ଯାତ୍ରା ପୁସ୍ତକ Chapter 33

For English

Read ଯାତ୍ରା ପୁସ୍ତକ Chapter 33 Online

Read ଯାତ୍ରା ପୁସ୍ତକ Chapter 33 online from the Holy Bible. This chapter is part of the Book of ଯାତ୍ରା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯାତ୍ରା ପୁସ୍ତକ and the Holy Bible online.

Choose a Chapter

ଯାତ୍ରା ପୁସ୍ତକ 33

ଅଧ୍ୟାୟ 33

1. ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, "ତୁମ୍ଭେ ଏବଂ ମିଶରରୁ ବାହାର କରି ଆଣିଥିବା ଲୋକମାନଙ୍କ ସହିତ ଏ ଦେଶ ପରିତ୍ଯାଗ କର। ମୁଁ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ପ୍ରତିଜ୍ଞା କରିଥିଲି, ସମାନଙ୍କେ ଭବିଷ୍ଯତ ବଂଶଧରମାନଙ୍କୁ ଦବେି ବୋଲି।

2. ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ବର୍ଗଦୂତ ପଠାଇବି ପୁଣି ମୁଁ କିଣାନୀଯ ଓ ଇମାରେୀୟ, ହିତ୍ତୀଯ, ପିରିଷୀଯ, ହିଦ୍ଦୀଯ ଓ ୟିବୁଷୀଯ ଲୋକମାନଙ୍କୁ ତଡି ଦବେି।

3. ତେଣୁ ତମ୍ଭମାନେେ ସହେି ଦୁଗ୍ଧ ମଧୁ ପ୍ରବାହୀ ଦେଶକୁ ୟାଅ କିନ୍ତୁ ମୁଁ ତୁମ୍ଭ ସହିତ ୟିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ଯା କରିବି, ଯେ ହତେୁ ତୁମ୍ଭମାନେେ ଜିଦ୍ଖୋର ଲୋକ।"

4. ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସମାନେେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ।

5. କାହିଁକି? କାରଣ ସଦାପ୍ରଭୁ ମାଶାଙ୍କେୁ କହିଲେ, "ଇଶ୍ରାୟେଲ ଲୋକମାନଙ୍କୁ କୁହ, 'ତୁମ୍ଭମାନେେ ଶକ୍ତଗ୍ରୀବ ଲୋକ। ମୁଁ ଯଦି ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ସହିତ ୟିବି ଦବେେ ତୁମ୍ଭମାନଙ୍କୁ ଧ୍ବଂସ କରିବି। ତେଣୁ ଆପଣା ଶରୀରରୁ ସୁବର୍ଣ୍ଣ ବାହାର କର। ଏହାପରେ ତୁମ୍ଭମାନଙ୍କ ପାଇଁ କ'ଣ କରାୟିବ ବିଗ୍ଭର କରିବା।"'

6. ତେଣୁ ଇଶ୍ରାୟେଲୀୟ ଲୋକମାନେ ହାରେବେ ପର୍ବତ ନିକଟରୁ ଆସିବାଠାରୁ ଆଉ ସୁବର୍ଣ୍ଣ ପିନ୍ଧିଲେ ନାହିଁ।

7. ମାଶାେ ତମ୍ବୁ ନଇେ ଛାଉଣୀଠାରୁ କିଛି ଦୂର ରେ ଅଲଗା ଛାଉଣୀ ସ୍ଥାପନ କଲେ। ସେ ସହେି ତମ୍ବୁର ନାମ "ସମାଗମ ତମ୍ବୁ ଦେଲେ।" ଯେଉଁ ଲୋକ ସଦାପ୍ରଭୁଙ୍କ ଇଚ୍ଛା ବିଷଯ ରେ ଜାଣିବାକୁ ଚାହିଁଲେ ତାଙ୍କୁ ସହେି ସମାଗମ ତମ୍ବୁକୁ ୟିବାକୁ ପଡିଲା।

8. ମାଶାେ ବାହାର ହାଇେ ତମ୍ବୁ ନିକଟକୁ ଗଲା ସମୟରେ ସମସ୍ତ ଲୋକେ ଉଠି ନିଜ ନିଜ ତମ୍ବୁ ବାହା ରେ ଠିଆ ହେଲେ, ଆଉ ଯେପର୍ୟ୍ଯନ୍ତ ମାଶାେ ସହେି ସମାଗମ ତମ୍ବୁ ରେ ପ୍ରବେଶ ନକଲେ, ସପେର୍ୟ୍ଯନ୍ତ ସମାନେେ ତାଙ୍କ ପଥକୁ ଅନାଇ ରହିଲେ।

9. ମାଶାେ ତମ୍ବୁ ରେ ପ୍ରବେଶ କରନ୍ତେ ମେଘସ୍ତମ୍ଭ ତମ୍ବୁ ଦ୍ବାର ରେ ଉପସ୍ଥିତ ହେଲା। ତହିଁରେ ସଦାପ୍ରଭୁ ମାଶାଙ୍କେ ସହିତ କଥାବାର୍ତ୍ତା କଲେ।

10. ତେଣୁ ଯେତବେେଳେ ଲୋକମାନେ ତମ୍ବୁର ଦ୍ବାର ଦେଶ ରେ ମେଘ ସ୍ତମ୍ଭ ଦେଖିଲେ। ସେତବେେଳେ ଲୋକମାନେ ଆପଣା ଆପଣା ତମ୍ବୁ ଦ୍ବାର ରେ ଥାଇ ପ୍ରଣାମ କଲେ।

11. ଏହି ପ୍ରକା ରେ ସଦାପ୍ରଭୁ ମାଶାଙ୍କେ ସହିତ ମୁହାଁମୁହିଁ କଥାପାର୍ତ୍ତା ହେଲେ। ସଦାପ୍ରଭୁ ମାଶାଙ୍କେ ସହିତ କଥାବାର୍ତ୍ତା ହେଉଥିଲେ ଯେପରି ସେ ତାଙ୍କର ବନ୍ଧୁ। ସଦାପ୍ରଭୁଙ୍କ ସହିତ ମାଶାେ କଥାବାର୍ତ୍ତା କରିସାରିବା ପରେ ଛାଉଣୀକୁ ଫରେି ଆସିଲା। କିନ୍ତୁ ତାଙ୍କର ପରିଚାରକ ସର୍ବଦା ତମ୍ବୁ ରେ ରହୁଥିଲେ। ସହେି ପରିଚାରକର ନାମ ଥିଲା ଯିହାଶୂେୟ, ସେ ଥିଲେ ନୂନର ପୁତ୍ର।

12. ମାଶାେ ସଦାପ୍ରଭୁଙ୍କୁ କହିଲେ, "ତୁମ୍ଭେ ମାେତେ ଆଜ୍ଞା ଦଲେ ଏହି ଲୋକମାନଙ୍କୁ ଆଗଇେ ନବୋ ପାଇଁ କିନ୍ତୁ ତୁମ୍ଭେ କହିଲ ନାହିଁ ମାେ ସହିତ କାହାକୁ ପଠାଇବ। ତୁମ୍ଭେ ମାେତେ କହିଛ ଯେ, 'ତୁମ୍ଭେ ମାେତ ଭଲଭାବେ ଜାଣ, ଏବଂ ତୁମ୍ଭେ ମାେ ପ୍ରତି ପ୍ରୀତ।'

13. ଯଦି ମୁଁ ତୁମ୍ଭ ଦୃଷ୍ଟି ରେ ଅନୁଗ୍ରହର ପାତ୍ର ହାଇେଅଛି, ତବେେ ବିନଯ କରୁଛି ତୁମ୍ଭେ ମାେତେ ତୁମ୍ଭର ପଥସବୁ ଶିକ୍ଷା ଦବୋକୁ, ଯେଉଁଥିପାଇଁ ମୁଁ ତୁମ୍ଭକୁ ଖୁସି କରିପାରିବି। ମୁଁ ତୁମ୍ଭ ବିଷଯ ରେ ଜାଣିବାକୁ ଚା ହେଁ। ଦୟା କରି ତୁମ୍ଭର ଲୋକମାନଙ୍କର ଦଳ ରେ ମାେତେ ବିବଚେନା କରନ୍ତୁ।"

14. ସଦାପ୍ରଭୁ ଉତ୍ତର ଦେଲେ, "ମାରେ ଉପସ୍ଥିତି ତୁମ୍ଭ ସହିତ ୟିବ ଏବଂ ତୁମ୍ଭକୁ ବିଶ୍ରାମ ଦବେ।"

15. ଏହାପରେ ମାଶାେ ସଦାପ୍ରଭୁଙ୍କୁ କହିଲେ, "ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ନରହେ, ତବେେ ଆମ୍ଭମାନଙ୍କୁ କେଉଁଠାକୁ ପଠାଅ ନାହିଁ।

16. କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟି ରେ ଅନୁଗ୍ରହର ପାତ୍ର ହାଇେଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ୟାଅ, ଆମ୍ଭମାନେେ ନିଶ୍ଚିତ ଭାବରେ ଜାଣିବୁ। ଯମେନ୍ତ ମୁଁ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ଠାରୁ ବିଶଷେ ଲୋକ ହବେ। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନୟାଅ, ତବେେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭମାନେେ ଭିନ୍ନ ନୁହଁ।"

17. ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, "ତୁମ୍ଭର କଥା ଅନୁୟାଯୀ ମୁଁ କରିବି କାରଣ ମୁଁ ତୁମ୍ଭ ପ୍ରତି ପ୍ରୀତ ଓ ତୁମ୍ଭକୁ ମୁଁ ତୁମ୍ଭର ନାମରୂପେ ଜାଣିଅଛି।"

18. ଏହାପରେ ମାଶାେ କହିଲେ, "ବର୍ତ୍ତମାନ ତୁମ୍ଭର ମହିମା ମାେତେ ଦଖାେଅ।"

19. ଏହାପରେ ସଦାପ୍ରଭୁ ଉତ୍ତର ଦେଲେ, "ମୁଁ ତୁମ୍ଭ ସମ୍ମୁଖ ରେ ଆପଣାର ସମସ୍ତ ଉତ୍ତମତା ଗମନ କରାଇବି, ତୁମ୍ଭ ସମ୍ମୁଖ ରେ ସଦାପ୍ରଭୁଙ୍କର ନାମ ଘାଷେଣା କରାଇବି। ମୁଁ ଯାହାକୁ ଅନୁଗ୍ରହ କରେ ତାହାକୁ ଅନୁଗ୍ରହ କରିବିଓ ଯାହାକୁ ଦୟାକରେ ତାହାକୁ ଦୟା କରିବି।

20. କିନ୍ତୁ ତୁମ୍ଭେ ତୁମ୍ଭର ମୁଖ ଦେଖିପାରିବ ନାହିଁ। କାରଣ କହେି ମାେତେ ଦେଖିଲେ ଜୀବିତ ରହି ପାରିବେ ନାହିଁ।

21. "ମାେ ନିକଟରେ ଏକ ଶୈଳ ଖଣ୍ଡ ପଡିଅଛି। ତୁମ୍ଭେ ସହେି ଶୈଳ ଉପରେ ଛିଡା ହବେ।

22. ତୁମ୍ଭ ନିକଟ ଦଇେ ଆମ୍ଭ ମହିମାର ଗମନ ସମୟରେ ମୁଁ ତୁମ୍ଭକୁ ଶୈଳର ସହେି ଛିଦ୍ର ରେ ରଖିବି ଓ ମୁଁ ଗମନର ଶଷେ ପର୍ୟ୍ଯନ୍ତ ଆପଣା ହସ୍ତ ରେ ତୁମ୍ଭକୁ ଆଛନ୍ନ କରିବି।

23. ଏହାପରେ ଆମ୍ଭେ ଆପଣା ହସ୍ତ କାଢି ନେଲେ, ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ। ମାତ୍ର ଆମ୍ଭର ମୁଖ ଦେଖି ପାରିବ ନାହିଁ।"

About ଯାତ୍ରା ପୁସ୍ତକ Chapter 33

Read ଯାତ୍ରା ପୁସ୍ତକ Chapter 33 online from the Holy Bible. This chapter is part of the Book of ଯାତ୍ରା ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଯାତ୍ରା ପୁସ୍ତକ
Chapter: 33
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯାତ୍ରା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯାତ୍ରା ପୁସ୍ତକ Chapter 33 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯାତ୍ରା ପୁସ୍ତକ Chapter 33?

ଯାତ୍ରା ପୁସ୍ତକ Chapter 33 is part of the Book of ଯାତ୍ରା ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଯାତ୍ରା ପୁସ୍ତକ Chapter 33 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 38
  6. ଆଦି ପୁସ୍ତକ Chapter 30
  7. ଆଦି ପୁସ୍ତକ Chapter 21

Explore More from ଯାତ୍ରା ପୁସ୍ତକ

  1. ଯାତ୍ରା ପୁସ୍ତକ Chapter 24
  2. ଯାତ୍ରା ପୁସ୍ତକ Chapter 8
  3. ଯାତ୍ରା ପୁସ୍ତକ Chapter 30
  4. ଯାତ୍ରା ପୁସ୍ତକ Chapter 4
  5. ଯାତ୍ରା ପୁସ୍ତକ Chapter 34
  6. ଯାତ୍ରା ପୁସ୍ତକ Chapter 18
  7. ଯାତ୍ରା ପୁସ୍ତକ Chapter 9

Related Chapters & Readings

  1. ଯାତ୍ରା ପୁସ୍ତକ Chapter 14
  2. ହିତୋପଦେଶ Chapter 12
  3. ଦିତୀୟ ରାଜାବଳୀ Chapter 12
  4. ବିଚାରକର୍ତ୍ତା Chapter 17
  5. ଯୂଦା Chapter 1
  6. ଯାତ୍ରା ପୁସ୍ତକ Chapter 16
  7. ଯିଶାଇୟ Chapter 8
Share Your Love

Leave a Reply

Your email address will not be published. Required fields are marked *