ମାର୍କ Chapter 12

For English

Read ମାର୍କ Chapter 12 Online

Read ମାର୍କ Chapter 12 online from the Holy Bible. This chapter is part of the Book of ମାର୍କ in the New Testament. Browse every verse with easy chapter navigation, continue to the next chapter, or explore the complete Book of ମାର୍କ and the Holy Bible online.

Choose a Chapter

ମାର୍କ 12

ଅଧ୍ୟାୟ 12

1. ଯୀଶୁ ଦୃଷ୍ଟାନ୍ତ ମାଧ୍ଯମ ରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, "ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଚାରିପଟେ ପାଚରେୀ କରି ଦଲୋ। ଦ୍ରାକ୍ଷାରସ ସଂଗ୍ରହ କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ଯ ତିଆରି କଲା। ସେ କେତକେ କୃଷକଙ୍କୁ ସହେି ବଗିଚାକୁ ଭାଗ ରେ ଦଲୋ, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ଯ ରେ ସେ ସ୍ଥାନ ଛାଡି ଚାଲିଗଲା।

2. ପରେ ଯେତବେେଳେ ଦ୍ରାକ୍ଷା ତୋଳିବା ବଳେ ଆସିଲା, ସେତବେେଳେ ସେ ତାହାଙ୍କର ଜଣେ ଚାକରକୁ ଦ୍ରାକ୍ଷାରୁ ତାହାଙ୍କର ନିଜ ଭାଗ ଆଣିବା ପାଇଁ କୃଷକମାନଙ୍କ ପାଖକୁ ପଠାଇଲା।

3. କିନ୍ତୁ କୃଷକମାନେ ଚାକରଟିକୁ ଧରି ପ୍ରହାର କଲେ ଓ ତାକୁ କିଛି ନଦଇେ ଘଉଡଇେ ଦେଲେ।

4. ତା'ପରେ ସହେି ଲୋକଟି ଆଉ ଜଣେ ଚାକରକୁ ସମାନଙ୍କେ ପାଖକୁ ପଠାଇଲା। ସମାନେେ ଏହି ଚାକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ।

5. ତା'ପରେ ସେ ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ଏହି ଚାକରଟିକୁ ଜୀବନ ରେ ମାରି ଦେଲେ। ସେ ଲୋକଟି ଆଉ ଅଧିକ ଚାକରଙ୍କୁ ପଠାଇଲା, କିନ୍ତୁ କୃଷକମାନେ କେତକଙ୍କେୁ ପିଟିଲେ ଓ ଅନ୍ୟ କେତଙ୍କେୁ ଜୀବନ ରେ ମାରି ଦେଲେ।

6. "ଲୋକଟି ପାଖ ରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସହେି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶଷେ ବ୍ଯକ୍ତି ଥିଲା। ସେ କହିଲା, 'କୃଷକମାନେ ମାରେ ପୁଅକୁ ନିଶ୍ଚୟ ସମ୍ମାନ ଦବେେ।'

7. "କିନ୍ତୁ କୃଷକମାନେ କୁହାକୁହି ହେଲେ, 'ଏହି ଲୋକଟି ବଗିଚା ମାଲିକର ପୁଅ। ବଗିଚାର ସେ ଉତ୍ତରାଧିକାରୀ। ଆମ୍ଭମାନେେ ତାକୁ ମାରି ଦେଲେ ବଗିଚାଟି ଆମ୍ଭର ହାଇଯେିବ'।

8. ତେଣୁ କୃଷକମାନେ ମାଲିକର ପୁଅକୁ ଧରି ନଇେ ଜୀବନ ରେ ମାରି ଦେଲେ ଓ ଦ୍ରାକ୍ଷାକ୍ଷେତ୍ର ବାହାରକୁ ଫିଙ୍ଗି ଦେଲେ।

9. ଏବେ ଦ୍ରାକ୍ଷାକ୍ଷେତ୍ର ମାଲିକ କ'ଣ କରିବ? ସେ ଆସି ସହେି କୃଷକମାନଙ୍କୁ ମାରି ପକାଇବ ଓ ଦ୍ରାକ୍ଷାକ୍ଷେତ୍ରକୁ ଅନ୍ୟ କୃଷକମାନଙ୍କୁ ଦଇଦେବେ।

10. ତୁମ୍ଭମାନେେ କ'ଣ ଏହି ଶାସ୍ତ୍ର ପଢିନାହଁ?

11. ପ୍ରଭୁ ତାହା କଲେ ଏବଂ ଏହା ଆମ୍ଭ ପାଇଁ ଆଶ୍ଚର୍ୟ୍ଯଜନକ।"

12. ଏହି ଯିହୂଦୀନେତାମାନେ ଯୀଶୁଙ୍କ ଦୃଷ୍ଟାନ୍ତ ଶୁଣିଲେ। ଏହା ସମାନଙ୍କେ ଉଦ୍ଦେଶ୍ଯ ରେ ଥିଲା ବୋଲି ସମାନେେ ଜାଣି ପାରିଲେ। ତେଣୁ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ସମାନେେ ଉପାୟ ଖାଜେି ବସିଲେ। କିନ୍ତୁ ସମାନେେ ଲୋକମାନଙ୍କୁ ଭୟ କରୁଥିଲେ। ତେଣୁ ସମାନେେ ଯୀଶୁଙ୍କୁ ଛାଡି ଚାଲିଗଲେ।

13. ପରେ ଯିହୂଦୀ ନେତାମାନେ କେତକେ ଫାରୂଶୀ ଓ େ ହରୋଦୀୟମାନଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସମାନେେ ଯୀଶୁଙ୍କ ଭୁଲ ଧରି ଫାନ୍ଦ ରେ ପକାଇବାକୁ ଚାହୁଁଥିଲେ।

14. ଫାରୂଶୀ ଓ େ ହରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, "ଗୁରୁ, ଆମ୍ଭମାନେେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କବେେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ବର ଚାହୁଁଥିବା ଜୀବନର ମାର୍ଗ ବିଷୟ ରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ: କାଇସରଙ୍କୁ କର ଦବୋର ଉଚିତ୍ କି ନୁହେଁ?"

15. ଯୀଶୁ ସମାନଙ୍କେ ଚାଲବାଜି ବୁଝିଗଲେ। ସେ ସମାନଙ୍କେୁ ପଚାରିଲେ, "ତୁମ୍ଭମାନେେ ମାେତେ ଭଲ କଥା କହି କାହିଁକି ଫାନ୍ଦ ରେ ପକାଇବାକୁ ଚେଷ୍ଟା କରୁଛ? ମାେ ପାଖକୁ ରୂପା ଟଙ୍କାଟିଏ ଆଣ, ମୁଁ ତାକୁ ଦେଖେ।"

16. ସମାନେେ ରୂପା ଟଙ୍କାଟିଏ ନଇେ ଆସିଲେ। ଯୀଶୁ ସମାନଙ୍କେୁ ପଚାରିଲେ, "ମୁଦ୍ରାଟି ଉପରେ କାହାର ଛବି ଅଙ୍କିତ ହଇେଛି? ତା ଉପରେ କାହାର ନାମ ଲଖାେ ଯାଇଛି?" ସମାନେେ କହିଲେ, "ଏହା କାଇସରଙ୍କ ଛବି ଓ କାଇସରଙ୍କ ନାମ।"

17. ତା'ପରେ ଯୀଶୁ ସମାନଙ୍କେୁ କହିଲେ, "ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ବରଙ୍କର, ତାହା ପରମେଶ୍ବରଙ୍କୁ ଦିଅ।" ଏହା ଶୁଣି ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ।

18. ତା' ପରେ କେତକେ ସାଦ୍ଦୁକୀ ତାହାଙ୍କ ପାଖକୁ ଆସିଲେ। ସାଦ୍ଦୁକୀମାନେ ଦାବୀ କରନ୍ତି ଯେ ମଣିଷ ମୃତ୍ଯୁପରେ ପୁନରୁଥାନ ହବେ।

19. ସମାନେେ କହିଲେ, "ଗୁରୁ, ମାଶାେ ଆମ୍ଭମାନଙ୍କ ପାଇଁ ଲେଖିଛନ୍ତି ଯେ, ଯଦି କୌଣସି ବିବାହିତ ଲୋକ ପିଲାପିଲି ନଥାଇ ମରି ଯାଏ, ତବେେ ତା'ର ଭାଇର ସହେି ସ୍ତ୍ରୀଟିକୁ ବିବାହ କରିବା ଉଚିତ୍। ତା' ହେଲେ ସହେି ମୃତ ଭାଇଟି ପାଇଁ ବଂଶ ବୃଦ୍ଧି କରିପାରିବ।

20. ଥରେ ସାତ ଭାଇ ଥିଲେ। ସବୁଠାରୁ ବଡ ଭାଇ ବିବାହ କଲା। କିନ୍ତୁ କୌଣସି ପିଲାପିଲି ନଥାଇ ସେ ମରିଗଲା।

21. ତେଣୁ ଦ୍ବିତୀୟ ଭାଇ ସେ ସ୍ତ୍ରୀଟିକୁ ବିବାହ କଲା। ସେ ମଧ୍ଯ କୌଣସି ପିଲାପିଲି ନଥାଇ ମରିଗଲା। ତୃତୀୟ ଭାଇ ପ୍ରତି ମଧ୍ଯ ତାହା ଘଟିଲା।

22. ସାତ ଜଣ ଭାଇ ସହେି ସ୍ତ୍ରୀ ଲୋକକୁ ଜଣକ ପରେ ଜଣେ ବିବାହ କଲେ ଓ ଶଷେ ରେ ମରିଗଲେ। ସମାନଙ୍କେ ମଧ୍ଯରୁ କାହାରି ହେଲେ କୌଣସି ପିଲାପିଲି ନଥିଲେ। ଶଷେ ରେ ସହେି ସ୍ତ୍ରୀଟି ମଧ୍ଯ ମରିଗଲା।

23. କିନ୍ତୁ ସାତ ଭାଇଯାକ ତାକୁ ବିବାହ କରିଥିଲେ। ତବେେ ପୁନରୁତ୍ଥାନ ସମୟରେ, ସହେି ସ୍ତ୍ରୀଟି କାହାର ପତ୍ନୀ ହବେ?"

24. ଯୀଶୁ କହିଲେ, "ସବୁ ଶାସ୍ତ୍ର କ'ଣ କ ହେ, ତାହା ତୁମ୍ଭମାନେେ ଜାଣିନାହଁ କି ପରମେଶ୍ବରଙ୍କ ଶକ୍ତି ବିଷୟ ରେ। ତେଣୁ ତୁମ୍ଭମାନେେ ଭ୍ରମ ରେ ପଡିଥାଅ।

25. ଲୋକମାନେ ଯେତବେେଳେ ମୃତ୍ଯୁରୁ ପୁନରୁତ୍ଥାନ ହବେେ ସେତବେେଳେ କୌଣସି ବିବାହ ହବେ ନାହିଁ ସମାନେେ କହେି କାହାରିକୁ ବିବାହ କରିବେ ନାହିଁ, ବରଂ ପ୍ରେତ୍ୟକକ ସ୍ବର୍ଗଦୂତଙ୍କ ଭଳି ହାଇଯେିବେ।

26. ପୁନରୁତ୍ଥିତ ଲୋକଙ୍କ ବିଷୟ ରେ ତୁମ୍ଭମାନେେ କ'ଣ ମାଶାଙ୍କେ ପୁସ୍ତକରେ ଲିଖିତ ବୃଥାବୃତ୍ତାନ୍ତଟି ପଢିନାହଁ? ସେଥି ରେ ପରମେଶ୍ବର ମାଶାଙ୍କେୁ କହିଛନ୍ତି, 'ମୁଁ ଅବ୍ରାହାମଙ୍କ ପରମେଶ୍ବର, ଇସ୍ହାକର ପରମେଶ୍ବର, ଯାକୁବର ପରମେଶ୍ବର'।

27. ଯଦି ପରମେଶ୍ବର କହିଛନ୍ତି ଯେ, ସେ ସମାନଙ୍କେର ପରମେଶ୍ବର, ତବେେ ପ୍ରକୃତ ରେ ଏ ଲୋକମାନେ ମୃତ ନୁହଁନ୍ତି। କାରଣ ସେ ମୃତମାନଙ୍କର ପରମେଶ୍ବର ନୁହଁନ୍ତି। ବରଂ ସେ ଜୀବିତମାନଙ୍କର ପରମେଶ୍ବର। ହେ ସାଦ୍ଦୁକୀମାନେ, ତୁମ୍ଭମାନେେ ବଡ ଭ୍ରମ ରେ ପଡିଛ।"

28. ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୁକୀ ଓ ଫାରୂଶୀମାନଙ୍କ ସହିତ ଯୀଶୁଙ୍କୁ ୟୁକ୍ତିତର୍କ କରୁଥିବାର ସେ ଶୁଣିଲେ। ସେ ଦେଖିଲେ ଯେ, ଯୀଶୁ ସମାନଙ୍କେ ପ୍ରଶ୍ନର ଯଥାର୍ଥ ଉତ୍ତର ଦଇେଛନ୍ତି। ତେଣୁ ସେ ଯୀଶୁଙ୍କୁ ପଚାରିଲେ, "କେଉଁ ଆଦେଶଟି ସବୁଠାରୁ ଅଧିକ ମହତ୍ତ୍ବପୂର୍ଣ୍ଣ?"

29. ଯୀଶୁ ଉତ୍ତର ଦେଲେ, "ସବୁଠାରୁ ମହତ୍ତ୍ବପୂର୍ଣ୍ଣ ଆଦେଶଟି ଏହି ପ୍ରକାରର: ' ହେ ଇସ୍ରାଯଲେ, ଶୁଣ। ଆମ୍ଭ ପ୍ରଭୁ ପରମେଶ୍ବର ଏକମାତ୍ର ପ୍ରଭୁ।

30. ସମସ୍ତ ହୃଦୟ ରେ ସମସ୍ତ ଆତ୍ମା ରେ, ସମସ୍ତ ମନ ରେ ଓ ସମସ୍ତ ଶକ୍ତି ରେ ତୁମ୍ଭେ ଆପଣା ପ୍ରଭୁ ପରମେଶ୍ବରଙ୍କୁ ପ୍ ରମେ କର।'

31. ଦ୍ବିତୀୟ ମହତ୍ବପୂର୍ଣ୍ଣ ଆଦେଶଟି ହେଉଛି ଏହି ପ୍ରକାରର: 'ତୁମ୍ଭେ ନିଜକୁ ଯେପରି ପ୍ ରମେ କର, ନିଜର ପଡ଼ୋଶୀକୁ ସହେିପରି ପ୍ ରମେ କର' ଏହି ଦୁଇଟି ଆଦେଶ ଛଡା ଆଉ ବଡ ଆଦେଶ କିଛି ନାହିଁ।"

32. ଏହା ଶୁଣି ଧର୍ମଶାସ୍ତ୍ରୀ ଜଣକ କହିଲେ, "ଗୁରୁ, ପ୍ରଭୁ ପରମେଶ୍ବର ଯେ ଏକ ଓ ତାହାଙ୍କ ଛଡା ଆଉ ଅନ୍ୟ କହେି ନାହିଁ, ଏହା ତୁମ୍ଭେ ଠିକ୍ କହିଛ।

33. ପ୍ରକୃତ ରେ ଜଣେ ଲୋକକୁ ସମସ୍ତ ହୃଦୟ, ସମସ୍ତ ମନ ଓ ସମସ୍ତ ଶକ୍ତି ଦଇେ ପରମେଶ୍ବରଙ୍କୁ ପ୍ ରମେ କରିବାକୁ ହବେ। ସେ ଯେପରି ନିଜକୁ ଭଲ ପାଏ, ତାକୁ ଅନ୍ୟକୁ ମଧ୍ଯ ସପରେି ଭଲ ପାଇବାକୁ ହବେ। ଆମ୍ଭେ ପରମେଶ୍ବରଙ୍କୁ ଯେତେ ପଶୁ ବଳି ଓ ଉତ୍ସର୍ଗ ଦାନ ଅର୍ପଣ କରୁ, ସହେି ଗୁଡିକଠାରୁ ଏହି ଦୁଇଟି ଆଦେଶ ଅଧିକ ମହତ୍ବପୂର୍ଣ୍ଣ।"

34. ଯୀଶୁ ଦେଖିଲେ ଯେ ଲୋକଟି ବୁଝିବିଚାରି ଜ୍ଞାନୀ ଭଳି ଉତ୍ତର ଦଇେଛି। ସେ ତାହାକୁ କହିଲେ, "ତୁମ୍ଭେ ପରମେଶ୍ବରଙ୍କ ରାଜ୍ଯଠାରୁ ଦୂର ରେ ନାହଁ।" ଏହା ପରେ ଆଉ କହେି ହେଲେ ଯୀଶୁଙ୍କୁ କୌଣସି ଅଧିକ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।

35. ଯୀଶୁ ମନ୍ଦର ରେ ଉପଦେଶ ଦଲୋ ବେଳେ ପଚାରିଲେ, "ଧର୍ମ ଶାସ୍ତ୍ରୀମାନେ କିପରି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର?

36. ସ୍ବଯଂ ଦାଉଦ ପବିତ୍ର ଆତ୍ମାଙ୍କ ସାହାୟ୍ଯ ରେ କହିଥିଲେ,

37. ଦାଉଦ ନିଜେ ଖ୍ରୀଷ୍ଟଙ୍କୁ 'ପ୍ରଭୁ' ବୋଲି କହିଥିଲେ। ତବେେ ଖ୍ରୀଷ୍ଟ କିଭଳି ଦାଉଦଙ୍କ ପୁତ୍ର ହାଇେ ପାରିବେ?" ଜମା ହାଇେଥିବା ଲୋକମାନେ ଯୀଶୁଙ୍କ ଉପଦେଶ ଖୁସି ମନ ରେ ଶୁଣୁଥିଲେ।

38. ଯୀଶୁ ଶିକ୍ଷା ଦଇେ ଚାଲିଥିଲେ। ସେ କହିଲେ, "ଧର୍ମଶାସ୍ତ୍ରୀଙ୍କଠାରୁ ସାବଧାନ ରୁହ। ସମାନେେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତଣେେ ବୁଲିବାକୁ ଭଲ ପାଆନ୍ତି। ସମାନେେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାର ରେ ସମ୍ମାନ ଦଖାେନ୍ତୁ।

39. ସମାଜ ଗୃହ ରେ ସମାନେେ ମହତ୍ବପୂର୍ଣ୍ଣ ଆସନ ରେ ବସିବାକୁ ଭଲପାଆନ୍ତି। ଭୋଜି ରେ ସମାନେେ, ଅତ୍ଯନ୍ତ ମହତ୍ବପୂର୍ଣ୍ଣ ସ୍ଥାନ ପାଇବାକୁ ଭଲପାଆନ୍ତି।

40. ସମାନେେ ବିଧବାମାନଙ୍କ ପ୍ରତି ଅତ୍ଯନ୍ତ ନୀଚ ବ୍ଯବହାର ଦଖାେନ୍ତି। ସମାନେେ ବିଧବାମାନଙ୍କର ସମ୍ପତ୍ତି ଅପହରଣ କରି ନିଅନ୍ତି। ଭଲ ଦେଖଇେ ହବୋ ପାଇଁ ସମାନେେ ଲମ୍ବା ପ୍ରାର୍ଥନା କରନ୍ତି। ଏଭଳି ଲୋକମାନଙ୍କୁ ପରମେଶ୍ବର କଠିନ ଶାସ୍ତି ଦବେେ।"

41. ଯୀଶୁ ମନ୍ଦିରର ଦାନ ବାକ୍ସ ପାଖ ରେ ବସିଥିଲେ। ଲୋକମାନେ କିଭଳି ଭାବରେ ଦାନ ବାକ୍ସ ରେ ଟଙ୍କା ଭର୍ତ୍ତି କରୁଛନ୍ତି, ତାହା ସେ ଲକ୍ଷ୍ଯ କରୁଥିଲେ। ବହୁତ ଧନୀ ଲୋକ ଦାନ ବାକ୍ସ ରେ ପ୍ରଚୁର ଟଙ୍କା ପକାଉଥିଲେ।

42. ପରେ ଗରୀବ ବିଧବାଟିଏ ସଠାେକୁ ଆସିଲା ଓ ସେଥି ରେ ସେ ମାତ୍ର ଦୁଇଟି ତମ୍ବା-ମୁଦ୍ରା ପକଇେଲା। ଏହି ମୁଦ୍ରା ଦୁଇଟିର ମୂଲ୍ଯ ପଇସାଟିଏ ସାଙ୍ଗ ରେ ବି ସମାନ ନୁହେଁ।

43. ତା'ପରେ ଯୀଶୁ ନିଜଶିଷ୍ଯମାନଙ୍କୁ ପାଖକୁ ଡାକି କହିଲେ, "ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ଏହି ସମସ୍ତ ଧନୀ ଲୋକମାନେ ଦଇେଥିବା ଦାନଠାରୁ ଏହି ଗରିବ ବିଧବାଟି ପ୍ରକୃତ ରେ ବହୁତ ଅଧିକ ଦଇେଛି।

44. କାରଣ ଧନୀ ଲୋକମାନଙ୍କ ପାଖ ରେ ପ୍ରଚୁର ଅଛି। ସମାନେେ ତାହାଙ୍କର ଦରକାର ନଥିବା ବଳକା ଅର୍ଥରୁ ହିଁ ଦାନ ଦଇେଛନ୍ତି। କିନ୍ତୁ ଏହି ବିଧବାଟି ବହୁତ ଗରିବ। ଏହି ଗରିବଟି ନିକଟରେ ଯାହା ଥିଲା, ସେ ସବୁତକ ଦାନ ସ୍ବରୂପ ଦଇେ ଦଇେଛି। ତାର ଚଳିବା ପାଇଁ ସତେିକି ମାତ୍ର ସମ୍ବଳ ଥିଲା।"

About ମାର୍କ Chapter 12

Read ମାର୍କ Chapter 12 online from the Holy Bible. This chapter is part of the Book of ମାର୍କ in the New Testament. Continue reading with the chapter navigation above or explore the complete book.

Book Information

Book: ମାର୍କ
Chapter: 12
Testament: New Testament

How to Read this Chapter

Use the Previous and Next Chapter buttons to continue reading ମାର୍କ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ମାର୍କ Chapter 12 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ମାର୍କ Chapter 12?

ମାର୍କ Chapter 12 is part of the Book of ମାର୍କ in the Holy Bible.

Can I read this chapter online?

Yes. You can read the complete ମାର୍କ Chapter 12 online for free with easy chapter navigation.

More Chapters from ନୂତନ ନିୟମ

  1. ମାର୍କ Chapter 13
  2. ମାର୍କ Chapter 4
  3. 1 ତୀମଥି Chapter 3
  4. 2 କରିନ୍ଥୀୟ Chapter 2
  5. ପ୍ରେରିତ Chapter 1
  6. ଯୋହନ Chapter 21
  7. ଯୋହନ Chapter 1

Explore More from ମାର୍କ

  1. ମାର୍କ Chapter 5
  2. ମାର୍କ Chapter 8
  3. ମାର୍କ Chapter 13
  4. ମାର୍କ Chapter 10
  5. ମାର୍କ Chapter 9
  6. ମାର୍କ Chapter 1
  7. ମାର୍କ Chapter 11

Related Chapters & Readings

  1. ମାର୍କ Chapter 14
  2. ଯାତ୍ରା ପୁସ୍ତକ Chapter 31
  3. ପ୍ରେରିତ Chapter 9
  4. 2 କରିନ୍ଥୀୟ Chapter 5
  5. ଗୀତସଂହିତା Chapter 14
  6. ଆୟୁବ Chapter 11
  7. ପ୍ରଥମ ବଂଶାବଳୀ Chapter 16
Share Your Love

Leave a Reply

Your email address will not be published. Required fields are marked *