ଯାତ୍ରା ପୁସ୍ତକ Chapter 27

For English

Read ଯାତ୍ରା ପୁସ୍ତକ Chapter 27 Online

Read ଯାତ୍ରା ପୁସ୍ତକ Chapter 27 online from the Holy Bible. This chapter is part of the Book of ଯାତ୍ରା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯାତ୍ରା ପୁସ୍ତକ and the Holy Bible online.

Choose a Chapter

ଯାତ୍ରା ପୁସ୍ତକ 27

ଅଧ୍ୟାୟ 27

1. ସଦାପ୍ରଭୁ ମାଶାଙ୍କେୁ କହିଲେ, "ଏକ ୟଜ୍ଞବଦେୀ ନିର୍ମାଣ କରିବାକୁ ଶିଟୀମ୍ କାଠ ବ୍ଯବହାର କର। ଏହା ଏକ ବର୍ଗ କ୍ଷେତ୍ର ହବୋ ଉଚିତ୍। ଏହାର ର୍ଦୈଘ୍ଯ ଓ ପ୍ରସ୍ଥ ପାଞ୍ଚ ହାତ ଲଖାଏଁେ ହବୋ ଉଚିତ୍। ଏବଂ ଏହାର ଉଚ୍ଚତା ତିନି ହାତ ହବୋ ଉଚିତ୍।

2. ବଦେୀର ଚାରିକଣ ପାଇଁ ଶିଙ୍ଗ ତିଆରି କର। ଏହି ଶିଙ୍ଗଗୁଡିକ ବଦେୀର ଏକ ଅଂଶ ହବୋ ଉଚିତ୍। ଏହା କଂସା ରେ ଆଚ୍ଛାଦିତ ହବୋ ଉଚିତ୍।

3. "ଭସ୍ମ ରଖିବା ପାଇଁ ପାତ୍ର କର, କୋଦାଳ, ଗରା, କଣ୍ଟାଚାମୁଚ ଏବଂ କରଇେ କଂସାରୁ ତିଆରି କର। ସମସ୍ତ ପାତ୍ର ପିତ୍ତଳ ରେ ପ୍ରସ୍ତୁତ କରିବ।

4. ପିତ୍ତଳ ରେ ଏକ ଜାଲି କରିବ ଓ ତା' ଉପରେ ଚାରି କୋଣ ରେ ପିତ୍ତଳର ଚାରକଡା କରିବ।

5. ୟଜ୍ଞବଦେୀର ତଳେ ଥିବା ଥାକ ତଳେ ଜାଲିକୁ ରଖ। ଏହା ୟଜ୍ଞବଦେୀର ମଧ୍ଯଭାଗ ପର୍ୟ୍ଯନ୍ତ ପାଇବା ଉଚିତ୍।

6. "ୟଜ୍ଞବଦେୀର ଖମ୍ବ ଶିଟୀମ୍ କାଠ ରେ ନିର୍ମାଣ କରି ସେଥି ରେ ପିତ୍ତଳ ଆଚ୍ଛାଦନ କର।

7. ପୁଣି ସହେି ବଦେୀକୁ ବହିବା ବେଳେ ବଦେୀର ଉଭୟ ପାଶର୍‌ବ ଉପରେ କଡା ମଧିଅରେ ସହେି ସାଙ୍ଗୀ ରଖ।

8. ତୁମ୍ଭେ ୟଜ୍ଞବଦେୀକୁ ଫମ୍ପା ସିନ୍ଦୁକ ପରି ରଖ। ପର୍ବତ ରେ ତୁମ୍ଭକୁ ଯେଉଁ ରୂପେ ଦଖାଇେଥିଲ ସହେିପରି ଭାବରେ ବଦେୀ ନିର୍ମାଣ କରାୟିବା ଉଚିତ୍।

9. "ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସହେି ପ୍ରାଙ୍ଗଣର ଦକ୍ଷିଣ ଦିଗ ରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହବୋ ଉଚିତ୍।

10. ତହିଁର କୋଡିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହବେ। ପୁଣି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ହବେ।

11. ତମ୍ବୁର ଉତ୍ତର ପାଶର୍‌ବ ରେ ଶ ହେ ହାତ ଲମ୍ବ ପରଦା ହବେ ଓ ତାହାର କୋଡିଏ ସ୍ତମ୍ଭ ଓ କୋଡିଏ ଚୁଙ୍ଗୀ ପିତ୍ତଳର ହବେ। ଏବଂ ସ୍ତମ୍ଭର ଆଙ୍କଡା ଛୁଞ୍ଚିଆ ରୂପାର ହବେ।

12. "ଆଉ ପଶ୍ଚିମ ଦିଗ ରେ ପ୍ରାଙ୍ଗଣର ପ୍ରସ୍ଥତା ନିମନ୍ତେ ପଚାଶ ହସ୍ତ ପରଦା ଓ ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।

13. ପୂର୍ବ ଦିଗ ରେ ପ୍ରାଙ୍ଗଣର ପ୍ରସ୍ଥତା ପଚାଶ ହାତ ହବେ।

14. ପୂର୍ବ ଭାଗ ରେ ପ୍ରବେଶ ପଥରେ ପନ୍ଦର ହାତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହବେ।

15. ଅନ୍ୟ ପଶର୍‌ବ ରେ ପନ୍ଦର ହାତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହବେ।

16. "ପ୍ରାଙ୍ଗଣର ପ୍ରବେଶପଥ ନିମନ୍ତେ ପରଦାଟି କୋଡିଏ ହାତ ଲମ୍ବ ହବେ ଉଚିତ୍। ସହେି ପରଦାଟିକୁ ସୂକ୍ଷ୍ମ ନାଇଲନ ସୂତା ରେ ତିଆରି କର ଯାହାକି ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତା ରେ ଶିଳ୍ପକର୍ମ ହାଇେଥିବ। ଏବଂ ଏହାର ତା'ର ଚାରୋଟୀ ସ୍ତମ୍ଭ ଓ ଚାରୋଟୀ ଆଧାର ହବୋ ଉଚିତ୍।

17. ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ଛୁଞ୍ଚିଆ ରେ ବନ୍ଦ ହବେ ଓ ତା'ର ଅଙ୍ଗଡା ରୂପାର ଓ ଚୁଙ୍ଗୀ ପିତ୍ତଳର ହବେ।

18. ପ୍ରାଙ୍ଗଣଟି ଏକଶହ ହାତ ଲମ୍ବ ଓ ପଚାଶ ହାତ ପ୍ରସ୍ଥ ଓ ପାଞ୍ଚ ହାତ ଉଚ୍ଚ ହବେ। ସହେି ଶୁଭ୍ର କ୍ଷୋମସୂତ୍ର ରେ ପ୍ରସ୍ତୁତ ହବୋ ସହିତ କଂସାର ଆଧାର ରହିବା ଉଚିତ୍।

19. ଆଉ ପବିତ୍ର ତମ୍ବୁର ସମୁଦାଯ କାର୍ୟ୍ଯ ସମ୍ବନ୍ଧୀଯ ସାମଗ୍ରୀ ଓ ପ୍ରଙ୍ଗଣର ସମସ୍ତ ଖିଲ କଂସାର ନିର୍ମିତ ହବୋ ଉଚିତ୍।

20. "ବର୍ତ୍ତମାନ ଇଶ୍ରାୟେଲର ଲୋକମାନଙ୍କୁ ସବୁଠାରୁ ଭଲ ଅଲିଭ ଫଳରୁ ନିର୍ମଳ ପଷୋ ଅଲିଭ ତୈଳ ଅନନ୍ତକାଳ ଦୀପ ଜଳାଇବା ନିମନ୍ତେ ଆଣିବା ପାଇଁ ଆଜ୍ଞା ଦିଅ।

21. ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛ ରେ ଥିବା ନିଯମ-ସିନ୍ଦୁକ ଓ ଏହାର ସମ୍ମୁଖ ରେ ଥିବା ଏହାକୁ ସନ୍ଧ୍ଯାରୁ ସକାଳ ପର୍ୟ୍ଯନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ଯବସ୍ଥା ଇଶ୍ରାୟେଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରପୁଜ୍ଯ ହବେ।"

About ଯାତ୍ରା ପୁସ୍ତକ Chapter 27

Read ଯାତ୍ରା ପୁସ୍ତକ Chapter 27 online from the Holy Bible. This chapter is part of the Book of ଯାତ୍ରା ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଯାତ୍ରା ପୁସ୍ତକ
Chapter: 27
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯାତ୍ରା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯାତ୍ରା ପୁସ୍ତକ Chapter 27 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯାତ୍ରା ପୁସ୍ତକ Chapter 27?

ଯାତ୍ରା ପୁସ୍ତକ Chapter 27 is part of the Book of ଯାତ୍ରା ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଯାତ୍ରା ପୁସ୍ତକ Chapter 27 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 38
  6. ଆଦି ପୁସ୍ତକ Chapter 30
  7. ଆଦି ପୁସ୍ତକ Chapter 21

Explore More from ଯାତ୍ରା ପୁସ୍ତକ

  1. ଯାତ୍ରା ପୁସ୍ତକ Chapter 5
  2. ଯାତ୍ରା ପୁସ୍ତକ Chapter 15
  3. ଯାତ୍ରା ପୁସ୍ତକ Chapter 4
  4. ଯାତ୍ରା ପୁସ୍ତକ Chapter 12
  5. ଯାତ୍ରା ପୁସ୍ତକ Chapter 30
  6. ଯାତ୍ରା ପୁସ୍ତକ Chapter 18
  7. ଯାତ୍ରା ପୁସ୍ତକ Chapter 35

Related Chapters & Readings

  1. ହୋଶେୟ Chapter 4
  2. ଲେବୀୟ ପୁସ୍ତକ Chapter 23
  3. ମାଥିଉ Chapter 18
  4. ପ୍ରଥମ ଶାମୁୟେଲ Chapter 22
  5. ଯିହିଜିକଲ Chapter 31
  6. ପ୍ରେରିତ Chapter 22
  7. ଯିଶାଇୟ Chapter 40
Share Your Love

Leave a Reply

Your email address will not be published. Required fields are marked *