ଯିଖରିୟ Chapter 9

For English

Read ଯିଖରିୟ Chapter 9 Online

Read ଯିଖରିୟ Chapter 9 online from the Holy Bible. This chapter is part of the Book of ଯିଖରିୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିଖରିୟ and the Holy Bible online.

Choose a Chapter

ଯିଖରିୟ 9

ଅଧ୍ୟାୟ 9

1. ଏକ ସ୍ବର୍ଗୀଯବାଣୀ, ସଦାପ୍ରଭୁଙ୍କର ବାର୍ତ୍ତା, ହଦ୍ରକ ଦେଶ ଏବଂ ଏହାର ରାଜଧାନୀ ଦମ୍ମେଶକ ବିଷଯ ରେ। ସମସ୍ତ ଲୋକ ପରମେଶ୍ବରଙ୍କୁ ଅନାଉଅଛନ୍ତି, " ଯେପରି ଇଶ୍ରାୟେଲ ଗୋଟିଏ ପରିବାରବର୍ଗ।

2. ଏହା ମଧ୍ଯ ସତ୍ଯ ଯେ, ହମାତ୍, ସୋର ଓ ସୀଦୋନ ସୀମା ରେ ଅବସ୍ଥିତ ଅଟେ। କାରଣ ସମାନେେ ଅତି ବୁଦ୍ଧିମାନ। ସୋର ନିଜ ପାଇଁ ଦୂର୍ଗ ନିର୍ମାଣ କଲା।

3. ସୋର ନିଜ ପାଇଁ ଗମ୍ବୁଜ ନିର୍ମାଣ କଲା। ସେ ରୂପାକୁ ଧୀଳିପରି ଓ ସୁନାକୁ କାଦୁଅପରି ରାସ୍ତା ରେ ଗଦା କଲା।

4. ମାତ୍ର ସଦାପ୍ରଭୁ ଏହାକୁ ନଇେଯିବେ। ସେ ତା'ର ଧନ ସମୁଦ୍ର ରେ ଫୋପାଡି ଦବେେ ଏବଂ ନଗରଟି ନିଆଁ ରେ ଜଳିୟିବ।

5. "ଅସ୍କିଲୋନ ତାହା ଦେଖି ଭୟଭୀତ ହବେ ଓ ଘାସର ଲୋକମାନେ ଭୟ ରେ ଥରିବେ। ଇକୋର୍ଣ ଲୋକମାନେ ସମସ୍ତ ଭରସା ହରାଇବେ। ଘସା ରେ ଆଉ ରାଜା ରହିବେ ନାହିଁ। ଆଉ ମଧ୍ଯ ଅସ୍କିଲୋନ ଜନଶୂନ୍ଯ ହବେ।

6. ପୁଣି ଅସ୍ଦୋଦକୁ ଏକ ଜାରଜ ଶାସନ କରିବ। ମୁଁ ସମ୍ପୂର୍ଣ୍ଣ ଭାବରେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବି।

7. ସମାନେେ ଆଉ ରକ୍ତ ସହିତ ମାଂସ ଭୋଜନ କରିବେ ନାହିଁ ଅଥବା ଅନ୍ୟ ଘୃଣ୍ଯ ଖାଦ୍ୟ ଖାଇବେ ନାହିଁ। ଯେଉଁ ପଲେଷ୍ଟୀୟମାନେ ବଞ୍ଚିବେ ସମାନେେ ମଧ୍ଯ ମାେ ଲୋକମାନଙ୍କର ଅଂଶ ହବେେ, ଏହା ଯିହୁଦାର ଏକ ବଂଶ ହବେ। ଇକ୍ରୋଣର ଲୋକମାନେ ମାେ ଲୋକମାନଙ୍କର ଅଂଶୀଦାର ହବେେ, ଯେପରି ୟିବୁଷିଯମାନେ କରିଥିଲେ।

8. ଆମ୍ଭେ ନିଜ ଦେଶ ରେ ଛାଉଣୀ ସ୍ଥାପନ କରିବା, ପ୍ରହରୀ ହବୋ ଶତୃମାନଙ୍କ ବିରୁଦ୍ଧ ରେ। କୌଣସି ଅତ୍ଯାଗ୍ଭର ପୂନର୍ବାର ତାଙ୍କୁ ଦଳିତ କରିବ ନାହିଁ, କାରଣ ବର୍ତ୍ତମାନ ମୁଁ ମାରେ ସ୍ବଚକ୍ଷୁ ରେ ଦେଖୁଛି। ମାେ ସ୍ବଚକ୍ଷୁ ରେ ମାରେ ଲୋକମାନଙ୍କର ୟନ୍ତ୍ରଣା ଦେଖୁଅଛି।"

9. ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।

10. "ଆମ୍ଭେ ଇଫ୍ରଯିମଠାରୁ ରଥକୁ କାଢି ନବୋ, ୟିରୁଶାଲମଠାରୁ ଅଶ୍ବ ୟୁଦ୍ଧ ରେ ବ୍ଯବହୃତ ଧନୁ କାଢି ନିଆୟିବ।" ସହେି ରାଜା ଗୋଷ୍ଠୀଗଣଙ୍କ ନିକଟକୁ ଶାନ୍ତିର ସନ୍ଦେଶ ଆଣିବେ। ତାଙ୍କର ରାଜ୍ଯ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ୟ୍ଯନ୍ତ ଓ ଫରାତ୍ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ବିସ୍ତୁତ ହବେ।

11. ହେ ୟିରୁଶାଲମ, କାରଣ ରକ୍ତ ଦ୍ବାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମାହେରାଙ୍କିତ ହାଇେଛି। ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।

12. ହେ ବନ୍ଦୀଗଣ, ତୁମ୍ଭମାନଙ୍କର ଦୁର୍ଗକୁ ଫରେିୟାଅ। ବର୍ତ୍ତମାନ ତୁମ୍ଭର ଭରସା ଅଛି। ଆଜି ଆମ୍ଭେ ଘାଷେଣା କରୁଛୁ ଯେ, ଆମ୍ଭେ ତୁମ୍ଭଙ୍କୁ ଦ୍ବିଗୁଣ ଫରୋଇ ଦବୋ।

13. ଆମ୍ଭେ ଯିହୁଦାକୁ ଆପଣା ଧନୂରୂପେ ବ୍ଯବହାର କରିବା। ଇଫ୍ରଯିମକୁ ଆମ୍ଭର ଶର ରୂପେ ବ୍ଯବହାର କରିବା। ଆଉ ହେ ସିୟୋନ, ଆମ୍ଭେ ତୁମ୍ଭର ପୁତ୍ରମାନଙ୍କୁ ଜାଗରିତ କରିବା, ହେ ଗ୍ରୀସ, ତୁମ୍ଭ ପୁତ୍ରମାନଙ୍କ ବିରୁଦ୍ଧ ରେ ଉତ୍ତଜେିତ କରିବା ଓ ଆମ୍ଭେ ତୁମ୍ଭଙ୍କୁ ଏକ ଶକ୍ତିଶାଳୀ ଖଣ୍ତା ପରି କରିଦବୋ।

14. ସଦାପ୍ରଭୁ ତାଙ୍କ ସମ୍ମୁଖ ରେ ଉପସ୍ଥିତ ହବେେ। ବିଦ୍ଯୁତ ସଦୃଶ ତାଙ୍କର ଶର ୟିବ। ସଦାପ୍ରଭୁ ପରମେଶ୍ବର ତୂରୀ ବଜାଇବେ ଏବଂ ସେ ଦକ୍ଷିଣ ଆଡୁ ଝଡପରି ଅଗ୍ରସର ହବେେ।

15. ସର୍ବଶକ୍ତିମାନ୍ ସଦାପ୍ରଭୁ ସମାନଙ୍କେୁ ସୁରକ୍ଷା ଦବେେ। ସମାନେେ ଧ୍ବଂସ ହବେେ, ସମାନେେ ସମାନଙ୍କେର ଶତୃମାନଙ୍କୁ ବାଟୁଳି ଦ୍ବାରା ପରାସ୍ତ କରିବେ। ସମାନେେ ଦ୍ରାକ୍ଷାରସ ପାନ କରିବେ ଓ ଦୁର୍ଦ୍ଦାନ୍ତ ହବେେ, ସମାନେେ ୟଜ୍ଞବଦେୀର କଣ ରେ ଥିବା ପାତ୍ର ଯେପରି ସହେିପରି ପୂର୍ଣ୍ଣ ହବେେ।

16. ସଦାପ୍ରଭୁ ସମାନଙ୍କେର ପରମେଶ୍ବର ସମାନଙ୍କେୁ ରକ୍ଷା କରିବେ, ସହେିଦିନ ତାଙ୍କର ଲୋକମାନେ ମଷେପରି ହବେେ। ସମାନେେ ତାଙ୍କ ଦେଶ ରେ ମୁକୁଟର ରତ୍ନ ସ୍ବରୂପ ଝକ୍ମକ କରିବେ।

17. ପ୍ରେତ୍ୟକକ ଜିନିଷ ଉତ୍ତମ ଓ ସୁନ୍ଦର ହବେ। ଶସ୍ଯ ଏବଂ ନୂତନ ଦ୍ରାକ୍ଷାରସ ୟୁବକ ୟୁବତୀଙ୍କର ବଳ ବଢାଇବ।

About ଯିଖରିୟ Chapter 9

Read ଯିଖରିୟ Chapter 9 online from the Holy Bible. This chapter is part of the Book of ଯିଖରିୟ in the Old Testament. Continue reading with the chapter navigation above or explore the complete book.

Book Information

Book: ଯିଖରିୟ
Chapter: 9
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯିଖରିୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯିଖରିୟ Chapter 9 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯିଖରିୟ Chapter 9?

ଯିଖରିୟ Chapter 9 is part of the Book of ଯିଖରିୟ in the Holy Bible.

Can I read this chapter online?

Yes. You can read the complete ଯିଖରିୟ Chapter 9 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 10
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 29
  5. ଆଦି ପୁସ୍ତକ Chapter 4
  6. ଆଦି ପୁସ୍ତକ Chapter 26
  7. ଆଦି ପୁସ୍ତକ Chapter 1

Explore More from ଯିଖରିୟ

  1. ଯିଖରିୟ Chapter 12
  2. ଯିଖରିୟ Chapter 6
  3. ଯିଖରିୟ Chapter 2
  4. ଯିଖରିୟ Chapter 3
  5. ଯିଖରିୟ Chapter 11
  6. ଯିଖରିୟ Chapter 5
  7. ଯିଖରିୟ Chapter 13

Related Chapters & Readings

  1. ପ୍ରଥମ ରାଜାବଳୀ Chapter 16
  2. ଗୀତସଂହିତା Chapter 62
  3. ରୋମୀୟ Chapter 13
  4. ପ୍ରଥମ ଶାମୁୟେଲ Chapter 1
  5. ଗୀତସଂହିତା Chapter 113
  6. ଗୀତସଂହିତା Chapter 53
  7. ଯୋହନ Chapter 20
Share Your Love

Leave a Reply

Your email address will not be published. Required fields are marked *