭେ ଲୁଗାପଟା ନଥିବା ଅବସ୍ଥା ରେ ବା ଅସୁସ୍ଥ ଅବସ୍ଥା ରେ ବା କାରାଗାର ରେ ଦେଖିଥିଲୁ? କବେେ ଏସବୁ ଆମ୍ଭେ ଦେଖିଥିଲୁ ଓ ଆପଣଙ୍କୁ ସାହାୟ୍ଯ କଲୁନାହିଁ?
45. ତାପରେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଅଛି, ଯେତବେେଳେ ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଲୋକଙ୍କ ଭିତରୁ ଯେ କୌଣସି ଲୋକକୁ ସାହାୟ୍ଯ କରିବାକୁ ମନା କଲ, ତୁମ୍ଭେ ମାେତେ ସାହାୟ୍ଯ କରିବା ପାଇଁ ମନା କଲ!'
46. "ତା'ପରେ ଏହି ଲୋକଗୁଡ଼ିକ ଚ଼ାଲିଯିବେ, ସମାନଙ୍କେୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତଜୀବନ ଲାଭ କରିବେ।"
About ମାଥିଉ Chapter 25
Read ମାଥିଉ Chapter 25 online from the Holy Bible. This chapter is part of the Book of ମାଥିଉ in the New Testament. Continue reading with the chapter navigation above or explore the complete book.
Book Information
Book: ମାଥିଉ
Chapter: 25
Testament: New Testament
How to Read this Chapter
Use the Previous and Next Chapter buttons to continue reading ମାଥିଉ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ମାଥିଉ Chapter 25 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ମାଥିଉ Chapter 25?
ମାଥିଉ Chapter 25 is part of the Book of ମାଥିଉ in the Holy Bible.
Can I read this chapter online?
Yes. You can read the complete ମାଥିଉ Chapter 25 online for free with easy chapter navigation.
More Chapters from ନୂତନ ନିୟମ
- ମାର୍କ Chapter 13
- ମାର୍କ Chapter 12
- ମାର୍କ Chapter 4
- 1 ତୀମଥି Chapter 3
- ଯୋହନ Chapter 21
- ଯୋହନ Chapter 1
- 2 କରିନ୍ଥୀୟ Chapter 2
Explore More from ମାଥିଉ
- ମାଥିଉ Chapter 2
- ମାଥିଉ Chapter 16
- ମାଥିଉ Chapter 19
- ମାଥିଉ Chapter 27
- ମାଥିଉ Chapter 17
- ମାଥିଉ Chapter 8
- ମାଥିଉ Chapter 15