ଯିରିମିୟଙ୍କ ବିଳାପ Chapter 1

For English

Read ଯିରିମିୟଙ୍କ ବିଳାପ Chapter 1 Online

Read ଯିରିମିୟଙ୍କ ବିଳାପ Chapter 1 online from the Holy Bible. This chapter is part of the Book of ଯିରିମିୟଙ୍କ ବିଳାପ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିରିମିୟଙ୍କ ବିଳାପ and the Holy Bible online.

Choose a Chapter

ଯିରିମିୟଙ୍କ ବିଳାପ 1

ଅଧ୍ୟାୟ 1

1. ଏହା କିପରି ଯେ, ସେ ଏକାକୀ ନ ଜାଣି ବସିଛନ୍ତି, ଏକଦା ସହେି ସହର ଲୋକପୂର୍ଣ୍ଣ ଥିଲା, ୟିରୁଶାଲମ ପୃଥିବୀର ମହାନ୍ ନଗରୀମାନଙ୍କ ମଧିଅରେ ଅନ୍ୟତମ ଥିଲା, କିନ୍ତୁ ବର୍ତ୍ତମାନ ବିଧବା ତୁଲ୍ଯ ଅଛି। ସେ ୟିଏକି ଜଣେ ରାଜକୁମାରୀ ପରି ଥିଲା, ବର୍ତ୍ତମାନ ସେ କିପରି କରଦାଯିନୀ ଦାସୀପରି ହାଇେଅଛି।

2. ସେ ରାତ୍ରି ରେ ଅତିଶଯ ରୋଦନ କରୁଛି, ତାହାର ଲୋତକ ଗଣ୍ଡଦେଶ ରେ ପଡ଼ୁଅଛି; ତାକୁ ସାନ୍ତ୍ବନା ଦବୋକୁ କହେି ନାହିଁ ; ତା'ର ସମସ୍ତ ବନ୍ଧୁ ତାକୁ ପ୍ରବଞ୍ଚନା କରିଛନ୍ତି; ସମାନେେ ତାହାର ଶତ୍ରୁ ହାଇେଛନ୍ତି।

3. ଯିହୁଦା ବହୁ ଦୁଃଖ ଯୋଗୁଁ ନିର୍ବାସିତ ହାଇେଅଛି। ସେ ନାନା ଗୋଷ୍ଠୀ ମଧିଅରେ ବାସ କରେ ଓ ସେ ବିଶ୍ରାମ ପାଏ ନାହିଁ। ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାକୁ ଧରିଲେ।

4. ସିଯୋନର ସମସ୍ତ ପଥ ଶାେକରେ ପରିପୂର୍ଣ୍ଣ, କାରଣ କହେି ସିୟୋନର ଧର୍ମ-ମହାସଭାକୁ ଆସୁ ନାହାଁନ୍ତି। ତାହାର ସମସ୍ତ ଫାଟକ ଶୂନ୍ଯ ଓ ତାହାର ଯାଜକମାନେ ବିଳାପ କରୁଛନ୍ତି। ତା'ର ସମସ୍ତ କୁମାରୀଗଣ ବିଷାଦଗ୍ରସ୍ତା ଓ ସେ ନିଜେ ମନ ରେ ବହୁ ପୀଡ଼ା ପାଇଅଛି।

5. ତା'ର ବିପକ୍ଷମାନେ ଜଯଲାଭ କରିଛନ୍ତି ଓ ତା'ର ଶତ୍ରୁଗଣ ସୌଭାଗ୍ଯବାନ ହାଇେଛନ୍ତି। କାରଣ ତା'ର ଅପାର ପାପ ଯୋଗୁଁ ସଦାପ୍ରଭୁ ତାକୁ କ୍ଲେଶ ଦଇେଛନ୍ତି। ତା'ର ଶିଶୁ ସନ୍ତାନଗଣ ଶତ୍ରୁମାନଙ୍କ ଦ୍ବାରା ନିର୍ବାସିତ ହାଇୟୋଇଛନ୍ତି।

6. ସିଯୋନ କନ୍ଯାଠାରୁ ଆଶୀର୍ବାଦ ଓ ଉନ୍ନତି ତାହାଠାରୁ ଚାଲିୟାଇଛି, ଏହାର ରାଜକୁମାରୀମାନେ ଚାରଣ ଭୂମି ଖୋଜୁଥିବା ହରିଣ ପରି ବୁଲୁଛନ୍ତି। ପୁଣି ସମାନଙ୍କେୁ ଅନୁଧାବନ କରୁଥିବା ଲୋକମାନଙ୍କ ଆଗ ରେ ସମାନେେ ଶକ୍ତିହୀନ ହାଇେଛନ୍ତି।

7. ନିଜ ଦୁଃଖ ଓ ଦୁର୍ଗତିର ସମୟରେ , ୟିରୁଶାଲମ ଆପଣା ପୂର୍ବକାଳର ରମଣୀଯ ଦିନସବୁ ସ୍ମରଣ କରୁଅଛି; ଯେତବେେଳେ ତା'ର ଲୋକମାନେ ଶତ୍ରୁମାନଙ୍କ ଦ୍ବାରା କବଳିତ ହେଲେ, କହେି ସମାନଙ୍କେୁ ସାହାୟ୍ଯ କରିବାକୁ ଆସିଲେ ନାହିଁ, ସେତବେେଳେ ତା'ର ଶତ୍ରୁଗଣ ସମାନଙ୍କେର ଧ୍ବଂସାବସ୍ଥା ଦେଖି ସମାନଙ୍କେୁ ଉପହାସ କଲେ।

8. ୟିରୁଶାଲମ ଅତିଶଯ ପାପ କରିଅଛି, ଏଣୁ ସେ ନଗର ଧ୍ବଂସପ୍ରାପ୍ତ ହାଇେଅଛି। ଯେଉଁମାନେ ତାକୁ ପୂର୍ବେ ସମ୍ମାନ କରୁଥିଲେ, ଏବେ ସମାନେେ ତାକୁ ଘୃଣା କରୁଛନ୍ତି। କାରଣ ସମାନେେ ତାକୁ ଗାଳି ଦିଅନ୍ତି। ୟିରୁଶାଲମ ଦୀର୍ଘ ନିଃଶ୍ବାସ ଛାଡ଼ୁଅଛି ଓ ପଛକୁ ମୁଖ ଫରୋଉଛି।

9. ୟିରୁଶାଲମର ଅପରିଷ୍କାର ସହଳୀ ତାଙ୍କ ଜାମାଗୁଡ଼ିକରେ ଦୃଶିତ କରିଥିଲା। ସେଥିପାଇଁ ତାହାର ପତନ ଅନିବାର୍ୟ୍ଯ ଜଣାପଡ଼ୁଥିଲା। ସଠାେ ରେ ତାକୁ ସାନ୍ତ୍ବନା ଦବୋକୁ କହେି ନ ଥିଲେ। ସେ କହୁଛି, " ହେ ସଦାପ୍ରଭୁ, ମାରେ ସମସ୍ଯା ଦେଖ, ମାରେ ଶତ୍ରୁଗଣ ନିଜକୁ କିପରି ମହାନ୍ ମନେ କରୁଛନ୍ତି।"

10. ତାହାର ସମସ୍ତ ବିପକ୍ଷମାନେ ସମାନଙ୍କେର ହସ୍ତ ପ୍ରସାରଣ କଲେ ଏବଂ ସମସ୍ତ ସୁନ୍ଦର ଜିନିଷ ନଇଗେଲେ। ସେ ବିଦେଶୀମାନଙ୍କୁ ତାହାର ପବିତ୍ର ମନ୍ଦିର ରେ ପ୍ରବେଶ କରିବାର ପର୍ୟ୍ଯବେକ୍ଷଣ କଲେ। ସହେି ବିଦେଶୀମାନଙ୍କୁ ସଦାପ୍ରଭୁ ଧାର୍ମିକ ସମ୍ମଳନେୀ ରେ ଯୋଗ ଦବୋକୁ ଆଦେଶ ଦଇେଥିଲେ।

11. ତାହାର ସମସ୍ତ ଲୋକ ବିଳାପ କରି ଆହାର ଖୋଜୁଛନ୍ତି। ସମାନେେ ବଞ୍ଚିବା ଉଦ୍ଦେଶ୍ଯ ରେ ଖାଦ୍ୟ ପାଇଁ ସମାନଙ୍କେର ମ ନୋହର ସାମଗ୍ରୀସବୁ ଦେଉଛନ୍ତି। ୟିରୁଶାଲମ କ ହେ, " ହେ ସଦାପ୍ରଭୁ, ଦେଖ, ମାେତେ ନିରୀକ୍ଷଣ କର, ଆଉ ଦେଖ ଲୋକମାନେ ମାେତେ ଘୃଣା କରୁଛନ୍ତି।

12. ହେ ପଥିକଗଣ, ମାେତେ ଚାହଁ ଏବଂ ଦେଖ କି ଦାରୁଣ ୟନ୍ତ୍ରଣା ମୁଁ ଭୋଗୁଅଛି। ଏପରି ୟନ୍ତ୍ରଣା ଓ ଦୁଃଖ ଅନ୍ୟ କିଏ ପାଇଛି କି ? ସଦାପ୍ରଭୁ ଆପଣା ପ୍ରଚଣ୍ଡ କୋରଧ ରେ ମାେ ପ୍ରତି ଦଣ୍ଡ ବିଧାନ କରିଛନ୍ତି।

13. ସଦାପ୍ରଭୁ ଉର୍ଦ୍ଧ୍ବରୁ ମାେ ଅସ୍ଥିଗୁଡ଼ିକ ମଧ୍ଯରୁ ଅଗ୍ନି ପ୍ ରରଣେ କରି ଅଛନ୍ତି, ସେ ମାରେ ମରଣ ପାଇଁ ଢ଼ାଲ ପାତିଛନ୍ତି ଓ ସେଥି ରେ ମାେତେ ଗୁଡ଼ାଇ ଦଇେଛନ୍ତି। ସେ ମାେତେ ଅନାଥିନୀ ଓ ଦିନସାରା ଅସୁସ୍ଥା କରିଛନ୍ତି।

14. " ମାରେ ପାପରୂପୀ ୟୁଆଳି ସଦାପ୍ରଭୁଙ୍କ ହସ୍ତ ରେ ବନ୍ଧା ୟାଇଅଛି। ସଦାପ୍ରଭୁଙ୍କ ସହେି ୟୁଆଳି ମାେ ସ୍କନ୍ଧ ଉପରକୁ ଆସିଅଛି, ସେ ମାେତେ ସମ୍ପୁର୍ଣ୍ଣ ଦୁର୍ବଳ କରିଦଇେଛନ୍ତି। ଯେଉଁମାନଙ୍କ ବିରୁଦ୍ଧ ରେ ମୁଁ ଠିଆ ହାଇପୋରିବି ନାହିଁ, ସମାନଙ୍କେ ହସ୍ତ ରେ ସଦାପ୍ରଭୁ ମାେତେ ସମର୍ପଣ କରିଛନ୍ତି।

15. "ସଦାପ୍ରଭୁ ମଝି ରେ ଛିଡ଼ା ହାଇେଥିବା ଯୋଦ୍ଧାମାନଙ୍କୁ ପଠଇେ ଦଇେଛନ୍ତି। ସଦାପ୍ରଭୁ ମାରେ ୟୁବକମାନଙ୍କୁ ବଧ କରିବା ପାଇଁ ଦଳେ ଲୋକ ଆଣିଛନ୍ତି। ଦ୍ରାକ୍ଷାକୁଣ୍ଡ ରେ ଦ୍ରାକ୍ଷା ମର୍ଦ୍ଦନ କଲାପରି ସଦାପ୍ରଭୁ ଯିହୁଦାର କୁମାରୀମାନଙ୍କୁ ପଷେଣ କରିଅଛନ୍ତି।

16. "ଏହିସବୁ ବିଷଯ ପାଇଁ ମୁଁ କ୍ରନ୍ଦନ କରୁଛି ଓ ମାରେ ଚକ୍ଷୁୟୁଗଳ ଲୋତକପୂର୍ଣ୍ଣ ହାଇେଅଛି। କାରଣ ମାରେ ସାନ୍ତ୍ବନାକାରୀ ମାରେ ପ୍ରାଣକୁ ଆଶ୍ବାସନା ଦବୋ କଥା, କିନ୍ତୁ ସେ ମାଠାରୁେ ଦୂ ରଇେ ଅଛନ୍ତି। ମାରେ ସନ୍ତାନଗଣ ଅନାଥ ହାଇେଛନ୍ତି, କାରଣ ମାରେଶତ୍ରୁଗଣ ସମାନଙ୍କେ ଉପ ରେ ବିଜଯଲାଭ କରିଛନ୍ତି।"

17. ସିୟୋନ ଆପଣା ହସ୍ତ ପ୍ରସାରଣ କରୁଛି, ମାତ୍ର ତାକୁ ସାହାୟ୍ଯ କରିବାକୁ କହେି ନାହିଁ। ଯାକୁବର ଶତ୍ରୁଗଣ ତାକୁ ଚତୁର୍ଦ୍ଦିଗରୁ ଘରେି ରହିବାକୁ ସଦାପ୍ରଭୁ ଆଦେଶ କରିଛନ୍ତି। ୟିରୁଶାଲମ ସମାନଙ୍କେ ମଧିଅରେ ଅଶୁଚି ବସ୍ତୁ ତୁଲ୍ଯ ଅଛି।

18. ବର୍ତ୍ତମାନ ୟିରୁଶାଲମ କ ହେ, "ସଦାପ୍ରଭୁ ଧାର୍ମିକ ଅଟନ୍ତି ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି। ହେ ଗୋଷ୍ଠୀସକଳ, ମୁଁ ବିନଯ କରୁଛି, ତୁମ୍ଭମାନେେ ଶୁଣ ଓ ମାରେ ଦୁଃଖ ଦେଖ। ମାରେ ୟୁବକ, ୟୁବତୀମାନେ ନିର୍ବାସିତ ଅବସ୍ଥା ପାଇଛନ୍ତି।

19. ମୁଁ ମାରେ ପ୍ ରମେିକମାନଙ୍କୁ ଡ଼ାକିଲି, ମାତ୍ର ସମାନେେ ମାେ ପ୍ରତି ପ୍ରବଞ୍ଚନା କଲେ। ମାରେ ଯାଜକଗଣ ଓ ପ୍ରାଚୀନବର୍ଗ ନଗର ମଧିଅରେ ପ୍ରାଣତ୍ଯାଗ କଲେ। ସମାନେେ ନିଜେ ନିଜେ ବଞ୍ଚିବା ପାଇଁ ଆହାର ଖୋଜୁଥିବା ବେଳେ ମଲେ।

20. " ହେ ସଦାପ୍ରଭୁ, ଦେଖ, ମୁଁ କିପରି ବିପଦଗ୍ରସ୍ତା। ମାରେ ଅନ୍ତର ବ୍ଯଥିତ ହେଉଛି, କାରଣ ମୁଁ ବିଦ୍ରୋହୀ ଥିଲି। ବାହା ରେ ଖଡ଼ଗ ବଧ କରୁଅଛି ଓ ଗୃହ ଭିତ ରେ ମୃତ୍ଯୁ ରହିଅଛି। ହେ ସଦାପ୍ରଭୁ ଦେଖ, ମାରେ ଅନ୍ତର କିପରି ଦହି ମାହେିଁବା ଭଳି ହେଉଛି।

21. "ମାେ କଥା ଶୁଣ, ମୁଁ ବିଳାପ କରୁଛି। ମାେତେ ସାନ୍ତ୍ବନା ଦବୋକୁ କହେି ନାହିଁ। ମାରେ ଶତ୍ରୁମାନେ ମାରେ ବିପଦକଥା ଶୁଣି ଆନନ୍ଦିତ। ସମାନେେ ଖୁସି, କାରଣ ତୁମ୍ଭେ ମାେ ପ୍ରତି ତାହା ଘଟାଇଛ। ତୁମ୍ଭେ କହିଥିଲ ଏକ ସମୟରେ ମାରେ ଶତ୍ରୁମାନେ ଦଣ୍ଡିତ ହବେେ। ବର୍ତ୍ତମାନ ସମାନଙ୍କେୁ ମାେ ତୁଲ୍ଯ କରନ୍ତୁ।

22. "ଆଉ ଦେଖ, ମାରେ ଶତ୍ରୁଗଣ କିପରି ଦୁଷ୍ଟତା ରେ ପରିପୂର୍ଣ୍ଣ । ମାରେ ଅଧର୍ମ ଯୋଗୁଁ ମାେ' ପ୍ରତି ଯେଉଁପରି ବ୍ଯବହାର କରିଥିଲ, ସମାନଙ୍କେ ପ୍ରତି ସହେି ପ୍ରକାର କର। କାରଣ ମୁଁ ଅନକେଥର ବିଳାପ କରୁଛି ଓ ମାରେ ହୃଦଯ ମୂର୍ଚ୍ଛିତ ହାଇେଅଛି।"

About ଯିରିମିୟଙ୍କ ବିଳାପ Chapter 1

Read ଯିରିମିୟଙ୍କ ବିଳାପ Chapter 1 online from the Holy Bible. This chapter is part of the Book of ଯିରିମିୟଙ୍କ ବିଳାପ in the Old Testament. Continue reading with the chapter navigation above or explore the complete book.

Book Information

Book: ଯିରିମିୟଙ୍କ ବିଳାପ
Chapter: 1
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯିରିମିୟଙ୍କ ବିଳାପ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯିରିମିୟଙ୍କ ବିଳାପ Chapter 1 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯିରିମିୟଙ୍କ ବିଳାପ Chapter 1?

ଯିରିମିୟଙ୍କ ବିଳାପ Chapter 1 is part of the Book of ଯିରିମିୟଙ୍କ ବିଳାପ in the Holy Bible.

Can I read this chapter online?

Yes. You can read the complete ଯିରିମିୟଙ୍କ ବିଳାପ Chapter 1 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 10
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 4
  5. ଆଦି ପୁସ୍ତକ Chapter 29
  6. ଆଦି ପୁସ୍ତକ Chapter 26
  7. ଆଦି ପୁସ୍ତକ Chapter 1

Explore More from ଯିରିମିୟଙ୍କ ବିଳାପ

  1. ଯିରିମିୟଙ୍କ ବିଳାପ Chapter 4
  2. ଯିରିମିୟଙ୍କ ବିଳାପ Chapter 5
  3. ଯିରିମିୟଙ୍କ ବିଳାପ Chapter 2
  4. ଯିରିମିୟଙ୍କ ବିଳାପ Chapter 3

Related Chapters & Readings

  1. ଆଦି ପୁସ୍ତକ Chapter 21
  2. ଯିରିମିୟ Chapter 29
  3. ଆଦି ପୁସ୍ତକ Chapter 31
  4. ପ୍ରକାଶିତ ବାକ୍ୟ Chapter 11
  5. ଯାତ୍ରା ପୁସ୍ତକ Chapter 11
  6. ଗୀତସଂହିତା Chapter 32
  7. ଉପଦେଶକ Chapter 6
Share Your Love

Leave a Reply

Your email address will not be published. Required fields are marked *